Home Left

ଯାଜପୁର ଜିଲାରେ ୨୯ ଘାଇ

ଯାଜପୁର ଅଫିସ,୨୯ା୮: ବ୍ରାହ୍ମଣୀ, ବୈତରଣୀ ଏବଂ ଏହାର ଶାଖା ନଦୀଗୁଡ଼ିକ ଦ୍ୱାରା ଯାଜପୁର ଜିଲାରେ ବନ୍ୟା ସୃଷ୍ଟି ହୋଇଛି। ଶୁକ୍ରବାର ୨୯ଟି ସ୍ଥାନରେ ଘାଇ ସୃଷ୍ଟି ହୋଇ ବ୍ୟାପକ ଅଞ୍ଚଳକୁ ଜଳମଗ୍ନ କରିଛି। ରାସ୍ତା ଧୋଇ ହୋଇ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି।…

ଦ୍ୱିତୀୟ ପାଳି ପାଇଁ ଟ୍ରମ୍ପ୍‌ ପ୍ରସ୍ତୁତ

ଓ୍ବାଶିଂଟନ,୨୯ା୮: ଆମେରିକା ରାଷ୍ଟ୍ରପତି ନିର୍ବାଚନକୁ ଆଉ ୩ ମାସ ବାକି ଥିବାବେଳେ ଉଭୟ ଶାସକ ରିପବ୍ଲିକାନ୍‌ ଓ ବିରୋଧୀ ଡେମୋକ୍ରାଟିକ୍‌ ପାର୍ଟି ପକ୍ଷରୁ ପ୍ରଚାର ଅଭିଯାନକୁ ଜୋର୍‌ଦାର କରାଯାଇଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଦ୍ୱିତୀୟ ପାଳି ପାଇଁ ଗୁରୁବାର ରିପବ୍ଲିକାନ୍‌ ପାର୍ଟିର…

ପିଜି ନାମଲେଖା ଆବେଦନ ଅବଧି ବଢ଼ିଲା

ଭୁବନେଶ୍ୱର, ୨୯ା୮(ବ୍ୟୁରୋ): ପିଜି ପାଠ୍ୟକ୍ରମରେ ନାମଲେଖା ପାଇଁ କମନ ଏଣ୍ଟ୍ରାନ୍ସ ଟେଷ୍ଟ ଆବେଦନର ଅବଧିକୁ ବୃଦ୍ଧି କରାଯାଇଛି। ସେପ୍ଟେମ୍ବର ୧୦ ତାରିଖ ରାତି ୧୧ଟା ୪୫ ପର୍ଯ୍ୟନ୍ତ ଛାତ୍ରୀଛାତ୍ରମାନେ ଆବେଦନ କରିପାରିବେ। ପୂର୍ବରୁ ଆବେଦନର ଶେଷ ତାରିଖ ଅଗଷ୍ଟ ୩୧ ଥିଲା।…

ନଭେମ୍ବରକୁ ଘୁଞ୍ଚିଲା ଓଡ଼ିଶା ସିଭିଲ୍‌ ସର୍ଭିସ୍‌ ପରୀକ୍ଷା

କଟକ ଅଫିସ୍‌,୨୯ା୮: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ପକ୍ଷରୁ ଚଳିତ ବର୍ଷର ସିଭିଲ୍‌ ସର୍ଭିସ୍‌ ମୁଖ୍ୟ ପରୀକ୍ଷା ଅକ୍ଟୋବର ବଦଳରେ ନଭେମ୍ବରରେ ହେବ। ଶୁକ୍ରବାର ଏନେଇ ନୋଟିସ୍‌ ଜାରି କରାଯାଇଛି। କରୋନା ଯୋଗୁ ରାଜ୍ୟ ସରକାରଙ୍କ ତରଫରୁ ବିଭିନ୍ନ ପ୍ରକାର କଟକଣା…

ପେଟ୍ରୋଲ ୧୧ ପଇସା ବଢ଼ିଲା

ଭୁବନେଶ୍ୱର,୨୯ା୮: ଚଳିତ ମାସରେ ପେଟ୍ରୋଲ ଦର ବୃଦ୍ଧି ଖାଉଟିଙ୍କ ଚିନ୍ତା ବଢାଇ ଚାଲିଛି। ବର୍ତ୍ତମାନ କରୋନା ସଂକ୍ରମଣ ଯୋଗୁ ଲୋକମାନେ ଆଶଙ୍କାରେ ଥିବା ବେଳେ ତୈଳ ଦର ବୃଦ୍ଧି ସମସ୍ୟାକୁ ଜଟିଳ କରୁଛି। ଶୁକ୍ରବାର ଭୁବନେଶ୍ୱରରେ ପେଟ୍ରୋଲ ଲିଟର ୧୧ ପଇସା…

ଅସହ୍ୟ ହେଉଛି ପରିବା ଦର

ଭୁବନେଶ୍ୱର,୨୯ା୮(ବ୍ୟୁରୋ): କରୋନା ମାଡ଼ରେ ଲୋକମାନଙ୍କ ଆର୍ଥିକ ସ୍ଥିତି ଦୋହଲି ଯାଇଛି। ଅନ୍ୟ ପକ୍ଷରେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶାକୁ ଆହୁରି ବଢ଼ାଇ ଦେଇଛି। ଏପରି ସ୍ଥଳେ ଅତ୍ୟାବଶ୍ୟକ ସାମଗ୍ରୀ ଆଳୁ ଓ ପିଆଜ ଦର ହୁ ହୁ ହୋଇ ବଢ଼ିଚାଲିଛି। ଖୁଚୁରା…

ଉଛୁଳୁଛି ନଦନଦୀ

ଭୁବନେଶ୍ୱର, ୨୯ା୮(ବ୍ୟୁରୋ): ଲଘୁଚାପ ବର୍ଷା ପରେ ରାଜ୍ୟରେ ବନ୍ୟା ବିପତ୍ତି ଦେଖାଦେଇଛି। ଉତ୍ତର ଓଡ଼ିଶା ବନ୍ୟାରେ ଉବୁଟୁବୁ ହେଉଛି। ଯାଜପୁର, ବାଲେଶ୍ୱର, ମୟୂରଭଞ୍ଜ ଜିଲାରେ ହଜାର ହଜାର ଏକର ଚାଷଜମି ଜଳମଗ୍ନ ହେବା ସହିତ ବହୁ ଲୋକ ଜଳବନ୍ଦୀ ହୋଇଛନ୍ତି। କାନ୍ଥପଡ଼ି…

ଜନଧନ ଯୋଜନାକୁ ୬ ବର୍ଷ ପୂରିଲା

ନୂଆଦିଲ୍ଲୀ,୨୯।୮: ପ୍ରଧାନମନ୍ତ୍ରୀ ଜନଧନ ଯୋଜନା(ପିଏମ୍‌ଜେଡିଓ୍ବାଇ) ୬ ବର୍ଷ ପୂରଣ କରିଛି। ୨୦୧୪ ଅଗଷ୍ଟରେ ଏହି ଯୋଜନାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭାରମ୍ଭ କରିଥିଲେ। ଲୋକଙ୍କ ମଧ୍ୟରେ ଆର୍ଥତ୍କ ଅନ୍ତର୍ଭୁକ୍ତୀକରଣକୁ ଉତ୍ସାହିତ କରିବା ଦିଗରେ ଏହି ଯୋଜନାକୁ ସରକାର ଉନ୍ମୋଚନ କରିଥିଲେ। ବ୍ୟାଙ୍କିଙ୍ଗ୍‌…

ପେଟ୍ରୋଲ ଦର ବୃଦ୍ଧିରେ ବିରତି ନାହିଁ; ୧୩ ଦିନରେ ୧.୪୬ ଟଙ୍କା ବଢ଼ିଛି

ଭୁବନେଶ୍ୱର,୨୯।୮: ଚଳିତ ମାସରେ ପେଟ୍ରୋଲ ଦର ବୃଦ୍ଧି ଖାଉଟିଙ୍କ ଚିନ୍ତା ବଢାଇ ଚାଲିଛି। ବର୍ତ୍ତମାନ କରୋନା ସଂକ୍ରମଣ ଯୋଗୁ ଲୋକମାନେ ଆଶଙ୍କାରେ ଥିବା ବେଳେ ତୈଳ ଦର ବୃଦ୍ଧି ସମସ୍ୟାକୁ ଜଟିଳ କରୁଛି। ଶୁକ୍ରବାର ଭୁବନେଶ୍ୱରରେ ପେଟ୍ରୋଲ ଲିଟର ୧୧ ପଇସା…

ଫର୍ମୁଲା ଓ୍ବାନ ବର୍ଜନ କରିବେ ନାହିଁ ହାମିଲଟନ୍‌

ସ୍ପା-ଫ୍ରାଙ୍କୋରଚାମ୍ପ୍ସ (ବେଲଜିୟମ), ୨୯ା୮ (ଏପି)-ଜାତିବାଦକୁ ନେଇ ଫର୍ମୁଲା ଓ୍ବାନ୍‌ ଚାମ୍ପିୟନ ଲୁଇସ୍‌ ହାମିଲଟନ ରବିବାର ହେବାକୁଥିବା ବେଲଜିଆନ ଗ୍ରାଁପ୍ରିକୁ ବର୍ଜନ କରିବେ ନାହିଁ। ଓ୍ବିସ୍‌କନ୍‌ସିନଠାରେ ପୋଲିସ ଅଫିସରଙ୍କ ଜାକବ ବ୍ଲେକ୍‌ଙ୍କୁ ଗୁଳିର ପ୍ରତିବାଦ ସ୍ବରୂପ ଯୁକ୍ତରାଷ୍ଟ୍ର ଆମେରିକା (ୟୁଏସ୍‌ଏ)ରେ ଅନ୍ୟ ଆଥଲେଟ୍‌ମାନଙ୍କ…

ଚୁକ୍ତିରୁ ଓହରିଯିବା ଲାଗି ଚ୍ୟାନେଲ ସେଭେନ୍‌ର ଧମକ

ମେଲବୋର୍ନ, ୨୯ା୮ (ପି.ଟି.)-କ୍ରିକେଟ ଅଷ୍ଟ୍ରେଲିଆ (ସିଏ) ୨୦୨୦-୨୧ ସିଜନ ପାଇଁ ଏହାର ଘରୋଇ ଓ ଅନ୍ତର୍ଜାତୀୟ କ୍ୟାଲେଣ୍ଡରକୁ ଠିକଣା ରୂପେ ହାତେଇ ପାରୁ ନ ଥିବା କୁହାଯାଉଛି। ଏହି କାରଣରୁ ଚ୍ୟାନେଲ ସେଭେନ ୪୫୦ ନିୟୁତ ଡଲାର ମୂଲ୍ୟର କରିଥିବା ଚୁକ୍ତିରୁ…

ରେସ୍‌ଲର ଭିନେଶ ଫୋଗତ୍‌ଙ୍କୁ କରୋନା

ନୂଆଦିଲ୍ଲୀ,୨୮ା୮ (ପି.ଟି.)-ଭାରତର ଟପ୍‌ ମହିଳା ରେସ୍‌ଲର ଭିନେଶ ଫୋଗତ କରୋନା ସଂକ୍ରମିତ ବୋଲି ସେ ଶୁକ୍ରବାର ପ୍ରକାଶ କରିଛନ୍ତି। ଏସିଆ ଓ ରାଜ୍ୟଗୋଷ୍ଠୀ କ୍ରୀଡ଼ା ସ୍ବର୍ଣ୍ଣ ବିଜୟିନୀ ଚଳିତ ବର୍ଷ ଖେଳରନତ୍ ପୁରସ୍କାର ପାଇବା ପାଇଁ ମନୋନୀତ ହୋଇଛନ୍ତି। ସେ ତାଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri