Home Left

କ୍ୟାରିବିୟାନ ପ୍ରିମିୟର ଲିଗ୍‌: ତ୍ରିନବାଗୋର କ୍ରମାଗତ ପଞ୍ଚମ ବିଜୟ

ପୋର୍ଟ ଅଫ୍‌ ସ୍ପେନ୍‌,୨୮।୮(ପି.ଟି.): କ୍ୟାରିବିୟାନ ପ୍ରିମିୟର ଲିଗ୍‌ (ସିପିଏଲ୍‌)ରେ ତ୍ରିନବାଗୋ ନାଇଟ୍‌ ରାଇଡର୍ସ ତା’ର ଚମତ୍କାର ପ୍ରଦର୍ଶନ ଜାରି ରଖିଛି। ତ୍ରିନବାଗୋ କ୍ରମାଗତ ପଞ୍ଚମ ବିଜୟ ହାସଲ କରିଛି। ଗୁରୁବାର ତ୍ରିନବାଗୋ ୭ ଉଇକେଟରେ ଗୁୟାନା ଅମାଜନ ଓ୍ବାରିୟର୍ସକୁ ପରାସ୍ତ କରିଛି।…

ଇଂଲଣ୍ଡ ଗସ୍ତରେ ଝାଳ ବ୍ୟବହାର ନ କରିବାକୁ ଅଷ୍ଟ୍ରେଲିଆର ନିଷ୍ପତ୍ତି

ସାଉଥାମ୍ପଟନ,୨୮।୮ (ପି.ଟି.) : କୋଭିଡ୍‌-୧୯ ମହାମାରୀକୁ ଦୃଷ୍ଟିରେ ରଖି ପୂର୍ବରୁ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ବଲରେ ଲାଳ ବ୍ୟବହାର କରିବା ନେଇ ବାରଣ କରିଥିଲା। କିନ୍ତୁ କ୍ରିକେଟ ଅଷ୍ଟ୍ରେଲିଆ ଏହି ଦୃଷ୍ଟିକୋଣରୁ ଦେଖିବାକୁ ଗଲେ ଆଉ ଗୋଟିଏ ପାଦ ଆଗେଇ…

ଆଶେସ ଟୁର୍‌ ଉପରେ ଆଣ୍ଡରସନଙ୍କ ନଜର

ସାଉଥାମ୍ପଟନ,୨୮।୯(ପି.ଟି.): ବିଶ୍ୱର ପ୍ରଥମ ଦ୍ରୁତ ବୋଲର ଭାବେ ଟେଷ୍ଟରେ ୬୦୦ ଉଇକେଟ ଅକ୍ତିଆର କରିଥିବା ଇଂଲଣ୍ଡର ଜେମ୍ସ ଆଣ୍ଡରସନ ଏବେ ଏକ ନୂଆ ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି। ଆସନ୍ତା ବର୍ଷ ଅଷ୍ଟ୍ରେଲିଆରେ ଖେଳାଯିବାକୁ ଥିବା ଆଶେସ ସିରିଜ ଖେଳିବା ପାଇଁ ଲକ୍ଷ୍ୟ…

ଭାଇରାଲ ହେଉଛି କରିନାଙ୍କ ରେସ୍ତୋରାଁ ଫଟୋ

ମୁମ୍ବାଇ: ବଲିଉଡ୍‌ ନାୟିକା କରିନା କପୁର ଖାଁ ଶୁକ୍ରବାର ଇନଷ୍ଟାଗ୍ରାମରେ ଯେଉଁ ଫଟୋ ପୋଷ୍ଟ କରିଛନ୍ତି ତାହା ଏବେ ଭାଇରାଲ ହେବାରେ ଲାଗିଛି। ଏହି ଫଟୋରୁ ଅନୁମାନ କରାଯାଉଛି ସେ ଜଣେ ଖାଦ୍ୟପ୍ରେମୀ। ଫଟୋରେ କରିନା ଏକ ରେସ୍ତୋରାଁରେ ବସି ମେନ୍ୟୁ…

କଟକରୁ ୨୦୪ କରୋନା ଆକ୍ରାନ୍ତ ଚିହ୍ନଟ: ସେଥିରୁ ୭୪ ସ୍ଥାନୀୟ ସଂକ୍ରମିତ

କଟକ ଅଫିସ,୨୮।୮-କଟକ ସହରରୁ ଶୁକ୍ରବାର ପୁଣି ୨୦୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୦ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମିତ ହେଉଛନ୍ତି ୭୪। ସିଡିଏ ସେକ୍ଟର-୬ରୁ ୫, କଲେଜ ସ୍କୋୟାରରୁ ୫, ବକ୍ସି ବଜାରରୁ…

ଅନ୍‌ଲକ ୪.୦: କ’ଣ ଖୋଲିବ କ’ଣ ନାହିଁ

ନୂଆଦିଲ୍ଲୀ,୨୮।୮: କରୋନା ଭାଇରସ ପାଇଁ ଦେଶରେ ଲାଗୁ କରାଯାଇଥିବା ଲକ୍‌ଡାଉନ ପରେ ଏବେ ଚାଲିଛି ଅନ୍‌ଲକ ପ୍ରକ୍ରିୟା। ଏବେ ଆରମ୍ଭ ହେବାକୁ ଯାଉଛି ଅନ୍‌ଲକ ୪.୦। ଦେଶର ଅର୍ଥବ୍ୟବସ୍ଥାକୁ ନଜରରେ ରଖି ଏଥର କ’ଣ ଖୋଲୁଛି କ’ଣ ନାହିଁ ତା’ଉପରେ ନଜର…

ପୁଣିଥରେ ଏକାଠି ନଜର ଆସିବେ ଆଲିଆ-ଶାହାରୁଖ

ମୁମ୍ବାଇ: ବଲିଉଡ୍‌ ବାଦଶାହା ଶାହାରୁଖ ଖାଁ ଓ ଚୁଲବୁଲି ନାୟିକା ଆଲିଆ ଭଟ୍ଟଙ୍କୁ ପୁଣିଥରେ ଏକାଠି ବଡ ପରଦାରେ ଦେଖିବାକୁ ମିଳିବ। ପୂର୍ବରୁ ଫିଲ୍ମ ‘ଡିୟର ଜିନ୍ଦେଗି’ରେ ଉଭୟେ ଦର୍ଶକଙ୍କୁ ଭରପୁର ମନୋରଞ୍ଜନ ଦେଇଥିବା ବେଳେ ଏବେ ଏମାନଙ୍କ ଯୋଡିକୁ ପ୍ରଶଂସକ…

ଚେନ୍ନାଇ ସୁପର କିଙ୍ଗସର ଜଣେ ବୋଲରଙ୍କ ସମେତ ୧୩ ଜଣଙ୍କୁ କରୋନା

ଚେନ୍ନାଇ, ୨୮।୮- ମହେନ୍ଦ୍ର ସିଂହ ଧୋନିଙ୍କ ଚେନ୍ନାଇ ସୁପର କିଙ୍ଗସ ଦଳର ଜଣେ ଦ୍ରୁତ ବୋଲରଙ୍କ ସମେତ ୧୩ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ୧୩ ଜଣଙ୍କ ମଧ୍ୟରେ ଜଣେ ଖେଳାଳି ଥିବା ବେଳେ ଅନ୍ୟମାନେ ସର୍ପୋଟ ଷ୍ଟାଫ ଓ ସୋଶାଲ…

ବ୍ୟୁରୋ ଅଫ୍‌ ସିଭିଲ ଏଭିଏଶନ ସିକ୍ୟୁରିଟିର ପ୍ରଥମ ମହିଳା ମହାନିର୍ଦ୍ଦେଶିକା ହେଲେ ଉଷା ପାଢୀ

ନୂଆଦିଲ୍ଲୀ,୨୮।୮: ଓଡ଼ିଶାା କ୍ୟାଡରର ଆଇଏଏସ୍‌ ଉଷା ପାଢୀଙ୍କୁ ବେସାମରିକ ବିମାନ ଚଳାଚଳ ସୁରକ୍ଷାର ମହାନିର୍ଦ୍ଦେଶିକା ଭାବେ ନିଯୁକ୍ତ କରାଯାଇଛି। ଏହି ପଦବୀ ପାଇବାରେ ଉଷା ହେଉଛନ୍ତି ପ୍ରଥମ ମହିଳା ଓ ତୃତୀୟ ଆଇଏଏସ୍‌। ୧୯୯୬ ବ୍ୟାଚର ଏହି ଆଇଏଏସ୍‌ ୨୦୧୫ରେ କେନ୍ଦ୍ରୀୟ…

ଲକ୍‌ଡାଉନରେ ଏହି ୫ ଭାରତୀୟ କ୍ରିକେଟ ଖେଳାଳି ପ୍ରଶଂସକଙ୍କୁ ଦେଇଛନ୍ତି ଖୁସି ଖବର

ମହାମାରୀ କରୋନା ଭାଇରସ ଯୋଗୁ ସାରା ଦେଶରେ ଲକଡାଉନ ଜାରି ହୋଇଥିଲା। ଏହି ସମୟରେ ଭାରତୀୟ କ୍ରିକେଟରମାନେ ସୋସିଆଲ ମିଡିଆରେ ନିଜ ପ୍ରଶଂସକଙ୍କୁ ଖୁସି ଖବର ଶୁଣାଇଥିଲେ। ତେବେ ଏହି ତାଲିକାରେ ଗୁରୁବାର ଭାରତୀୟ ଅଧିନାୟକ ବିରାଟ କୋହଲି ମଧ୍ୟ ସାମିଲ…

ଶିବରାଜ ସରକାରଙ୍କ ବଡ଼ ଘୋଷଣା: ଛାଡ ହେବ ବିଜୁଳି ବିଲ୍‌ !

ଭୋପାଳ,୨୮।୮: କରୋନା ମହାମାରୀ ସମୟରେ ମଧ୍ୟପ୍ରଦେଶର ଶିରାଜ ସିଂ ଚୌହାନ ସରକାର ଏକ ବଡ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ଘୋଷଣା କରିଛନ୍ତି ଏବେ ବିଜୁଳି ବିଲ୍‌କୁ ନେଇ କେହି ଗ୍ରାହକ ଚିନ୍ତିତ ହେବାର ଆବଶ୍ୟକତା ନାହିଁ। କାରଣ…

ଶୋପିଆନରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର: ୪ ଆତଙ୍କବାଦୀ ନିହତ

ଶ୍ରୀନଗର,୨୮।୮: ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଆତଙ୍କବାଦୀ ସଫା ମିଶନ ଜାରି ରହିଛି। ଶୁକ୍ରବାର ଶୋପିଆନ ଜିଲାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏହି ଏନ୍‌କାଉଣ୍ଟରରେ ୪ଜଣ ଆତଙ୍କବାଦୀ ନିପାତ ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଶୋପିଆନ ଜିଲାର କିଲୋରା ଗ୍ରାମରେ କିଛି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri