ରୋହିତ ଶର୍ମାଙ୍କୁ କୋଳାଗ୍ରତ କରି ସ୍ବାଗତ କଲେ ସାଥୀ ଖେଳାଳି, କିନ୍ତୁ କୋଚ୍ ମାରିଲେ ଏମିତି କମେଣ୍ଟ
ସିଡନୀ,୩୧।୧୨: ହିଟ୍ମ୍ୟାନ୍ ରୋହିତ୍ ଶର୍ମା ସୁସ୍ଥ ହୋଇ ଭାରତୀୟ ଦଳକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ଟେଷ୍ଟ ପୂର୍ବରୁ ସେ ଭାରତୀୟ ଦଳ ସହ ଯୋଗ ଦେଇଛନ୍ତି। ଗୋଟିଏ ପଟେ ରୋହିତ ଶର୍ମାଙ୍କୁ ଟିମ ଇଣ୍ଡିଆର ଖେଳାଳିମାନେ କୋଳାଗ୍ରତ କରି…
ଶୁଟିଂ ସେଟ୍ରେ ୩୦ ପଟ ରୁଟି ଖାଉଥିଲେ ସଲମାନ
ମୁମ୍ବାଇ: ସଲମାନ ଖାଁଙ୍କ ସୁପରହିଟ୍ ଫିଲ୍ମ ‘ମେନେ ପ୍ୟାର କିୟା’କୁ ରିଲିଜ୍ ହେବା ୩୧ ବର୍ଷ ପୂରଣ ହୋଇଛି । ସଲମାନ ପ୍ରଥମ କରି ଏହି ଫିଲ୍ମରେ ଲିଡ୍ ରୋଲରେ ଦେଖାଦେଇଥିଲେ । ଆଉ ଏହି ଫିଲ୍ମରୁ ହିଁ ତାଙ୍କର ଏକ…
ଗାୟତ୍ରୀ ପ୍ରଜାପତିଙ୍କ ଘରେ ଚଢ଼ାଉ: ୧୧ ଲକ୍ଷ ଅଚଳ ଟଙ୍କା ସହିତ ୧୦୦ ବେନାମୀ ସମ୍ପତ୍ତି ଜବତ
ଲକ୍ଷ୍ନୌ,୩୧।୧୨: ଉତ୍ତରପ୍ରଦେଶର ସମାଜବାଦୀ ପାର୍ଟି ନେତା ଗାୟତ୍ରୀ ପ୍ରଜାପତିଙ୍କ ସମସ୍ୟା ବଢ଼ିବାରେ ଲାଗିଛି। ଖଣି ଦୁର୍ନୀତିରେ ତାଙ୍କର ବିଭିନ୍ନ ସ୍ଥାନରେ ଥିବା ଘରେ ପ୍ରବତ୍ତନ ନିର୍ଦ୍ଦେଶାଳୟ(ଇଡ଼ି) ପକ୍ଷରୁ ଚଢ଼ାଉ କରାଯାଇଥିଲା। ଆମେଠି ସ୍ଥିତ ବାସଭବନରେ ଚଢ଼ାଉ ସମୟରେ ୧୧ ଲକ୍ଷ ଟଙ୍କାର…
ସାଧାରଣତନ୍ତ୍ର ଦିବସ ପରେଡରେ ୨୫ ହଜାର ଦର୍ଶକଙ୍କୁ ଅନୁମତି!
ନୂଆଦିଲ୍ଲୀ,୩୧ ।୧୨: କରୋନା ମହାମାରୀ କାରଣରୁ ଆସନ୍ତା ମାସରେ ପାଳନ ହେବାକୁ ଯାଉଥିବା ୨୬ ଜାନୁୟାରୀ ବା ସାଧାରଣତନ୍ତ୍ର ଦିବସରେ ଅନେକ ପରିବର୍ତ୍ତନ ଦେଖିବାକୁ ମିଳିବ । ସବୁବର୍ଷ ଅପେକ୍ଷା ଏଥର ପରେଡରେ ମାର୍ଚିଙ୍ଗ ସ୍କାଡଙ୍କ ସଂଖ୍ୟା କମ୍ ରହିବ ବୋଲି…
୨ ଆଙ୍ଗୁଠି ଭାଙ୍ଗିବା ସତ୍ତ୍ୱେ ୪୯ ଓଭର ବୋଲିଂ କରି ଦଳକୁ ବିଜୟ ଦେଲେ ଏହି ବୋଲର୍
ମାଉଣ୍ଟ ମୁଙ୍ଗାନୁଇ,୩୧।୧୨: ନ୍ୟୁଜିଲାଣ୍ଡ ଦ୍ରୁତ ବୋଲର ନିଲ ୱାଗନରଙ୍କ ସାହସକୁ ପ୍ରଶଂସା କରିଛନ୍ତି କିଓ୍ବି ଅଧିନାୟକ କେନ ୱିଲିୟମସନ ଏବଂ ପାକିସ୍ତାନ ଅଧିନାୟକ ମହମ୍ମଦ ରିଜୱାନ। ୱାଗନର ପାକିସ୍ତାନ ବିପକ୍ଷ ପ୍ରଥମ ଟେଷ୍ଟରେ ଦୁଇଟି ଆଙ୍ଗୁଠି ଭାଙ୍ଗିବା ସତ୍ତ୍ୱେ ଚମତ୍କାର ବୋଲିଂ…
ସିନୋଫାର୍ମ କରୋନା ଟିକାକୁ ଚାଇନାରେ ମଞ୍ଜୁରୀ
ବେଜିଂ,୩୧।୧୨: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ଚାଇନାରେ ସିନୋଫାର୍ମ ଦ୍ୱାରା ପ୍ରସ୍ତୁତ କରୋନା ପ୍ରତିଷେଧକ ଟିକାକୁ ଗୁରୁବାର ମଞ୍ଜୁରୀ ମିଳିଛି। ଏବେ ଏହାକୁ ଜରୁରୀକାଳୀନ ପରିସ୍ଥିିତିରେ ବ୍ୟବହାର କରାଯାଇପାରିବ। ଚାଇନାରେ ୫ଟି କରୋନା ଟିକାର କ୍ଲିନିକାଲ ଟ୍ରାଲଏ୍ ବିଭିନ୍ନ ପର୍ଯ୍ୟାୟରେ…
୫ ବର୍ଷ ପୂର୍ବେ ଆଜିର ଦିନରେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଥିଲେ ଧୋନୀ
ଭାରତର ଅନ୍ୟତମ ସଫଳ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ୨୦୧୪ରେ ଆଜିର ଦିନରେ ଟେଷ୍ଟ କ୍ରିକେଟରୁ ଅବସର ନେଇଥିଲେ। ୬ ବର୍ଷ ପୂର୍ବେ ମେଲବୋର୍ନରେ ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯାଇଥିବା ତୃତୀୟ ଟେଷ୍ଟ ମ୍ୟାଚ ପରେ ଧୋନୀ ହଠାତ୍ ଅବସର ଘୋଷଣା କରି…
କୁଖ୍ୟାତ ଖଲିସ୍ତାନ ଆତଙ୍କବାଦୀ ଭାରତରେ
ନୂଆଦିଲ୍ଲୀ,୩୧।୧୨: ଗୋଇନ୍ଦା ବିଭାଗକୁ ବଡ଼ ସଫଳତା ମିଳିଛି। କୁଖ୍ୟାତ ଖଲିସ୍ତାନ ଆତଙ୍କବାଦୀ ସୁଖ ବିକରିଓ୍ବାଲଙ୍କୁ ଭାରତକୁ ଅଣାଯାଇପାରିଛି। ଗୁରୁବାର ତାଙ୍କୁ ଦୁବାଇରୁ ଭାରତକୁ ଅଣାଯାଇଛି। ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍ଆଇ ନିର୍ଦ୍ଦେଶରେ ସେ ପଞ୍ଜାବରେ ଟାର୍ଗେଟ କିଲିଂ କରୁଥିବା ଅଭିଯୋଗ ହୋଇଛି।…
ଗର୍ଭଧାରଣ ବିଷୟ ଏମିତି ଲୁଚାଇ ରଖିଥିଲେ ଅନୁଷ୍କା
ବଲିଉଡ୍ ଅଭିନେତ୍ରୀ ଅନୁଷ୍କା ଶର୍ମା ଏବଂ ବିରାଟ କୋହଲି ଖୁବଶୀଘ୍ର ମାତାପିତା ହେବାକୁ ଯାଉଛନ୍ତି। ଅନୁଷ୍କା ପ୍ରାୟତଃ ନିଜ ଇନଷ୍ଟାଗ୍ରାମ ଆକାଉଣ୍ଟରେ ନିଜ ବେବି ବମ୍ପ ଶେୟାର କରନ୍ତି। ନିକଟରେ ସେ ଭୋଗ୍ୟୁ ପତ୍ରିକା ପାଇଁ ଫଟୋଶୁଟ୍ କରିଥିଲେ। ଏହାର ଫଟୋ…
ରାମମନ୍ଦିର ଚାନ୍ଦା ଆଦାୟରୁ ଉତ୍ତେଜନା
ଭୋପାଳ,୩୧।୧୨ : ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ ଲାଗି ମଧ୍ୟପ୍ରଦେଶରେ ଚାନ୍ଦା ଆଦାୟ ବେଳେ ଦୁଇଟି ସ୍ଥାନରେ ଉତ୍ତେଜନା ଦେଖାଦେବା ସହ ସଂଘର୍ଷ ହୋଇଛି। ମଙ୍ଗଳବାର ମଣ୍ଡସୌର ଜିଲାର ଦୋରାନା ଗ୍ରାମରେ ଏକ ମସ୍ଜିଦ ଭାଙ୍ଗିବାକୁ ଗୋଟିଏ ଗୋଷ୍ଠୀ ଉଦ୍ୟମ କରିଥିଲେ। ସେମାନଙ୍କ…
ଜାନୁୟାରୀରେ ଭାରତୀୟ ମହିଳା ହକି ଦଳ ଆର୍ଜେଣ୍ଟିନା ଟୁରରେ ଯିବ
ନୂଆଦିଲ୍ଲୀ,୩୧।୧୨(ପି.ଟି.): ଖୁବ୍ଶୀଘ୍ର ଭାରତୀୟ ମହିଳା ହକି ଦଳ ଅନ୍ତର୍ଜାତୀୟ ପ୍ରତିଯୋଗିତାକୁ ପ୍ରତ୍ୟାବର୍ତ୍ତନ କରିବାକୁ ଯାଉଛି। ଜାନୁୟାରୀରେ ମହିଳା ଦଳ ଆର୍ଜେଣ୍ଟିନା ଟୁର କରିବ। ଏଥିସହିତ ଭାରତୀୟ ମହିଳା ଦଳ ଅନ୍ତର୍ଜାତୀୟ ପ୍ରତିଯୋଗିତାକୁ ଫେରିବା ନିଶ୍ଚିତ ହୋଇଛି। କୋଭିଡ୍-୧୯ ମହାମାରୀ କାରଣରୁ ସାରା…
ମଡର୍ନା ନେଲେ କମଲା ହାରିସ୍
ଓ୍ବାଶିଂଟନ୍, ୩୧ା୧୨: ଆମେରିକାର ନବନିର୍ବାଚିତ ଉପରାଷ୍ଟ୍ରପତି କମଲା ହାରିସ୍ ବୁଧବାର କୋଭିଡ୍ ଟିକା ମଡର୍ନାର ପ୍ରଥମ ଡୋଜ ନେଇଛନ୍ତି। ଟିକାର ବିଶ୍ୱସନୀୟତା ଏବଂ ଲୋକଙ୍କ ମଧ୍ୟରେ ଉତ୍ସାହ ବଢ଼ାଇବା ପାଇଁ କମଲା ଭାକ୍ସିନ ନେବା ଦୃଶ୍ୟର ସିଧାପ୍ରସାରଣ କରାଯାଇଥିଲା। ହାରିସ୍ଙ୍କ ସହ…

