Home Left

ପୁଣି ଘାରିଲା ଦାଦାବଟି ଡର

କଟକ ଅଫିସ,୨୫।୮: କଟକ ସହରର ବ୍ୟବସାୟୀଙ୍କୁ ଏବେ ପୁଣି ଘାରିଛି ଦାଦାବଟି ଡର। ଗତ କିଛି ଦିନ ଭିତରେ ଦାଦାବଟି ଆଦାୟ ନେଇ ଅଭିଯୋଗର ତାଲିକା ବଢ଼ିବାରେ ଲାଗିଛି। ସୋମବାର ସମାନ ଅଭିଯୋଗରେ ବାଦାମବାଡ଼ି ଥାନା ପୋଲିସ ୩ ଜଣଙ୍କୁ ଗିରଫ…

ପ୍ରସିଦ୍ଧ ସିଙ୍ଗରଙ୍କ ହଠାତ୍‌ ମୃତ୍ୟୁ, ଖେଳିଗଲା ଶୋକର ଛାୟା

୨୦୨୦ କେବଳ ବଲିଉଡ ପାଇଁ ନୁହେଁ ହଲିଉଡ ପାଇଁ ମଧ୍ୟ ଦୁଃଖଦାୟକ ପ୍ରମାଣିତ ହେଉଛି। ଆମେରିକାର ଅନ୍ୟତମ ପ୍ରସିଦ୍ଧ ଗାୟକ ଜଷ୍ଟିନ ଟାଉନ୍ସ ଇୟର୍ଲଙ୍କ ହଠାତ୍‌ ମୃତ୍ୟୁ ଘଟିଛି। ତାଙ୍କୁ ମାତ୍ର ୩୮ ବର୍ଷ ହୋଇଥିଲା। ଜଷ୍ଟିନଙ୍କ ପରିବାର ତାଙ୍କ ଇନଷ୍ଟାଗ୍ରାମ…

ଏସ୍‌ଆଇଙ୍କ ବିରୋଧରେ ମହିଳାଙ୍କ ବଳାତ୍କାର ଅଭିଯୋଗ

ଭୁବନେଶ୍ୱର,୨୫।୮(ବ୍ୟୁରୋ): କନ୍ଧମାଳ ଜିଲାରେ କାର୍ଯ୍ୟରତ ଜଣେ ମହିଳା ଏସ୍‌ଆଇ ବଳାତ୍କାରର ଶିକାର ହୋଇଛନ୍ତି। ଏନେଇ ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନାରେ କାର୍ଯ୍ୟରତ ଜଣେ ଏସ୍‌ଆଇଙ୍କ ବିରୋଧରେ ଥାନାରେ ଅଭିଯୋଗ କରିଛନ୍ତି। ହେଲେ ନ୍ୟାୟ ନ ମିଳିବାରୁ ପୀଡିତା ଜଣକ ସୋମବାର ଭୁବନେଶ୍ୱର…

ଡିଏସ୍‌ପି ସ୍ତରରେ ଅଦଳବଦଳ

କଟକ ଅଫିସ,୨୫।୮: ଓଡ଼ିଶା ପୋଲିସର ଡିଏସ୍‌ପି ସ୍ତରରେ ସୋମବାର ବଡ଼ ଧରଣର ଅଦଳବଦଳ ହୋଇଛି। ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀ (ବିପିଏସ୍‌ପିଏ)ରେ ତାଲିମ୍‌ ପରେ ୮ଜଣ କ୍ୟାଡେଟ୍‌ ଡିଏସ୍‌ପିଙ୍କୁ ଓଡ଼ିଶାର ବିଭିନ୍ନ ସ୍ଥାନରେ ନିଯୁକ୍ତି ଦିଆଯାଇଛି। ସଞ୍ଜୟ ମହାପାତ୍ରଙ୍କୁ କୋରାପୁଟର…

ବନ୍ଧୁ ସବୁବେଳେ ହୃଦୟରେ ଜୀବିତ ଥାନ୍ତି, କାହିଁକି ଏମିତି କହିଲେ କ୍ରିକେଟର

ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ସମଗ୍ର ଦେଶକୁ ଥରାଇ ଦେଇଥିଲା। ଏବେ ତାଙ୍କ ଆତ୍ମହତ୍ୟାର ତଦନ୍ତ ଚାଲିଛି। ମୁମ୍ବାଇ ପୋଲିସ ଏବଂ ବିହାର ପୋଲିସ ମଧ୍ୟରେ ମୁହାଁମୁହିଁ ହେବା ପରେ ସୁପ୍ରିମକୋର୍ଟ ବର୍ତ୍ତମାନ ମାମଲାର ତଦନ୍ତ ସିବିଆଇକୁ ଦେବାକୁ…

ଓଏଚ୍‌ଆର୍‌ସି: ପୂର୍ଣ୍ଣ ସଦସ୍ୟ ଥାଇ ମାମଲା ବଢୁଛି

ଭୁବନେଶ୍ୱର,୨୫।୮(ବ୍ୟୁରୋ): ପୋଲିସ, ପ୍ରଶାସନଠାରୁ ନ୍ୟାୟ ନ ମିଳିଲେ ସାଧାରଣ ଲୋକେ ରାଜ୍ୟ ମାନବାଧିକାର କମିଶନ (ଓଏଚ୍‌ଆର୍‌ସି)ଙ୍କ ଦ୍ୱାରସ୍ଥ ହୋଇଥାନ୍ତି। କମିଶନଙ୍କ ଉପରେ ଭରସା ଥିବାରୁ ମାମଲା ସଂଖ୍ୟା ବଢ଼ିବାରେ ଲାଗିଛି। ହେଲେ ତ୍ୱରିତ ଫଇସଲା ହୋଇପାରୁ ନ ଥିବାରୁ ଗଦାଗଦା ମାମଲା…

ଚାଷୀଙ୍କୁ ଆବଶ୍ୟକ ସାର ଦେବାକୁ କଂଗ୍ରେସର ଦାବି

ଭୁବନେଶ୍ୱର,୨୫।୮(ବ୍ୟୁରୋ): ସାରା ରାଜ୍ୟରେ ଅନୁକୂଳ ପାଣିପାଗ ଥିବା ଯୋଗୁ ଚାଷ ପାଇଁ ୟୁରିଆସାରର ଯଥେଷ୍ଟ ଚାହିଦା ରହିଛି। କିନ୍ତୁ ସରକାରଙ୍କ ପକ୍ଷରୁ ୟୁରିଆ ଯୋଗାଣ କ୍ଷେତ୍ରରେ ବିଳମ୍ବ ଯୋଗୁ ଚଳିତ ଖରିଫ୍‌ ଚାଷ ବାଧାପ୍ରାପ୍ତ ହେଉଛିି। ଚାଷୀମାନେ ସାର ପାଇଁ ବହୁ…

ପୁଲଓ୍ବାମା ଆକ୍ରମଣ ମାମଲା: ଦାଖଲ ହେବ ୫ହଜାରରୁ ଅଧିକ ପୃଷ୍ଠାର ଚାର୍ଜସିଟ

ଜମ୍ମୁ,୨୫।୮: ପୁଲଓ୍ବାମା ଆକ୍ରମଣ ଏବେବି ଜୀବନ୍ତ ହୋଇ ରହିଛି ପ୍ରତିଟି ଭାରତୀୟଙ୍କ ହୃଦୟରେ। ୧୪ ଫେବୃୟାରୀ, ୨୦୧୯ରେ ପୁଲଓ୍ବାମାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ମାମଲାକୁ ରାଷ୍ଟ୍ରୀୟ ଯାଞ୍ଚ ଏଜେନ୍ସି(ଏନ୍‌ଆଇଏ)କୁ ଦିଆଯାଇଛି। ଜମ୍ମୁର ଏନ୍‌ଆଇଏ ଅଦାଲତରେ ୧୧ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜସିଟ ଦାଖଲ…

ବିଦ୍ୟାଶ୍ରୀଙ୍କ ସମେତ ୪ଜଣଙ୍କ ଲାଏ ଡିଟେକ୍ସନ ହେବ

ଭୁବନେଶ୍ୱର,୨୫।୮(ବ୍ୟୁରୋ): ମାନବପ୍ରେମୀ ଆଦିତ୍ୟ ଦାସ ମୃତ୍ୟୁ ମାମଲାରେ କ୍ରାଇମ୍‌ବ୍ରାଞ୍ଚ ତଦନ୍ତକୁ ଦେଢ ମାସରୁ ଊର୍ଦ୍ଧ୍ୱ ବିତିଛି। ହେଲେ ଜିଆର୍‌ପି ଭଳି କ୍ରାଇମବ୍ରାଞ୍ଚ କିଛି ବି ସୁରାକ ପାଇପାରୁନି। ଆଦିତ୍ୟଙ୍କ ସ୍ତ୍ରୀ ବିଦ୍ୟାଶ୍ରୀ,ସହଯୋଗୀ ବିକାଶ, ପପୁ ଓ ପ୍ରୀତମ୍‌ଙ୍କୁ ପଚରାଉଚରାବେଳେ ପରସ୍ପର ଉପରେ ଦୋଷ…

କମୁଛି ଗଞ୍ଜାମରେ, ବଢ଼ୁଛି ଖୋର୍ଦ୍ଧାରେ

ଭୁବନେଶ୍ୱର,୨୫।୮(ବ୍ୟୁରୋ): ଏକ ପ୍ରକାର ଗଞ୍ଜାମରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମ୍‌ ରହୁଥିବା ବେଳେ ବର୍ତ୍ତମାନ ଚିନ୍ତା ବଢ଼ାଇଛି ଖୋର୍ଦ୍ଧା ଜିଲା। ମଙ୍ଗଳବାର ରାଜ୍ୟରେ ୩୦ ଜିଲାରୁ ୨୭୫୨ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ୪୨୩ ଖୋର୍ଦ୍ଧା ଜିଲାରୁ ଚିହ୍ନଟ…

କୁଶେଇ ନଦୀରେ ଭାସୁଛି ଲକ୍ଷାଧିକ ଟଙ୍କାର ଗଛ ଚାରା: ତଦନ୍ତ ପାଇଁ ସ୍ଥାନୀୟ ଲୋକଙ୍କ ଦାବି

କେନ୍ଦୁଝର, ୨୫।୮(ସ୍ବ.ପ୍ର.): ସରକାର ଜଙ୍ଗଲ ଓ ପରିବେଶର ସୁରକ୍ଷା ପାଇଁ ବ୍ୟାପକ ବନୀକରଣ କାର୍ଯ୍ୟକ୍ରମ ହାତକୁ ନେଉଛନ୍ତି। ଏଥିପାଇଁ କୋଟି କୋଟି ଟଙ୍କା ବ୍ୟୟରେ ଚାରା ସୃଷ୍ଟି କରିବା ପାଇଁ ନର୍ସରି ତିଆରି କରିଛନ୍ତି। ମାତ୍ର ଜଙ୍ଗଲ ବିଭାଗର ଅବହେଳା ଓ…

ମମତା ସରକାର ଦେଇଥିବା ଜମି ଫେରାଇଲେ ଏହି କ୍ରିକେଟର୍‌, ଭାଜପାରେ ଯୋଗଦେବା ନେଇ ଚର୍ଚ୍ଚା

କୋଲକତା,୨୫।୮: ଟିମ ଇଣ୍ଡିଆର ପୂର୍ବତନ ଅଧିନାୟକ ତଥା ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ସ୍କୁଲ ନିର୍ମାଣ ପାଇଁ ପଶ୍ଚିମବଙ୍ଗର ମମତା ବାନାର୍ଜୀ ସରକାରଙ୍କଠାରୁ ପାଇଥିବା ଜମି ଫେରସ୍ତ କରିଛନ୍ତି। ସୌରଭଙ୍କ ଏହି ପଦକ୍ଷେପ ତାଙ୍କ ଭାଜପାରେ ଯୋଗଦେବାର ଗୁଜବ ଆରମ୍ଭ କରିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri