Home Left

ଝାରସୁଗୁଡ଼ାରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଅଗଷ୍ଟ ୩୦ରୁ ସେପ୍ଟେମ୍ବର ୫ ଯାଏ ସହର ଶଟ୍‌ଡାଉନ୍‌

ଝାରସୁଗୁଡ଼ା ଅଫିସ,୨୮ା୮: ଝାରସୁଗୁଡ଼ା ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହଜାରେ ଟପିଛି। ଦିନକୁ ଦିନ ଏହି ସଂଖ୍ୟା ବୃଦ୍ଧି ପାଉ ଥିବାରୁ ଜିଲା ପ୍ରଶାସନ ଏହାକୁ ରୋକିବା ପାଇଁ ପଦକ୍ଷେପ ନେଇଛି। ପଦକ୍ଷେପ ସ୍ବରୂପ ୭ ଦିନ ପାଇଁ ଝାରସୁଗୁଡ଼ା ସହରକୁ…

ସନ୍ନି ଲିଓନି କଲେଜ ଟପ୍ପର

କୋଲକତା,୨୮।୮: କୋଲକାତାର ଏକ କଲେଜରେ ଅନ୍‌ଲାଇନ ଆଡମିଶନ ପ୍ରକ୍ରିୟାବେଳେ ଏକ ଅଜବ ମାମଲା ସାମ୍ନାକୁ ଆସିଛି। ଆଶୁତୋଷ କଲେଜର ବିଏରେ ଆଡମିଶନ ପାଇଁ ୱେବସାଇଟରେ ପ୍ରକାଶିତ ପ୍ରଥମ ମେରିଟ ତାଲିକାରେ ବଲିଉଡ ଅଭିନେତ୍ରୀ ସନ୍ନି ଲିଓନିଙ୍କ ନାମ ଥିଲା। ଏହି ତାଲିକାରେ…

ନିଜ ପଦରୁ ଇସ୍ତଫା ଦେଇପାରନ୍ତି ପ୍ରଧାନମନ୍ତ୍ରୀ

ଟୋକିଓ,୨୮।୮: ଜାପାନର ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେ ନିଜ ପଦରୁ ଇସ୍ତଫା ଦେଇପାରନ୍ତି। ଗତ କିଛି ଦିନରୁ ସିଞ୍ଜୋ ଆବେଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ରହିଛି। ସ୍ବାସ୍ଥ୍ୟଗତ କାରଣରୁ ତାଙ୍କୁ ବାରମ୍ବାର ହସ୍ପିଟାଲରେ ଭର୍ତ୍ତି ହେବାକୁ ପଡ଼ୁଛି। ଫଳରେ ଏହାର ପ୍ରଭାବ ସିଧାସଳଖ ତାଙ୍କ…

ସବିତା, ପୂର୍ଣ୍ଣିମା ପାଇବେ ବିଜୁ ପଟ୍ଟନାୟକ ସାହସିକତା ପୁରସ୍କାର

କେନ୍ଦ୍ରାପଡ଼ା ଅଫିସ, ୨୮।୮: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବତୀଘର ପଞ୍ଚାୟତ ନିପାଣିଆ ଗ୍ରାମର ସବିତା ଗିରି ଓ ପୂର୍ଣ୍ଣିମା ଗିରି ବିଜୁ ପଟ୍ଟନାୟକ ସାହସିକତା ପୁରସ୍କାର ପାଇବେ। ଏ ନେଇ ଜିଲା କ୍ରୀଡା ବିଭାଗ ପକ୍ଷରୁ ଗୁରୁବାର ସୂଚନା ଦିଆଯାଇଛି।…

ବରଗଡ଼ ଜିଲାପାଳ କାର୍ଯ୍ୟାଳୟ ଶଟ୍‌ଡାଉନ୍‌

ବରଗଡ଼ ଅଫିସ,୨୮ା୮: ବରଗଡ଼ ଜିଲାପାଳ କାର୍ଯ୍ୟାଳୟକୁ ଶୁକ୍ରବାରରୁ ୭୨ ଘଣ୍ଟା ପାଇଁ ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି। ଜିଲାପାଳ କାର୍ଯ୍ୟାଳୟରେ କାର୍ଯ୍ୟରତ ଜଣେ କର୍ମଚାରୀ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ଏଭଳି ନିଷ୍ପତ୍ତି ନିଆଯାଇଛି। ଶୁକ୍ରବାର ଜିଲା ସୂଚନା ଓ ଲୋକସମ୍ପର୍କ…

ହୋମ୍‌ ଡେଲିଭରୀବେଳେ ଗ୍ୟାସ୍‌ ସିଲିଣ୍ଡରରେ ଥିଲା ଏମିତି କିଛି, ଦେଖି ଉଡିଗଲା ହୋସ୍‌

ଚଣ୍ଡିଗଡ, ୨୮।୮: ଯଦି ଆପଶ ଏବେ ଘରକୁ ଏ୍‌ପିଜି ସିଲିଣ୍ଡର ଆଣୁଛନ୍ତି ତେବେ ସାବଧାନ ହୋଇଯାନ୍ତୁ। ସିଲିଣ୍ଡର ସହ ସାପ ମଧ୍ୟ ଆପଣଙ୍କୁ ଘରକୁ ପ୍ରବେଶ କରିପାରେ। ଏହାର ସଦ୍ୟଥଢ଼ ଉଦାହରଣ ଦେଖିବାକୁ ମିଳିଛି ହରିୟାଣାରେ। ଫତେହବାଦରେ ଥିବା ପ୍ରଭାକର କଲୋନୀରେ…

ବନ୍ଧୁକ ଆଣ, ମୋ ପୂରା ପରିବାରକୁ ଗୁଳି ମାରିଦିଅ: କାହିଁକି ଏମିତି କହିଲେ ରିୟା

ଅଭିନେତା ସୁଶାନ୍ତ ସିଂ ରାଜପୁତ ଆତ୍ମହତ୍ୟା ମାମଲାରେ ଫସିଯାଇଛନ୍ତି ତାଙ୍କ ଗର୍ଲଫ୍ରେଣ୍ଡ ତଥା ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀ। ରିୟାଙ୍କ ହିଁ ତାଙ୍କ ପୁଅକୁ ହତ୍ୟା କରିଥିବା ସୁଶାନ୍ତଙ୍କ ବାପା କେକେ ସିଂ ଅଭିଯୋଗ କରିଛନ୍ତି। ଏହି ମାମଲାର ତଦନ୍ତ ସିବିଆଇ ହାତକୁ…

କମୁଛି ବୈତରଣୀ, ବଢୁଛି ଦୁର୍ଦ୍ଦଶା

ଭଦ୍ରକ ଅଫିସ,୨୮ା୮: ଭଦ୍ରକର ତଳିଆ ଅଞ୍ଚଳ ଏବେ ସମ୍ପୂର୍ଣ୍ଣ ଜଳମଗ୍ନ। ପ୍ରାଥମିକ ଆକଳନ ଅନୁଯାୟୀ, ଧାମନଗର ଓ ଭଣ୍ଡାରିପୋଖରୀ ବ୍ଲକର ୧୩୦ ଗାଁ ବନ୍ୟାରେ ପ୍ରଭାବିତ ହୋଇଛି। ଭଦ୍ରକ-ଆଖଣ୍ଡଳମଣି ରାସ୍ତାର କୋଠାର ଛକ ପାଖରେ ରାସ୍ତା ଉପରେ ୩ ଫୁଟର ବନ୍ୟାଜଳ…

ମୁଖ୍ୟମନ୍ତ୍ରୀଙ୍କ ସାମ୍ନାରେ ଭୋ ଭୋ ହୋଇ କାନ୍ଦିଲେ ବୃଦ୍ଧା, ଜାଣନ୍ତୁ କାହିଁକି

ଶିମଲା,୨୮।୮:ହିମାଚଳ ପ୍ରଦେଶର ଶିମ୍‌ଲା ନଗର ନିଗମ(ଏମ୍‌ସି ଶିମ୍‌ଲା)ର କାର୍ଯ୍ୟକାରିତାକୁ ନେଇ ଏବେ ପ୍ରଶ୍ନ ଉଠିଛି। ଅଭିଯୋଗ ହୋଇଛି ଯେ ଏମସି କର୍ମଚାରୀ ଜଣେ ବୃଦ୍ଧ ମହିଳାଙ୍କ ଘର ଭାଙ୍ଗି ଦେଇଛନ୍ତି। ବେଆଇନ ଭାବେ ଘର କରି ରହିଥିବା ଯୋଗୁ ତାଙ୍କ ଭଙ୍ଗା…

ଗୋଟିଏ ଛେଳିକୁ ୨ ମାଲିକ ନିଜର ବୋଲି କହି କଲେ ଦାବି, ଶେଷରେ ଛେଳି ଦେଲା ଏମିତି ନ୍ୟାୟ

ରାଜସ୍ଥାନର ଉଦୟପୁରରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ଯାହା ଉକ୍ତ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଯେଉଁ ସମସ୍ୟାର ସମାଧାନ ଗାଁ ସରପଞ୍ଚ ଏବଂ ପୋଲିସ କରି ପାରିଲେନି ସେତେବେଳେ ନିରୀହ ପଶୁଟି ନିଜକୁ ନ୍ୟାୟ ଦେଇ ସମସ୍ତଙ୍କୁ ଆଶ୍ଚର୍ଯ୍ୟ…

ପୁରୀରେ ହେବ ଅତ୍ୟାଧୁନିକ ମାଛ ମାର୍କେଟ

ପୁରୀ ଅଫିସ,୨୮।୮: ପୁରୀରେ ହେବ ଅତ୍ୟାଧୁନିକ ମାଛ ମାର୍କେଟ। ପ୍ରାରମ୍ଭିକ ପର୍ଯ୍ୟାୟରେ ଥିବା ଏହି ପ୍ରକଳ୍ପକୁ ଖୁବ୍‌ଶୀଘ୍ର ଚୂଡ଼ାନ୍ତ ରୂପ ଦିଆଯିବ। ପୁରୀ ସହରର ସମସ୍ତ ମାଛ ବ୍ୟବସାୟୀଙ୍କୁ ଗୋଟିଏ ଛାତ ତଳେ ରଖିବା ଲକ୍ଷ୍ୟ ନେଇ ମତ୍ସ୍ୟ ବିଭାଗ ଏମିତି…

ଆଣ୍ଟିଜେନ କିଟ୍‌ ଅଭାବରୁ ଫେରୁଛନ୍ତି ରୋଗୀ

କଟକ ଅଫିସ,୨୮।୮: ସରକାର କହୁଛନ୍ତି ଟେଷ୍ଟ ସଂଖ୍ୟା ବଢିଲେ ପଜିଟିଭ ସଂଖ୍ୟା ବଢିବ। ତେବେ ଯାଇ ଶୀଘ୍ର କରୋନାକୁ ମାତ୍‌ ଦେଇହେବ। କିନ୍ତୁ କଟକରେ ଏହି କଥାର କିଛି ଗୁରୁତ୍ୱ ଥିଲା ପରି ମନେ ହେଉ ନାହିଁ। କାରଣ ଏଠାରେ ଚଳିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri