ସୁଶାନ୍ତଙ୍କ ଅନ୍ତିମ ସଂସ୍କାରବେଳେ ଦୁଃଖୀ ନ ଥିଲେ ସିଦ୍ଧାର୍ଥ ପିଠାନୀ
ମୁମ୍ବାଇ,୨୩।୮-ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ଦିନକୁ ଦିନ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ସିବିଆଇ ସୁଶାନ୍ତଙ୍କ ସାଙ୍ଗ ସିଦ୍ଧାର୍ଥ ପିଠାନୀ ଓ ଅନ୍ୟ ମାନଙ୍କୁ ଜେରା କରୁଥିବାବେଳେ ସୁଶାନ୍ତଙ୍କ ସମ୍ପର୍କୀୟ ଭାଇ ତଥା ଭାଜପା ବିଧାୟକ…
ଜାଣନ୍ତୁ ଭାରତରେ ଏପର୍ଯ୍ୟନ୍ତ ହୋଇଛି କେତେ ସଂଖ୍ୟକ କରୋନା ଟେଷ୍ଟ
ନୂଆଦିଲ୍ଲୀ, ୨୩।୮: ୧୩୮ କୋଟିରୁ ଊର୍ଦ୍ଧ୍ୱ ଜନସଂଖ୍ୟା ବିଶିଷ୍ଟ ଭାରତରେ ବର୍ତ୍ତମାନ ସୁଦ୍ଧା ୩ କୋଟି ୫୨ ଲକ୍ଷରୁ ଊର୍ଦ୍ଧ୍ୱ କରୋନା ସାମ୍ପଲ ଟେଷ୍ଟ ହୋଇସାରିଛି। କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ରବିବାର ପ୍ରଦାନ କରାଯାଇଥିବା ତଥ୍ୟ…
ପୂର୍ବତନ ପାକିସ୍ତାନ ପ୍ରଧାନମନ୍ତ୍ରୀ ନଓ୍ବାଜ ସରିଫ୍ ପଳାତକ ଘୋଷିତ
ଇସଲାମାବାଦ,୨୩।୮: ପାକିସ୍ତାନ ସରକାର ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ସରିଫଙ୍କୁ ‘ପଳାତକ’ ଘୋଷିତ କରିଛନ୍ତି। ତାଙ୍କ ପ୍ରତ୍ୟର୍ପଣ ପାଇଁ ଇଂଲଣ୍ଡ ସରକାରଙ୍କ ସହ ଯୋଗାଯୋଗ କରାଯାଇଥିବା ସୂଚନା ମିଳିଛି। ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ପରାମର୍ଶଦାତା ଶାହାଜାଦ ଆକବର କହିଛନ୍ତି ଯେ, ନଓ୍ବାଜ୍ ସରିଫଙ୍କ…
ପରିବାର ପୋଷିବା ପାଇଁ ଚୋରି କରିଥିଲେ ଏହି ବିସ୍ଫୋରକ କ୍ରିକେଟର୍
ଓ୍ବେଷ୍ଟଇଣ୍ଡିଜର ଦୁର୍ଦ୍ଧଷ ବ୍ୟାଟ୍ସମ୍ୟାନ୍ କ୍ରିସ୍ ଗେଲ କ୍ରିକେଟ ପଡିଆରେ ଅନେକ ରେକର୍ଡ ହାସଲ କରିଛନ୍ତି। ସେ ଓ୍ବେଷ୍ଟଇଣ୍ଡିଜର ପ୍ରଥମ ବ୍ୟାଟ୍ସମ୍ୟାନ ଭାବେ ଏକଦିବସୀୟ କ୍ରିକେଟରେ ୨୩ଟି ଶତକ ଲଗାଇଛନ୍ତି। ସେହିପରି ଏକଦିବସୀୟ ମ୍ୟାଚରେ ୩୨୬ଟି ଛକା ମାରିବାର ରେଡର୍କ ବି ତାଙ୍କ…
ଅପହରଣ ହୋଇଥିବା ସ୍ତ୍ରୀକୁ ଖୋଜିବା ଲାଗି ୯୦ କିମି ଚାଲିଲେ ସ୍ବାମୀ
ହନୁମାନଗଡ଼, ୨୩।୮: ରାଜସ୍ଥାନର ହନୁମାନଗଡ଼ ଜିଲାରେ ଜଣେ ମହିଳାଙ୍କୁ ବନ୍ଧୁକ ମୁନରେ ଅପହରଣ କରାଯାଇଛି। ତେବେ ସ୍ଥାନୀୟ ପୋଲିସ ଅଭିଯୋଗ କରିବାର ୮ ଦିନ ପରେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାରୁ ମହିଳାଙ୍କ ସ୍ବାମୀ ନିରାଶ ହୋଇ ଶେଷରେ…
ନିରାମିଷାଶୀ ବାଘ! କ’ଣ ଖାଇଲା ଦେଖନ୍ତୁ ଭିଡିଓ…
ପ୍ରତିଦିନ ସୋସିଆଲ ମିଡିଆରେ ପଶୁପକ୍ଷୀଙ୍କ ଅନେକ ଭିଡିଓ ଭାଇରଲ ହେଉଛି। ଏଥିରୁ କେତେକ ଭିଡିଓ ହସର ଖୋରାକ ଯୋଗାଉଥିବାବେଳେ କେତେକ ଭାବପ୍ରବଣ କରିଦିଏ। ବର୍ତ୍ତମାନ ଏକ ବାଘ ତରଭୁଜ ଖାଉଥିବା ଭିଡିଓ ବେଶ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଦେଖାଯାଇଛି, ଏକ…
ରାଷ୍ଟ୍ରପତି ଭାଇଙ୍କୁ ‘ନିଷ୍ଠୁର’ କହିଲେ ଭଉଣୀ, ଜାଣନ୍ତୁ କାହିଁକି
ଓ୍ବାଶିଂଟନ୍,୨୩।୮:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନିଷ୍ଠୁର କହିଛନ୍ତି ତାଙ୍କ ଭଉଣୀ ମାରିୟାନ ଟ୍ରମ୍ପ। ମାରିୟାନଙ୍କ ଏକ ରେକର୍ଡିଂ ଭାଇରାଲ ହୋଇଛି। ରେକର୍ଡିଂ ଅନୁଯାୟୀ ନିଜ ଭାଇ ଟ୍ରମ୍ପଙ୍କୁ ସମାଲୋଚନା କରିଛନ୍ତି ମାରିୟାନ। ୨୦୧୮-୨୦୧୯ରେ ମାରିୟାନଙ୍କ ଅଜାଣତରେ ତାଙ୍କ ଝିଆରୀ ମେରୀ ଟ୍ରମ୍ପ…
କେବେ ଆସିବ କରୋନା ଟିକା, ଏମିତି କହିଲେ ସ୍ବାସ୍ଥ୍ୟମନ୍ତ୍ରୀ
ନୂଆଦିଲ୍ଲୀ,୨୩।୮: କରୋନା ମହାମାରୀ ମଧ୍ୟରେ ବିଶ୍ୱର ଅନେକ ଦେଶ ଏହାର ଟିକା ପ୍ରସ୍ତୁତ କରିବାରେ ବ୍ୟସ୍ତ ଅଛନ୍ତି। ରୁଷ ବିଶ୍ୱର ପ୍ରଥମ କରୋନା ଟିକା ପ୍ରସ୍ତୁତ କରିଥିବା ଦାବି କରିଛି। ଭାରତ ଏବଂ ଆମେରିକା ସମେତ ଅନେକ ଦେଶରେ କରୋନା ଟିକା…
ନୂଆ ଅଧ୍ୟକ୍ଷ ବାଛୁ କଂଗ୍ରେସ: ସୋନିଆ ଗାନ୍ଧୀ
ନୂଆଦିଲ୍ଲୀ,୨୩।୮: ଦେଶର ସବୁଠାରୁ ପୁରୁଣା ରାଜନୈତିକ ଦଳ କଂଗ୍ରେସରେ ଏବେ ପୁଣି ଅଧ୍ୟକ୍ଷ ପଦକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ଦଳର ୨୩ରୁ ଅଧିକ ବଡ଼ ନେତା ଅନ୍ତରୀଣ ଅଧ୍ୟକ୍ଷ ସୋନିଆ ଗାନ୍ଧୀଙ୍କୁ ଚିଠି ଲେଖି ସଙ୍ଗଠନରେ ବଡ଼ଧରଣର ପରିବର୍ତ୍ତନ ପ୍ରସ୍ତାବ…
ଅସୁସ୍ଥ ମହିଳାଙ୍କୁ ଷ୍ଟ୍ରେକଚର୍ରେ ଧରି ୧୫ ଘଣ୍ଟା ଚାଲିଲେ ଆଇଟିବିପି ଯବାନ
ପିଥୋରଗଡ଼, ୨୩।୮: ଲଗାଣ ବର୍ଷା ଯୋଗୁ ଉତ୍ତରାଖଣ୍ଡରେ ସ୍ଥିତି ସଙ୍ଗୀନ ହୋଇଗଲାଣି। ବନ୍ୟା ଓ ଭୂସ୍ଖଳନ ଯୋଗୁ ଲୋକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ବିଶେଷ କରି ଯଦି କାହାର ସ୍ବାସ୍ଥ୍ୟବସ୍ଥା ଖରାପ ହୁଏ ତେବେ ହସ୍ପିଟାଲ ଯିବା କାଠିକର ପାଠ…
ଝୁଲନ୍ତା ଅବସ୍ଥାରେ ମିଳିଲା ଗୋଟିଏ ପରିବାରର ୫ ସଦସ୍ୟଙ୍କ ମୃତଦେହ
ଭୋପାଳ, ୨୩।୮: ମଧ୍ୟପ୍ରଦେଶର ଟିକମଗଡ଼ ଜିଲାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ଅବସରପ୍ରାପ୍ତ କର୍ମଚାରୀଙ୍କ ସମେତ ତାଙ୍କ ପରିବାରର ୫ ଜଣ ସଦସ୍ୟଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି। ସେମାନଙ୍କ ମଧ୍ୟରେ ଗୋଟିଏ ୪ ବର୍ଷର ଶିଶୁ…
କଟକରୁ ଆଜି ୧୧୪ କରୋନା ଆକ୍ରାନ୍ତ ଚିହ୍ନଟ
କଟକ ଅଫିସ,୨୩।୮-କଟକ ସହରରୁ ରବିବାର ପୁଣି ୧୧୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୧୪ ଆକ୍ରାନ୍ତଙ୍କ ମଧ୍ୟରେ ୮୧ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୩୩ ଲୋକାଲ କଣ୍ଟାକ୍ଟ କେସ ରହିଛି। ଏସସିବି ମେଡିକାଲ ଆଇସୋଲେଶନ ଓ୍ବାର୍ଡରୁ ୧୯ ଜଣ ଆକ୍ରାନ୍ତ…
Archives


