Home Left

ଆତଙ୍କବାଦ ହେଉଛି କର୍କଟ ସଦୃଶ ଯାହା ମହାମାରୀ ଭଳି ସମସ୍ତଙ୍କୁ ପ୍ରଭାବିତ କରିଥାଏ: ଜୟଶଙ୍କର

ନୂଆଦିଲ୍ଲୀ,୨୮।୮: ଆତଙ୍କବାଦ ହେଉଛି କର୍କଟ ସଦୃଶ ଯାହା ମହାମାରୀ ଭଳି ସମସ୍ତଙ୍କୁ ପ୍ରଭାବିତ କରିଥାଏ। କିଛି ଏଭଳି ମନ୍ତବ୍ୟ ରଖିଛନ୍ତି ବର୍ହିବ୍ୟାପାର ମନ୍ତ୍ରୀ ଏସ୍‌ ଜୟଶଙ୍କର। ଶୁକ୍ରବାର ୧୯ତମ ଦରବାରି ସେଠ୍‌ ମେମୋରିଆଲ ଲେକଚର୍‌ ଅବସରରେ ନିଜ ଭାଷଣରେ କିଛି ଏଭଳି…

ରିୟାଙ୍କ ଉପରେ ବର୍ଷିଲେ ସୁଶାନ୍ତଙ୍କ ଭଉଣୀ: କହିଲେ ‘ତୁମେ ସବୁ ସୀମା ପାର କଲଣି’

ବମ୍ବେ: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ପ୍ରେମିକା ରିୟା ଚର୍କବର୍ତ୍ତୀଙ୍କୁ ପ୍ରମୁଖ ଦୋଷୀ ବୋଲି କୁହାଯାଉଛି। ପ୍ରଥମେ ମାମଲା ବମ୍ବେ ପୋଲିସ ହାତରେ ଥିବା ବେଳେ ଏବେ ସିବିଆଇ ମୃତ୍ୟୁର ବିଭିନ୍ନ ଦିଗକୁ ନେଇ ଯାଞ୍ଚ କରୁଛି।…

ହୀରାକୁଦ ଡ୍ୟାମରୁ ୩୨ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ: ସମ୍ବଲପୁର- ସୋନପୁର ରାଜପଥ ଯାତାୟତ ଠପ୍‌

ସମ୍ବଲପୁର, ୨୮ା୮ (ବ୍ୟୁରୋ): ସମ୍ବଲପୁର ଜିଲା ହୀରାକୁଦ ଡ୍ୟାମରୁ ଶୁକ୍ରବାର ୩୨ଟି ଗେଟ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି । ଜଳଭଣ୍ଡାରକୁ ୬ଲକ୍ଷ ୩୮ ହଜାର ୩୦୬ କ୍ୟୁସେକ ପାଣି ପ୍ରବେଶ କରୁଛି । ସେହିପରି ୫ ଲକ୍ଷ ୨୩ ହଜାର…

ରିୟାଙ୍କୁ ନେଇ ୨୦୧୪ରୁ ଟୁଇଟ୍‌ କରିଥିଲେ ଜୋଫ୍ରା ଆର୍ଚେର: ପ୍ରଶଂସକ କହିଲେ ଏଭଳି..

ନୂଆଦିଲ୍ଲୀ,୨୮।୮: ଇଂଲଣ୍ଡର ଦ୍ରୁତ ବୋଲର ଜୋଫ୍ରା ଆର୍ଚରଙ୍କ ଏକ ପୁରୁଣା ଟୁଇଟ୍‌ ଏବେ ଭାଇରାଲ ହେଉଛି। ବହୁ ଚର୍ଚ୍ଚିତ ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାର ପ୍ରମୁଖ ଦୋଷୀ ବୋଲି କୁହାଯାଉଥିବା ରିୟାଙ୍କ ନାମ ଟୁଇଟ୍‌ରେ ଉଲ୍ଲେଖ ରହିଛି। ଏଥିରେ ସେ…

ଇସ୍ତଫା ଦେଲେ ଜାପାନ ପ୍ରଧାନମନ୍ତ୍ରୀ

ଟୋକିଓ,୨୮।୮: ଜାପାନ ପ୍ରଧାନମନ୍ତ୍ରୀ ସିଜୋ ଆବେ ଶୁକ୍ରବାର ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ଅସୁସ୍ଥତା କାରଣରୁ ସେ ଇସ୍ତଫା ଦେଇଥିବା ଜଣାପଡିଛି। ତାଙ୍କର ପେଟ ସମସ୍ୟା ଥିବାରୁ ଚଳିତ ମାସରେ ସେ ୨ଥର ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଏହାପରେ ତାଙ୍କ ସ୍ବାସ୍ଥ୍ୟକୁ…

ପୋଷାକ ଖୋଲିବା ପୂର୍ବରୁ ଏହି ସର୍ତ୍ତ ରଖିଥିଲେ ସୈଫ୍‌ ଅଲ୍ଲୀ ଖାନ୍‌: ଜାଣନ୍ତୁ…

ବଲିଉଡ୍‌ ଅଭିନେତା ସୈଫ୍‌ ଅଲ୍ଲୀ ଖାନ୍‌ ଏକ ଟକ୍‌ ଶୋ’ରେ ନିଜ ଅଭିନୟ ଜୀବନ ସହ ଜଡିତ ଅନେକ ରାଜ୍‌ ଖୋଲିଛନ୍ତି। ଇମ୍‌ତିୟାଜ୍‌ ଅଲ୍ଲୀଙ୍କ ସୁପରହିଟ୍‌ ଫିଲ୍ମ ‘ରକ୍‌ଷ୍ଟାର’ ପ୍ରଥମେ ତାଙ୍କୁ ଅଫର୍‌ କରାଯାଇଥିଲା। ମାତ୍ର ସେ ଏଥିରେ କାମ ନ…

ଆଇପିଏଲରେ ପ୍ରଥମ ଭାରତୀୟ ଭାବେ ଶତକ ହାସଲ କରିଥିବା ଖେଳାଳିଙ୍କ ସ୍ତ୍ରୀ ଜଣେ ଅଭିନେତ୍ରୀ

ଆଇପିଏଲରେ ଶତକ ହାସଲ କରିଥିବା ପ୍ରଥମ ଭାରତୀୟ ଖେଳାଳି ମନୀଷ ପାଣ୍ଡେ ଗତ ବର୍ଷ ଡିସେମ୍ବରରେ ଅଭିନେତ୍ରୀ ଆଶ୍ରିତା ସେଟ୍ଟୀଙ୍କୁ ବିବାହ କରିଥିଲେ।  ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ରରେ ଆଶ୍ରିତା ଏକ ଜଣାଶୁଣା ନାମ। ଆଶ୍ରିତା ୧୬ ଜୁଲାଇ ୧୯୯୩ ରେ ମୁମ୍ବାଇରେ…

ସମସ୍ତଙ୍କ ପାଇଁ ଶୁଭ ନୁହେଁ ତୁଳସୀ? ଘରେ ଥିଲେ ଏସବୁ ଜିନିଷ ପ୍ରତି ଦିଅନ୍ତୁ ଧ୍ୟାନ..

ଅଧିକାଂଶ ହିନ୍ଦୁ ଧର୍ମାବଲମ୍ବୀଙ୍କ ଘରେ ତୁଳସୀ ରହିଥାଏ। ତୁଳସୀକୁ ଭଗବାନ କୃଷ୍ଣ ଅଧିକ ପସନ୍ଦ କରନ୍ତି। କିଛି ଲୋକ ସନ୍ଧ୍ୟାରେ ତୁଳସୀ ମୂଳରେ ଦୀପ ଜଳାନ୍ତି। ହେଲେ ସମସ୍ତଙ୍କ ପାଇଁ ତୁଳସୀ ଶୁଭ ନୁହେଁ। ହେଲେ ଏହି ବୃକ୍ଷକୁ ଲଗାଇବା ଏବଂ…

ମୁକେଶ ଅମ୍ବାନୀଙ୍କ ଶାଳୀ ସଚିନ୍‌ଙ୍କ ଠାରୁ ଶାହାରୁଖ୍‌ଙ୍କ ପିଲାଙ୍କୁ ପଢ଼ାଇ ସାରିଛନ୍ତି ପାଠ: ଜାଣନ୍ତୁ…

ଭାରତର ସବୁଠାରୁ ଧନୀ ତଥା ବିଶ୍ୱର ଶ୍ରେଷ୍ଠ ୧୦ ଧନୀ ତାଲିକାରେ ରହିଛନ୍ତି ରିଲାଏନ୍ସ ଇଣ୍ଡଷ୍ଟ୍ରିର ଚେୟାରମ୍ୟାନ୍‌ ତଥା ପରିଚାଳନା ନିର୍ଦ୍ଦେଶକ ମୁକେଶ ଅମ୍ବାନୀ। ମୁକେଶଙ୍କ ସ୍ତ୍ରୀ ନୀତା ଅମ୍ବାନୀ ନିଜ କାମ ଏବଂ ଜୀବନଶୈଳୀ ପାଇଁ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି।…

ଖପୁରୀ ଭଳି ଦେଖାଯିବାର ନିଶାରେ କାନ କାଟିବାକୁ ପଛାଇଲେନି ଏହି ଯୁବକ, ଏବେ ଚାକିରିରେ ରଖୁନାହାନ୍ତି କେହି

ଜର୍ମାନୀ ଫିନ୍‌ଷ୍ଟରବୋଲ୍ଡେରେ ରହୁଥିବା ସେଣ୍ଡ୍ରୋ ନିଜର ବିଚିତ୍ର ଶରୀରକୁ ନେଇ ଏବେ ଚର୍ଚ୍ଚାରେ। ଏହା ପଛରେ ଥିବା କାରଣ ବିଷୟରେ ଜାଣିଲେ ଆପଣ ଆଶ୍ଚର୍ଯ୍ୟ ହୋଇଯିବେ। କାରଣ ସେଣ୍ଡ୍ରୋ ଗତ ୧୩ ବର୍ଷ ମଧ୍ୟରେ ୧୭ ଥର ନିଜର ଶରୀରର ମୋଡିଫିକେଶନ୍‌…

ବିମାନ ଯାତ୍ରା ସମୟରେ ପରଷାଯିବ ଖାଦ୍ୟ

ନୂଆଦିଲ୍ଲୀ,୨୮।୮: କରୋନା କାଳରେ ଘରୋଇ ତଥା ଅନ୍ତର୍ଜାତୀୟ ବିମାନ ଉଡାଣକୁ ନେଇ ଜାରି ହୋଇଥିବା ଏସ୍‌ଓପିରେ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ପକ୍ଷରୁ କିଛିଟା ପରିବର୍ତ୍ତନ କରାଯାଇଛି। ଏଥିରେ କେତେକ କଟକଣା କୋହଳ କରାଯାଇଥିବା ବେଳେ ଆଉ କେତେକ କଡ଼ାକଡ଼ି କରାଯାଇଛି।…

ଗଭୀର କୋମାରେ ପୂର୍ବତନ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୮।୮: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ ଗଭୀର କୋମାରେ ଅଛନ୍ତି। ଗତ ୧୭ ଦିନ ହେବ ହସ୍ପିଟାଲରେ ଥିବା ପ୍ରଣବ ମୁଖାର୍ଜୀଙ୍କ ଲଗାତର ସ୍ବାସ୍ଥାବସ୍ଥା ବିଗୁଡୁଥିବା ଥିବା ଆର୍ମି ରିସର୍ଚ୍ଚ ଏବଂ ରେଫରାଲ ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛି। ୮୪ ବର୍ଷୀୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri