Home Left

ଆଜି ଦାୟିତ୍ୱ ନେବେ ସୁରେଶ ମହାପାତ୍ର

ଭୁବନେଶ୍ୱର,୧ା୧(ବ୍ୟୁରୋ): ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ ଗୁରୁବାର ଅବସର ନେଇଛନ୍ତି। ଜାନୁୟାରୀ ୧ ତାରିଖ ଅର୍ଥାତ୍‌ ଶୁକ୍ରବାର ନୂଆ ମୁଖ୍ୟ ଶାସନ ସଚିବ ଭାବେ ସୁରେଶ ମହାପାତ୍ର ଦାୟିତ୍ୱ ଗ୍ରହଣ କରିବେ। କୋଭିଡ କଟକକଣା ଥିବାରୁ ବିଦାୟୀ ମୁଖ୍ୟ…

ଓବିସି, ଏସ୍‌ଇବିସି ବର୍ଗଙ୍କ ନିଯୁକ୍ତି ଓ ଶିକ୍ଷା କ୍ଷେତ୍ରରେ ସଂରକ୍ଷଣ ରହୁ

ଭୁବନେଶ୍ୱର,୧ା୧(ବ୍ୟୁରୋ): ସରକାରୀ ହାଇସ୍କୁଲରେ ପଢୁଥିବା ଛାତ୍ରୀଛାତ୍ରଙ୍କ ଲାଗି ଡାକ୍ତରୀ ଓ ଇଞ୍ଜିନିୟରିଂ ଭଳି ଉଚ୍ଚଶିକ୍ଷା ନିମନ୍ତେ ସ୍ଥାନ ସଂରକ୍ଷଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ା ଏହି ପରିପ୍ରେକ୍ଷୀରେ ଅନ୍ୟାନ୍ୟ ପଛୁଆ ବର୍ଗ(ଓବିସି)ଙ୍କୁ ଚାକିରି କ୍ଷେତ୍ରରେ ଓ…

ଓଡ଼ିଶା ଟି୨୦ କ୍ରିକେଟ ଲିଗ୍‌: ଡକ୍‌ଓ୍ବର୍ଥରେ ଜିତିଲା ପାନ୍ଥର୍ସ

ଭୁବନେଶ୍ୱର, ୧ା୧(କ୍ରୀଡ଼ା ପ୍ରତିନିଧି): ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ଆନୁକୂଲ୍ୟରେ କଟକର ବାରବାଟୀ ଷ୍ଟାଡିୟମରେ ଚାଲିଥିବା ଏମ୍‌ଜିଏମ୍‌ ଟି୨୦ କ୍ରିକେଟ ଲିଗ୍‌ରେ ଗୁରୁବାର ଗୋଟିଏ ମ୍ୟାଚ ସମ୍ଭବ ହୋଇଛି। ତେବେ ଫ୍ଲଡ୍‌ଲାଇଟ୍‌ରେ ସମସ୍ୟା ଯୋଗୁ ଡକ୍‌ଓ୍ବର୍ଥ ଲୁଇସ ନିୟମ ଅନୁସାରେ ଫଳାଫଳ…

ମାତ୍ର ୧୫ ମିନିଟ୍‌ ବସନ୍ତୁ କଅଁଳ ଖରାରେ, ମିଳିବ ଏସବୁ ଫାଇଦା

ସୂର୍ଯ୍ୟଙ୍କ କଅଁଳ ଖରାରେ ପର୍ଯାପ୍ତ ପରିମାଣ ଭିଟାମିନ ଡି’ ରହିଛି। ମାତ୍ର ପ୍ରଦୂଷଣ କାରଣ ଯୋଗୁ ଲୋକଙ୍କୁ ଆଉ ସୂର୍ଯ୍ୟଙ୍କ କଅଁଳ କିରଣ ମିଳୁନି। ଏହା ଉପରେ ରିସର୍ଚ୍ଚ କରାଯାଇ ଏକ ତଥ୍ୟ ପ୍ରକାଶ ପାଇଛି। କଅଁଳ ଖରାରୁ ଭିଟାମିନ୍‌ ଡି…

ବର୍ଷକରେ ୨୫ କୋଟିର ବ୍ରାଉନ୍‌ସୁଗାର ଜବତ

ଭୁବନେଶ୍ୱର,୧।୧(ବ୍ୟୁରୋ):କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ(ଏସ୍‌ଟିଏଫ)କୁ ୨୦୨୦ରେ ଅନେକ ସଫଳତା ମିଳିଛି। ବାଘଛାଲଠାରୁ ଆରମ୍ଭ କରି ବଜ୍ରକାପ୍ତା ଚାଲାଣ ଓ ବନ୍ଧୁକ ବେପାରୀଙ୍କୁ ଧରିବାରେ ସଫଳ ହୋଇଛି ଏସ୍‌ଟିଏଫ୍‌। ରାଜଧାନୀରୁ କୋରାପୁଟ ପର୍ଯ୍ୟନ୍ତ ସାରା ରାଜ୍ୟରେ ଚଢାଉ କରି ବ୍ରାଉନସୁଗାର ଓ ଗଞ୍ଜେଇ…

ଏମିତି ଏକ ଦେଶ, ଯେଉଁଠି ଏବେ ବି ଚାଲିଛି ୨୦୧୪ ବର୍ଷ

ଗୋଟିଏ ପଟେ, ସମଗ୍ର ବିଶ୍ୱ ୨୦୨୧ ବର୍ଷକୁ ସ୍ବାଗତ କରୁଛି ଅନ୍ୟ ପଟେ, ଦୁନିଆରେ ଏପରି ଏକ ଦେଶ ଅଛି ଯେଉଁଠାରେ ୨୦୧୪ ବର୍ଷ ଏବେ ମଧ୍ୟ ଚାଲିଛି। ଆଫ୍ରିକୀୟ ଦେଶ ଇଥିଓପିଆର କ୍ୟାଲେଣ୍ଡର ଅନ୍ୟ କ୍ୟାଲେଣ୍ଡରଠାରୁ ୭ ରୁ ୮…

ଜଷ୍ଟିସ୍‌ ମୁରଲୀଧର ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି

ନୂଆଦିଲ୍ଲୀ/ କଟକ ଅଫିସ୍‌: ୧।୧:ଜଷ୍ଟିସ ଏସ୍‌. ମୁରଲୀଧର ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ ହୋଇଛନ୍ତି। ପଞ୍ଜାବ ଓ ହରିୟାଣା ହାଇକୋର୍ଟର ବିଚାରପତି ଥିବା ଜଷ୍ଟିସ୍‌ ମୁରଲୀଧରଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ପଦୋନ୍ନତି ଦେବା ଲାଗି…

୧,୪୨୯ କୋଟି ଟଙ୍କା ଋଣ କରିବ ଓଡ଼ିଶା

ନୂଆଦିଲ୍ଲୀ,୧।୧:ଦେଶ ମଧ୍ୟରେ ଇଜ୍‌ ଅଫ୍‌ ଡୁଇଁ ବିଜ୍‌ନେସ ସଂସ୍କାର ପ୍ରକ୍ରିୟାକୁ ଏବେ ଅଗ୍ରାଧିକାର ଦିଆଯାଉଛି। ଓଡ଼ିଶା ଏଭଳି ପ୍ରକ୍ରିୟା ହାତକୁ ନେବାରେ ସକ୍ଷମ ହୋଇଛି। ଏହି ଧାରା ଆଗକୁ ନେବା ଲାଗି ରାଜ୍ୟ ୧,୪୨୯ କୋଟି ଟଙ୍କା ଖୋଲାବଜାରରୁ ଋଣ କରିବ।…

ଫେବୃୟାରୀ ୧୫କୁ ଘୁଞ୍ଚିଲା ଫାସ୍‌ଟାଗ୍‌

ନୂଆଦିଲ୍ଲୀ, ୧।୧:ଜାତୀୟ ରାଜପଥଗୁଡ଼ିକରୁ ଫାସ୍‌ଟାଗ୍‌ ମାଧ୍ୟମରେ ଶତପ୍ରତିଶତ ଟୋଲ୍‌ ସଂଗ୍ରହ ଲାଗି ଧାର୍ଯ୍ୟ ସମୟସୀମାକୁ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟ ଫେବୃୟାରୀ ୧୫ ଯାଏ ବୃଦ୍ଧି କରିଛନ୍ତି। ଏନେଇ ଭାରତର ଜାତୀୟ ରାଜପଥ କର୍ତ୍ତୃପକ୍ଷ (ଏନ୍‌ଏଚ୍‌ଏଆଇ)କୁ ମନ୍ତ୍ରଣାଳୟ ଜଣାଇଦେଇଛି।…

ଆଜିଠାରୁ ଡବଲ ହେଲ୍‌ମେଟ ଚେକିଂ

ଭୁବନେଶ୍ୱର,୧ା୧(ବ୍ୟୁରୋ): ଜାନୁୟାରୀ ପହିଲାରୁ ବାଇକ ପଛ ସିଟ୍‌ରେ ବସୁଥିବା ବ୍ୟକ୍ତିଙ୍କ ପାଇଁ ହେଲ୍‌ମେଟ ବାଧ୍ୟତାମୂଳକ କରାଯିବ। ଏ ନେଇ ଯାଞ୍ଚ କଡ଼ାକଡ଼ି କରାଯିବ। ଯେଉଁମାନେ ହେଲ୍‌ମେଟ ପିନ୍ଧି ନ ଥିବେ ସେମାନଙ୍କର ଅନ୍ୟାନ୍ୟ ଗାଡି କାଗଜପତ୍ର ମଧ୍ୟ ଯାଞ୍ଚ କରାଯିବ। ବାଣିଜ୍ୟ…

ଏହି ପ୍ରସିଦ୍ଧ କ୍ରିକେଟର୍‌ଙ୍କ ବେକରେ ପଡିଲା ଜୋତାମାଳ

ଭାରତୀୟ ଦଳର ଷ୍ଟାର୍‌ ଖେଳାଳି ଶ୍ରେୟାସ ଆୟାର୍‌ ଜୋତା ସଂଗ୍ରହ କରିବାକୁ ବେଶ୍‌ ଭଲ ପାଆନ୍ତି। ଅଷ୍ଟ୍ରେଲିଆରେ ଏକଦିବସୀୟ ଏବଂ ଟି-୨୦ ଖେଳି ସ୍ବଦେଶ ଫେରିବା ପରେ ସେ ସୋସିଆଲ ମିଡିଆରେ ଏକ ଫଟୋ ଶେୟାର କରିଛନ୍ତି। ଫଟୋରେ ସେ ବେକରେ…

ଏହି କ୍ରିକେଟର୍‌ଙ୍କୁ ଡରୁଥିଲେ ଧୋନୀ

୨୦୧୧ରେ ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱରେ ଭାରତୀୟ ଦଳ ଦୀର୍ଘ ୨୮ ବର୍ଷ ପରେ ବିଶ୍ୱକପ୍‌ ଜିତିଥିଲା। ଭାରତ ବିଶ୍ୱଚାମ୍ପିୟନ୍‌ ହେବାରେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ ଅଲରାଉଣ୍ଡର ଯୁବରାଜ ସିଂ। ଏହି ବିଶ୍ୱକପ୍‌ରେ ସେ ୪ଥର ମ୍ୟାନ୍‌ ଅଫ୍‌ ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?