Home Left

ଆର୍‌ଏସ୍‌ପିରେ ଗ୍ୟାସ୍‌ ଲିକ୍‌ ଘଟଣା: ମୃତ୍ୟୁ ସଂଖ୍ୟା ୪କୁ ବୃଦ୍ଧି

ରାଉରକେଲା ଅଫିସ, ୬।୧: ରାଉରକେଲା ଷ୍ଟିଲ ପ୍ଲାଣ୍ଟରେ ଗ୍ୟାସ ଲିକ୍‌ ଘଟଣାରେ ମୃତ୍ୟୁ ସଂଖ୍ୟା ୪କୁ ବୃଦ୍ଧି ପାଇଛି । ପ୍ଲାଣ୍ଟ କୋଲ କେମିକାଲ ବିଭାଗରେ ଗ୍ୟାସ ଲିକ୍‌ ହେବା ଯୋଗୁ ୪ ଜଣଙ୍କର ମୃତ୍ୟୁ ଘଟିଛି। ତେବେ ମୃତକଙ୍କର ପରିଚୟ…

ଆଉ ଗୋଟିଏ ଦିନ ଡାକ୍ତରଖାନାରେ ରହିବାକୁ ଚାହୁଁଛନ୍ତି ଗାଙ୍ଗୁଲି

କୋଲକାତା,୬।୧: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ)ର ଅଧ୍ୟକ୍ଷ ସୌରଭ ଗାଙ୍ଗୁଲି ଆଉ ଗୋଟିଏ ଦିନ ଡାକ୍ତରଖାନାରେ ରହିବାକୁ ଚାହୁଁଛନ୍ତି। ବୁଧବାର ପରିବର୍ତ୍ତେ ଗୁରୁବାର ଡାକ୍ତରଖାନାରୁ ଡିସଚାର୍ଜ କରାଯିବ। ସେ ବର୍ତ୍ତମାନ କୋଲକାତାର ଉଡ୍‌ଲ୍ୟାଣ୍ଡ୍‌ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସାମାନ୍ୟ ହୃଦ୍‌ଘାତରେ ପୀଡିତ…

ବିବାହର ୭ ବର୍ଷ ପରେ ସ୍ବାମୀଙ୍କଠାରୁ ଅଲଗା ହେବେ ଏହି ପ୍ରସିଦ୍ଧ ଅଭିନେତ୍ରୀ!

ଆମେରିକାର ଲୋକପ୍ରିୟ ସେଲିବ୍ରିଟି କିମ୍‌ କାରଦାଶିୟାନଙ୍କ ପ୍ରଶଂସକ ସମଗ୍ର ବିଶ୍ୱରେ ରହିଛନ୍ତି। ବର୍ତ୍ତମାନ ସେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ରହିଛନ୍ତି। ବର୍ତ୍ତମାନ କିମ୍‌ ଏବଂ ତାଙ୍କ ସ୍ବାମୀ କାନେ ଓ୍ବେଷ୍ଟଙ୍କ ମଧ୍ୟରେ କିଛି ଠିକ୍‌ ଚାଲିନାହିଁ। ଏହି ଦମ୍ପତିଙ୍କ…

ଏହି ୭ ଜିନିଷରେ ଭୁଲରେ ବି ଗୋଡ ବଜାନ୍ତୁ ନାହିଁ କି ମାରନ୍ତୁନି ଗୋଇଠା, ହୋଇଯିବେ ବରବାଦ..

ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ଜୀବନ ସହ ଜଡିତ ବିଭିନ୍ନ ସମସ୍ୟା ଓ ତାର ସମାଧାନ ବିଷୟରେ ଉଲ୍ଲେଖ କରିଛନ୍ତି। ସେ ଅର୍ଥ, ପଦୋନ୍ନତି, ବ୍ୟବସାୟ, ବନ୍ଧୁତା, ଶତ୍ରୁତା ହେଉ ଅଥବା ବୈବାହିକ ଜୀବନ ସହ ଜଡିତ ସମସ୍ୟା ସବୁକିଛିର ସମାଧାନ…

ଏମିତି ଦେଶ, ଯେଉଁଠି ଝିଅଙ୍କୁ ବିବାହ କରିଥାନ୍ତି ବାପା

ଯେକୌଣସି ଦେଶରେ ସୁରୁଖୁରୁରେ ଚାଲିବା ପାଇଁ ସଠିକ୍‌ ଆଇନ ଏବଂ ଶୃଙ୍ଖଳା ଜରୁରୀ। ଯଦି କୌଣସି ଉପଯୁକ୍ତ ଆଇନ ଏବଂ ଶୃଙ୍ଖଳା ନ ରୁହେ ତେବେ ଏହା ସମସ୍ୟାକୁ ବଢ଼ାଇଥାଏ। କିନ୍ତୁ ଆପଣ କେବେ ଭାବିଛନ୍ତି କି ଯଦି ସମାଜର ସମସ୍ୟାକୁ…

ଆର୍‌ଏସ୍‌ପିରେ ଗ୍ୟାସ୍‌ ଲିକ୍‌: ଆଖିବୁଜିଲେ ୨

ରାଉରକେଲା ଅଫିସ, ୬।୧: ରାଉରକେଲା ଇସ୍ପାତ କାରଖାନା (ଆର୍‌ଏସ୍‌ପି) କୋଲ କେମିକାଲ ବିଭାଗରେ ବୁଧବାର ସକାଳ ପ୍ରାୟ ୧୦ଟାରେ ଘଟିଛି ଅଘଟଣ। ମରାମତି କାମ ଚାଲିଥିବା ବେଳେ ଗ୍ୟାସ ଲିକ ଯୋଗୁ ୨ ଜଣଙ୍କର ମୃତ୍ୟୁ ଘଟିଛି। ଅନ୍ୟ ୨ ଜଣ…

ମତେ ଜହର ଦେଇ ହତ୍ୟା କରାଯିବାର ହୋଇଥିଲା ଉଦ୍ୟମ: ଇସ୍ରୋ ବୈଜ୍ଞାନିକ

ବେଙ୍ଗାଲୁରୁ,୬।୧: ଇସ୍ରୋର ବରିଷ୍ଠ ବୈଜ୍ଞାନିକ ତପନ ମିଶ୍ରାଙ୍କୁ ଜହର ଦେଇ ହତ୍ୟା କରାଯିବା ଉଦ୍ୟମ ହୋଇଥିଲା। ଏନେଇ ନିଜେ ତପନ ସୂଚନା ଦେଇଛନ୍ତି। ୨୦୧୭ରେ ସେ ଅହମଦାବାଦ୍‌ ସ୍ପେସ୍‌ ଆପ୍ଲିକେଶନ ସେଣ୍ଟରରେ ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଥିଲେ। ସେହି ବର୍ଷ ମେ…

ରାଜ୍ୟରେ ଚିହ୍ନଟ ହେଲେ ଆଉ ୨୩୧ କରୋନା ପଜିଟିଭ: ମୃତ୍ୟୁ ସଂଖ୍ୟା ଶୂନ

ଭୁବନେଶ୍ୱର, ୬।୧(ବ୍ୟୁରୋ): ରାଜ୍ୟରେ ବୁଧବାର ପୁଣି ୨୩୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩୯୨୧ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ…

ଘରୁ ପଳାଇ ବିବାହ କରିଥିଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ

ବଲିଉଡ୍‌ ଫିଲ୍ମ ‘ଗୋଲମାଲ’(୧୯୭୯)ରେ ଉର୍ମି ଭୂମିକାରେ ଅଭିନୟ କରିଥିବା ଅଭିନେତ୍ରୀ ବିନ୍ଦିୟା ଗୋସ୍ବାମୀଙ୍କର ଆଜି ଅର୍ଥାତ୍‌ ଜାନୁଆରୀ ୬ ହେଉଛି ଜନ୍ମଦିନ। ସେ ନିଜଠାରୁ ୧୨ ବର୍ଷ ବଡ଼ ଜେପି ଦତ୍ତାଙ୍କ ସହ ଘରୁ ପଳାଇ ବିବାହ କରିଥିଲେ। ବିନ୍ଦିୟାଙ୍କ ପରିବାର…

ପୃଥିବୀର ଘୂରିବା ଗତି ବୃଦ୍ଧି ପାଉଛି: ଚିନ୍ତାରେ ବୈଜ୍ଞାନିକ

ଓ୍ବାଶିଂଟନ,୬।୧: ପୃଥିବୀର ଘୂରିବା ଗତି ବୃଦ୍ଧି ପାଉଛି। ୫୦ ବର୍ଷ ତଳେ ଥିବା ପୃଥିବୀର ଘୂରିବା ବେଗ ଏବଂ ବର୍ତ୍ତମାନ ବେଗ ମଧ୍ୟରେ ପାର୍ଥକ୍ୟ ରହିଛି। ଏବେ ପୃଥିବୀ ନିଜ ଚାରିପଟେ ଘୂରିବା ପାଇଁ ୨୪ ଘଣ୍ଟାରୁ କମ୍‌ ସମୟ ନେଉଛି।…

ସଲମାନଙ୍କ ପାଇଁ ମା’ ହୋଇପାରିଥିଲେ ଏହି ଅଭିନେତ୍ରୀ

ଟିଭି ଏବଂ ବଲିଉଡ୍‌ କଳାକାରଙ୍କ ମଧ୍ୟରେ ଅନ୍ୟତମ କଶ୍ମିରା ଶାହା। ନିକଟରେ ତାଙ୍କୁ ରିଆଲିଟି ଶୋ’‘ବିଗ୍‌ ବସ୍‌’ରେ ଦେଖିବାକୁ ମିଳିଥିଲା। କିନ୍ତୁ ବିଗ୍‌ ବସ୍‌ ଘରେ ତାଙ୍କର ଯାତ୍ରା ବେଶିଦିନ ତିଷ୍ଠି ନ ଥିଲା। ମାତ୍ର ବୋଲ୍ଡ ଫଟୋସୁଟ୍‌ ପାଇଁ ସେ…

ବିହାର କଂଗ୍ରେସରେ ଫାଟ: ବାଡ଼ ଡେଇଁବାକୁ ୧୧ ବିଧାୟକ ପ୍ରସ୍ତୁତ !

ପାଟନା,୬।୧: ବିହାରରେ କଂଗ୍ରେସରେ ଫାଟ ବଢ଼ିବାରେ ଲାଗିଛି। ଦଳର ୧୯ ଜଣ ବିଧାୟକଙ୍କ ମଧ୍ୟରୁ ଖୁବ୍‌ ଶୀଘ୍ର ୧୧ ଜଣ ଦଳ ଛାଡ଼ିବାକୁ ପ୍ରସ୍ତୁତ ହେଉଥିବା କୁହାଯାଇଛି। ଏନେଇ ଦଳର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଭରତ ସିଂ ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?