Home Left

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ ଆଶାୟୀ ପ୍ରାର୍ଥୀମାନେ ନିର୍ବାଚନ ଅଧିକାରୀ ଚନ୍ଦ୍ରଧ୍ୱଜ ସିଂହଙ୍କ ନିକଟରେ ସେମାନଙ୍କ ପ୍ରାର୍ଥିପତ୍ର ଦାଖଲ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି ଦେବା ନିଷ୍ପତ୍ତିକୁ ସମର୍ଥନ କରିଥିଲେ। ଜୟଶଙ୍କର କହିଛନ୍ତି ଯେ ଭାରତ ଇରାନୀ ଜାହାଜ…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା ଏମ୍‌ପି ଅନୀତା ଶୁଭଦର୍ଶନୀ ଅଧ୍ୟକ୍ଷତା କରିଥିଲେ। ଏହି ଅବସରରେ ସେଣ୍ଟ୍ରାଲ ସ୍କିମ୍‌ ଏବଂ…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ ସେ ବର୍ତ୍ତମାନ ପାଇଁ ପାକିସ୍ତାନକୁ ଗ୍ୟାସ (LNG) ଯୋଗାଣ କରିପାରିବ ନାହିଁ। 2…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା ଭାଷଣରେ ଏହି କ୍ଷମା ପ୍ରାର୍ଥନା କରିଛନ୍ତି। ଶନିବାର ସକାଳେ ବାହାରିନ, ସାଉଦି ଆରବ…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ ହେଲେ ୧୧୦ ବର୍ଷର ବଟ ମଲ୍ଲିକ। ସେ ତାଙ୍କର ବିଧବା ବୋହୂ, ନାତୁଣୀ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ। ନିର୍ଣ୍ଣାୟକ ମ୍ୟାଚ ପୂର୍ବରୁ କିୱି ଅଧିନାୟକ ମିଚେଲ ସାଣ୍ଟନର ଏକ ସାମ୍ବାଦିକ ସମ୍ମିଳନୀ…

କମାଲ୍‌ କଲେ ସାରା ଅର୍ଜୁନ: ଧୂରନ୍ଧର: ଦି ରିଭେଞ୍ଜରେ…

‘ଧୂରନ୍ଧର: ଦି ରିଭେଞ୍ଜ’ର ଟ୍ରେଲର ରିଲିଜ ହୋଇଛି। ଦର୍ଶକ ଏହାକୁ ବେଶ୍‌ ପସନ୍ଦ କରିଛନ୍ତି। ଏହି ଟ୍ରେଲର ଏବେ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି। ଦର୍ଶକ ପୁଣି ଥରେ ରକ୍ତାକ୍ତ, ଆକ୍ସନ-ଭରା କାହାଣୀ ଦେଖିବାକୁ ଉତ୍ସାହିତ ଅଛନ୍ତି। ଟ୍ରେଲରଟି ଅନେକ ଗୁରୁତ୍ୱପୂର୍ଣ୍ଣ…

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି ଆକ୍ରମଣରେ ଲୋକେ ଗୁରୁତର ହେଉଛନ୍ତି। ବିଭିନ୍ନ ସମୟରେ ଆକ୍ରମଣ ଯୋଗୁ ଲୋକଙ୍କ ଜୀବନ…

ସରକାରଙ୍କ ବଡ଼ ଘୋଷଣା: ତୃତୀୟ ସନ୍ତାନ ଜନ୍ମ ହେଲେ ମିଳିବ ୨୫,୦୦୦ ଟଙ୍କା

ହାଇଦ୍ରାବାଦ୍‌,୭।୩: ଆନ୍ଧ୍ର ପ୍ରଦେଶ ସରକାର ଏକ ନୂତନ ପଦକ୍ଷେପ ଘୋଷଣା କରିଛନ୍ତି। ରାଜ୍ୟ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ବିଧାନସଭାରେ କହିଛନ୍ତି,ରାଜ୍ୟର ଜନ୍ମହାର ନିରନ୍ତର ହ୍ରାସ ପାଉଛି ଏବଂ ଯଦି ଏହି ପରିସ୍ଥିତି ଜାରି ରହେ, ତେବେ ଭବିଷ୍ୟତରେ ରାଜ୍ୟ ଯୁବ…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ ସ୍ତ୍ରୀଙ୍କ ପିଟିପିଟି ସ୍ବାମୀ ହତ୍ୟା କରିଥିବା ଅନୁମାନ କରାଯାଉଛି। ଅଭିଯୁକ୍ତ ସ୍ବାମୀକୁ ପୋଲିସ…

୭ ବର୍ଷର ଶିଶୁକୁ ଅପହରଣ କରି ଗଳାକାଟି ହତ୍ୟା: ଟଙ୍କାମାଗିଲେ, ପରେ  ମୃତଦେହ ବସ୍ତାରେ ବାନ୍ଧି…

ବିଷମକଟକ,୭।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ଚାଟିକଣା ଅଞ୍ଚଳରେ ଜଣେ ୭ ବର୍ଷର ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା କରାଯିବା ଘଟଣା ସମଗ୍ର ରାୟଗଡ଼ା ଜିଲାରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ସୂଚନାମୁତାବକ, ଚାଟିକଣାସ୍ଥିତ ପୁରୁଣା ଷ୍ଟେଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?