Home Left

ପୁରୀରେ ହେବ ଅତ୍ୟାଧୁନିକ ମାଛ ମାର୍କେଟ

ପୁରୀ ଅଫିସ,୨୮।୮: ପୁରୀରେ ହେବ ଅତ୍ୟାଧୁନିକ ମାଛ ମାର୍କେଟ। ପ୍ରାରମ୍ଭିକ ପର୍ଯ୍ୟାୟରେ ଥିବା ଏହି ପ୍ରକଳ୍ପକୁ ଖୁବ୍‌ଶୀଘ୍ର ଚୂଡ଼ାନ୍ତ ରୂପ ଦିଆଯିବ। ପୁରୀ ସହରର ସମସ୍ତ ମାଛ ବ୍ୟବସାୟୀଙ୍କୁ ଗୋଟିଏ ଛାତ ତଳେ ରଖିବା ଲକ୍ଷ୍ୟ ନେଇ ମତ୍ସ୍ୟ ବିଭାଗ ଏମିତି…

ଆଣ୍ଟିଜେନ କିଟ୍‌ ଅଭାବରୁ ଫେରୁଛନ୍ତି ରୋଗୀ

କଟକ ଅଫିସ,୨୮।୮: ସରକାର କହୁଛନ୍ତି ଟେଷ୍ଟ ସଂଖ୍ୟା ବଢିଲେ ପଜିଟିଭ ସଂଖ୍ୟା ବଢିବ। ତେବେ ଯାଇ ଶୀଘ୍ର କରୋନାକୁ ମାତ୍‌ ଦେଇହେବ। କିନ୍ତୁ କଟକରେ ଏହି କଥାର କିଛି ଗୁରୁତ୍ୱ ଥିଲା ପରି ମନେ ହେଉ ନାହିଁ। କାରଣ ଏଠାରେ ଚଳିତ…

୧୫ ଷ୍ଟାର୍ଟଅପ୍‌, ଇନ୍‌କ୍ୟୁବେଟର୍ସ ଲାଗି ୧.୨୩ କୋଟି ପ୍ରଦାନ

ଭୁବନେଶ୍ୱର,୨୮। ୮ରାଜ୍ୟର ୧୫ଟି ଷ୍ଟାର୍ଟଅପ୍‌ ଓ ଗୋଟିଏ ଇନ୍‌କ୍ୟୁବେଟର୍ସ ନିମନ୍ତେ ଷ୍ଟାର୍ଟ ଅପ୍‌ ଓଡ଼ିଶା ଟାସ୍କଫୋର୍ସ ସହାୟତା ରାଶି ଭାବେ ୧.୨୩ କୋଟି ଟଙ୍କା ପ୍ରଦାନ କରାଯାଇଛି। ଗୁରୁବାର ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗର ପ୍ରମୁଖ ଶାସନ ସଚିବ…

୩୧ ଯାଏ ରେଭେନ୍‌ଶା ବିଶ୍ୱବିଦ୍ୟାଳୟ ବନ୍ଦ

କଟକ ଅଫିସ, ୨୮।୮: ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ କରୋନା ସଂକ୍ରମଣ ବ୍ୟାପିବାରେ ଲାଗିଛି। ଏଥିପାଇଁ ଗୁରୁବାରଠାରୁ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ବିଶ୍ୱବିଦ୍ୟାଳୟକୁ ବନ୍ଦ ଘୋଷଣା କରିଛନ୍ତି କୁଳପତି ପ୍ରଫେସର ଈଶାନ କୁମାର ପାତ୍ର। କିଛିମାସ ପୂର୍ବରୁ ଜଣେ ହଷ୍ଟେଲ କର୍ମଚାରୀଙ୍କ ପୁଅ…

ମୋଦିଙ୍କ ମିମିକ୍ରି ଭିଡିଓ ଭାଇରାଲ, ଶୁଣିଲେ ହସିହସି ଗଡ଼ିଯିବେ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମିମିକ୍ରି କରିବାରେ ଶ୍ୟାମ୍‌ ରଙ୍ଗିଲାଙ୍କ ଭିଡିଓ ବେଶ୍‌ ଚର୍ଚ୍ଚା ପାଲଟିଛି। ଶ୍ୟାମ୍‌ ଏବେ ଆଉ ଏକ ଭିଡିଓ ଶେୟାର କରିଛନ୍ତି। ଏଥିରେ ୟୁଜର୍ସମାନେ ଭିନ୍ନ ଭିନ୍ନ ପ୍ରତିକ୍ରିୟା ଦେଇଛନ୍ତି। ଏହି ଭିଡିଓରେ ଶ୍ୟାମ୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ…

କଶ୍ମୀରକୁ ନେଇ ଏମିତି କହିଲେ ଅଣ୍ଡରଓ୍ବାଲର୍‌ଡ ଡନ୍‌ ଦାଉଦଙ୍କ ଗର୍ଲଫ୍ରେଣ୍ଡ୍‌

ଅଣ୍ଡରୱାଲର୍‌ଡ ଡନ ଦାଉଦ୍‌ ଇବ୍ରାହିମ ନିଜ ନୂଆ ଗର୍ଲଫ୍ରେଣ୍ଡଙ୍କୁ ନେଇ ଚର୍ଚ୍ଚାରେ ଅଛନ୍ତି। ସେ ହେଉଛନ୍ତି ମହଭୀଶ ହାୟାତ୍‌, ଯିଏ କି ଜଣେ ପାକିସ୍ତାନୀ ଅଭିନେତ୍ରୀ। କିଛି ଲୋକ ତାଙ୍କୁ ଗ୍ୟାଙ୍ଗଷ୍ଟର ଗୁଡିଆ ନାମରେ ମଧ୍ୟ ଜାଣିଛନ୍ତି। ଏବେ ମହଭୀଶ ମଧ୍ୟ…

କୁଣ୍ଢେଇଗୋଳା-ବୁଢାପାଳ ଯୋଗାଯୋଗ ବିଚ୍ଛିନ୍ନ

ଦେବଗଡ,୨୮ା୮(ଡ଼ି.ଏନ୍‌.ଏ.) ଲଗାଣ ବର୍ଷା ଯୋଗୁ ଦେବଗଡ ରିଆମାଳ ବ୍ଲକ ଅନ୍ତର୍ଗତ କୁଣ୍ଢେଇଗୋଳା ଗ୍ରାମ ନିକଟରେ ଟିକିରା ନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି ା ଫଳରେ ୫୩ ନମ୍ବର ଜାତୀୟ ରାଜପଥରେ ୩ ଫୁଟ ଉଚ୍ଚର ପାଣି ପ୍ରବାହିତ ହେଉଛି ା…

ଆତ୍ମହତ୍ୟା କରିବାକୁ ବ୍ରିଟିଶ ପ୍ରଧାନମନ୍ତ୍ରୀଙ୍କୁ ମହିଳାଙ୍କ ମେଲ୍‌

ନୂଆଦିଲ୍ଲୀ, ୨୮।୮(ଆଇଏଏନ୍‌ଏସ୍‌):ଦୁଇଘଣ୍ଟା ମଧ୍ୟରେ ସହାୟତା ନ ମିଳିଲେ ଆତ୍ମହତ୍ୟା କରିବେ ବୋଲି ଦିଲ୍ଲୀର ଜଣେ ୪୦ ବର୍ଷୀୟା ମହିଳା ବୁଧବାର ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନ୍‌ଙ୍କୁ ଇ-ମେଲ୍‌ କରିବା ଘଟଣା ଆଲୋଡନ ସୃଷ୍ଟି କରିଛି। ଏହି ସମ୍ବେଦନଶୀଳ ଘଟଣା ସମ୍ପର୍କରେ ଜନ୍‌ସନ୍‌ଙ୍କ…

ଏସ୍‌ସିଏସ୍‌ରେ ଚାଇନାର କ୍ଷେପଣାସ୍ତ୍ର ମାଡ଼

ଓ୍ବାଶିଂଟନ, ୨୮।୮(ଆଇଏଏନ୍‌ଏସ୍‌):ଆମେରିକା ଓ ଚାଇନା ମଧ୍ୟରେ ସମ୍ପର୍କ ତିକ୍ତ ହେବାରେ ଲାଗିଛି। ସଦସ୍ୟ ଦକ୍ଷିଣ ଚାଇନା ସାଗରର ସାମରିକୀକରଣ ଲାଗି ଚାଇନା ସରକାରୀ ସଦସ୍ୟମାନଙ୍କୁ ଦାୟୀ କରି ଆମେରିକା ସେମାନଙ୍କ ଭିଜାକୁ ନିଷିଦ୍ଧ କରିଛି। ଏହାର କିଛି ସମୟ ପୂର୍ବରୁ ବେଜିଂ…

ମହରମ ଶୋଭାଯାତ୍ରାକୁ ମିଳିଲାନି ଅନୁମତି

ନୂଆଦିଲ୍ଲୀ, ୨୮।୮(ପି.ଟି.):ଦେଶବ୍ୟାପୀ ମହରମ ଶୋଭାଯାତ୍ରା ବାହାର କରିବା ଲାଗି ଅନୁମତି ଦେବାକୁ ସୁପ୍ରିମକୋର୍ଟ ଗୁରୁବାର ମନା କରିଦେଇଛନ୍ତି। ଏଥିପାଇଁ ଆବେଦନ କରିଥିବା ଲକ୍ଷ୍ନୌର ଶିୟା ନେତା ସୟେଦ କାଲ୍‌ବେ ଜାଓ୍ବାଦଙ୍କୁ ଆଲ୍ଲାହାବାଦ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେବାକୁ ସର୍ବୋଚ୍ଚ ଅଦାଲତ କହିଛନ୍ତି। ସାରା…

ଚାଇନାର କ୍ଷତି କରିପାରିବ ନାହିଁ ଭାରତ

ବେଜିଂ,୨୮/୮:ଭାରତୀୟ ଅର୍ଥନୀତି ବହୁଳ ଭାବେ ଚାଇନା ଉପରେ ନିର୍ଭରଶୀଳ। ତେଣୁ ସୀମାରେ ଯେତେ ଉତ୍ତେଜନା ସୃଷ୍ଟି ହେଲେ ମଧ୍ୟ ଭାରତୀୟ ସେନା ପିପୁଲ୍ସ ଲିବରେଶନ ଆର୍ମି (ପିଏଲ୍‌ଏ)ର କ୍ଷତି କରିପାରିବ ନାହିଁ ବୋଲି ଏକ ସଦ୍ୟ ସର୍ବେକ୍ଷଣରୁ ଜଣାପଡ଼ିଛି। ଚାଇନା ସରକାରଙ୍କ…

ଧୋଇନେଲା ଲଘୁଚାପ

ଭୁବନେଶ୍ୱର,୨୮/୮(ବ୍ୟୁରୋ):ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗୁରୁବାର ଝାଡ଼ଖଣ୍ଡ ଉପରକୁ ଚାଲିଯାଇଛି। ଦକ୍ଷିଣ ପଶ୍ଚିମ ଝାଡ଼ଖଣ୍ଡ ଅଞ୍ଚଳରେ କେନ୍ଦ୍ରୀଭୂତ ହୋଇଛି। ଛତିଶଗଡ଼ରେ ଗୁରୁବାର ସକାଳୁ ବର୍ଷା ଲାଗିରହିଛି। ରାଜ୍ୟରେ ପ୍ରବଳ ବର୍ଷା ଆଶଙ୍କା ଦୂର ହୋଇଛି। ଏଥିଯୋଗୁ ଗତ ୩ ଦିନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri