Home Left

ସଂକ୍ରମଣରେ ଶିଶୁଙ୍କର ବଡ଼ ଭୂମିକା ରହିଛି

ଓ୍ବାଶିଂଟନ, ୨୩।୮: ଶିଶୁମାନଙ୍କ ଦ୍ୱାରା ଭୂତାଣୁ ସଂକ୍ରମଣ ହାର ଅଧିକ ଏବଂ ତାହା ସେମାନଙ୍କୁ ନୀରବ ସଂକ୍ରମଣକାରୀରେ ପରିଣତ କରିପାରେ ବୋଲି ନିକଟରେ ହୋଇଥିବା ଏକ ଅଧ୍ୟୟନରୁ ଜଣାପଡ଼ିଛି। ଆମେରିକାର କେତେକ ଅଞ୍ଚଳରେ ସ୍କୁଲ ଖୋଲିଥିବାବେଳେ କେତେଜଣ ପିଲାଙ୍କଠାରେ ଅଧିକ ମାତ୍ରାରେ…

ଖେଳନାରେ ବିଆଇଏସ୍‌ ମାନ ବାଧ୍ୟତାମୂଳକ

ନୂଆଦିଲ୍ଲୀ, ୨୩।୮: ୧୪ ବର୍ଷରୁ କମ୍‌ ବୟସର ପିଲାଙ୍କ ବ୍ୟବହାର ପାଇଁ ଭାରତରେ ତିଆରି ହେଉଥିବା ଏବଂ ବିଦେଶରୁ ଆମଦାନି ହେଉଥିବା ଖେଳନାଗୁଡ଼ିକୁ ସେପ୍ଟେମ୍ବର ୧ରୁ ବିଆଇଏସ୍‌ ମାନ ପୂରଣ କରିବାକୁ ପଡ଼ିବ। ଏହା ଚାଇନା କମ୍ପାନୀଗୁଡ଼ିକ ପାଇଁ ବଡ଼ ଝଟ୍‌କା…

ମହିଳା ରେସ୍‌ଲିଂ କ୍ୟାମ୍ପ ପୁଣି ସ୍ଥଗିତ

ନୂଆଦିଲ୍ଲୀ, ୨୩ା୮ (ପି.ଟି.)-କୋଭିଡ୍‌-୧୯ ଯୋଗୁ ମହିଳା ରେସ୍‌ଲରମାନଙ୍କ ଲାଗି ହେବାକୁଥିବା ଜାତୀୟ କ୍ୟାମ୍ପକୁ ପୁଣି ସ୍ଥଗିତ ରଖାଯାଇଛି। କରୋନା ଭାଇରସ୍‌ ସଂକ୍ରମଣ ବୃଦ୍ଧି ପାଉଥିବାରୁ ଖେଳାଳିମାନେ କ୍ୟାମ୍ପରେ ଯୋଗଦେବା ଲାଗି କୁଣ୍ଠିତ ହେଉଛନ୍ତି। ଜାତୀୟ କ୍ୟାମ୍ପ ସେପ୍ଟେମ୍ବର ୧ରୁ ଲକ୍ଷ୍ନୌରେ ଆରମ୍ଭ…

୨୬୭ ରନରେ ଆଉଟ୍‌ ହେଲେ କ୍ରଲି

ସାଉଥାମ୍ପଟନ,୨୨।୮(ପି.ଟି.): ସ୍ଥାନୀୟ ରୋଜ ବାଓଲ ଗ୍ରାଉଣ୍ଡରେ ଚାଲିଥିବା ପାକିସ୍ତାନ ବିପକ୍ଷ ତୃତୀୟ ତଥା ଅନ୍ତିମ କ୍ରିକେଟ ଟେଷ୍ଟ ମ୍ୟାଚ୍‌ରେ ଜ୍ୟାକ କ୍ରଲିଙ୍କ ଆକର୍ଷଣୀୟ ଦ୍ୱିଶତକ ଓ ଜୋସ୍‌ ବଟଲରଙ୍କ ଶତକ ସହାୟତା ଘରୋଇ ଇଂଲଣ୍ଡ ବୃହତ୍‌ ସ୍କୋର ଆଡକୁ ଅଗ୍ରସର ହୋଇଛି।…

୧୦ ବର୍ଷର ବାଳିକାକୁ ବଳାତ୍କାର ପରେ ବିବାହ; ଶେଷରେ ଛାଡ଼ପତ୍ର

ମୁଜାଫରନଗର, ୨୨।୮: ଉତ୍ତର ପ୍ରଦେଶର ମୁଜାଫରନଗରରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ବଳାତ୍କାରର ଶିକାର ହୋଇଥିବା ୧୦ ବର୍ଷର ଜଣେ ବାଳିକାଙ୍କୁ ଶେଷରେ ବଳାତ୍କାରୀ ବ୍ୟକ୍ତି ସହ ବିବାହ କରିଦିଆଯାଇଥିଲା। କିନ୍ତୁ ବିବାହର ସାଢ଼େ ୪ ବର୍ଷ ପରେ ସେହି…

ପାଇପ୍‌ ଯୋଗେ ହସ୍ପିଟାଲର ୪ ମହଲାରୁ ଖସି ପଳାଇଲେ ମହିଳା ରୋଗୀ

ମିରଟ, ୨୨।୮: ଉତ୍ତର ପ୍ରଦେଶର ମିରଟ ମେଡିକାଲ କଲେଜରେ ଚିକିତ୍ସା ଲାଗି ଭର୍ତ୍ତି ହୋଇଥିବା ଜଣେ ମହିଳା ହସ୍ପିଟାଲର ୪ର୍ଥ ମହଲାରୁ ପାଇପ ଯୋଗେ ଖସି ପଳାଇଛନ୍ତି। ଏହି ଘଟଣା ଜଣାପଡ଼ିବା ପରେ କଲେଜ ପ୍ରଶାସନର ଚିନ୍ତା ବଢ଼ିଯାଇଛି। ହସ୍ପିଟାଲ ପକ୍ଷରୁ…

ସୁବର୍ଣ୍ଣରେଖାରେ ପ୍ରଥମ ବନ୍ୟାଜଳ ପ୍ରବେଶ: ଚାଷୀ ଆତଙ୍କିତ

ବାଲିଆପାଳ,୨୨।୮(ସ୍ବ.ପ୍ର)- ବାଲେଶ୍ୱର ଜିଲା ସୁବର୍ଣ୍ଣରେଖା ନଦୀରେ ଶନିବାର ପ୍ରଥମ ବନ୍ୟା ଜଳ ପ୍ରବାହିତ ହେବା ଯୋଗୁ ତଳିଆ ଅଞ୍ଚଳର ଚାଷୀମାନେ ଆତଙ୍କିତ ହୋଇପଡ଼ିଛନ୍ତି। ଅପରାହ୍ନ ୩ଟାରେ ରାଜଘାଟଠାରେ ସୁବର୍ଣ୍ଣରେଖା ନଦୀର ବନ୍ୟାଜଳ ବିପଦ ସଙ୍କେତ ତଳେ ପ୍ରବାହିତ ହେଉଥିଲା। ସେଠାରେ ବିପଦ…

ଶିବୁ ସୋରେନ୍‌ କରୋନା ଆକ୍ରାନ୍ତ

ରାଞ୍ଚତ୍, ୨୨ା୮- ଝାଡ଼ଖଣ୍ଡ ମୁକ୍ତମୋର୍ଚ୍ଚା(ଜେଏମ୍‌ଏମ୍‌) ଅଧ୍ୟକ୍ଷ ଶିବୁ ସୋରେନ୍‌(୭୬) ଓ ତାଙ୍କ ସ୍ତ୍ରୀ ରୂପୀ ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ମୁଖ୍ୟମନ୍ତ୍ରୀ ତଥା ପୁଅ ହେମନ୍ତ ସୋରେନ୍‌ ଟୁଇଟର ଯୋଗେ ସୂଚନା ଦେଇଛନ୍ତି। ଶୁକ୍ରବାର ରାତିରେ ସାମ୍ପଲ ପଜିଟିଭ୍‌…

କାହିଁକି ଗିରଫ ହେଲେ ହରିୟାଣା ପୋଲିସ ଆଇଜି

ଚଣ୍ଡିଗଡ଼, ୨୨।୮: ଜବରଦସ୍ତି ଘରେ ପଶି ୨ଜଣ ମହିଳାଙ୍କ ସହ ଖରାପ ବ୍ୟବହାର କରିବା ଅଭିଯୋଗରେ ହରିୟାଣା ପୋଲିସର ଜଣେ ବରିଷ୍ଠ ଆଇଜି ଗିରଫ ହୋଇଛନ୍ତି। ସୂଚନା ମୁତାବକ ହରିୟାଣା ପୋଲିସର ଇନ୍ସପେକ୍ଟର ଜେନେରାଲ (ଆଇଜି) ହେମନ୍ତ କଲସନ ଶୁକ୍ରବାର ପଞ୍ଚକୁଲାର…

କଟକ ସହରରୁ ୧୨୭ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୨୨।୮-କଟକ ସହରରେ ଶନିବାର ପୁଣି ୧୨୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୮୦ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୪୭ ଲୋକାଲ କଣ୍ଟାକ୍ଟ କେସ ରହିଛି। ଏସସିବି ମେଡିକାଲ ଆଇସୋଲେଶନର ଓ୍ବାର୍ଡରୁ ୨୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ…

୨ କୋଟି ୫୫ ଲକ୍ଷ ଟଙ୍କାରେ ନିଲାମୀ ହେଲା ଗାନ୍ଧୀଙ୍କ ଚଷମା

ଲଣ୍ଡନ, ୨୨।୮: ସାରା ବିଶ୍ୱରେ ମହାତ୍ମା ଗାନ୍ଧୀଙ୍କ ବିଚାରଧାରା ଓ ଆଦର୍ଶକୁ ସମ୍ମାନ ଦେଉଥିବା ତାଙ୍କର କୋଟି କୋଟି ପ୍ରଶଂସକ ରହିଛନ୍ତି। ଇହଲୀଳା ସମ୍ବରଣ କରିବାର ଏତେବର୍ଷ ପରେ ମଧ୍ୟ ତାଙ୍କର ବିଚାରଧାରାକୁ ଏବେ ମଧ୍ୟ ପୂଜା କରାଯାଏ। ଗାନ୍ଧୀଙ୍କର ଏକ…

ଚାଞ୍ଚଲ୍ୟକର ବୟାନ ଦେଲେ ସୁଶାନ୍ତଙ୍କ ପଡୋଶୀ: ୧୩ ଜୁନ ରାତିରେ ବନ୍ଦ ଥିଲା ରୁମ ଲାଇଟ୍‌

ମୁମ୍ବାଇ,୨୨।୮-ବଲିଉଡ ଅଭିନେତା ସୁଶାନ୍ତ ସିଂ ମୃତ୍ୟୁ ମାମଲାରେ ଦିନକୁ ଦିନ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ବର୍ତ୍ତମାନ ଏହି ମାମଲାରେ ଏକ ନୂଆ ତଥ୍ୟ ପୁଣି ସାମ୍ନାକୁ ଆସିଛି। ୧୩ ଜୁନ ରାତିରେ ବନ୍ଦ ଥିଲା ସୁଶାନ୍ତଙ୍କ ରୁମ ଲାଇଟ୍‌।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri