ବିଶ୍ୱର ଖେଳନା ହବ୍ ହୋଇପାରିବ ଭାରତ
ନୂଆଦିଲ୍ଲୀ, ୩୧।୮(ପି.ଟି.): ବିଶ୍ୱରେ ୭ ଲକ୍ଷ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ଖେଳନା ବଜାର ରହିଥିବାବେଳେ ଏଥିରେ ଭାରତର ଅଂଶ ନଗଣ୍ୟ। ଭାରତକୁ ବିଶ୍ୱର ଖେଳନା କେନ୍ଦ୍ରରେ ପରିଣତ କରିବା ପାଇଁ ପ୍ରତିଭା ଓ ସାମର୍ଥ୍ୟ ରହିଛି। ଷ୍ଟାର୍ଟଅପ୍ ଏବଂ ଉଦ୍ୟୋଗୀମାନେ ଏଥିପାଇଁ…
ଶ୍ରୀମନ୍ଦିରରେ ମାରା ହେଲା ଭୋଗ
ପୁରୀ ଅଫିସ, ୩୧।୮: ଦୀର୍ଘଦିନ ପରେ ଶ୍ରୀମନ୍ଦିରରେ ଭୋଗ ମାରା ହୋଇଛି। ଜଣେ ସେବାୟତଙ୍କ ପାଇଁ ଶନିବାର ରାତିରେ ପ୍ରାୟ ୨ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ମହାପ୍ରଭୁଙ୍କ ନୀତିକାନ୍ତି ବିଳମ୍ବ ହୋଇଥିଲା। ଫଳରେ ଠାକୁରଙ୍କ ରାତ୍ରପହୁଡ଼ ହୋଇପାରି ନ ଥିଲା। ସେହିପରି ଭୋଗ…
ଆଜିଠାରୁ ସେପ୍ଟେମ୍ବର ୨ ଯାଏ ବର୍ଷା
ଭୁବନେଶ୍ୱର,୩୧।୮(ବ୍ୟୁରୋ): ରାଜ୍ୟରେ ବନ୍ୟା ଦାଉ ସାଜିଥିବାବେଳେ ସୋମବାରଠାରୁ ବର୍ଷା ହେବାର ସମ୍ଭାବନା ରହିଛି। ଫଳରେ ବିପନ୍ନଙ୍କ ଦୁର୍ଦ୍ଦଶା ଆହୁରି ବଢ଼ିବ। ପାଣିପାଗ ବିଭାଗ ପକ୍ଷରୁ କରାଯାଇଥିବା ପୂର୍ବାନୁମାନ ଅନୁଯାୟୀ ରାଜ୍ୟରେ ଦକ୍ଷିଣପଶ୍ଚିମ ମାୈସୁମୀ ବାୟୁ ସକ୍ରିୟ ରହିଛି। ଏଥିସହିତ ମଧ୍ୟ ପ୍ରଦେଶ…
ମୁଣ୍ଡ ଗୁଞ୍ଜିବାକୁ ଠିକଣା ଖୋଜା
ଯାଜପୁର ଅଫିସ/ବରୀ,୩୧।୮ (ଡି.ଏନ.ଏ.): ଯାଜପୁର ଜିଲା ଦେଇ ପ୍ରବାହିତ ବ୍ରାହ୍ମଣୀ ଓ ବୈତରଣୀ ନଦୀର ଜଳପତ୍ତନ ହ୍ରାସ ହେବା ପରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ହୋଇଛି। ତେବେ ପ୍ରଳୟଙ୍କରୀ ବନ୍ୟା ଯୋଗୁ ଜିଲାରେ ସୃଷ୍ଟି ହୋଇଥିବା ୩୦ ଘାଇ ଦ୍ୱାରା ନିର୍ଗତ…
ଦ୍ୱିତୀୟ ଟି୨୦: ଇଂଲଣ୍ଡ ବିଜୟୀ
ମାଞ୍ଚେଷ୍ଟର,୩୧।୮(ପି.ଟି.): ସ୍ଥାନୀୟ ଓଲ୍ଡ ଟ୍ରାଫୋର୍ଡ ଗ୍ରାଉଣ୍ଡରେ ରବିବାର ଅନୁଷ୍ଠିତ ପାକିସ୍ତାନ ବିପକ୍ଷ ଦ୍ୱିତୀୟ ଟି୨୦ ମ୍ୟାଚ୍ରେ ଘରୋଇ ଇଂଲଣ୍ଡ ୫ ଉଇକେଟରେ ବିଜୟ ହାସଲ କରିଛି। ଫଳରେ ୩ ମ୍ୟାଚ୍ ବିଶିଷ୍ଟ ଏହି ସିରିଜରେ ଦଳ ୧-୦ରେ ଅଗ୍ରଣୀ ହାସଲ କରିଛି।…
ବନ୍ୟାବିପନ୍ନଙ୍କୁ ପୂର୍ଣ୍ଣିମା ଭୟ
ଭୁବନେଶ୍ୱର,୩୧।୮(ବ୍ୟୁରୋ): ରାଜ୍ୟରେ ଦୁଇ ତିନି ଦିନ ହେବ ବର୍ଷା ନାହିଁ। ତେବେ ଗତ ଲଘୁଚାପଜନିତ ବର୍ଷା ଉତ୍ତର ଓ ଉପକୂଳ ଓଡିଶା ପାଇଁ ଭୟଙ୍କର ଜଳ ପ୍ରଳୟ ସୃଷ୍ଟି କରିଛି। ବ୍ରାହ୍ମଣୀ, ବୈତରଣୀ, ବୁଢାବଳଙ୍ଗ, ଖରସ୍ରୋତା, ଜଳକା ନଦୀରେ ବନ୍ୟା ସୁଧାର…
ଅନ୍ଲାଇନ୍ ଚେସ୍ ଅଲିମ୍ପିଆଡ୍: ଭାରତ-ରୁଷିଆ ଯୁଗ୍ମ ବିଜେତା
ଚେନ୍ନାଇ, ୩୧ା୮ (ପି.ଟି.)- ଇଣ୍ଟରନେଟ୍ରେ ବିଭ୍ରାଟ ଓ ସର୍ଭର ସହିତ ଯୋଗାଯୋଗ ବ୍ୟାହତ ହେବାରୁ ଭାରତ ଓ ରୁଷିଆକୁ ୨୦୨୦ ଅନ୍ଲାଇନ୍ ଚେସ୍ ଅଲିମ୍ପିଆଡର ଯୁଗ୍ମ ଚାମ୍ପିୟନ ଘୋଷଣା କରାଯାଇଛି। ଫାଇନାଲ ଖେଳ ଚାଲିଥିବା ବେଳେ ସର୍ଭର ସହିତ ଯୋଗାଯୋଗ ବିଚ୍ଛିନ୍ନ…
ଜୁଭେଣ୍ଟସ୍ରେ ପ୍ରଥମ ଆମେରିକୀୟ ଖେଳାଳି
ତୁରିନ୍, ୩୧ା୮ (ଏପି)-ଜୁଭେଣ୍ଟସ ଫୁଟ୍ବଲ ଦଳରେ ଯୋଗଦାନ କରିବାରେ ପ୍ରଥମ ଆମେରିକୀୟ ଖେଳାଳି ହେଉଛନ୍ତି ମିଡ୍ଫିଲ୍ଡର ଓ୍ବେଷ୍ଟର୍ନ ମ୍ୟାକେନି। ଗୁରୁବାର ତୁରିନ୍ରେ ପହଞ୍ଚତ୍ବା ପରେ ୯ଥର ସିରିଜ ଏ’ ଚାମ୍ପିୟନ ଦଳ ତରଫରୁ ତାଙ୍କର କିଛି ଫଟୋ ପୋଷ୍ଟ କରିଥିଲା। ମ୍ୟାକେନି…
ବିଦାହେବେ ଅପାରଗ, ଦୁର୍ନୀତିଗ୍ରସ୍ତ ବାବୁ
ନୂଆଦିଲ୍ଲୀ,୩୦ା୮- ଅପାରଗ ଓ ଦୁର୍ନୀତିଗ୍ରସ୍ତ ବାବୁମାନେ ଆଉ ଅଧିକ ସମୟ ଚାକିରିରେ ରହିପାରିବେ ନାହିଁ। ୫୦ରୁ ୫୫ ବର୍ଷ ବୟସ ହୋଇଥିବା ଓ ୩୦ ବର୍ଷ ଚାକିରି କରିସାରିଥିବା ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍), ଭାରତୀୟ ପୋଲିସ ସେବା (ଆଇପିଏସ୍) ଏବଂ…
ବେଲ୍ଜିଆନ ଗ୍ରାଁ ପ୍ରି ଜିତିଲେ ହାମିଲଟନ
ସ୍ପା-ଫ୍ରାଙ୍କୋରଚାମ୍ପ୍ସ, ୩୦ା୮ (ଏପି)-ମର୍ସିଡିଜ୍ର ଲୁଇସ୍ ହାମିଲଟନ ବେଲ୍ଜିଆନ ଫର୍ମୁଲା ଓ୍ବାନ୍ ମୋଟର ରେସ୍ ଜିତିଛନ୍ତି। ଏହା ହେଉଛି ତାଙ୍କ କ୍ୟାରିୟରର ୮୯ତମ ଟାଇଟଲ। ଫର୍ମୁଲା ଓ୍ବାନ ରେକର୍ଡଧାରୀ ମାଇକେଲ ସୁମାକରଙ୍କଠାରୁ ସେ ଦୁଇଟି ବିଜୟ ପଛରେ ରହିଛନ୍ତି। ବିଶ୍ୱଚାମ୍ପିୟନ ଡ୍ରାଇଭର ପୋଲ…
ଗୁଟ୍ଖା ଖାଇବାକୁ ବାରଣ କରିବାରୁ ସ୍ତ୍ରୀକୁ ଗୁଳି ମାରିଲେ ସ୍ବାମୀ
ମିରଟ, ୩୦।୮: ଉତ୍ତର ପ୍ରଦେଶର ମିରଟରୁ ଏକ ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିଛି। ଗୁଟ୍ଖା ଖାଇବାକୁ ବାରଣ କରିବାରୁ ଏଥିରେ ରାଗିଯାଇ ଜଣେ ଯୁବକ ନିଜ ସ୍ତ୍ରୀକୁ ଗୁଳି ମାରିଛନ୍ତି। ପୋଲିସ ଏହି ଘଟଣାରେ ଅଭିଯୁକ୍ତ ସ୍ବାମୀକୁ ଗିରଫ କରିଥିବାବେଳେ ବନ୍ଧୁକ…
ଆସନ୍ତାକାଲି ବନ୍ୟାଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୩୦।୮(ବ୍ୟୁରୋ)- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ରାଜ୍ୟର ବନ୍ୟାଞ୍ଚଳ ପରିଦର୍ଶନ କରିବେ। ଏହାପରେ ବରିଷ୍ଠ ଅଧିକାରୀଙ୍କ ସହ ଗୁରୁତ୍ୱପୂର୍ଣ୍ଣ ବୈଠକ କରିବେ। ଏ ନେଇ ରବିବାର ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ସୂଚନା ଦେଇଛନ୍ତି। ସେହିପରି ବନ୍ୟାସ୍ଥିତି ନେଇ ମଧ୍ୟ…
Archives


