Home Left

କେଉଁ ବୟସର ପିଲା ମାସ୍କ ପିନ୍ଧିବା ଜରୁରୀ!

ଜେନେଭା,୨୩।୮: ସାରା ବିଶ୍ୱରେ କରୋନା ମହାମାରୀକୁ ନେଇ ଯେଉଁ ଗାଇଡ୍‌ଲାଇନ ଜାରି କରାଯାଇଛି ସେଥିରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। ଅନେକଙ୍କ ମନରେ ପ୍ରଶ୍ନ ଉଠେ ବଡମାନେ ମାସ୍କ ପିନ୍ଧିବା ଜରୁରୀ। ହେଲେ ପିଲାମାନଙ୍କ ପାଇଁ ଏହା କେତେଦୂର ସୁରକ୍ଷିତ। ଏବେ…

ପୋଲିସ ଟିମ୍‌କୁୁ ନିସ୍ତୁକ ପିଟିଲେ ଲୋକେ: ୨ ଗୁରୁତର ଆହତ

ଲକ୍ଷ୍ନୌ, ୨୩।୮: ଉତ୍ତରପ୍ରଦେଶରେ ଆଇନ ଶୃଙ୍ଖଳା ସ୍ଥିତି ଧୀରେଧୀରେ ଖରାପ ହେବାରେ ଲାଗିଛି। ସ୍ଥାନୀୟ ସୀତାପୁର ଅଞ୍ଚଳର ମାନପୁର ଥାନା ଅନ୍ତର୍ଗତ ଫୁଲପୁର ଗାଁରେ ଜମିଜମା ଗଣ୍ଡଗୋଳ ଲାଗି ରହିଥିଲା। ଏଠାରେ ଭଗୌତି ନାମକ ଜଣେ ବ୍ୟକ୍ତି ନିଜ ଜମିରେ କାନ୍ଥ…

୧୦୫ କିମି ସାଇକେଲ ଚଲାଇ ପୁଅକୁ ପରୀକ୍ଷା କେନ୍ଦ୍ର ନେଇଥିବା ପିତାଙ୍କ ପାଇଁ ଦେବଦୂତ ସାଜିଲେ ଆନନ୍ଦ ମହିନ୍ଦ୍ରା

ଭୋପାଳ,୨୩।୮: ମଧ୍ୟପ୍ରଦେଶ ଧାର ଜିଲାରେ ଜଣେ ପିତା ପୁଅ ପରୀକ୍ଷା ଦେବା ପାଇଁ ଦୀର୍ଘ ୧୦୫ କିଲୋମିଟର ସାଇକେଲ ଚଲାଇବା ଘଟଣା ନିକଟରେ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏହାପରେ ଜିଲା ପ୍ରଶାସନ ତାଙ୍କୁ ସହଯୋଗର ହାତ ବଢାଇଥିବା ବେଳେ ଏବେ…

ଯୁବ ବର୍ଗଙ୍କ ପାଇଁ ବାୟୋଫ୍ଲକ୍‌ ଯୋଜନା: କମ୍‌ ଜମିରେ ଅଧିକ ମାଛ ଉତ୍ପାଦନ

ଭୁବନେଶ୍ୱର,୨୩।୮(ବ୍ୟୁରୋ): ଶିକ୍ଷିତ ଯୁବବର୍ଗଙ୍କୁ ସ୍ବାବଲମ୍ବୀ କରିବା ଉଦ୍ଦେଶ୍ୟରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ପକ୍ଷରୁ ବାୟୋଫ୍ଲକ ପଦ୍ଧତି ମାଧ୍ୟମରେ ସଘନ ମାଛ ଚାଷ ପ୍ରୋତ୍ସାହନ ନାମରେ ଏକ ନୂତନ ଯୋଜନା ଆରମ୍ଭ କରାଯାଇଛି। ରାଜ୍ୟର ଉଦ୍ୟୋଗୀ, ଶିକ୍ଷିତ ବେକାର ଯୁବବର୍ଗ…

୧୯ ନଦୀ ଜଳ ପ୍ରଦୂଷଣ ପ୍ରସଙ୍ଗ: ସିପିସିବିକୁ ରିପୋର୍ଟ ଦେଲା ଏସ୍‌ପିସିବି

ଭୁବନେଶ୍ୱର,୨୩।୮(ବ୍ୟୁରୋ): ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସ୍‌ପିସିବି) ରାଜ୍ୟର ୧୯ ନଦୀର ପ୍ରଦୂଷଣ ରୋକିବା ନେଇ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ କେନ୍ଦ୍ର ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ସିପିସିବି)କୁ ଅବଗତ କରାଇଛି। ୧୯ ନଦୀ ପାଇଁ ପ୍ରସ୍ତୁତ କରାଯାଇଥିବା ସଂଶୋଧିତ ଆକ୍ସନ ପ୍ଲାନ ସିପିସିବି…

ଫେସ୍‌ବୁକ୍‌ ଲାଇଭ୍‌ରେ ସମଲେଇଙ୍କ ଦର୍ଶନ କରିବେ ଶ୍ରଦ୍ଧାଳୁ

ସମ୍ବଲପୁର,୨୩।୮(ବ୍ୟୁରୋ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇରେ  ନୂଆ ଖାଇବା ପରେ ବିଭନ୍ନ ଦେବୀଦେବଙ୍କୁ ଲୋକେ ଦର୍ଶନ କରିଥାନ୍ତି। ସେହିପରି ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଇଙ୍କ ଦର୍ଶନ ଶ୍ରଦ୍ଧାଳୁ କରିଥାନ୍ତି । ହେଲେ କରୋନା କଟକଣା ଯୋଗୁ ଚଳିତ ବର୍ଷ ସାଧାରଣ…

ନିର୍ମାଣ ଚାଲିଛି ଆଠମଲ୍ଲିକ-ଧଳପୁର ବ୍ରିଜ: କାମ ସରିଲେ ସେତୁ ରଚିବ କୀର୍ତ୍ତିମାନ

ବଇଣ୍ଡା, ୨୩।୮: ଧାର୍ଯ୍ୟ ଅବଧି ୮ ମାସ ତଳୁ ଶେଷ ହେଲାଣି। ତଥାପି ମହାନଦୀ ଉପରେ ନିର୍ମାଣ ସରୁନି ଓଡ଼ିଶାର ସବୁଠୁ ଲମ୍ବା ସେତୁର ଗୌରବ ଅର୍ଜନ କରିବାକୁ ଯାଉଥିବା ଆଠମଲ୍ଲିକ-ଧଳପୁର ସେତୁ। ଅନୁଗୋଳ ଜିଲା ଆଠମଲ୍ଲିକରୁ ବୌଦ୍ଧ ଜିଲା ହରଭଙ୍ଗା…

ଏହି ପର୍ନ ଷ୍ଟାରଙ୍କୁ ୩୩ ଲକ୍ଷ ଟଙ୍କା ଦେବେ ଟ୍ରମ୍ପ୍‌…

ଓ୍ବାଶିଂଟନ, ୨୩।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଏବେ ପର୍ନ ଷ୍ଟାର ଷ୍ଟୋର୍ମି ଡାନିଏଲ୍‌ଙ୍କୁ ୩୩ ଲକ୍ଷ ଟଙ୍କା ଦେବେ। ଏନେଇ ଆମେରିକାର ଏକ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଟ୍ରମ୍ପ୍‌ଙ୍କ ସହିତ ସମ୍ପର୍କ ଥିଲା ବୋଲି ଷ୍ଟୋର୍ମି ଦାବି କରିଛନ୍ତି। ତେବେ…

ଦିନକୁ ୧୦ ଲକ୍ଷ କରୋନା ପରୀକ୍ଷା

ନୂଆଦିଲ୍ଲୀ, ୨୩ା୮: ମହାମାରୀ କରୋନାର ଉଗ୍ରରୂପ ଜାରି ରହିଥିବାବେଳେ କରୋନା ପରୀକ୍ଷାରେ ଭାରତ ପୁଣି ଏକ ମାଇଲଖୁଣ୍ଟ ଅତିକ୍ରମ କରିଛି। ଗୋଟିଏ ଦିନକରେ ଦେଶରେ ୧୦ ଲକ୍ଷରୁ ଅଧିକ କରୋନା ପରୀକ୍ଷା କରାଯାଇଛି। ଏହାକୁ ମିଶାଇ ଅଦ୍ୟାବଧି ଭାରତରେ ୩.୪୫ କୋଟିରୁ…

ଦାଉଦ୍‌ କରାଚୀରେ ଥିବା ମାନିଲା ପାକିସ୍ତାନ

ମୁମ୍ବାଇ, ୨୩ା୮ : ପାକିସ୍ତାନ ଶେଷରେ ୧୯୯୩ ମୁମ୍ବାଇ ବିସ୍ଫୋରଣ ମାମଲାର ମୋଷ୍ଟ ଓ୍ବାଣ୍ଟେଡ୍‌ ଦାଉଦ୍‌ ଇବ୍ରାହିମ୍‌ କରାଚୀରେ ରହୁଥିବା କଥା ସ୍ବୀକାର କରିଛି। ଏଫ୍‌ଏଟିଏଫ୍‌ କଳା ତାଲିକାକୁ ଡରି ଆତଙ୍କବାଦୀଙ୍କ ନାମ ତାଲିକାରେ ପାକିସ୍ତାନ ଦାଉଦ୍‌୍‌ଙ୍କ ନାମକୁ ଯୋଡ଼ିଛି। ପାକିସ୍ତାନ…

ରାଫାଲ ଚୁକ୍ତିକୁ ନେଇ ବର୍ଷିଲେ ରାହୁଲ

ନୂଆଦିଲ୍ଲୀ, ୨୩ା୮ : ଫ୍ରାନ୍ସରୁ କିଣାଯାଇଥିବା ରାଫାଲ ଯୁଦ୍ଧବିମାନକୁ ନେଇ ସରକାର ଉତ୍ସାହିତ ହୋଇପଡ଼ିଥିବା ବେଳେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶନିବାର ରାଫାଲ ଚୁକ୍ତିକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି। ଏକ ନ୍ୟୁଜ୍‌ ରିପୋର୍ଟ’ର ଦାବିକୁ ଆଧାରକରି ରାଫାଲ…

‘ତବ୍‌ଲିଘିରେ ଯୋଗଦେଇଥିବା ବିଦେଶୀଙ୍କୁ ବଳିବୋଦା କରାଯାଇଛି’

ମୁମ୍ବାଇ, ୨୩।୮: ଦିଲ୍ଲୀର ନିଜାମୁଦ୍ଦିନରେ ଗତ ମାର୍ଚ୍ଚ ମାସରେ ଅନୁଷ୍ଠିତ ତବ୍‌ଲିଘି ଜମାତ୍‌ କାର୍ଯ୍ୟକ୍ରମରେ ଯୋଗଦେଇଥିବା ବିଦେଶୀ ନାଗରିକଙ୍କୁ ବଳିବୋଦା କରାଯାଇ ସେମାନେ ଦେଶରେ କରୋନା ମହାମାରୀ ସଂକ୍ରମଣ ପାଇଁ ଦାୟୀ ବୋଲି ଅଭିଯୋଗ ଅଣାଯାଇଥିଲା। ବମ୍ବେ ହାଇକୋର୍ଟର ଔରଙ୍ଗାବାଦ ବେଞ୍ଚ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri