ଉଛୁଳିଲା ଭାର୍ଗବୀ, ତଳିଆ ଅଞ୍ଚଳରେ ପାଣି
ପୁରୀ ଅଫିସ,୨୪ା୮: ହୀରାକୁଦ ଗେଟ୍ ଖୋଲାଯିବା ପରେ ମହାନଦୀରେ ବନ୍ୟାଜଳ ପ୍ରବାହିତ ହେଉଛି। ଫଳରେ ଏହାର ଶାଖା ନଦୀଗୁଡ଼ିକ ମଧ୍ୟ ଫୁଲିବାରେ ଲାଗିଛି। ପୁରୀ ଜିଲାର ଭାର୍ଗବୀ ନଦୀରେ ବନ୍ୟାଜଳ ପ୍ରବାହିତ ହେବା ପରେ ଏହା ଫୁଲିବା ଆରମ୍ଭ କରିଛି। ଏହାକୁ…
ସିଲାବସ୍ ହ୍ରାସ ପାଇଁ ପ୍ରକ୍ରିୟା ଶେଷ
ଭୁବନେଶ୍ୱର,୨୪ା୮(ବ୍ୟୁରୋ): କରୋନା ସଙ୍କଟ ପାଇଁ ପିଲାଙ୍କ ପାଠପଢ଼ା ବୋଝକୁ ହାଲୁକା କରାଯିବ। ୨୦୨୦-୨୦୨୧ ଶିକ୍ଷାବର୍ଷ ପାଇଁ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟକ୍ରମ ହ୍ରାସ କରାଯିବ। ଏ ନେଇ ସମସ୍ତ ପ୍ରକ୍ରିୟା ଶେଷ ହୋଇଛି। ଆସନ୍ତା ଏକ ସପ୍ତାହ ମଧ୍ୟରେ ନୂତନ…
ବାଲେଶ୍ୱର ଉନ୍ନତି ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ରୋଡ୍ମ୍ୟାପ୍: ୫୦କୋଟି ବ୍ୟୟରେ ହେବ ଅନ୍ତଃରାଷ୍ଟ୍ରୀୟ ମାଛ ମାର୍କେଟ୍
ବାଲେଶ୍ୱର ଅଫିସ, ୨୪।୮-ବାଲେଶ୍ୱର ଜିଲାବାସୀଙ୍କୁ ଆମତ୍ନିର୍ଭରଶୀଳ କରାଇବା ପାଇଁ କେନ୍ଦ୍ରମନ୍ତ୍ରୀ ତଥା ବାଲେଶ୍ୱର ଏମ୍ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ କେତେକ କୁଟୀରଶିଳ୍ପ, ମାଛଚାଷ, ସହରର ଉନ୍ନତୀକରଣ, ଉନ୍ନତ ସ୍ବାସ୍ଥ୍ୟସେବା ଭଳି ବିଭିନ୍ନ ଦିଗକୁ ନେଇ ରୋଡ଼ମ୍ୟାପ୍ ପ୍ରସ୍ତୁତ କରିଛନ୍ତି। ଏନେଇ ସେ…
ଆଜିଠୁ ଆଉଏକ ଲଘୁଚାପ: ୩ଦିନ ପ୍ରବଳ ବର୍ଷା, ଉଜାଡ଼ିବ ଚାଷ
ଭୁବନେଶ୍ୱର, ୨୪।୮(ବ୍ୟୁରୋ): କରୋନା ମହାମାରୀ ଜୀବନକୁ ଅସ୍ତବ୍ୟସ୍ତ କରିଥିବାବେଳେ କ୍ରମାଗତ ଲଘୁଚାପ ବର୍ଷା ଚାଷ ପାଇଁ ବଡ଼ ବିପଦ ସୃଷ୍ଟି କରିଛି। ଅଗଷ୍ଟ ପ୍ରଥମ ସପ୍ତାହରୁ ଲଗାତର ୩ଟି ଲଘୁଚାପ ଯୋଗୁ ରାଜ୍ୟରେ ଅଧିକାଂଶ ଜିଲାରେ ଚାଷ ଜମି ଜଳମଗ୍ନ ରହିଛି।…
ସିପିଏଲ୍ରେ ସର୍ବନିମ୍ନ ବିଜୟ ଲକ୍ଷ୍ୟ
ଟାରୋବା (ଓ୍ବେଷ୍ଟଇଣ୍ଡିଜ), ୨୪ା୮ (ପି.ଟି.)-ଗୁୟାନା ଆମାଜନ ଓ୍ବାରିୟର୍ସ କ୍ୟାରିବିୟନ ପ୍ରିମିୟର ଲିଗ୍ (ସିପିଏଲ୍) ଇତିହାସରେ ସବୁଠାରୁ କମ୍ ରନ୍ ବିଜୟ ଲକ୍ଷ୍ୟ ଧାର୍ଯ୍ୟ କରିଥିଲେ ହେଁ ଜାମାଇକା ତଲାଓ୍ବାସ୍ ବିପକ୍ଷରେ ୧୪ରନରେ ବିଜୟ ହାସଲ କରିଛି। ବ୍ରେଣ୍ଡନ କିଙ୍ଗ୍ (୨୯ରନ) ଓ…
ଚେସ୍ ଅଲିମ୍ପିଆଡ କ୍ୱାର୍ଟରରେ ଭାରତ: ପ୍ରଜ୍ଞାନାନନ୍ଦ, ଦିବ୍ୟାଙ୍କ ଆକର୍ଷଣୀୟ ପ୍ରଦର୍ଶନ
ଚେନ୍ନାଇ, ୨୪।୮(ପି.ଟି.): ଆର. ପ୍ରଜ୍ଞାନାନନ୍ଦ ଏବଂ ଦିବ୍ୟା ଦେଶମୁଖଙ୍କ ଆକର୍ଷଣୀୟ ପ୍ରଦର୍ଶନ ବଳରେ ଭାରତ ୯ମ ତଥା ଅନ୍ତିମ ରାଉଣ୍ଡରେ ଶକ୍ତିଶାଳୀ ଚାଇନାକୁ ୪-୨ ବ୍ୟବଧାନରେ ପରାସ୍ତ କରି ଫିଡେ ଅନଲାଇନ୍ ଚେସ୍ ଅଲମ୍ପିଆଡର ପୁଲ୍ ‘ଏ’ ଡିଭିଜନର କ୍ୱାର୍ଟର ଫାଇନାଲରେ…
ଚେନ୍ନାଇନ ଏଫ୍ସିରେ ରହିବେ ଜର୍ମନପ୍ରୀତ୍
ଚେନ୍ନାଇ, ୨୪ା୮ (ପି.ଟି.)-ଭାରତୀୟ ମିଡ୍ଫିଲ୍ଡର ଜର୍ମନପ୍ରୀତ୍ ସିଂ ଦୁଇ ଥର ଇଣ୍ଡିଆନ ସୁପର ଲିଗ୍ (ଆଇଏସ୍ଏଲ୍)ଚାମ୍ପିୟନ ଚେନ୍ନାଇନ୍ ଏଫ୍ସି ଦଳରେ ରହିବେ। ଏଥିପାଇଁ କ୍ଲବର ସହିତ ସେ ଚୁକ୍ତି ସ୍ବାକ୍ଷର କରିଛନ୍ତି। ଫଳରେ କ୍ଲବ ତରଫରୁ ସେ କ୍ରମାଗତ ଚତୁର୍ଥ ସିଜନ…
ମୂର୍ତ୍ତି ତିଆରି ନିଶାରେ ଶୁଭଶ୍ରୀସୋନମ
ବନ୍ତ, ୨୪।୮(ଡି.ଏନ.ଏ.)-ପାଠ ପଢିବା ସହିତ ଚିତ୍ର ଆଙ୍କିବା ଓ ମୂର୍ତ୍ତି ତିଆରି କରିବାରେ ନିଜକୁ ହଜାଇ ଦେଇଛନ୍ତି ଶୁଭଶ୍ରୀ ସୋନମ ରାଜ। ତାଙ୍କର ପ୍ରତିଭାକୁ ବିକାଶ କରାଇବା ଲାଗି ଲକ୍ଡାଉନ ସୁଯୋଗ ଆଣିଦେଇଛି ବୋଲି ସେ କୁହନ୍ତି। ଶୁଭଶ୍ରୀଙ୍କ ଘର ଭଦ୍ରକ…
କୋଭିଡ୍ ହସ୍ପିଟାଲରେ ମଦ ପିଇଲେ କରୋନା ଆକ୍ରାନ୍ତ ଅଭିଯୁକ୍ତ
ରାଞ୍ଚି, ୨୩।୮: ଝାଡ଼ଖଣ୍ଡର ଧାନବାଦ ଜିଲାରେ କରୋନା ଆକ୍ରାନ୍ତ ହୋଇଥିବା ଜଣେ ଅଭିଯୁକ୍ତ କୋଭିଡ୍ ହସ୍ପିଟାଲ ଭିତରେ ମଦ ପିଉଥିବାର ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହି ଫଟୋରେ ଦେଖିବାକୁ ମିଳିଛି ଯେ, ଯୁବକଜଣଙ୍କ ସାମ୍ନାରେ ଗୋଟିଏ ଟେବୁଲ…
୨ କାର ମୁହାଁମୁହିଁ ଧକ୍କା: ଚାଲିଗଲା ଉଭଣୀଭାଇଙ୍କ ଜୀବନ
ପରଜଙ୍ଗ, ୨୩।୮(ଡି.ଏନ.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମହାବିରୋଡ ଫାଣ୍ଡି ଅଧୀନ ୧୪୯ନଂ. ଜାତୀୟ ରାଜପଥର ଭେଜିଆ ଛକ ନିକଟରେ ରବିବାର ଅପରାହ୍ନରେ ଦୁଃଖଦ ଦୁର୍ଘଟଣାରେ ୨ ଭଉଣୀଭାଇଙ୍କ ଜୀବନ ଯାଇଛି। ଏଥିରେ ଅନ୍ୟ ୬ଜଣ ଗୁରୁତର ହୋଇଛନ୍ତି। ପୋଲିସ ସୂତ୍ରରୁ ମିଳିଥିବା…
ସ୍ତ୍ରୀ, ଝିଅଙ୍କୁ ବିଷ ପିଆଇ ସ୍ବାମୀର ଆତ୍ମହତ୍ୟା
ବିଜେପୁର,୨୩।୮ (ଡି.ଏନ.ଏ.)-ବରଗଡ଼ ଜିଲା ବିଜେପୁର ଥାନା ଅନ୍ତର୍ଗତ ବେନିଆଁଚାଲ ଗାଁରେ ନୂଆଁଖାଇର ଗୋଟିଏ ଦିନ ପୂର୍ବରୁ ଏକ ଅଭାବନୀୟ ଘଟଣା ଘଟିଛି ା ପାରିବାରିକ କଳହକୁ କେନ୍ଦ୍ର କରି ଜଣେ ବ୍ୟକ୍ତି ସ୍ତ୍ରୀ ଓ ୧୨ବର୍ଷର ଝିଅକୁ ଜୋରଜବରଦସ୍ତ ବିଷ ପିଆଇବା…
ଥାନାରେ ହେଲା ପ୍ରେମୀ ଯୁଗଳଙ୍କ ବିବାହ; ଖବରଦାତା ପଢ଼ିଲେ ମନ୍ତ୍ର
କୈମୁର, ୨୩।୮: ବିହାର କୈମୁର ଜିଲାର ଏକ ପୋଲିସ ଷ୍ଟେସନରେ ପ୍ରେମୀ ଯୁଗଳଙ୍କ ବିବାହ ହୋଇଥିବା ଖବର ସାମ୍ନାକୁ ଆସିଛି। ମିଳିଥିବା ସୂଚନା ମୁତାବକ ଦୁର୍ଗାବତୀ ବ୍ଲକର ଏହି ପ୍ରେମୀ ଯୁଗଳ ଗତ ୨ ବର୍ଷ ହେବ ପରସ୍ପରକୁ ଭଲପାଇ ଆସୁଥିଲେ।…
Archives


