ମୁସଲମାନ୍ ଯୁବକ କଲେ ହିନ୍ଦୁ ବୃଦ୍ଧଙ୍କ ଅନ୍ତିମ ସଂସ୍କାର: ମୃତଦେହ ଛୁଇଁଲେନି ପରିବାର ଲୋକେ
ହାଇଦ୍ରାବାଦ୍, ୨୬।୮: ଦେଶରେ କରୋନା ସଂକ୍ରମଣ ଜାରି ରହିଛି। ଲୋକଙ୍କ ମଧ୍ୟରେ ସଚେତନତା ଅଭାବରୁ କେତେକ ଅଞ୍ଚଳରେ ଅଭାବନୀୟ ଘଟଣାମାନ ଘଟୁଛି। ସମ୍ପ୍ରତି ତେଲଙ୍ଗାନାରେ ଏଭଳି ଏକ ଘଟଣା ଘଟିଛି। ସ୍ଥାନୀୟ ଜାଗତିୟାଲ ଅଞ୍ଚଳରେ ଜଣେ ୬୫ ବର୍ଷ ବୟସ୍କ ବୃଦ୍ଧଙ୍କ…
ଦ୍ରୁତ ଗତିରେ ବଢୁଛି ବୈତରଣୀ,ବନ୍ୟା ଆଶଙ୍କା
ଭଣ୍ଡାରିପୋଖରୀ,୨୬।୮(ଡି.ଏନ୍.ଏ): ବୈତରଣୀ ନଦୀରେ ବନ୍ୟା ଜଳ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଲଘୁଚାପଜନିତ ଲଗାଣ ବର୍ଷାରେ ବୈତରଣୀ ନଦୀ ମଙ୍ଗଳବାର ରାତି ୩ ଟାରୁ ବଢିବା ଆରମ୍ଭ କରିଛି। ଭଣ୍ଡାରିପୋଖରୀ ବ୍ଲକ ବୈତରଣୀ ନଦୀର ଆଖୁଆପଦା ଆନିକଟ ଠାରେ ବନ୍ୟାଜଳ…
ଧୋନୀଙ୍କୁ ପଶଂସା କରିବା ପାକିସ୍ତାନ କ୍ରିକେଟରଙ୍କୁ ପଡିଲା ମହଙ୍ଗା, ପିସିବି ଦେଲା ଏମିତି ଦଣ୍ଡ
ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ କ୍ରିକେଟରୁ ଅବସର ନେଇଛନ୍ତି। ତାଙ୍କ ପ୍ରଶଂସାରେ ଶତମୁଖ ହୋଇଛନ୍ତି ବିଶ୍ୱର କିଛି କ୍ରିକେଟର। ପାକିସ୍ତାନର ପୂର୍ବତନ ସ୍ପିନର୍ ସାକଲିନ୍ ମୁସ୍ତାକ ଧୋନୀଙ୍କୁ ପ୍ରଶଂସା କରିବା ମହଙ୍ଗା ସାବ୍ୟସ୍ତ ହୋଇଛି। ଏବେ…
୧୦୦ ବର୍ଷ ପରେ ଫେରିଲେ ଆମେରିକୀୟ ନେଉଳ
ନୂଆଦିଲ୍ଲୀ: ପ୍ରାୟ ୧୦୦ ବର୍ଷ ପରେ ପୁଣି ଫେରିଛନ୍ତି ଓ୍ବଲ୍ଭରିନ୍ସ୍(ଆମେରିକୀୟ ନେଉଳ)। ଆମେରିକାର ଓ୍ବାଶିଂଟନସ୍ଥିତ ମାଉଣ୍ଟ ରେନିଅର ନ୍ୟାଶନାଲ ପାର୍କରେ ଏମାନଙ୍କ ସନ୍ଧାନ ମିଳିଛି। ଏ ନେଇ ନିକଟରେ ମାଉଣ୍ଟ ରେନିଅର ନ୍ୟାଶନାଲ ପାର୍କ ସର୍ଭିସେସ୍ ପକ୍ଷରୁ ଏକ ଭିଡିଓ ଟୁଇଟରରେ…
କଫିନ୍ ଭିତରେ ଶାନ୍ତି
ନୂଆଦିଲ୍ଲୀ: କଫିନ୍ ଭିତରେ ଶୋଇଲେ ଶାନ୍ତି ମିଳିବ। ମନ ହାଲକା ଲାଗିବ। ଏକଥା ଶୁଣିବା ମାତ୍ରେ ସମସ୍ତଙ୍କର ଭ୍ରୂକୁଞ୍ଚନ ସୃଷ୍ଟି ହେବ ନିଶ୍ଚୟ। ଏଭଳି ଏକ କଥାକୁ ଅନେକ ଅବିଶ୍ୱାସ ବି ଭାବିପାରନ୍ତି। କିନ୍ତୁ ଏଭଳି ଏକ ଘଟଣା ଦେଖିବାକୁ ମିଳିଛି…
ସୂକ୍ଷ୍ମ କଳାର ନିଦର୍ଶନ
ଅହମଦାବାଦ: କଳାକାରମାନେ ବେଳେ ବେଳେ ଏଭଳି ସୂକ୍ଷ୍ମ କାରିଗରି କରିଥାନ୍ତି ଯେ, ଦେଖିବା ଲୋକେ ବି ଆଶ୍ଚର୍ଯ୍ୟଚକିତ ହୋଇଯାନ୍ତି। ଏମିତି ଏକ କଳା ପାଇଁ ଏବେ ଚର୍ଚ୍ଚିତ ହୋଇଛନ୍ତି ଗୁଜରାଟ ଭଦୋଦରାର ଜଣେ ଆର୍ଟ ଅଧ୍ୟାପକ ପ୍ରଜେଶ ଶାହ। ଏକ ଛୋଟ…
ସମାନତା ବଢ଼ାଇବ ସମ୍ମାନ
ନଦୀ ପରି ପ୍ରବାହମାନ ଧାରାଟିଏ ନାରୀ। ତା’ର ଅନେକ ରୂପ। କେବେ ସେ ମା’ ହୋଇ ଅଜାଡ଼ିଦିଏ ଅନାବିଳ ବାତ୍ସଲ୍ୟ ମମତା। ଆଉ କେବେ ଝିଅ ହୋଇ ଦୁଇକୁଳ ଭିତରେ ପାଲଟେ ସଂଯୋଗର ସେତୁ। କେବେ ଭଉଣୀ ହୋଇ ପରିବାରକୁ ସ୍ନେହରେ…
ସାଉଥ୍ରେ ମନ ଜିଣିଲେ ଡେଜି
ମୁମ୍ବାଇ: ବଲିଉଡ୍ରୁ ଆରମ୍ଭ କରି ସାଉଥ୍ ଫିଲ୍ମ ଇଣ୍ଡଷ୍ଟ୍ରି ପର୍ଯ୍ୟନ୍ତ ନିଜ ପାଇଁ ଏକ ସ୍ବତନ୍ତ୍ର ସ୍ଥାନ ତିଆରି କରିଛନ୍ତି ଡେଜି ଶାହା। ସେ ଜଣେ ମଡେଲ ତଥା ଅଭିନେତ୍ରୀ। କେବଳ ସେତିକି ନୁହେଁ ସେ ଜଣେ ଭଲ ଡ୍ୟାନ୍ସର ମଧ୍ୟ।…
ବିବାହ କରିବାକୁ ଯାଉଥିଲେ କନ୍ୟା, ଘଟିଲା ଏମିତି
ରୋହତକ,୨୬।୮: ହରିୟାଣାର ରୋହତକ ଜଣେ ବିବାହ କରିବାକୁ ଯାଉଥିବା ଜଣେ କନ୍ୟାଙ୍କୁ କିଛି ବ୍ୟକ୍ତି ବନ୍ଧୁକ ଦେଖାଇ ଅପହରଣ କରିନେଇଛନ୍ତି। ଏନେଇ ସ୍ଥାନୀୟ ଅଞ୍ଚଳରେ ଏକ ଭୟ ସୃଷ୍ଟି ହୋଇଛି। ଯୁବତୀଙ୍କ ଭାବିସ୍ବାମୀ ଏନେଇ ଥାନାରେ ଏତଲା ଦେଇଥିଲେ। ଅପହରଣର ୬…
ଇସ୍ରୋ-ଭିସୁଟ୍ ମଧ୍ୟରେ ଚୁକ୍ତି ସ୍ବାକ୍ଷର
ସମ୍ବଲପୁର/ଭୁବନେଶ୍ୱର, ୨୬।୮ (ବ୍ୟୁରୋ): ଭାରତୀୟ ମହାକାଶ ଗବେଷଣା କେନ୍ଦ୍ର (ଇସ୍ରୋ) ସହାୟତାରେ ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟରେ ଦେଶର ପ୍ରଥମ ମହାକାଶ ଅନ୍ବେଷଣ କେନ୍ଦ୍ର ଖୋଲାଯିବ। ଏ ନେଇ ଇସ୍ରୋ ଓ ଭିସୁଟ୍ ମଧ୍ୟରେ ମଙ୍ଗଳବାର…
ପୂର୍ବତନ ଜିଲା ଜଜ୍ କୃଷ୍ଣଚନ୍ଦ୍ର କରଙ୍କ ପରଲୋକ
କେନ୍ଦ୍ରାପଡ଼ା ଅଫିସ, ୨୬ା୮: ୧୯୮୦ରେ ଛବିରାଣୀ ହତ୍ୟାକାଣ୍ଡର ରାୟ ଦେଇଥିବା ପୂର୍ବତନ ଜିଲା ଜଜ୍ କୃଷ୍ଣ ଚନ୍ଦ୍ର କରଙ୍କର ମଙ୍ଗଳବାର ପରଲୋକ ହୋଇଛି। ୯୧ ବର୍ଷୀୟ କରଙ୍କର କେନ୍ଦ୍ରାପଡ଼ା ସହର ସାନମଙ୍ଗଳାସ୍ଥିତ ବାସଭବନରେ ହୃଦ୍ଘାତ ଯୋଗୁ ମୃତ୍ୟୁ ହୋଇଥିବା ପରିବାର ପକ୍ଷରୁ…
୧୦୦ ଫୁଟ୍ ପଥର ପ୍ୟାକିଂ ଧସିଲା
ଚଣ୍ଡିଖୋଲ, ୨୬।୮ (ଡି.ଏନ୍.ଏ.): କେନ୍ଦ୍ରାପଡ଼ା, ଯାଜପୁର ଓ ଜଗତ୍ସିଂହପୁର ଜିଲା ଅତିକ୍ରମ କରିଥିବା ହରିଦାସପୁର-ପରାଦୀପ ରେଳପଥ ପ୍ରକଳ୍ପ କାର୍ଯ୍ୟ ନିକଟରେ ଶେଷ ହୋଇଛି। ଆନୁଷ୍ଠାନିକ ଭାବେ ଏହାର ଉଦ୍ଘାଟନ ହୋଇ ନ ଥିଲେ ମଧ୍ୟ ପୂର୍ବତଟ ରେଳ ବିଭାଗ ତରଫରୁ ଏହି…
Archives


