Home Left

ବିହାରି ଭାଟି ଅନ୍ୟତ୍ର ସ୍ଥାନାନ୍ତର କରିବାକୁ ଦାବି

ନନ୍ଦପୁର, ୮।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ହିକିମପୁଟ ପଞ୍ଚାୟତ ସଦର ମହକୁମାରେ ଥିବା ବିହାରୀ ମଦ ଭାଟିକୁ ଅନ୍ୟତ୍ର ସ୍ଥାନାନ୍ତର କରିବାକୁ ଗ୍ରାମବାସୀ ଦାବି କରିଛନ୍ତି। ଏ ନେଇ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ପୋର୍ଟାଲରେ ଅଭିଯୋଗ…

ଭେନେଜୁଏଲା-ଇରାନ ପରେ, ଆମେରିକାର ଟାର୍ଗେଟରେ ଏବେ କେଉଁ ଦେଶ? ଟ୍ରମ୍ପ ଦେଲେ ସ୍ପଷ୍ଟ ଉତ୍ତର

ଓ୍ବାଶିଂଟନ,୭।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶନିବାର ରାତିରେ (ମାର୍ଚ୍ଚ ୭, ୨୦୨୬) ଇରାନ ଉପରେ ଏକ ବଡ଼ ଆକ୍ରମଣ ଧମକ ଦେଇଥିଲେ। ସେ ଆମେରିକାର ସାମରିକ ଶକ୍ତି ଏବଂ ଭେନେଜୁଏଲାରେ ଅପରେଶନକୁ ଉଦ୍ଧୃତ କରି କ୍ୟୁବାକୁ ଚେତାବନୀ ଦେଇଥିଲେ। ଟ୍ରମ୍ପଙ୍କ…

ଭିଡିଓ ବାର୍ତ୍ତା ମାଧ୍ୟମରେ ଇରାନକୁ କଡ଼ା ବାର୍ତ୍ତା ଦେଲେ ନେତାନ୍ୟାହୁ, ଜାଣନ୍ତୁ କ’ଣ କହିଲେ

ଜେରୁଜେଲମ,୭।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଶନିବାର (ମାର୍ଚ୍ଚ ୭, ୨୦୨୬) ଜେରୁଜେଲମରେ ଏକ ସାମ୍ବାଦିକ ସମ୍ମିଳନୀରେ ସମ୍ବୋଧିତ କରି ଇସ୍ରାଏଲୀ ଲୋକଙ୍କ ସାହସ ଏବଂ ଏକତାକୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି ଯେ ଦେଶ ଗତ ସପ୍ତାହରେ ନାଗରିକ ଅଶାନ୍ତି…

ନେପାଳ ରାଜନୀତିର ରଣନୀତିକାର

ନେପାଳ ୨୦୨୫ ସେପ୍ଟେମ୍ବରରେ ଦେଖିଥିଲା ଜେନ୍‌ ଜି ବିପ୍ଳବ। ଏହାର ପ୍ରଭାବ ଅନ୍ତର୍ଜାତୀୟ ସ୍ତରରେ ମଧ୍ୟ ଅନୁଭୂତ ହୋଇଥିଲା। ପରିଣାମ ସ୍ବରୂପ ନେପାଳରେ କେ.ପି. ଶର୍ମା ଓଲିଙ୍କ ମେଣ୍ଟ ସରକାରର ପତନ ଘଟିଥିଲା। ଅନ୍ତରୀଣ ପ୍ରଧାନମନ୍ତ୍ରୀ ହୋଇଥିଲେ ସୁଶୀଳା କାର୍କି। ବିଧିବଦ୍ଧ…

ପୁଷ୍ପଗିରି ବିଶ୍ୱବିଦ୍ୟାଳୟ: ଅସ୍ମିତାର ପରିଚୟ

ଇଉରୋପରେ ବିଶ୍ୱବିଦ୍ୟାଳୟ ସ୍ଥାପନ ହେବାର ବହୁ ପୂର୍ବରୁ ଭାରତରେ ବିଶ୍ୱବିଦ୍ୟାଳୟ ବ୍ୟବସ୍ଥା କାର୍ଯ୍ୟକାରୀ ହୋଇଥିବାର ପ୍ରମାଣ ମିଳେ। ଭାରତରେ ଉଚ୍ଚ ଶିକ୍ଷା ଅଧ୍ୟୟନ ଅତି ପୁରାତନ। ପ୍ରାଚୀନ ଭାରତରେ ନାଳନ୍ଦା, ତକ୍ଷଶିଳା, ବଲ୍ଲଭ, ଓଡାନ୍ତପୁରୀ, ବିକ୍ରମଶିଳା, ଜଗଦଲ୍ଲା, ସୋମପୁର, ସାରଦା ପୀଠ…

ସାହସ ନାହିଁ

ଏକ ଦେଶ ଭାବରେ ଆମେ ସବୁବେଳେ କିମ୍ବା ପ୍ରାୟତଃ ଯାହା ଚାହୁଁ ତାହା ପାଇପାରିବୁ ନାହିଁ, ଏହି ବାସ୍ତବତାକୁ ସ୍ବୀକାର କରିବାରେ ମୋର କୌଣସି ସମସ୍ୟା ନାହିଁ। ତେବେ ନିଜକୁ ଏବଂ ନିଜର ଇଚ୍ଛାକୁ ସମ୍ପୂର୍ଣ୍ଣ ଭାବରେ ବିଶ୍ୱ ଉପରେ ଲଦି…

ସରକାରୀ ଉଚ୍ଚ ମାଧ୍ୟମିକ ଛାତ୍ରାବାସରେ ପିଲାଙ୍କ ସହ ମିଶି ମଧ୍ୟାହ୍ନ ଭୋଜନ କଲେ ଓଡିଶା ପର୍ଯ୍ୟଟନ ବିଭାଗ ସଚିବ ବଳବନ୍ତ ସିଂ

ଦାରିଙ୍ଗବାଡି, ୭ ।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳକୁ ଶନିବାର ଓଡିଶା ପର୍ଯ୍ୟଟନ ବିଭାଗର ସଚିବ ତଥା ବରିଷ୍ଠ ଭାରତୀୟ ପ୍ରଶାସନିକ ଅଧିକାରୀ ବଳବନ୍ତ ସିଂ ଦିନିକିଆ ଗସ୍ତ କରିଥିଲେ। ସେ ବିଭିନ୍ନ ପ୍ରକଳ୍ପ ବୁଲି ଦେଖିବା ସହ…

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩: ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌ ଭଡ଼ା ବୃଦ୍ଧି ପାଇଛି। ଏପରିକି ରୁମ୍‌ ଭଡ଼ା ୩୦୦ରୁ ୪୦୦ ପ୍ରତିଶତ ବୃଦ୍ଧି…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ ୧,୫୦୦ ଟଙ୍କା ଭତ୍ତା ଶନିବାର ପ୍ରଦାନ କରିଛନ୍ତି। ପ୍ରତି ମାସରେ ଏହି ଭତ୍ତା…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ ଅନ୍ତର୍ଜାତୀୟ ବଜାରରେ ସୁନା ଦର ଆକାଶଛୁଆଁ ହେଉଥିବା ବେଳେ, ଦୁବାଇର ବ୍ୟବସାୟୀମାନେ ଏବେ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ ଅନେକ ଘଣ୍ଟା ଧରି ଅଟକି ରହିଥିଲେ। ଯାତାୟାତରେ ସହାୟତା ଏବଂ ଉଦ୍ଧାର କାର୍ଯ୍ୟରେ…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି ରହିଛି। ସନ୍ଧ୍ୟା ହେବା ମାତ୍ରେ ହାତୀ ଗାଁ ମୁଣ୍ଡକୁ ଆସି ଲୋକଙ୍କ ଘରଦ୍ୱାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?