ୟୁଏଇରେ ଭାବିପତ୍ନୀଙ୍କୁ ମନେ ପକାଇଲେ ୟୁଜବେନ୍ଦ୍ର: ଧନଶ୍ରୀ ଦେଲେ ଏଭଳି ଜବାବ
ନୂଆଦିଲ୍ଲୀ,୨୮।୮: କିଛିଦିନ ପୂର୍ବେ ପ୍ରେମିକା ଧନଶ୍ରୀ ବର୍ମାଙ୍କ ସହ ନିର୍ବନ୍ଧ କରିଛନ୍ତି ଭାରତୀୟ କ୍ରିକେଟର ୟୁଜବେନ୍ଦ୍ର ଚହଲ। ସେବେଠାରୁ ସୋସିଆଲ ମିଡିଆରେ ଭାବିପତ୍ନୀଙ୍କ ସହ ସେ ଫଟୋ ଶେୟାର କରି ଆସୁଥିଲେ। ଏବେ ଆଇପିଏଲ୍-୨୦୨୦କୁ ନେଇ ସେ ୟୁଏଇରେ ଅଛନ୍ତି। ସେଠାରେ…
ଶଶି ଥରୁର କଂଗ୍ରେସର ଅତିଥି କଳାକାର: କଂଗ୍ରେସ ନେତା
ଥିରୁଭାନନ୍ତପୁରମ,୨୮।୮: କର୍ନାଟକ ପ୍ରଦେଶ କଂଗ୍ରେସ କମିଟି(କେପିସିସି)ର କାର୍ଯ୍ୟକାରୀ ଅଧ୍ୟକ୍ଷ ନିଜ ଦଳର ନେତା ଶଶି ଥରୁରଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଶଶି କଂଗେଅସ ଦଳରେ ଜଣେ ଅତିଥି କଳାକାର ସଦୃଶ। ସୂଚନାଯୋଗ୍ୟ, କଂଗ୍ରେସ ଏମ୍ପି ଶଶି ଥରୁର ସେହି ୨୩…
କରୋନା ଭୟରେ ଆଇପିଏଲ୍ ପୂର୍ବରୁ କ୍ୟାମ୍ପ କରିବାକୁ ଚାହୁଁ ନ ଥିଲା ଚେନ୍ନାଇ ସୁପରକିଙ୍ଗ୍ସ: ଧୋନୀଙ୍କ ଯୋଗୁ ଏପରି ବଦଳିଥିଲା ନିଷ୍ପତ୍ତି
ନୂଆଦିଲ୍ଲୀ,୨୮।୮: ସେପ୍ଟେମ୍ବର ୧୭ରୁ ଆରମ୍ଭ ହେବାକୁ ଯାଉଛି ଆଇପିଏଲ୍-୧୩। ଏହାକୁ ନେଇ ସମସ୍ତ ଟିମ୍ ୟୁଏଇରେ ପହଞ୍ଚିସାରିଲେଣି। ୟୁଏଇ ଗସ୍ତ ପୂର୍ବରୁ କେବଳ ଚେନ୍ନାଇ ସୁପରକିଙ୍ଗ୍ସ ଏକ ପ୍ରାକ୍ଟିସ୍ କ୍ୟାମ୍ପର ଆୟୋଜନ କରିଥିଲା। ଅନ୍ୟ ସମସ୍ତ ଟିମ୍ ସିଧା ୟୁଏଇ ପହଞ୍ଚିଛନ୍ତି।…
ସେପ୍ଟେମ୍ବର ପହିଲାରୁ ହେବାକୁ ଯାଉଛି ଏହି ବଡ଼ ପରିବର୍ତ୍ତନ: ଜାଣନ୍ତୁ ଆପଣଙ୍କ ଉପରେ ପଡ଼ିବ କ’ଣ ପ୍ରଭାବ
ନୂଆଦିଲ୍ଲୀ,୨୮।୮: ମହାମାରୀ କରୋନା କାଳରେ ସେପ୍ଟେମ୍ବର ପହିଲାରୁ ଅନ୍ଲକ୍-୪ ଆରମ୍ଭ ହେବାକୁ ଯାଉଛି। ଏହାପରଠାରୁ ଅନେକ ପରିବର୍ତ୍ତନ ହେବ, ଯାହାର ପ୍ରଭାବ ସାଧାରଣ ନାଗରିକଙ୍କ ଉପରେ ପଡ଼ିବ। ଏଥିରେ ରହିଛି ଏଲ୍ପିଜି ସିଲିଣ୍ଡର, ମହଙ୍ଗା ବିମାନଯାତ୍ରା, ଜିଏସ୍ଟି ଦାଖଲ ଆଦି। ଏଲ୍ପିଜି…
ସମନ ପରେ ସିବିଆଇ ନିକଟରେ ହାଜର ହେଲେ ରିୟା
ମୁମ୍ବାଇ, ୨୮।୮-ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ସିବିଆଇ ନିକଟରେ ଶୁକ୍ରବାର ପୁଣି ଥରେ ହାଜର ହୋଇଛନ୍ତି ରିଆ ଚକ୍ରବର୍ତ୍ତୀ। ସିବିଆଇ ସମନ ପାଇବା ପରେ ରିୟା ମୁମ୍ବାଇସ୍ଥିତ ଡିଆରଡିଓ ଗେଷ୍ଟ ହାଉସରେ ପହଞ୍ଚିଛନ୍ତି। ଏହି ମାମଲାରେ ଜଡିତ…
କରୋନାରେ ସଂକ୍ରମିତ ହେଲେଣି ୬୧ ହଜାର ଯବାନ
ନୂଆଦିଲ୍ଲୀ,୨୮।୮: ଦେଶରେ କରୋନା ସଂକ୍ରମଣ ବେଳକୁ ବେଳ ବଢି ଚାଲିଥିବା ବେଳେ ଏବେ ଦିନକୁ ୭୦ ହଜାରରୁ ଊର୍ଦ୍ଧ୍ୱ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଛି। ଲକ୍ଡାଉନ ନିୟମରେ କୋହଳ କରାଯିବା ପରେ ବେଳକୁ ବେଳ ସଂକ୍ରମିତଙ୍କ ସଂଖ୍ୟା…
ମହାନଦୀ ସମ୍ଭାଳିଛି ୧୬ ଲକ୍ଷ କ୍ୟୁସେକ ଜଳ: ମଧ୍ୟମ ଧରଣର ବନ୍ୟା ଆଶଙ୍କା
ଭୁବନେଶ୍ୱର, ୨୮।୮(ବ୍ୟୁରୋ): ମହାନଦୀରେ ମଧ୍ୟମ ଧରଣର ବନ୍ୟା ଆଶଙ୍କା କରାଯାଉଛି। ଛତିଶଗଡ଼ରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଡ୍ୟାମକୁ ୮ ଲକ୍ଷ କ୍ୟୁସେକ ଜଳ ପଶୁଛି। ଏ ନେଇ ସ୍ବତନ୍ତ୍ର ରିଲିଫ୍ କମିଶନର (ଏସ୍ଆର୍ସି)ପ୍ରଦୀପ ଜେନା ଶୁକ୍ରବାର ସୂଚନା ଦେଇଛନ୍ତି। ସେ…
୫ଷ୍ଟାର ହୋଟେଲରୁ କିଛି କମ୍ ନୁହେଁ: ଜିମ୍, ସ୍ପା ସହିତ ଏଭଳି ସୁବିଧା ରହିଛି ଏହି ଟ୍ରେନ୍ରେ
ବିଳାସପୂର୍ଣ୍ଣ ଟ୍ରେନ୍ର ନାଁ ଆସିଲେ ପ୍ରଥମେ ମନରେ ଦୁରନ୍ତୋ, ଶତାବ୍ଦି ଓ ରାଜଧାନୀ ଟ୍ରେନ୍ର ନାଁ ମନକୁ ଆସିଥାଏ। କିନ୍ତୁ ଏଭଳି ଏକ ଭାରତୀୟ ଟ୍ରେନ୍ର ନା ଶୁଣିଛନ୍ତି, ଯେଉଁଠାରେ ୫ଷ୍ଟାର ହୋଟେଲ ଭଳି ସମସ୍ତ ସୁବିଧା ମିଳିଥାଏ। ହେଲେ ଏହାର…
ଏହି ୪ଟି ଜିନିଷ ସର୍ବଶକ୍ତିମାନ; ଜୀବନର ମହତ୍ୱ ସହ ବଢ଼ାଏ ଶକ୍ତି: ଜାଣିରଖନ୍ତୁ…
ନିଜର ନୀତିଶାସ୍ତ୍ରରେ ଆଚାର୍ଯ୍ୟ ଚାଣକ୍ୟ ମନୁଷ୍ୟ ଜୀବନକୁ ସଫଳ କରିବାକୁ ନେଇ ଅନେକ କିଛି ବିଷୟ ଉଲ୍ଲେଖ କରିଛନ୍ତି। ସେଭଳି ଏକ ଶ୍ଳୋକରେ ଚାଣକ୍ୟ ଏଭଳି ୪ଟି ଜିନିଷ ବିଷୟରେ ଉଲ୍ଲେଖ କରିଛନ୍ତି ଯାହାର ସ୍ଥାନ ସର୍ବୋପରେ। ଆସନ୍ତୁ ଜାଣିବା.. नात्रोदक…
ହୋମ୍ ଆଇସୋଲେଶନ୍ରେ ତେଜସ୍ବୀ
ପାଟନା,୨୮।୮: ବିହାରରେ କରୋନା ମହାମାରୀ ପ୍ରକୋପ ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି। କରୋନା ବିପଦ ଏବେ ଆରଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କ ଘର ମୁହାଁ ହୋଇଛି। କରୋନା ସଂକ୍ରମଣ ହେବା ଆଶଙ୍କାରେ ଲାଲୁଙ୍କ ସାନ ପୁଅ ତେଜସ୍ବୀ ଯାଦବ ନିଜକୁ ହୋମ୍…
୯ ମାସ ଗର୍ଭବତୀ ରହି ପ୍ଲାଷ୍ଟିକ ଶିଶୁକୁ ଜନ୍ମ ଦେଉଛନ୍ତି ଏହି ମହିଳା ! ଜାଣିଲେ ହେବେ ଆଶ୍ଚର୍ଯ୍ୟ…
ମା’ ହେବାର ଅନୁଭବ ପ୍ରତ୍ୟେକ ମହିଳାଙ୍କ ପାଇଁ ଅତ୍ୟନ୍ତ ଖାସ୍। ଯେତେବେଳେ ସେ ନିଜ ଶିଶୁକୁ ୯ ମାସ ପର୍ଯ୍ୟନ୍ତ ଗର୍ଭରେ ରଖିଥାନ୍ତି, ସେହି ସମୟରେ ସେମାନଙ୍କ ଖୁସି କହିଲେ ନ ସରେ। ହେଲେ ୨୫ ବର୍ଷୀୟା କ୍ୟାଥରିନ୍ ବାର୍ନେସ ତାଙ୍କର…
ଜୁମ୍ ଆପ୍ରେ ବୈଠକ ପରେ ଶାରୀରିକ ସମ୍ପର୍କ ରଖି ଧରାପଡିଲେ ସରକାରୀ ଅଧିକାରୀ!
ମନିଲା,୨୮।୮: କରୋନା ମହାମାରୀ ପାଇଁ ଏବେ ସାରା ବିଶ୍ୱରେ ଜୁମ୍ ଆପ୍ ଖୁବ୍ ଲୋକପ୍ରିୟ ହୋଇଛି। ଅଫିସର ମିଟିଂ ହେଉ କି ପିଲାମାନଙ୍କର ଅନ୍ଲାଇନ୍ ପାଠପଢା। ପୁଣି କୌଣସି ବନ୍ଧୁବାନ୍ଧବଙ୍କ ସହ ଟିକେ କଥାବାର୍ତ୍ତା। ଏହାକୁ ନେଇ ଜୁମ୍ ଆପ୍ ବହୁଳ…
Archives


