ରିଆ ଜଣେ ବିଷକନ୍ୟା: ସ୍ବାମୀ
ନୂଆଦିଲ୍ଲୀ, ୩୧।୮: ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ମାମଲା ନେଇ ସିବିଆଇ ତଦନ୍ତ ଜାରି ରହିଛି। ଏପରିସ୍ଥଳେ ଭାଜପା ନେତା ସୁବ୍ରମଣ୍ୟମ୍ ସ୍ବାମୀ ସୁଶାନ୍ତଙ୍କ ଗର୍ଲଫ୍ରେଣ୍ଡ ରିଆ ଚକ୍ରବର୍ତ୍ତୀଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ସ୍ବାମୀ କହିଛନ୍ତି ଯେ,…
ଅଭିନେତା ସୋନୁ ସୁଦଙ୍କୁ ଗୋଟିଏ ମାସର ଦରମା ଦେବାକୁ ଚାହୁଁଛନ୍ତି ଏହି ବ୍ୟକ୍ତି, ମିଳିଲା ଏମିତି ଉତ୍ତର
ବଲିଉଡ୍ ଅଭିନେତା ସୋନୁ ସୁଦଙ୍କୁ ଲକ୍ଡାଉନ୍ ସମୟରେ ଲୋକଙ୍କ ପାଇଁ ଦେବଦୂତ ସାଜିଛନ୍ତି। କାହାକୁ ଘର ତ ଆଉ କାହାକୁ ଚାକିରି ଦେଇ ସୋନୁ ଏବେ ଦେଶରେ ଲୋକପ୍ରିୟତା ହାସଲ କରିଛନ୍ତି। ସୋନୁଙ୍କ କାମରେ ଖୁସି ହୋଇ ଜଣେ ଯୁବକ ନିଜ…
ଉବୁଟୁବୁ କଣାସ, ବେଘର ଲୋକେ
ପୁରୀ ଅଫିସ/କଣାସ (ସ୍ବ.ପ୍ର.),୩୧ା୮: ମହାନଦୀରେ ବନ୍ୟା ପାଣି ପ୍ରବାହିତ ହେଉଥିବାରୁ ପୁରୀ ଜିଲାର ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ପାଇଛି। ଜିଲା ମଧ୍ୟଦେଇ ଯାଇଥିବା ଦୟା, ଭାର୍ଗବୀ, ରତ୍ନଚିରା, ଲୁଣା, ମକରା, ଧନୁଆ, ରାଜୁଆ ପ୍ରଭୃତି ନଦୀ ଏବେ ଉଛୁଳୁଛି। କେତେକ…
ନୟାଗଡ଼ରେ ୭୧ ଗାଁ ଜଳବନ୍ଦୀ
ନୟାଗଡ ଅଫିସ/ଗଣିଆ/ଭାପୁର,୩୧। ୮(ଡି.ଏନ.ଏ.): ପ୍ରଳୟଙ୍କରୀ ବନ୍ୟା ଯୋଗୁ ନୟାଗଡ଼ ଜିଲାର ୭୧ଟି ଗ୍ରାମ ଜଳବନ୍ଦୀରେ ରହିଛି। ଏଥିରେ ଗଣିଆ ବ୍ଲକର ୬୮ ଓ ଭାପୁର ବ୍ଲକ ଫତେଗଡ ପଞ୍ଚାୟତର ୩ ଗାଁ ରହିଛି। ଫଳରେ ଏସବୁ ପଞ୍ଚାୟତରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି।…
ଅମିତ ଶାହାଙ୍କୁ ଏମ୍ସ୍ରୁ ମିଳିଲା ଛୁଟି
ନୂଆଦିଲ୍ଲୀ, ୩୧।୮: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ସୁସ୍ଥ ହୋଇ ୧୨ ଦିନ ପରେ ଏମ୍ସ୍ରୁ ଘରକୁ ଫେରିଛନ୍ତି। ଶାହାଙ୍କ ସ୍ବାସ୍ଥ୍ୟାବସ୍ଥା ଭଲ ଅଛି ଏବଂ ତାଙ୍କୁ ଡିସଚାର୍ଜ କରାଯାଇଥିବା ସମ୍ପର୍କରେ ଏମ୍ସ୍ ପକ୍ଷରୁ କୁହାଯାଇଛି। ଅଗଷ୍ଟ ୧୮ରେ ଜ୍ୱର ଏବଂ…
ବନ୍ୟା ଭସାଇନେଲା ଯାଆଁଳ
ଢେଙ୍କାନାଳ ଅଫିସ, ୩୧।୮: ଢେଙ୍କାନାଳ ଜିଲା ଗଁଦିଆ ଅଞ୍ଚଳର ମତ୍ସ୍ୟଚାଷୀଙ୍କୁ ଦୁଃଖ ଦେଇଛି ବ୍ରାହ୍ମଣୀ ବନ୍ୟା। ବଢ଼ିପାଣିରେ ଯାଆଁଳ ଭାସିଯାଇଛନ୍ତି। ସୀମିତ ସମ୍ବଳରେ ମାଛଚାଷ କରି ଦୁଇ ପଇସା ରୋଜଗାର ଆଶାରେ ଥିବା ଚାଷୀମାନେ ଏବେ ଚିନ୍ତାରେ ପଡ଼ିଛନ୍ତି। ବ୍ଲକ ମତ୍ସ୍ୟ…
ଯୁବକଙ୍କୁ ପିଟି ମାରିଦେଲେ
ନୂଆଦିଲ୍ଲୀ,୩୧ା୮: ପଶ୍ଚିମ ଦିଲ୍ଲୀର ନାରାଇନାରେ ମୋବାଇଲ୍ ଚୋରି ସନ୍ଦେହରେ ଜଣେ ଯୁବକଙ୍କୁ ଗଛରେ ବାନ୍ଧି ପିଟି ପିଟି ମାରିଦିଆଯାଇଛି। ହତ୍ୟା ଅଭିଯୋଗରେ ପୋଲିସ ଘଟଣାସ୍ଥଳରୁ ୪ ଜଣଙ୍କୁ ଗିରଫ କରିଛି। ନାରାଇନାସ୍ଥିତ ଲୋହାମଣ୍ଡିରେ ଜଣେ ବ୍ୟକ୍ତି ଗୁରୁବାର ତାଙ୍କ ନିଖୋଜ ପୁଅଙ୍କୁ…
ପ୍ରଶାନ୍ତଙ୍କ ରାୟର ପୁନର୍ବିଚାର ହେଉ
ନୂଆଦିଲ୍ଲୀ, ୩୧।୮: ଅଦାଲତ ଅବମାନନା ମାମଲାରେ ବରିଷ୍ଠ ଆଇନଜୀବୀ ପ୍ରଶାନ୍ତ ଭୂଷଣଙ୍କ ପ୍ରତି ହୋଇଥିବା ରାୟର ପୁନର୍ବିଚାର ଲାଗି ଅନୁରୋଧ କରି ୧୨୨ ଜଣ ଆଇନ ଛାତ୍ରୀଛାତ୍ର ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଏସ୍.ଏ. ବୋବ୍ଡେ ଏବଂ ସୁପ୍ରିମକୋର୍ଟର ଅନ୍ୟ ବିଚାରପତିମାନଙ୍କୁ…
ଏନ୍ସିଏଲ୍ଟି ମାମଲାରେ ଅନୀଲ ଅମ୍ବାନୀଙ୍କୁ ଆଶ୍ୱସ୍ତି
ନୂଆଦିଲ୍ଲୀ,୩୧।୮: ଅନୀଲ ଅମ୍ବାନୀଙ୍କ ଗ୍ରୁପ କମ୍ପାନୀକୁ ନ୍ୟାଶନାଲ କମ୍ପାନୀ ଲ ଟ୍ରିବ୍ୟୁନାଲ(ଏନ୍ସିଏଲ୍ଟି)କୁ ପଠାଇବା ମାମଲାରେ ତାଙ୍କୁ ବର୍ତ୍ତମାନ ଆଶ୍ୱସ୍ତି ମିଳିଛି। ଅନୀଲଙ୍କ ଗ୍ରୁପର ରିଲାଏନ୍ସ ହୋମ୍ ଫାଇନାନ୍ସ ଲିମିଟେଡ(ଆର୍ଏଚ୍ଏଫ୍ଏଲ୍) ଏବଂ ରିଲାଏନ୍ସ କମର୍ସିଆଲ ଫାଇନାନ୍ସ ଲିମିଟେଡ(ଆର୍ସିଏଫ୍ଏଲ୍) ଭଳି ୨ କମ୍ପାନୀକୁ ଏନ୍ସିଏଲ୍ଟିକୁ…
ଏହି ଭାରତୀୟଙ୍କୁ ଭଗବାନ ପରି ମାନେ ଚାଇନା, ଜାଣନ୍ତୁ କାହିଁକି
ଭାରତ ଏବଂ ଚାଇନା ମଧ୍ୟରେ ବର୍ତ୍ତମାନ ସୀମା ବିବାଦ ଲାଗିରହିଛି। ତେବେ ଏମିତି ଏକ ସମୟ ଥିଲା ଯେତେବେଳେ ଚାଇନାବାସୀ ଭାରତୀୟମାନଙ୍କୁ ବହୁତ ସମ୍ମାନ କରୁଥିଲେ। ଭଗବାନଙ୍କ ପରି ହେବାକୁ ବିଶ୍ୱାସ କରୁଥିଲେ। ଏହାର ମୁଖ୍ୟ କାରଣ ଥିଲା ଡ. ଦ୍ୱାରିକାନାଥ…
ଖେଳନା ନୁହେଁ ‘ପରୀକ୍ଷା ପେ ଚର୍ଚ୍ଚା’ ଶୁଣିବାକୁ ଚାହାନ୍ତି ଛାତ୍ରୀଛାତ୍ର
ନୂଆଦିଲ୍ଲୀ, ୩୧।୮(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ କୀ ବାତ୍ କାର୍ଯ୍ୟକ୍ରମରେ ଖେଳନା ଉପରେ ବହୁତ କଥା କହିଛନ୍ତି। ଷ୍ଟାର୍ଟଅପ୍ମାନେ ଖେଳନା ଉତ୍ପାଦନରେ ସାମିଲ ହେବା ଲାଗି ସେ ଆହ୍ବାନ ଦେଇଥିଲେ। କରୋନା ମହାମାରୀ ସମୟରେ ଏନ୍ଇଇଟି ଏବଂ ଜେଇଇ ପରୀକ୍ଷା…
ବ୍ୟାଙ୍କ ମୁଖ୍ୟଙ୍କୁ ଭେଟିବେ ଅର୍ଥମନ୍ତ୍ରୀ
ନୂଆଦିଲ୍ଲୀ,୩୧।୮: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ସେପ୍ଟେମ୍ବର ୩ରେ ବ୍ୟାଙ୍କ ମୁଖ୍ୟଙ୍କୁ ଭେଟିବାର କାର୍ଯ୍ୟକ୍ରମ ସ୍ଥିର ହୋଇଛି। ଏହି ବୈଠକରେ ଋଣ ପୁନର୍ଗଠନ ଯୋଜନା ଉପରେ ସମୀକ୍ଷା ହେବ ବୋଲି ଜଣାପଡିଛି। ଋଣ ପୁନର୍ଗଠନ ଯୋଜନା କାର୍ଯ୍ୟକାରୀ ହେଲେ ଏହା ଦ୍ୱାରା ଲୋକମାନେ…
Archives


