ପୂର୍ବଜନ୍ମର କର୍ମଯୋଗୁ ବ୍ୟକ୍ତିକୁ ମିଳିଥାଏ ଏହି ୬ ଜିନିଷ: ଆପଣଙ୍କ ପାଖରେ ଅଛି ତ…
ଭାରତର ମହାନ ରାଜନୀତିଜ୍ଞ ତଥା ଅର୍ଥଶାସ୍ତ୍ର ବିଶାରଦ ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ଅନେକ ବିଷୟରେ ଉଲ୍ଲେଖ କରିଛନ୍ତି। ତନ୍ମଧ୍ୟରୁ ଗୋଟିଏ ହେଲା ପୂର୍ବଜନ୍ମର କର୍ମ ଏବଂ ତାହାର ଫଳ ବିଷୟରେ। ଆସନ୍ତୁ ସେ ବିଷୟରେ ଜାଣିବା ଶ୍ଳୋକ: भोज्यं भोजनशक्तिश्च…
ବୈତରଣୀ ନଦୀ ଆଖୁଆପଦାଠାରେ ଅତିକ୍ରମ କଲା ବିପଦସଙ୍କେତ
ଭଣ୍ଡାରିପୋଖରୀ,୨୬।୮(ଡି.ଏନ୍.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଆଖୁଆପଦା ଆନିକଟଠାରେ ବୈତରଣୀ ନଦୀ ବୁଧବାର ମଧ୍ୟାହ୍ନରେ ବିପଦ ସଙ୍କେତ ଅତିକ୍ରମ କରିଛି। ଏଠାରେ ବିପଦ ସଙ୍କେତ ୧୭.୮୩ ମିଟର ରହିଥିବା ବେଳେ ବନ୍ୟାଜଳ ୧ ଟାରେ ବିପଦ ସଙ୍କେତ ଊର୍ଦ୍ଧ୍ୱରେ ଅର୍ଥାତ ୧୮.୨୭…
ଜାତୀୟ ରାଜପଥ ତୁରୁମୁଙ୍ଗା ବୈତରଣୀ ନଦୀ ପୋଲ ଉପରେ ପ୍ରବାହିତ ହେଲା ପ୍ରଥମ ବନ୍ୟାଜଳ: ସ୍ବାମ ପୋଲ ପାର ବେଳେ ଭାସିଗଲା ଗାଡ଼ି
ପାଟଣା,୨୬।୮(ସ୍ବ. ପ୍ର.): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ନଂ. ଜାତୀୟ ରାଜପଥରେ ଥିବା ବୈତରଣୀ ପୋଲ ଉପରେ ବୁଧବାର ପ୍ରଥମ ବନ୍ୟା ଜଳ ପ୍ରବାହିତ ହୋଇଛି। ଫଳରେ ପୋଲର ଉଭୟ…
ଏବେ ବି କୋମାରେ ଅଛନ୍ତି ପୂର୍ବତନ ରାଷ୍ଟ୍ରପତି
ନୂଆଦିଲ୍ଲୀ,୨୬।୮: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ ଏବେ ମଧ୍ୟ କୋମାରେ ଥିବା ଆର୍ମି ରିସର୍ଚ୍ଚ ଏବଂ ରେଫରାଲ ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛି। ୮୪ ବର୍ଷୀୟ ମୁଖାର୍ଜୀଙ୍କ ଚିକିତ୍ସା କରୁଥିବା ଡାକ୍ତରମାନେ କହିଛନ୍ତି ଯେ ସେ ଏବେ ମଧ୍ୟ ଭେଣ୍ଟିଲେଟରରେ ଅଛନ୍ତି।…
ମୋଦିଙ୍କ ଜନ୍ମଦିନ ପାଇଁ ଚାଲିଛି ପ୍ରସ୍ତୁତି, ଏଥର ଏମିତି କରାଯିବ ପାଳନ
ନୂଆଦିଲ୍ଲୀ,୨୬।୮:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଗାମୀ ସେପ୍ଟେମ୍ବର ୧୭ରେ ୭୦ ବର୍ଷରେ ପଦାର୍ପଣ କରିବେ। ଏହି ଦିନ ଭାରତୀୟ ଜନତା ପାର୍ଟି ପକ୍ଷରୁ ଏକ ଭିନ୍ନ ଢଙ୍ଗରେ ପାଳନ ପାଇଁ ଯୋଜନା ପାଇଁ ପ୍ରସ୍ତୁତି ଚାଲିଛି। ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା…
ପରଲୋକରେ ଏହି ଲୋକପ୍ରିୟ ଅଭିନେତ୍ରୀ
ମନୋରଞ୍ଜ ଜଗତ ପାଇଁ ବର୍ଷ ୨୦୨୦ ସବୁଠାରୁ ଖରାପ ସାବ୍ୟସ୍ତ ହୋଇଛି। କାରଣ ଏହି ବର୍ଷ ବଲିଉଡ୍ ସମେତ ଛୋଟ ପରଦାର ଅନେକ କଳାକାରଙ୍କ ମୃତ୍ୟୁ ଘଟିଛି। ମଙ୍ଗଳବାର ଛୋଟ ପରଦାର ଲୋକପ୍ରିୟ ଅଭିନେତ୍ରୀ ସଂଗୀତା ଶ୍ରୀବାସ୍ତଙ୍କର ପରଲୋକ ଘଟିଛି। ଅନେକ…
ଅଟୋ ଡ୍ରାଇଭରଙ୍କୁ ବିବାହ କଲେ ପ୍ରେମିକା: ଏଭଳି ଉପାୟରେ ପ୍ରତିଶୋଧ ନେଉଥିଲେ ପ୍ରେମିକ…
ମୁମ୍ବାଇ, ୨୬।୮: ପ୍ରେମିକା ଧୋକା ଦେଲେ। ଏଥିରେ ମର୍ମାହତ ହୋଇ ପ୍ରେମିକ ଏକ ନିଆରା ଉପାୟରେ ପ୍ରତିଶୋଧ ନେଉଥିଲେ। ଏହାର ପର୍ଦ୍ଦାଫାଶ୍ ମୁମ୍ବାଇ ପୋଲିସ କରିଛି। ଆସିଫ୍ ଶେଖ୍ଙ୍କ ପ୍ରେମିକା ଜଣେ ଅଟୋ ଡ୍ରାଇଭରଙ୍କୁ ବିବାହ କରିଥିଲେ। ଏହି ଘଟଣା ଆସିଫ୍ଙ୍କୁ…
ଆଜିବି ଭଦ୍ରକରୁ ୧୧୪ କରୋନା ଆକ୍ରାନ୍ତ ଚିହ୍ନଟ: ସମସ୍ତେ ସ୍ଥାନୀୟ ଅଞ୍ଚଳର
ଭଦ୍ରକ ଅଫିସ,୨୬।୮: ଭଦ୍ରକ ଜିଲାରୁ ବୁଧବାର ୧୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୩୩୭ରେ ପହଞ୍ଚିଛି। ତେବେ ଲଗାତାର ଭାବେ ଭଦ୍ରକରେ ଚିହ୍ନଟ ସମସ୍ତ ଆକ୍ରାନ୍ତ ସ୍ଥାନୀୟ ଅଞ୍ଚଳର ହୋଇଥିବା ବେଳେ…
ପାଣିକୁ ନେଇ ଏସିଡ୍ ଆଟାକ୍: ୨୩ ଆହତ
ଝାନ୍ସୀ, ୨୬।୮: ଉତ୍ତରପ୍ରଦେଶରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ପାଣି ଭର୍ତ୍ତି କରିବାକୁ ନେଇ ଦୁଇ ପକ୍ଷଙ୍କ ମଧ୍ୟରେ ବିବାଦ ସୃଷ୍ଟି ହୋଇଛି। ପରେ ଗୋଟିଏ ପକ୍ଷ ଅନ୍ୟ ପକ୍ଷଙ୍କ ଉପରକୁ ଛାତ ଉପରେ ଚଢ଼ି ଏସିଡ୍ ଆଟାକ୍ କରିଛନ୍ତି।…
ମୋଦି ବିଶ୍ୱର ସବୁଠାରୁ ଶକ୍ତିଶାଳୀ ଏବଂ ନମ୍ର ବ୍ୟକ୍ତି: କଙ୍ଗନା
ବମ୍ବେ: କଙ୍ଗନା ରାଣାଓ୍ବତ୍ ବଲିଉଡ୍ର ଆଗଧାଡ଼ିର ଅଭିନେତ୍ରୀମାନଙ୍କ ମଧ୍ୟରୁ ଜଣେ। ନିଜର ରୋକ୍ଠୋକ୍ କଥାକୁ ନେଇ ସେ ଏକାଧିକ ଥର ଚର୍ଚ୍ଚାକୁ ଆସିଛନ୍ତି। ସୁଶାନ୍ତଙ୍କ ଆତ୍ମହତ୍ୟା ଘଟଣା ପ୍ରଶଂସକଙ୍କୁ ବ୍ୟଥିତ କରିଥିବା ବେଳେ ସେ ବଲିଉଡ୍ର ନେପୋଟିଜିମ୍ ବିରୋଧରେ ମୁହଁ ଖୋଲିଥିଲେ।…
ପାର୍କିଂ ସ୍ଥାନରେ ଚାଲିଛି ପାଠପଢ଼ା, ଫିସ୍ ଶୁଣିଲେ ଉଡିଯିବ ହୋସ୍
କରୋନା ଯୋଗୁ ଜାରି ରହିଥିବା ଲକ୍ଡାଉନ୍ ଏବଂ ଶଟ୍ଡାଉନ୍ ପାଇଁ ସମସ୍ତ ସ୍କୁଲ, କଲେଜ ବନ୍ଦ ରହିଥିଲା। ଏବେ ଧୀରେ ଧୀରେ ଅନ୍ଲକ୍ ଚାଲୁ ହେଲାଣି। କିଛି କିଛି ସ୍ଥାନରେ ପାଠପଢ଼ା ମଧ୍ୟ ଆରମ୍ଭ ହୋଇଯାଇଛି। ସେହିପରି ଆମେରିକାର ସାନ ମାର୍କେଟରେ…
ଗଞ୍ଜାମରେ ଧିମେଇଛି ଚାଷୀ ପଞ୍ଜିକରଣ : ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ଅବଧି ବୃଦ୍ଧି ଦାବି
ଛତ୍ରପୁର,୨୬।୮(ଡି.ଏନ୍.ଏ.): ଧାନ ବିକିବା ନେଇ ଚାଷୀଙ୍କ ନାମ ଅନଲାଇନ୍ ପଞ୍ଜିକରଣ ଅବଧି ଚଳିତ ମାସ ୩୧ ତାରିଖରେ ସରିବ । ଅପରପକ୍ଷରେ କରୋନା କଟକଣା ନେଇ ଗଞ୍ଜାମ ଜିଲାରେ ଚାଷୀ ପଞ୍ଜିକରଣ ଧିମେଇ ଯାଇଛି। ଆଉ ମାତ୍ର ୫ ଦିନ ବାକି…
Archives


