ଜୁଭେଣ୍ଟସ୍ରେ ପ୍ରଥମ ଆମେରିକୀୟ ଖେଳାଳି
ତୁରିନ୍, ୩୧ା୮ (ଏପି)-ଜୁଭେଣ୍ଟସ ଫୁଟ୍ବଲ ଦଳରେ ଯୋଗଦାନ କରିବାରେ ପ୍ରଥମ ଆମେରିକୀୟ ଖେଳାଳି ହେଉଛନ୍ତି ମିଡ୍ଫିଲ୍ଡର ଓ୍ବେଷ୍ଟର୍ନ ମ୍ୟାକେନି। ଗୁରୁବାର ତୁରିନ୍ରେ ପହଞ୍ଚତ୍ବା ପରେ ୯ଥର ସିରିଜ ଏ’ ଚାମ୍ପିୟନ ଦଳ ତରଫରୁ ତାଙ୍କର କିଛି ଫଟୋ ପୋଷ୍ଟ କରିଥିଲା। ମ୍ୟାକେନି…
ବିଦାହେବେ ଅପାରଗ, ଦୁର୍ନୀତିଗ୍ରସ୍ତ ବାବୁ
ନୂଆଦିଲ୍ଲୀ,୩୦ା୮- ଅପାରଗ ଓ ଦୁର୍ନୀତିଗ୍ରସ୍ତ ବାବୁମାନେ ଆଉ ଅଧିକ ସମୟ ଚାକିରିରେ ରହିପାରିବେ ନାହିଁ। ୫୦ରୁ ୫୫ ବର୍ଷ ବୟସ ହୋଇଥିବା ଓ ୩୦ ବର୍ଷ ଚାକିରି କରିସାରିଥିବା ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍), ଭାରତୀୟ ପୋଲିସ ସେବା (ଆଇପିଏସ୍) ଏବଂ…
ବେଲ୍ଜିଆନ ଗ୍ରାଁ ପ୍ରି ଜିତିଲେ ହାମିଲଟନ
ସ୍ପା-ଫ୍ରାଙ୍କୋରଚାମ୍ପ୍ସ, ୩୦ା୮ (ଏପି)-ମର୍ସିଡିଜ୍ର ଲୁଇସ୍ ହାମିଲଟନ ବେଲ୍ଜିଆନ ଫର୍ମୁଲା ଓ୍ବାନ୍ ମୋଟର ରେସ୍ ଜିତିଛନ୍ତି। ଏହା ହେଉଛି ତାଙ୍କ କ୍ୟାରିୟରର ୮୯ତମ ଟାଇଟଲ। ଫର୍ମୁଲା ଓ୍ବାନ ରେକର୍ଡଧାରୀ ମାଇକେଲ ସୁମାକରଙ୍କଠାରୁ ସେ ଦୁଇଟି ବିଜୟ ପଛରେ ରହିଛନ୍ତି। ବିଶ୍ୱଚାମ୍ପିୟନ ଡ୍ରାଇଭର ପୋଲ…
ଗୁଟ୍ଖା ଖାଇବାକୁ ବାରଣ କରିବାରୁ ସ୍ତ୍ରୀକୁ ଗୁଳି ମାରିଲେ ସ୍ବାମୀ
ମିରଟ, ୩୦।୮: ଉତ୍ତର ପ୍ରଦେଶର ମିରଟରୁ ଏକ ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିଛି। ଗୁଟ୍ଖା ଖାଇବାକୁ ବାରଣ କରିବାରୁ ଏଥିରେ ରାଗିଯାଇ ଜଣେ ଯୁବକ ନିଜ ସ୍ତ୍ରୀକୁ ଗୁଳି ମାରିଛନ୍ତି। ପୋଲିସ ଏହି ଘଟଣାରେ ଅଭିଯୁକ୍ତ ସ୍ବାମୀକୁ ଗିରଫ କରିଥିବାବେଳେ ବନ୍ଧୁକ…
ଆସନ୍ତାକାଲି ବନ୍ୟାଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୩୦।୮(ବ୍ୟୁରୋ)- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ରାଜ୍ୟର ବନ୍ୟାଞ୍ଚଳ ପରିଦର୍ଶନ କରିବେ। ଏହାପରେ ବରିଷ୍ଠ ଅଧିକାରୀଙ୍କ ସହ ଗୁରୁତ୍ୱପୂର୍ଣ୍ଣ ବୈଠକ କରିବେ। ଏ ନେଇ ରବିବାର ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ସୂଚନା ଦେଇଛନ୍ତି। ସେହିପରି ବନ୍ୟାସ୍ଥିତି ନେଇ ମଧ୍ୟ…
ଭୁବନେଶ୍ୱରରୁ ପୁଣି ୫୧୫ କରୋନା ଆକ୍ରାନ୍ତ ଚିହ୍ନଟ: ୧୦ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର,୩୦।୮(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ରବିବାର ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ହୋଇଛନ୍ତି। ୨୪ ଘଣ୍ଟା ମଧ୍ୟରେ ମୋଟ ୬୭ ଓ୍ବାର୍ଡରୁ ୫୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜଧାନୀରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦୨୧ରେ ପହଞ୍ଚିଛି। ଓ୍ବାର୍ଡ ନଂ.୨ ରୁ…
ନକଲି ପ୍ରୋଭିଜିନାଲ ଆଡ୍ମିଶନ ତାଲିକାରେ ରହିଛି ସନ୍ନି ଲିଓନିଙ୍କ ନାମ
କୋଲକାତା, ୩୦।୮: ପଶ୍ଚିମବଙ୍ଗର ନର୍ଥ ୨୪ ପ୍ରଗଣାସ୍ଥିତ ବର୍ସାତ୍ ସରକାରୀ କଲେଜର ଆଡ୍ମିଶନ ଲାଗି ନକଲି ପ୍ରୋଭିଜିନାଲ ମେରିଟ୍ ଲିଷ୍ଟ ସୋସିଆଲ ମିଡିଆରେ ଘୂରି ବୁଲୁଛି। ଯେଉଁଥିରେ ଜଣାଶୁଣା ପର୍ନଷ୍ଟାର୍ ତଥା ବଲିଉଡ୍ ଅଭିନେତ୍ରୀ ସନ୍ନି ଲିଓନିଙ୍କ ନାମ ରହିଥିବା ଦେଖିବାକୁ…
ରାମଲୀଳା ପାଇଁ ଚାଲିଛି ପ୍ରସ୍ତୁତି, ମନୋଜ ତିଓ୍ବାରୀ କରିବେ ଅଭିନୟ
ନୂଆଦିଲ୍ଲୀ,୩୦।୮: କରୋନା ସମୟରେ ଦେଶରେ ସବୁ ମହୋତ୍ସବ ଫିକା ପଡିଯାଇଛି। ମାସ ମାସ ଧରି ଠପ୍ ହୋଇଯାଇଛି ବିଭିନ୍ନ ମନୋରଞ୍ଜନଧର୍ମୀ କାର୍ଯ୍ୟକ୍ରମ। ଧୀରେ ଧୀରେ ସବୁକିଛି ସାଧାରଣ ହେବାକୁ ଲାଗିଛି। ଏବେ ରାମଲୀଳା ମଞ୍ଚସ୍ଥ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ରବିବାର…
କୋହଲି-ଫିଞ୍ଚ୍ଙ୍କ ସମକକ୍ଷ ହେଲେ ଏହି ପାକିସ୍ତାନ କ୍ରିକେଟର୍
ମାଞ୍ଚେଷ୍ଟର, ୩୦।୮: ଘରୋଇ ଇଂଲଣ୍ଡ ବିପକ୍ଷରେ ଏଠାରେ ଅନୁଷ୍ଠିତ ୨ୟ ଟି୨୦ ମ୍ୟାଚ୍ ଅବସରରେ ପାକିସ୍ତାନ ଅଧିନାୟକ ବାବର ଆଜାମ ଏକ ଦର୍ଶନୀୟ ଅର୍ଦ୍ଧଶତକୀୟ ଇନିଂସ ଖେଳିଛନ୍ତି। ଟସ୍ ହାରି ବ୍ୟାଟିଂ ସୁଯୋଗ ପାଇଥିବା ପାକିସ୍ତାନ ନିର୍ଦ୍ଧାରିତ ୨୦ ଓଭରରେ ୪…
ଦୁର୍ନୀତିଗ୍ରସ୍ତ, ଅପାରଗ ସରକାରୀ କର୍ମଚାରୀଙ୍କୁ ସାବାଡ୍ କରିବେ ମୋଦି ସରକାର
ନୂଆଦିଲ୍ଲୀ,୩୦।୮: ଦୁର୍ନୀତିଗ୍ରସ୍ତ ତଥା ଅପାରଗ ସରକାରୀ କର୍ମଚାରୀଙ୍କୁ ସାବାଡ୍ କରିବାକୁ ମୋଦି ସରକାର ବର୍ତ୍ତମାନ ପ୍ରସ୍ତୁତ ହେଉଛନ୍ତି। ଏହି ପରିପ୍ରେକ୍ଷୀରେ ଏଭଳି ସରକାରୀ କର୍ମଚାରୀଙ୍କୁ ଚିହ୍ନଟ କରିବା ପାଇଁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଦୁର୍ନୀତିଗ୍ରସ୍ତ ତଥା ଅଯୋଗ୍ୟ କର୍ମଚାରୀଙ୍କୁ ବାଧ୍ୟତାମୂଳକ…
ଅନୁଷ୍କା ମା’ ହେବା କଥା ଜାଣି ଦେଡଶୂର କହିଲେ ଏମିତି କଥା
ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଏବଂ ସସ୍ତ୍ରୀ ତଥା ଅଭିନେତ୍ରୀ ଅନୁଷ୍କା ଶର୍ମା ଖୁବଶୀଘ୍ର ୨ରୁ ୩ ହେବାକୁ ଯାଉଛନ୍ତି। ୨୦୨୧ ଜାନୁୟାରୀ ଅନୁଷ୍କା ନିଜ ପ୍ରଥମ ସନ୍ତାନ ଜନ୍ମ ଦେବାକୁ ଯାଉଛନ୍ତି। ଏନେଇ ତାଙ୍କୁ ଚାରିଆଡୁ ଶୁଭେଚ୍ଛା…
ବିବାହ କରିବାକୁ ଗୁଜରାଟରୁ ବିହାର ଚାଲିଆସିଲେ ଯୁବତୀ
କୈମୁର, ୩୦।୮: ବିହାରର ଭଭୁଆସ୍ଥିତ ମହିଳା ଥାନା ନିକଟରେ ଥିବା ମହାକୋଟେଶ୍ୱର ମନ୍ଦିରରେ ପୋଲିସ ତତ୍ତ୍ୱାବଧାନରେ ଏକ ପ୍ରେମୀ ଯୁଗଳଙ୍କ ବିବାହ ଅନୁଷ୍ଠିତ ହୋଇଛି। ସୂଚନା ମୁତାବକ ଉଭୟ ଯୁବକ ଓ ଯୁବତୀ ଏକାଠି ଗୁଜରାଟର ଏକ ଘରୋଇ କମ୍ପାନୀରେ କାମ…
Archives


