Home Left

ଆଜି ଶପଥ ନେବେ ହାଇକୋର୍ଟର ମୁଖ୍ୟ ବିଚାରପତି

ଭୁବନେଶ୍ୱର,୪।୧(ବ୍ୟୁରୋ): ସୋମବାର ଶପଥ ନେବେ ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଜଷ୍ଟିସ ଡକ୍ଟର ଏସ୍‌ ମୁରଲୀଧର। ସକାଳ ୯.୩୦ ମିନିଟରେ ରାଜଭବନରେ ଶପଥ ଗ୍ରହଣ ଉତ୍ସବ ରହିଛି । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ତାଙ୍କୁ ଶପଥପାଠ କରାଇବେ। ନବ ନିଯୁକ୍ତ…

ଭାରତୀୟ ମହିଳା ହକି ଦଳରେ ଓଡ଼ିଶାର ୪

ନୂଆଦିଲ୍ଲୀ, ୪।୧: ରାଣୀ ରାମପାଲଙ୍କ ନେତୃତ୍ୱରେ ଭାରତୀୟ ମହିଳା ହକି ଦଳ ରବିବାର ଆର୍ଜେଣ୍ଟିନା ଗସ୍ତ କରିଛି। ହକି ଇଣ୍ଡିଆ ପକ୍ଷରୁ ଘୋଷିତ ୨୫ ଜଣିଆ ଦଳରେ ଓଡ଼ିଶାର ୪ ଖେଳାଳି ସ୍ଥାନ ପାଇଛନ୍ତି। ସେମାନେ ହେଲେ ଦୀପ୍‌ ଗ୍ରେସ୍‌ ଏକ୍କା,…

ଆଜି ଦ୍ୱିତୀୟ ଦିନରେ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ

ଭୁବନେଶ୍ୱର,୪।୧(ବ୍ୟୁରୋ): ଦୀର୍ଘମାସର ପ୍ରତୀକ୍ଷା ପରେ ରବିବାର ରାଜ୍ୟର ସମସ୍ତ ମନ୍ଦିର ଖୋଲିଛି। ଭାବ ଓ ଭକ୍ତିମୟ ପରିବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି ଭଗବାନ। ଭୁବନେଶ୍ୱରର ପ୍ରସିଦ୍ଧ ଶୈବପୀଠ ଲିଙ୍ଗରାଜ ମନ୍ଦିର, କେନ୍ଦ୍ରାପଡ଼ାର ଆରାଧ୍ୟ ଦେବତା ସିଦ୍ଧ ବଳଦେବଜୀଉଙ୍କ ମନ୍ଦିର, ସମ୍ବଲପୁରର ଅଧିଷ୍ଠାତ୍ରୀ…

ସୁରକ୍ଷା ଖୋଜୁଛି ବାଘମାମୁଁ: ସଂଖ୍ୟା ବୃଦ୍ଧି ଉତ୍ସାହ ଭିତରେ ନୈରାଶ୍ୟ ଆଣିଛି ମୃତ୍ୟୁ

ଭୁବନେଶ୍ୱର,୪।୧(ବ୍ୟୁରୋ): ଆଈମା’ କାହାଣୀ ଶୁଣିବାବେଳେ ପିଲେ ଦୁଷ୍ଟ ହେଲେ ବାଘମାମୁ ଆସିବ କହି ଡରାଯାଏ। ଏବେ ସମୟ ବଦଳି ଯାଇଛି। ବାଘ ଛୁଆଟି କଥା ନ ମାନିଲେ ମଣିଷ ଆସିବ କହି କୋଳେଇ ନେଉଛି ବାଘ ମା’। ବାଘର ସବୁଜ ଘର…

ସଂଖ୍ୟା ବଢ଼ିଲେ ସମ୍ଭବ

ଅନୁଗୋଳ ଅଫିସ, ୪।୧: ୯ ମାସ ପରେ ସାଂସ୍କୃତିକ କାର୍ଯ୍ୟକ୍ରମକୁ ମିଳିଛି ଅନୁମତି। ମାତ୍ର ୨ଶହ ଲୋକଙ୍କ ଉପସ୍ଥିତିରେ ମଞ୍ଚରେ କଳା ପ୍ରଦର୍ଶନ କରାଯାଇପାରିବ ବୋଲି ଜାନୁୟାରୀ ଗାଇଡ୍‌ଲାଇନ୍‌ରେ କୁହାଯାଇଛି। ପ୍ରେକ୍ଷାଳୟ ହେଲେ ସିଟ୍‌ର ୫୦ ପ୍ରତିଶତ ଓ ଯାତ୍ରା ପାଇଁ…

ହାର୍ଟ ଆଟାକ୍‌ ସମସ୍ୟାରୁ ଦୂରେଇ ରହିବାର ସହଜ ଉପାୟ…

କାନ୍ଦିଲେ ମାନସିକ ଶାନ୍ତି ମିଳିଥାଏ। କାନ୍ଦିବା ସମୟରେ ଶରୀରରେ ଆଣ୍ଡ୍ରୋନୋକ୍ରାଟିକୋଟ୍ରାପିକ୍‌ ଓ ଲ୍ୟୁସିନ୍‌ ନାମକ ହରମୋନ୍‌ କ୍ଷରଣ ହୋଇଥାଏ। ଏହାକୁ ଷ୍ଟ୍ରେସ୍‌ ହରମୋନ୍‌ କୁହାଯାଇଥାଏ। ଏହାଦ୍ୱାରା ମାନସିକ ଚାପରୁ ମୁକ୍ତି ମିଳିଥାଏ । ସେହିପରି କାନ୍ଦିବା ଦ୍ୱାରା ଆଖିରେ ଥିବା ମଇଳା…

ଆଦିତ୍ୟ ପାଞ୍ଚୋଲି-କଙ୍ଗନା ଲୁଚାଛପାରେ କରୁଥିଲେ ଡେଟିଂ…

ମୁମ୍ବାଇ,୪।୧: ବଲିଉଡ୍‌ ଅଭିନେତା ଆଦିତ୍ୟ ପାଞ୍ଚୋଲି ସୋମବାର ୫୫ ବର୍ଷରେ ପାଦ ଥାପିଛନ୍ତି। ସେ ୧୯୬୫ ଜାନୁୟାରୀ ୪ରେ ମୁମ୍ବାଇଠାରେ ଜନ୍ମ ଗ୍ରହଣ କରିଥିଲେ। ୧୯୮୬ରେ ଜରିନା ଓ୍ବାହାବଙ୍କୁ ବିବାହ କରିବା ପରେ ଆଦିତ୍ୟ ବଲିଉଡ୍‌ରେ ପାଦ ଦେଇଥିଲେ। ଅନେକ ସଂଘର୍ଷ…

ସକାଳେ ଏଥିରୁ ଗ୍ଲାସେ, ସ୍ମୃତି ଶକ୍ତିକୁ କରେ ପ୍ରଖର…

ସକାଳୁ ନିତ୍ୟକର୍ମ ପରେ ମିଶ୍ରି ପାଣି ପିଇଲେ ପେଟ ଥଣ୍ଡା ରହିବା ସହିତ ଶରୀରର ଅନେକ ଉପକାର ହୋଇଥାଏ। ରାତିରେ ଏକ ଗ୍ଲାସ୍‌ ପାଣିରେ କିଛି ମିଶ୍ରି ଖଣ୍ଡ ପକାଇ ଏହାକୁ ସକାଳୁ ପିଇଲେ ପାଚନ କ୍ରିୟା ନିୟନ୍ତ୍ରିତ ହେବା ସହିତ…

ଗ୍ରାଜୁଏଶନ୍‌ କରିଥିଲେ ସରକାରୀ ନିଯୁକ୍ତିର ସୁବର୍ଣ୍ଣ ସୁଯୋଗ: ମାସିକ ବେତନ ୬୨ ହଜାର ଟଙ୍କା

ଏକ୍ସପୋର୍ଟ କ୍ରେଡିଟ ଗ୍ୟାରେଣ୍ଟି କର୍ପୋରେସନ (ଇସିଜିସି) ପ୍ରୋବେସନାରୀ ଅଫିସର ପଦବୀରେ ନିଯୁକ୍ତି ପାଇଁ ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ନିର୍ଦ୍ଦିଷ୍ଟ ଯୋଗ୍ୟତା, ବେତନ, ଆବେଦନ ଶୁଳ୍କ ସହିତ ସମସ୍ତ ଆବଶ୍ୟକୀୟ ସୂଚନା ବିଜ୍ଞପ୍ତିରେ ଉପଲବ୍ଧ ରହିଛି। ଆଗ୍ରହୀ ପ୍ରାର୍ଥୀମାନେ ବିଜ୍ଞପ୍ତି ଡାଉନଲୋଡ…

ଏମିତି ଛକା ମାରିଲେ ବ୍ୟାଟ୍ସମ୍ୟାନ୍‌, ବିୟର୍‌ ଗ୍ଲାସ୍‌ରେ ପଡିଲା ବଲ୍‌

କ୍ରିକେଟ ପଡ଼ିଆରେ ବ୍ୟାଟ୍ସମ୍ୟାନ୍‌ ଛକା ମାରିକା ଏକ ସାଧାରଣ କଥା। ବ୍ୟାଟ୍ସମ୍ୟାନ୍‌ ଛକା ମାରିଲେ ବଲ୍‌ ବାଉଣ୍ଡ୍ରି ବାହାରେ କିମ୍ବା ଗ୍ୟାଲୋରୀରେ ବସୁଥିବା ପ୍ରଶଂସକଙ୍କ ନିକଟକୁ ଯାଇଥାଏ। ବେଳେବେଳେ ପ୍ରଶଂସକମାନେ ବଲ ଧରିଥାନ୍ତି। କିନ୍ତୁ ଅଷ୍ଟ୍ରେଲିଆରେ ଚାଲିଥିବା ବିଗ ବ୍ୟାସ ଲିଗ…

ବନ୍ଦ କୋଠରିରୁ ପ୍ରେମୀଯୁଗଳଙ୍କ ମୃତଦେହ ଉଦ୍ଧାର

ଉମରକୋଟ, ୩।୧: ଉମରକୋଟ ବ୍ଲକ ଅଧୀନ ମୂର୍ତ୍ତୁମା ପଞ୍ଚାୟତ ବଡ଼ଖଡକା ଗାଁରେ ରବିବାର ପ୍ରେମୀଯୁଗଳଙ୍କ ଝୁଲନ୍ତା ମୃତଦେହ ପୋଳିସ ଉଦ୍ଧାର କରିଛି। ମୃତକ ହେଲେ ଉକ୍ତ ଗାଁର ତୁଲେଶ୍ୱର ମାଝି(୩୦) ଓ ପାଖ ଗାଁର ଜଣେ ଯୁବତୀ। ପ୍ରକାଶ ଯେ, ତୁଲେଶ୍ୱର…

ମାହାଙ୍ଗା ଡବଲ ମର୍ଡର ଘଟଣା : ୧୨ ଜଣଙ୍କ ନାଁରେ ମାମଲା

ନିଶ୍ଚିନ୍ତକୋଇଲି/ମାହାଙ୍ଗା, ୩ା୧(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ଥାନା ନୃତାଙ୍ଗସ୍ଥିତ ଯଁକୁଟି ନିକଟରେ ଭାଜପା ନେତା କୁଳମଣି ବରାଳ(୬୨) ଓ ଦିବ୍ୟସିଂହ ବରାଳ(୭୦)ଙ୍କୁ ଶନିବାର ହତ୍ୟା କରାଯାଇଥିଲା। ରବିବାର ଡବଲ ମର୍ଡର ଘଟଣାର ତନାଘନା ଆରମ୍ଭ ହୋଇଛି। ସାଇଣ୍ଟିଫିକ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚତ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?