Home Left

ବୃଦ୍ଧଙ୍କୁ କଚାଡ଼ି ମାରିଲା ହାତୀ

ଚିତ୍ରଡ଼ା,୧ା୧(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଅଧୀନ ଜୁଆଳିଭଙ୍ଗା ପଞ୍ଚାୟତର କାଳିଆନାଳ ଗ୍ରାମରେ ଶୁକ୍ରବାର ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ରାମ ଦେହୁରୀ। ଏନେଇ ସ୍ଥାନୀୟ ଅଞ୍ଚଳରେ ଚାପା ଉତ୍ତେଜନା ପ୍ରକାଶ ପାଇଛି। ଅପରାହ୍ନ ୫ଟାରେ…

ଗ୍ୟାସ୍‌ କର୍ମଚାରୀଙ୍କୁ ଆକ୍ରମଣ କରି ଲୁଟି ନେଲେ ୧. ୩୧ ଲକ୍ଷ ଟଙ୍କା

ସୋର, ୧ା୧(ଡି.ଏନ୍‌.ଏ.)- ବାଲେଶ୍ୱର ଜିଲା ସୋର ବ୍ଲକ ଅଧୀନ ମୁଳିସିଂ ରାସ୍ତା ଲେଭଲକ୍ରସିଂ ନିକଟରେ ଗୁରୁବାର ରାତିରେ ୩ଜଣ ଗ୍ୟାସ୍‌ କର୍ମଚାରୀ ଗୋଦାମରେ ଗାଡ଼ି ରଖି ଫେରୁଥିବା ବେଳେ ବିଲ ମଝିରେ ଛକି ବସିଥିବା ୫ରୁ ୬ଜଣ ଦୁର୍ବୃତ୍ତ ମାରଣାସ୍ତ୍ରରେ ଆକ୍ରମଣ…

୨ ଯୁବକଙ୍କୁ ଅପହରଣ: ଥାନାରେ ମାମଲା

ବଡ଼ଗାଁ,୧।୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ଅନ୍ତର୍ଗତ ଝାରମୁଣ୍ଡା ଗାଁ ନିକଟ ଡ୍ୟାମଠାରେ ଭୋଜି କରିବାକୁ ଯାଇଥିବା ଝାରମୁଣ୍ଡା ଗ୍ରାମର ୧୦ଜଣ ଯୁବକଙ୍କୁ ସନ୍ଧ୍ୟା ସାଢ଼େ ୫ଟାରେ ମାଡ ମାରିବା ସହିତ ଭୂଜାଲିରେ ଆକ୍ରମଣ ହୋଇଛି। ଫଳରେ ୩ଜଣ ଆହତ ହୋଇଥିଲା…

ସରକାରୀ ବସ୍‌କୁ ଧକ୍କା ଦେଲା ସ୍କର୍ପିଓ, ୩ ଗୁରୁତର

ସୁନ୍ଦରଗଡ,୧।୧(ଡି.ଏନ୍‌.ଏ)- ସୁନ୍ଦରଗଡ଼ ସହର ଉପକଣ୍ଠ ରାଣୀବଗିଚା ବାଇପାସ ଛକଠାରେ ଶୁକ୍ରବାର ସନ୍ଧ୍ୟାରେ ଦୁର୍ଘଟଣା ଘଟିଛି। ରାଉରକେଲାରୁ ଆସିକା ଯାଉଥିବା ସରକାରୀ ଯାତ୍ରୀବାହୀ ବସ୍‌କୁ ଝାରସୁଗୁଡା ପଟୁ ସହର ମଧ୍ୟକୁ ପ୍ରବେଶ କରୁଥିବା ଏକ ସ୍କର୍ପିଓ ନିୟନ୍ତ୍ରଣ ହରାଇ ଧକ୍କା ଦେଇଥିଲା ଫଳରେ…

ପାକିସ୍ତାନରେ ନିର୍ମାଣ ହେବ ମନ୍ଦିର, ପାଣ୍ଠି ଯୋଗାଇବେ ସରକାର

କରାଚୀ,୧ା୧- ପାକିସ୍ତାନର ଉତ୍ତରପଶ୍ଚିମ ପ୍ରଦେଶ ଖାଇବର ପାଖତୁଖ୍ବାରେ ଚଳିତ ସପ୍ତାହରେ ମୁସଲମାନ ଗୋଷ୍ଠୀ ଏକ ମନ୍ଦିରକୁ ସମ୍ପୂର୍ଣ୍ଣ ଭାଙ୍ଗି ଦେଇଥିଲେ। ଏହାର ଭିଡିଓ ଭାଇରାଲ ହେବା ପରେ ଏହାକୁ କେନ୍ଦ୍ର କରି ଅନ୍ତର୍ଜାତୀୟ ସ୍ତରରେ ପାକିସ୍ତାନକୁ ଘୋଷାଡ଼ି ଥିଲା ଭାରତ। ଏହାର…

ଆଲୋଚନା ବିଫଳ ହେଲେ ଆନ୍ଦୋଳନ ଜୋରଦାର

ନୂଆଦିଲ୍ଲୀ,୧।୧: ରାଜଧାନୀର ସିଙ୍ଗୁ ସୀମା ବିକ୍ଷୋଭ ସ୍ଥଳରେ ଚାଷୀ ସଂଗଠନ ପକ୍ଷରୁ ଶୁକ୍ରବାର ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଏଥିରେ ୪ ତାରିଖରେ କେନ୍ଦ୍ର ସରକାରଙ୍କ ସହ ହେବାକୁ ଥିବା ପରବର୍ତ୍ତୀ ବୈଠକ ପୂର୍ବରୁ ଚେତାବନୀ ଦେଇଛନ୍ତି କୃଷକ ନେତା।…

ରାଜ୍ୟରେ ସୁସ୍ଥ ହେଲେ ୩୦୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧ା୧- ରାଜ୍ୟରେ ଶୁକ୍ରବାର ୩୦୧ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୫,୭୩୩ରେ ପହଞ୍ଚିଛି।ସୁନ୍ଦରଗଡ଼ ଜିଲାରୁ ସୁସ୍ଥ ହୋଇଛନ୍ତି ସର୍ବାଧିକ ୫୮ ଜଣ। ସେହିଭଳି ଅନୁଗୁଳରୁ ୪୧, ନୂଆପଡ଼ାରୁ ୨୭,…

୨ ବର୍ଷ ପରେ ମିଳିଲା ଚୋରି ହୋଇଥିବା କାର୍‌, ବ୍ୟବହାର କରୁଥିଲେ ପୋଲିସ ଅଫିସର

ଲକ୍ଷ୍ନୌ,୧।୧- ଦୁଇ ବର୍ଷ ତଳେ ଚୋରି ହୋଇଥିବା କାର୍‌ ମାଲିକଙ୍କୁ ହଠାତ୍‌ ଏକ ଅଟୋ ସର୍ଭିସିଂ ସେଣ୍ଟରରୁ କଲ୍‌ ଆସିଥିଲା। ଫିଡ୍‌ବ୍ୟାକ୍‌ ପାଇଁ କରାଯାଇଥିବା ଫୋନକଲରେ ସର୍ଭିସିଂ ପରେ କାରକୁ ବିଥୁର ପୋଲିସ ଷ୍ଟେଶନର ଅଫିସର କୌଶଳେନ୍ଦ୍ର ପ୍ରତାପ ସିଂଙ୍କ ନିକଟକୁ…

ଦର୍ଶନରେ କଟକଣା, ଭକ୍ତଙ୍କ ମନଉଣା

ସମ୍ବଲପୁର,୧।୧(ବ୍ୟୁରୋ): ପ୍ରତିବର୍ଷ ଜାନୁୟାରୀ ୧ ତାରିଖରେ ଶ୍ରଦ୍ଧାଳୁମାନେ ମନ୍ଦିର ଓ ଦେବାଳୟରେ ଠାକୁରଙ୍କୁ ଦର୍ଶନ କରି ନୂତନ ବର୍ଷ ପାଳନ କରିଥାନ୍ତି। ହେଲେ ଚଳିତବର୍ଷ କୋଭିଡ୍‌-୧୯ ଯୋଗୁ ସମ୍ବଲପୁର ସହରର ବିଭିନ୍ନ ମନ୍ଦିରରେ ଦର୍ଶନ ଲାଗି କଟକଣା ଲଗାଯାଇଛି। ସେହିପରି ସମ୍ବଲପୁରର…

ପୁଅକୁ ଟାଙ୍ଗିଆରେ ହାଣିଲା ବାପା

ବଡଗାଁ,୧।୧(ଡି.ଏନ୍‌.ଏ.): ନୂତନ ବର୍ଷ ନେଇ ସବୁଠି ଉତ୍ସାହ ଭରି ରହିଥିବା ବେଳେ ସୁନ୍ଦରଗଡ଼ ଜିଲା ବଡଗାଁ ଥାନା ଅନ୍ତର୍ଗତ ରନଗାଁ ଗ୍ରାମରେ ଶୁକ୍ରବାର ଘଟିଛି ଏକ ଅଭାବନୀୟ ଘଟଣା । ଶୋଇଥିବା ବେଳେ ପୁଅଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଛି ବାପା।…

ବ୍ୟାାଡ୍‌ମିଣ୍ଟନ ଟୁର୍ନାମେଣ୍ଟ: ଯଶୋବନ୍ତ-ଅଜୟଙ୍କୁ ଟାଇଟଲ୍‌

ଭବାନୀପାଟଣା,୧।୧(ଡି.ଏନ୍‌.ଏ.): ଭବାନୀପାଟଣା ଦର୍ପଣ ସାଗରପଡ଼ାରେ ଚାଲିଥିବା ନିତ୍ୟାନନ୍ଦ ମହାପାତ୍ର ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। ଟୁର୍ନାମେଣ୍ଟରେ ୧୦ଟି ଦଳ ଅଂଶ ଗ୍ରହଣ କରିଥିଲେ। ପ୍ରତ୍ୟେକ ଦଳ ୩ଟି ଲେଖାଏଁ ମ୍ୟାଚ ଖେଳିଥିଲେ। ସେମାନଙ୍କ ମଧ୍ୟରୁ ଫାଇନାଲରେ ଅଜୟ ନାଗ ଓ ଯଶୋବନ୍ତ…

କନ୍ୟା ସନ୍ତାନର ବାପା ହେଲେ ଉମେଶ ଯାଦବ

ନୂଆଦିଲ୍ଲୀ,୧ା୧- ଭାରତୀୟ କ୍ରିକେଟର ଉମେଶ ଯାଦବ ଶୁକ୍ରବାର ଫ୍ୟାନମାନଙ୍କ ସହ ଏକ ଖୁସି ଖବର ଶେୟାର କରିଛନ୍ତି। କନ୍ୟା ସନ୍ତାନର ବାପା ହେବାର ସୌଭାଗ୍ୟ ଲାଭ କରିଥିବା ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି ୩୩ ବର୍ଷୀୟ ପେସର। ‘ ରାଜକୁମାରୀଙ୍କୁ ଦୁନିଆକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?