ବୋଲ୍ଡ ଫଟୋ ଶେୟାର କଲେ ଏହି କ୍ରିକେଟର୍ଙ୍କ ପୂର୍ବତନ ସ୍ତ୍ରୀ
ନୂଆଦିଲ୍ଲୀ, ୨୪।୮: ଭାରତୀୟ କ୍ରିକେଟ୍ ଦଳର ଦ୍ରୁତ ବୋଲର ମହମ୍ମଦ ସାମିଙ୍କ ପୂର୍ବତନ ସ୍ତ୍ରୀ ହାସିନ ଜହାନ ସୋସିଆଲ ମିଡିଆରେ ବେଶ୍ ସକ୍ରିୟ ରହିଥାନ୍ତି। ଅଧିକାଂଶ ସମୟ ସେ ସୋସିଆଲ ମିଡିଆ ଜରିଆରେ ଚର୍ଚ୍ଚାରେ ରହିଥାନ୍ତି। ନିକଟରେ ମଧ୍ୟ ହସିନ ଜହାନ…
ଆଖିପିଛୁଳାକେ ମଣିଷ ହାତରୁ ଛୁଆକୁ ଛଡ଼ାଇନେଲା ଗୁଣ୍ଡୁଚିମୂଷା, ଆଉ ତା’ପରେ
ପ୍ରତ୍ୟେକ ଦିନ ପଶୁ ପକ୍ଷୀଙ୍କୁ ନେଇ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଆଶ୍ଚର୍ଯ୍ୟ କରିଦିଏ। ତେବେ ଗୁଣ୍ଡୁଚିମୂଷାକୁ ନେଇ ବର୍ତ୍ତମାନ…
ପକ୍ଷୀକୁ ମାରୁଥିଲେ ଗୋଇଠା: ପରେ ଘଟିଲା ଏମିତି…
ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ପଶୁପକ୍ଷୀଙ୍କ ଭିଡିଓ ଭାଇରଲ ହେଉଛି। ଜଣେ ଯୁବକ ଏକ ପକ୍ଷୀକୁ ଗୋଇଠା ମାରୁଥିବାବେଳେ ତଳେ କଚାଡି ହୋଇ ପଡିଥିବା ଭିଡିଓ ବର୍ତ୍ତମାନ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଦେଖାଯାଇଛି, ରାସ୍ତା କଡରେ କିଛି ଯୁବକ ଚାଲି…
ଶାହରୁଖ ଖାନ୍ଙ୍କ ଦଳ ନାଇଟ୍ ରାଇଡର୍ସର ହ୍ୟାଟ୍ରିକ ବିଜୟ
ନୂଆଦିଲ୍ଲୀ, ୨୪।୮: କାରିବୀୟାନ ପ୍ରିମିୟର ଲିଗ୍ (ସିପିଏଲ୍)ର ଏକ ମୁକାବିଲାରେ ତ୍ରିନିବାଗୋ ନାଇଟ୍ ରାଇଡର୍ସ ୧୯ ରନରେ ବାର୍ବାଡସ୍ ଟ୍ରାଇଡେଣ୍ଟସ୍କୁ ପରାସ୍ତ କରିଛି। ବଲିଉଡ୍ ଅଭିନେତା ଶାହରୁଖ ଖାନ୍ଙ୍କ ମାଲିକାନାରେ ଥିବା ନାଇଟ୍ ରାଇଡର୍ସ ଏହି ମ୍ୟାଚ୍ରେ ପ୍ରଥମେ ବ୍ୟାଟିଂ କରି…
ପୁଣି ଅସ୍ଥାୟୀ ଭାବେ ମଙ୍ଗ ସମ୍ଭାଳିବେ ସୋନିଆ
ନୂଆଦିଲ୍ଲୀ,୨୨।୮: ପୁଣି ୬ ମାସ ଯାଏ କଂଗ୍ରେସର ମଙ୍ଗ ଧରିବେ ସୋନିଆ ଗାନ୍ଧୀ। ଏନେଇ ସୋମବାର କଂଗ୍ରେସ ସିଡବ୍ଲ୍ୟୁସି ବୈଠକରେ ନିଷ୍ପତ୍ତି ନିଆଯାଇଛି। ଆଗାମୀ ୬ ମାସ ଭିତରେ ଦଳ ନିଜର ନୂଆ ଅଧ୍ୟକ୍ଷ ଚୟନ କରିିବ। ବର୍ତ୍ତମାନ ଦଳର ଅସ୍ଥାୟୀ…
ବିନା ଦ୍ୱିଧାରେ ମୂଷା ଦେଉଛି ବିଲେଇକୁ ଚୁମ୍ବନ, ନ ଦେଖିଲେ ହେବ ନାହିଁ ବିଶ୍ୱାସ
ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ବର୍ତ୍ତମାନ ସେଭଳି ଏକ ଭିଡିଓ ଭାଇରାଲ ହେଉଛି ଯାହାକୁ ଦେଖିଲେ ଆପଣ ମଧ୍ୟ ଭାବପ୍ରବଣ ହେବା ସହ ଆଶ୍ଚର୍ଯ୍ୟ ହୋଇଯିବେ। ସାଧାରଣତଃ ମୂଷାଛୁଆଙ୍କ ବିଲେଇ ପ୍ରତି ଭୟ ଥାଏ।…
ଯେଉଁଠାରେ ପ୍ରେମ ଥାଏ ସେଠାରେ ଏହିସବୁ ରହିବା ଉଚିତ୍ ନୁହେଁ: ଜାଣନ୍ତୁ ସେସବୁ କଣ…
ମହାନ ବିଶାରଦ ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ଅନେକ ନୀତି ଉଲ୍ଲେଖ କରିଛନ୍ତି। ସେହିପରି ପ୍ରେମ ସମ୍ପର୍କକୁ ନେଇ ମଧ୍ୟ ଚାଣକ୍ୟ ଅନେକ କଥା ଲେଖିଛନ୍ତି। ପ୍ରେମ ଜଣେ ବ୍ୟକ୍ତିଙ୍କୁ ଉନ୍ନତ କରିଥାଏ। ପ୍ରେମର ଭାବନାରେ ଜାଗ୍ରତ ହୋଇଥିବା ବ୍ୟକ୍ତିଙ୍କ ପାଇଁ…
ଆଇପିଏଲ୍ ଖେଳିବା ଲାଗି ଅନ୍ତିମ ଦଳ ଭାବେ ଦୁବାଇରେ ପହଞ୍ଚିଲା ଏହି ଫ୍ରାଞ୍ଚାଇଜ୍
ଦୁବାଇ, ୨୪।୮: କରୋନା ମହାମାରୀ ମଧ୍ୟରେ ବିଶ୍ୱର ସବୁଠାରୁ ବ୍ୟୟବହୁଳ ଟି୨୦ କ୍ରିକେଟ୍ ଟୁର୍ନାମେଣ୍ଟ ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ଆରମ୍ଭ ହେବାକୁ ଯାଉଛି। ଚଳିତ ବର୍ଷ କରୋନା ଲାଗି ଆଇପିଏଲ୍ର ତ୍ରୟୋଦଶ ସଂସ୍କରଣ ଭାରତ ବଦଳରେ ୟୁଏଇରେ ସେପ୍ଟେମ୍ବର ୧୯ରୁ…
ରାହୁଲ ସମ୍ଭାଳନ୍ତୁ ଦଳର ମଙ୍ଗ: ରକ୍ତରେ ଚିଠି ଲେଖିଲେ ଏହି କଂଗ୍ରେସ ନେତା
ନୂଆଦିଲ୍ଲୀ,୨୪।୯: କଂଗ୍ରେସରେ ନୂଆ ଅଧ୍ୟକ୍ଷ ଚୟନ ନେଇ ଟଣାଓଟରା ଚାଲିଛି। ସୋମବାର ଆଯୋଜିତ ସିଡବ୍ଲ୍ୟୁସି ବୈଠକରେ କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷ ସୋନିଆ ଗାନ୍ଧୀ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଏଥିସହ ଦଳ ନୂଆ ଅଧ୍ୟକ୍ଷ ଚୟନ ପ୍ରକ୍ରିୟା ଆରମ୍ଭ କରୁ ବୋଲି…
ଟିକରସାହିର ନିଖୋଜ ବ୍ୟକ୍ତିଙ୍କ ମୃତଦେହ ବ୍ରାହ୍ମଣୀପାଳ କୁଶେଇ ନଦୀରୁ ଉଦ୍ଧାର
କେନ୍ଦୁଝର, ୨୪।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଦୈତାରୀ ଥାନା ଅନ୍ତର୍ଗତ ବ୍ରାହ୍ମଣୀପାଳ ସଉତୁଣୀ ନାଳ ନିକଟସ୍ଥ କୁଶେଇ ନଦୀରୁ ସୋମବାର ଏକ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣଙ୍କ ପଞ୍ଚମ ଗ୍ରାମ ଟିକରସାହିର ବୀରୁ ଆଙ୍ଗରାଇ(୫୮) ବୋଲି ଜଣାପଡିଛି। ସୂଚନାନୁଯାୟୀ, ବୀରୁ ଦୈତାରୀ…
ଅପେକ୍ଷାର ଅନ୍ତ ଘଟିଲା: ସାମ୍ନାକୁ ଆସିଲା ମିର୍ଜାପୁର-୨ର ରିଲିଜ୍ ଡେଟ୍
ମୁମ୍ବାଇ: ଆମାଜନ୍ ପ୍ରାଇମ୍ ଭିଡ଼ିଓର ବହୁ ପ୍ରତିକ୍ଷୀତ ଆକ୍ସନ ଥ୍ରୀଲର ଓ୍ବେବ ସିରିଜ ମିର୍ଜାପୁରର ଦ୍ୱିତୀୟ ସଂସ୍କରଣର ରିଲିଜ୍ ତାରିଖ ଘୋଷଣା ହୋଇଛି। ସୋମବାର ଏକ ପ୍ରୋମୋ ଜରିଆରେ ଏହାର ରିଲିଜ୍ ତାରିଖ ଘୋଷଣା କରାଯାଇଛି। ଏହାକୁ ଦର୍ଶକଙ୍କ ଭଲ ରେସ୍ପନ୍ସ…
ଧୋନୀଙ୍କ କ୍ଲବରେ ସାମିଲ ହେଲେ ସାମି
ତ୍ରିନିଦାଦ୍, ୨୪।୮: ଏଠାରେ ଚାଲିଥିବା କାରବୀୟନ ପ୍ରିମିୟର ଲିଗ୍ (ସିପିଏଲ୍)ର ୧୦ମ ମ୍ୟାଚରେ ଡାରେନ ସାମିଙ୍କ ନେତୃତ୍ୱାଧୀନ ସେଣ୍ଟ ଲୁସିଆ ଜୌକ୍ସ ୧୦ ରନରେ ଗୁୟାନା ଆମାଜନ ଓ୍ବାରିୟର୍ସକୁ ପରାସ୍ତ କରିଛି। ଏହି ମ୍ୟାଚ୍ରେ ପ୍ରଥମେ ବ୍ୟାଟିଂ କରି ସେଣ୍ଟ ଲୁସିଆ…
Archives


