Home Left

ବାପା ସାଇକେଲ କିଣି ନ ଦେବାରୁ ଅଦ୍ଭୁତ ସାଇକେଲ ତିଆରି କଲେ ଅଷ୍ଟମ ଶ୍ରେଣୀର ଛାତ୍ର

ଲଧିଆନା,୨୫।୮: ଆବଶ୍ୟକତା ହିଁ ଆବିଷ୍କାରର ଜନନୀ। କରୋନା ଭାଇରସ୍‌ ଲକ୍‌ଡାଉନ ଓ ଆର୍ଥିକ ଅନାଟନ ଯୋଗୁ ଜଣେ ପିତା ନିଜ ପୁଅ ପାଇଁ ନୂଆ ସାଇକେଲ କିଣି ପାରି ନ ଥିଲେ। କିନ୍ତୁ କିଛି ଏଭଳି ଆଶ୍ଚର୍ଯ୍ୟଜନକ କାମ କରି ଦେଖାଇଛନ୍ତି,…

ଦିଲ୍ଲୀ କ୍ୟାପିଟାଲ୍ସର ବୋଲିଂ କୋଚ୍‌ ହେଲେ ଏହି ଅଷ୍ଟ୍ରେଲୀୟ କ୍ରିକେଟର୍‌

ନୂଆଦିଲ୍ଲୀ, ୨୫।୮: ଅଷ୍ଟ୍ରେଲିଆର ପୂର୍ବତନ ଦ୍ରୁତ ବୋଲର ର଼୍ୟାନ୍‌ ହାରିସ ଆଇପିଏଲ୍‌ ଦଳ ଦିଲ୍ଲୀ କ୍ୟାପିଟାଲ୍ସର ନୂତନ ବୋଲିଂ କୋଚ୍‌ ଭାବେ ନିଯୁକ୍ତ ହୋଇଛନ୍ତି। ଆଇପିଏଲ୍‌ର ତ୍ରୟୋଦଶ ସଂସ୍କରଣ ସେପ୍ଟେମ୍ବର ୧୯ରୁ ୟୁଏଇରେ ଆରମ୍ଭ ହେବ। ୪୦ ବର୍ଷୀୟ ହାରିସ ୟୁଏଇରେ…

ପଞ୍ଜିକୃତ ହୋଇଥିବା କରୋନା ଟିକାକୁ ରୁଷ ସର୍ବପ୍ରଥମେ ଏହି ଦେଶକୁ ଦେବ

ମସ୍କୋ,୨୫।୮: କରୋନା ଭାଇରସ୍‌ ଟିକା ପଞ୍ଜିକରଣ କରିବାରେ ରୁଷ ହେଉଛି ବିଶ୍ୱର ପ୍ରଥମ ଦେଶ। ରୁଷ ବର୍ତ୍ତମାନ ସର୍ବପ୍ରଥମେ ବେଲାରୁଷକୁ ନିଜର ଟିକା ସ୍ପୁଟନିକ୍‌-ଭି ଯୋଗାଇଦେବ ବୋଲି ସୂଚନା ମିଳିଛି। ତେବେ ରୁଷର ଟିକା ଗ୍ରହଣ କରିବାରେ ବେଲାରୁଷ ପ୍ରଥମ ଦେଶ…

ଗଛ ଭିତରେ ଅଛି ଏମିତି ପକ୍ଷୀ : ଦେଖିଲେ ହେବେ ଆଶ୍ଚର୍ଯ୍ୟ

ପ୍ରାୟତଃ ପଶୁ ପକ୍ଷୀଙ୍କୁ ନେଇ ସୋସିଆଲ ମିଡ଼ିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ ହେବାରେ ଲାଗିଛି। ଭିଡିଓକୁ ଦେଖିଲେ ଆପଣ ମଧ୍ୟ ଆଶ୍ଚର୍ଯ୍ୟ ହୋଇଯିବେ। ଏକ ଗଛ ଭିତରେ…

ଶୋଇଥିବା ବେଳେ ଛୋଟ ପିଲା ସହ କୁକୁର କଲା କିଛି ଏମିତି, ଦେଖିଲେ ହେବେ ଆଶ୍ଚର୍ଯ୍ୟ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ…

ମନି ଲଣ୍ଡରିଂ ମାମଲାରେ ନୀରବଙ୍କ ପତ୍ନୀଙ୍କ ନାଁରେ ରେଡ କର୍ନର ନୋଟିସ୍‌ ଜାରି

ନୂଆଦିଲ୍ଲୀ,୨୫।୮: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି)ର ମନି ଲଣ୍ଡରିଂ ମାମଲାରେ ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ପରିବାର ଉପରେ ସମସ୍ୟା ବଢ଼ିବାରେ ଲାଗିଛି। ଭାରତରେ ମନି ଲଣ୍ଡରିଂ ମାମଲାରେ ନୀରବ ମୋଦିଙ୍କ ପତ୍ନୀଙ୍କ ବିରୋଧରେ ମଙ୍ଗଳବାର ଇଣ୍ଟରପୋଲ ପକ୍ଷରୁ ରେଡ୍‌ କର୍ନର…

ବନ୍ଦ ହେବ ୨ହଜାର ଟଙ୍କିଆ ନୋଟ!

ନୂଆଦିଲ୍ଲୀ,୨୫।୮: ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଆର୍‌ବିଆଇ) ତା’ର ବାର୍ଷିକ ରିପୋର୍ଟରେ ଦର୍ଶାଇଛି କି ୨୦୧୯-୨୦ରେ ୨ହଜାର ଟଙ୍କିଆ ନୋଟ ଛପାଯାଇ ନାହିଁ। ଗତବର୍ଷ ମଧ୍ୟ ୨ହଜାର ଟଙ୍କିଆ ନୋଟର ସର୍କୁଲେଶନ କମ୍‌ ହୋଇଛି। ୨୦୧୮ ମାର୍ଚ୍ଚ ଶେଷ ବେଳକୁ ୩୩,୬୩୨ ଖଣ୍ଡ…

ଆଲିଆଙ୍କୁ ଝଟ୍‌କା

ସୁପରହିଟ୍‌ ଫିଲ୍ମ ‘ବାହୁବଳୀ’ର ନିର୍ଦ୍ଦେଶକ ଏସ ରାଜାମୌଲିଙ୍କ ଚଳଚ୍ଚିତ୍ର ‘ଆର୍‌ଆର୍‌ଆର୍’‌ ହେଉଛି ୨୦୨୦ର ବର୍ଷର ସବୁଠୁ ଚର୍ଚ୍ଚିତ ତଥା ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ମଧ୍ୟରୁ ଅନ୍ୟତମ। ତେବେ କରୋନା ମହାମାରୀ ହେତୁ ବର୍ତ୍ତମାନ ଏହାର ରିଲିଜ୍‌କୁ ଚଳିତ ବର୍ଷ ସ୍ଥଗିତ ରଖାଯାଇଛି।…

କୋଠା ଭୁଷୁଡିବାର ୨୦ ଘଣ୍ଟା ପରେ ଜୀବନ୍ତ ଉଦ୍ଧାର ହେଲେ ୪ବର୍ଷର ଶିଶୁ

ରାୟଗଡ଼,୨୫।୮: ମହାରାଷ୍ଟ୍ରର ରାୟଗଡ଼ରେ ସୋମବାର ଏକ ୫ମହଲା କୋଠା ଭୁଷୁଡି ପଡିଥିବା ବେଳେ ଏହି ଘଟଣାରେ ଏପର୍ଯ୍ୟନ୍ତ ୫ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ଏମାନଙ୍କ ମଧ୍ୟରେ ୩ ପୁରୁଷ ଓ ୨ ମହିଳା ରହିଛନ୍ତି। କୋଠାଟି ଭୁଷୁଡି ପଡିବା ପରେ…

ଗ୍ୟାସ ଗାଡ଼ିକୁ ଅଟକାଇବା ପଡ଼ିଲା ମହଙ୍ଗା: ୨ ଯୁବକ ଗିରଫ

ବନ୍ତ,୨୫।୮(ସ୍ବ.ପ୍ର.): ଭଦ୍ରକ ଜିଲା ଆଗରପଡା ଥାନା ଅଧୀନ ଜାମବଣି ଛକଠାରେ ସୋମବାର ଅପରାହ୍ନରେ ଆଗରପଡାରୁ ଆସୁଥିବା ଗ୍ୟାସ ସିଲିଣ୍ଡର ବୋଝେଇ ଗାଡିକୁ ୩ ଜଣ ଯୁବକ ଅଟକାଇ ଟଙ୍କା ମାଗିଥିଲେ। ଏହା ସହ ଚାଳକଙ୍କୁ ମାଡ ମାରିଥିଲେ। ପରେ ଗାଡି ସହ…

୪ ବର୍ଷର ଶିଶୁ ପ୍ୟାଣ୍ଟରେ ଝାଡ଼ା କରିଦେବାରୁ ଏମିତି ଦଣ୍ଡ ଦେଲେ ବାପା: ଯାହା କେବେ ଶୁଣି ନ ଥିବେ

ମା’ବାପାଙ୍କ ପାଇଁ ସେମାନଙ୍କ ପିଲାମାନେ ସବୁବେଳେ ଗୁରୁତ୍ୱପୁର୍ଣ୍ଣ। ମା’ ୯ ମାସ ପର୍ଯ୍ୟନ୍ତ ନିଜ ସନ୍ତାନକୁ ଗର୍ଭରେ ରଖୁଥିବା ବେଳେ ବାବା ବଡ଼ ହେବା ପର୍ଯ୍ୟନ୍ତ ନିଜ ପିଲାର ଯତ୍ନ ନେଇଥାନ୍ତି। ହେଲେ କିଛି ଲୋକ ଏହାକୁ ଭୁଲ ବୋଲି ପ୍ରମାଣିତ…

ୟେ ରିସ୍ତା କ୍ୟା କେହେଲାତା ହୈ ଫେମ୍‌ ଅଭିନେତା କରୋନା ପଜିଟିଭ୍‌: ଶୁଟିଂ ଉପରେ ଲାଗିଲା ବ୍ରେକ୍‌

ମୁମ୍ବାଇ: ସମଗ୍ର ଦେଶରେ କରୋନା ଭାଇରସ୍‌ ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ଦେଶରେ ଜାରି ରହିଥିବା ଲକ୍‌ଡାଉନ ପରେ ବି ମନୋରଞ୍ଜନ ଜଗତର କେତେକ ସେଲିବ୍ରିଟି କରୋନା ସଂକ୍ରମଣରେ ଆକ୍ରାନ୍ତ ହୋଇସାରିଛନ୍ତି। ଇତିମଧ୍ୟରେ ଲୋକପ୍ରିୟ ଟିଭି ସିରିୟଲ୍‌ ‘ୟେ ରିସ୍ତା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri