Home Left

ଛାଡ଼ପତ୍ର ପରେ କାହା ପାଖରେ ରହିବେ ପୋଷା କୁକୁର..ଦମ୍ପତିଙ୍କ ବିବାଦକୁ ନେଇ ଏପରି ରାୟ ଦେଲେ କୋର୍ଟ

ବମ୍ବେ: ଗୃହପାଳିତ ପଶୁମାନଙ୍କ ମଧ୍ୟରେ ଅଧିକାଂଶ ଲୋକ କୁକୁରଙ୍କୁ ଭଲପାଆନ୍ତି। ସ୍ବଭାବରେ ବିଶ୍ୱାସୀ ହୋଇଥିବା ହେତୁ ପୋଷା କୁକୁରଙ୍କ ସହ ଏକ ନିଆରା ମୋହ ଯୋଡ଼ି ହୋଇଥାଏ। ତେବେ ବମ୍ବେରୁ ଏଭଳି ଏକ ଘଟଣା ସାମ୍ନାକୁ ଆସିଛି ଯାହା ଶୁଣିଲେ ଆପଣ…

ପିଲାଙ୍କ ଖେଳ ହେଲା କାଳ: ‘ଲକ୍ଷ୍ମଣ ରେଖା’ ନେଲା ୩ ଜୀବନ

ନାଗୌର, ୨୫।୮: ରାଜସ୍ଥାନର ନାଗୌର ଜିଲାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପିଲାଙ୍କର ଅସାବଧାନତା କେତେ ଯେ ଭୟଙ୍କର ହୋଇପାରେ ତାହା ଏହି ଘଟଣାରୁ ଜଣାପଡ଼ିଛି। ରିପୋର୍ଟ ମୁତାବକ ଜିଲାର ପାଞ୍ଚୋଡି ପୋଲିସ ଷ୍ଟେସନ ଅନ୍ତର୍ଗତ ଖ୍ୟାରି କର୍ମସୌତ୍‌ ଗ୍ରାମରେ…

ହିନ୍ଦୁ ଦେବାଦେବୀଙ୍କ ଉପରେ ଆପତ୍ତିଜନକ ମନ୍ତବ୍ୟ ଦେଉଥିଲେ ଏହି ମହିଳା: ବାନ୍ଧିଲା ୟୁପି ପୋଲିସ

ପ୍ରୟାଗରାଜ,୨୫।୮: ଉତ୍ତରପ୍ରଦେଶର ପ୍ରୟାଗରାଜ ଜିଲାରୁ ହିନ୍ଦୁ ଦେବତାଙ୍କ ଉପରେ ଆପତ୍ତିଜନକ ମନ୍ତବ୍ୟ ଦେଇଥିବା ଜଣେ ମହିଳାଙ୍କୁ ପୋଲିସ ଗିରଫ କରିଛି। ଏହି ମାମଲାରେ ଅଭିଯୋଗ କରାଯିବା ପରେ ଅଭିଯୁକ୍ତ ମହିଳାଜଣଙ୍କ ଫେରାର ହୋଇଯାଇଥିଲେ। କିନ୍ତୁ ମଙ୍ଗଳବାର ପୋଲିସ ତାଙ୍କୁ ଧରିବାରେ ସଫଳ…

ହସ୍ପିଟାଲ ଝରକା ଭାଙ୍ଗି ପଳାଇଲେ କରୋନା ଆକ୍ରାନ୍ତ ହତ୍ୟା ଅଭିଯୁକ୍ତ

ଅମ୍ବାଲ, ୨୫।୮: ଏକ ହତ୍ୟାକାଣ୍ଡ ମାମଲାରେ ଗିରଫ ହୋଇଥିବା ଜଣେ ଅଭିଯୁକ୍ତ ପରେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଏହାପରେ ତାଙ୍କୁ ହସ୍ପିଟାଲକୁ ଚିକିତ୍ସା ପାଇଁ ନିଆଯାଇଥିଲା। କିନ୍ତୁ ଚିକିତ୍ସିତ ଅବସ୍ଥାରେ ଆଇସୋଲେସନ ଓ୍ବାର୍ଡର ଝରକା ଭାଙ୍ଗି ଅଭିଯୁକ୍ତଜଣଙ୍କ ଫେରାର୍‌ ହୋଇଯାଇଛନ୍ତି।…

ଏନ୍‌ଇଇଟି-ଜେଇଇ ପରୀକ୍ଷା ସ୍ଥଗିତ ଦାବିକୁ ସମର୍ଥନ କଲେ ଗ୍ରେଟା: କହିଲେ ‘ଏହା ଛାତ୍ରୀଛାତ୍ରଙ୍କ ପ୍ରତି ଅନ୍ୟାୟ’

ନୂଆଦିଲ୍ଲୀ,୨୫।୮: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଏହାସତ୍ତ୍ୱେ ଏନ୍‌ଇଇଟି ଏବଂ ଜେଇଇ ପରୀକ୍ଷା ହେବାକୁ ଯାଉଥିବାକୁ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି ସ୍ବିଡେନ୍‌ର କିଶୋର ପରିବେଶବିତ୍‌ ଗ୍ରେଟା ଥନବର୍ଗ। କୋଭିଡ ସଂକ୍ରମଣ ଭିତରେ ଭାରତର ଛାତ୍ରୀଛାତ୍ରଙ୍କୁ ପରୀକ୍ଷା ଦେବାକୁ…

ଘାସ ଖାଇଲାବେଳେ ଗଧ ମୁହଁରେ ପଶିଗଲା ସାପ; ତାପରେ…

ପ୍ରତାପଗଡ଼, ୨୫।୮: ରାଜସ୍ଥାନର ପ୍ରତାପଗଡ଼ ଜିଲାରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଜିଲାର ପିପଲଖୁଣ୍ଟ ଅଞ୍ଚଳରେ ଗୋଟିଏ ଗଧ ନଦୀ କୂଳରେ ଘାସ ଚରୁଥିବାବେଳେ ଘାସ ସହିତ ସାପଟିଏ ଭିତରକୁ ପଳାଇଥିଲା। ଏହାପରେ ସାପଟି ଗଧ ପାଟି ଭିତରେ ଅଧା…

ସଚିନ ଅବସର ନେବାପରେ ଆଇପିଏଲ୍‌ ଦେଖିବା ଛାଡ଼ିଦେଲେ ଏହି ମହିଳା କ୍ରିକେଟର୍‌

ନୂଆଦିଲ୍ଲୀ, ୨୫।୮: ଭାରତୀୟ ମହିଳା କ୍ରିକେଟ୍‌ ଦଳର ଉଇକେଟ୍‌କିପର ସୁଷମା ବର୍ମା ଆଇପିଏଲ୍‌ ଦଳ ମୁମ୍ବାଇ ଇଣ୍ଡିଆନ୍ସର ଜଣେ ବଡ଼ ପ୍ରଶଂସିକା। କିନ୍ତୁ କିମ୍ବଦନ୍ତୀ ଭାରତୀୟ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କ ଅବସର ପରେ ଆଇପିଏଲ୍‌ ମ୍ୟାଚ୍‌ ଦେଖିବା ଛାଡ଼ିଦେଇଛନ୍ତି ବୋଲି ୨୭…

ସିଏମ୍‌ସି ଅଞ୍ଚଳରୁ ଆଉ ୧୨୫

କଟକ ଅଫିସ,୨୫।୮: କଟକ ମହାନଗର ନିଗମରୁ ମଙ୍ଗଳବାର ୧୨୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୩୪ କୁମ୍ଭାରସାହି କଣ୍ଟେନ୍‌ମେଣ୍ଟ ଅଞ୍ଚଳର ଥିବା ବେଳେ ୨୪ଜଣ ଇନ୍‌ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନ୍‌, ୩୩ ହୋମ୍‌ କ୍ୱାରାଣ୍ଟାଇନ୍‌ ଏବଂ ୩୪ଜଣ ଲୋକାଲ କେସ୍‌ ରହିଛି।…

ମେଡିକାଲ ପଢ଼ିବାକୁ ଯାଇ ବନିଗଲେ କ୍ରିକେଟର୍‌; ଏବେ ବିଶ୍ୱରେକର୍ଡର ଅଧିକାରିଣୀ

ନୂଆଦିଲ୍ଲୀ, ୨୫।୮: ନିକଟରେ ଜର୍ମାନୀ ଜାତୀୟ ମହିଳା କ୍ରିକେଟ୍‌ ଦଳର ଅଧିନାୟିକା ଅନୁରାଧା ଡୋଡାବଲ୍ଲାପୁର ଏକ ବିଶ୍ୱ ରେକର୍ଡର ଅଧିକାରିଣୀ ହୋଇଥିଲେ। ଅଷ୍ଟ୍ରେଲିଆ ମହିଳା ଦଳ ବିପକ୍ଷ ଟି୨୦ ମ୍ୟାଚ୍‌ରେ ଅନୁରାଧା ଲଗାତର ୪ ବଲରେ ୪ ଉଇକେଟ୍‌ ନେଇ ବିଶ୍ୱ…

ଘରେ କଳହ ଲାଗି ରହୁଛି କି.. ଏପରି ବାସ୍ତୁଦୋଷ କାରଣ ହୋଇପାରେ; ଜାଣନ୍ତୁ ଦୂର କରିବାର ଉପାୟ..

ଘରେ କଳହ ହେବାରେ ଅନେକ କାରଣ ରହିଛି। ବାସ୍ତୁଦୋଷ ଏବଂ ଗ୍ରହଦୋଷ ଏଥିପାଇଁ ମଧ୍ୟ ଦାୟୀ। ଘରର ରଙ୍ଗ, ଘରର ଉର୍ଜା(ଶକ୍ତିଂ), ଘରେ ରହୁଥିବା ଲୋକ ଯଦି ଠିକ୍‌ ଥାନ୍ତି ତେବେ ଘରେ ସୁଖଶାନ୍ତି ରହିଥାଏ। ହେଲେ ଯଦି ଏଥିରୁ କୌଣସିଟି…

ଗେଲ୍‌ଙ୍କ କରୋନା ରିପୋର୍ଟ ଆସିଲା ନେଗେଟିଭ; ଖେଳିପାରିବେ ଆଇପିଏଲ୍‌

ଦୁବାଇ, ୨୫।୮: ଓ୍ବେଷ୍ଟଇଣ୍ଡିଜ ବିସ୍ଫୋରକ ଓପନିଂ ବ୍ୟାଟ୍ସମ୍ୟାନ କ୍ରିସ୍‌ ଗେଲ୍‌ଙ୍କ କରୋନା ରିପୋର୍ଟ ନେଗେଟିଭ ଆସିଛି। ଫଳରେ ସେ ଆଇପିଏଲ୍‌ର ଆଗାମୀ ତ୍ରୟୋଦଶ ସଂସ୍କରଣରେ କିଙ୍ଗ୍ସ ଇଲେଭେନ ପଞ୍ଜାବ ପକ୍ଷରୁ ଖେଳିପାରିବେ। ଆଇପିଏଲ୍‌-୧୩ ସେପ୍ଟେମ୍ବର ୧୯ରୁ ୟୁଏଇରେ ଆରମ୍ଭ ହେବ। ରିପୋର୍ଟ…

ପ୍ରେମରେ ପଡ଼ିଛନ୍ତି କି.. ମନେରଖନ୍ତୁ ଏହି ୪ଟି କଥା ପ୍ରେମଜୀବନକୁ କରିଥାଏ ସଫଳ..

ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ସଫଳ ଜୀବନକୁ ନେଇ ଅନେକ ନୀତି ଏବଂ ଉପାୟ ବିଷୟରେ ଉଲ୍ଲେଖ କରିଛନ୍ତି। ସେପରି ଗୋଟିଏ ହେଲା ପ୍ରେମ ଜୀବନକୁ ନେଇ। ଏହି ନୀତିକୁ ଅନୁସରଣ କଲେ ଜଣେ ସଫଳ ପ୍ରେମୀ ହୋଇପାରିବ ଏଥିରେ ସନ୍ଦେହ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri