୨୬୭ ରନରେ ଆଉଟ୍ ହେଲେ କ୍ରଲି
ସାଉଥାମ୍ପଟନ,୨୨।୮(ପି.ଟି.): ସ୍ଥାନୀୟ ରୋଜ ବାଓଲ ଗ୍ରାଉଣ୍ଡରେ ଚାଲିଥିବା ପାକିସ୍ତାନ ବିପକ୍ଷ ତୃତୀୟ ତଥା ଅନ୍ତିମ କ୍ରିକେଟ ଟେଷ୍ଟ ମ୍ୟାଚ୍ରେ ଜ୍ୟାକ କ୍ରଲିଙ୍କ ଆକର୍ଷଣୀୟ ଦ୍ୱିଶତକ ଓ ଜୋସ୍ ବଟଲରଙ୍କ ଶତକ ସହାୟତା ଘରୋଇ ଇଂଲଣ୍ଡ ବୃହତ୍ ସ୍କୋର ଆଡକୁ ଅଗ୍ରସର ହୋଇଛି।…
୧୦ ବର୍ଷର ବାଳିକାକୁ ବଳାତ୍କାର ପରେ ବିବାହ; ଶେଷରେ ଛାଡ଼ପତ୍ର
ମୁଜାଫରନଗର, ୨୨।୮: ଉତ୍ତର ପ୍ରଦେଶର ମୁଜାଫରନଗରରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ବଳାତ୍କାରର ଶିକାର ହୋଇଥିବା ୧୦ ବର୍ଷର ଜଣେ ବାଳିକାଙ୍କୁ ଶେଷରେ ବଳାତ୍କାରୀ ବ୍ୟକ୍ତି ସହ ବିବାହ କରିଦିଆଯାଇଥିଲା। କିନ୍ତୁ ବିବାହର ସାଢ଼େ ୪ ବର୍ଷ ପରେ ସେହି…
ପାଇପ୍ ଯୋଗେ ହସ୍ପିଟାଲର ୪ ମହଲାରୁ ଖସି ପଳାଇଲେ ମହିଳା ରୋଗୀ
ମିରଟ, ୨୨।୮: ଉତ୍ତର ପ୍ରଦେଶର ମିରଟ ମେଡିକାଲ କଲେଜରେ ଚିକିତ୍ସା ଲାଗି ଭର୍ତ୍ତି ହୋଇଥିବା ଜଣେ ମହିଳା ହସ୍ପିଟାଲର ୪ର୍ଥ ମହଲାରୁ ପାଇପ ଯୋଗେ ଖସି ପଳାଇଛନ୍ତି। ଏହି ଘଟଣା ଜଣାପଡ଼ିବା ପରେ କଲେଜ ପ୍ରଶାସନର ଚିନ୍ତା ବଢ଼ିଯାଇଛି। ହସ୍ପିଟାଲ ପକ୍ଷରୁ…
ସୁବର୍ଣ୍ଣରେଖାରେ ପ୍ରଥମ ବନ୍ୟାଜଳ ପ୍ରବେଶ: ଚାଷୀ ଆତଙ୍କିତ
ବାଲିଆପାଳ,୨୨।୮(ସ୍ବ.ପ୍ର)- ବାଲେଶ୍ୱର ଜିଲା ସୁବର୍ଣ୍ଣରେଖା ନଦୀରେ ଶନିବାର ପ୍ରଥମ ବନ୍ୟା ଜଳ ପ୍ରବାହିତ ହେବା ଯୋଗୁ ତଳିଆ ଅଞ୍ଚଳର ଚାଷୀମାନେ ଆତଙ୍କିତ ହୋଇପଡ଼ିଛନ୍ତି। ଅପରାହ୍ନ ୩ଟାରେ ରାଜଘାଟଠାରେ ସୁବର୍ଣ୍ଣରେଖା ନଦୀର ବନ୍ୟାଜଳ ବିପଦ ସଙ୍କେତ ତଳେ ପ୍ରବାହିତ ହେଉଥିଲା। ସେଠାରେ ବିପଦ…
ଶିବୁ ସୋରେନ୍ କରୋନା ଆକ୍ରାନ୍ତ
ରାଞ୍ଚତ୍, ୨୨ା୮- ଝାଡ଼ଖଣ୍ଡ ମୁକ୍ତମୋର୍ଚ୍ଚା(ଜେଏମ୍ଏମ୍) ଅଧ୍ୟକ୍ଷ ଶିବୁ ସୋରେନ୍(୭୬) ଓ ତାଙ୍କ ସ୍ତ୍ରୀ ରୂପୀ ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ମୁଖ୍ୟମନ୍ତ୍ରୀ ତଥା ପୁଅ ହେମନ୍ତ ସୋରେନ୍ ଟୁଇଟର ଯୋଗେ ସୂଚନା ଦେଇଛନ୍ତି। ଶୁକ୍ରବାର ରାତିରେ ସାମ୍ପଲ ପଜିଟିଭ୍…
କାହିଁକି ଗିରଫ ହେଲେ ହରିୟାଣା ପୋଲିସ ଆଇଜି
ଚଣ୍ଡିଗଡ଼, ୨୨।୮: ଜବରଦସ୍ତି ଘରେ ପଶି ୨ଜଣ ମହିଳାଙ୍କ ସହ ଖରାପ ବ୍ୟବହାର କରିବା ଅଭିଯୋଗରେ ହରିୟାଣା ପୋଲିସର ଜଣେ ବରିଷ୍ଠ ଆଇଜି ଗିରଫ ହୋଇଛନ୍ତି। ସୂଚନା ମୁତାବକ ହରିୟାଣା ପୋଲିସର ଇନ୍ସପେକ୍ଟର ଜେନେରାଲ (ଆଇଜି) ହେମନ୍ତ କଲସନ ଶୁକ୍ରବାର ପଞ୍ଚକୁଲାର…
କଟକ ସହରରୁ ୧୨୭ କରୋନା ଆକ୍ରାନ୍ତ ଚିହ୍ନଟ
କଟକ ଅଫିସ,୨୨।୮-କଟକ ସହରରେ ଶନିବାର ପୁଣି ୧୨୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୮୦ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୪୭ ଲୋକାଲ କଣ୍ଟାକ୍ଟ କେସ ରହିଛି। ଏସସିବି ମେଡିକାଲ ଆଇସୋଲେଶନର ଓ୍ବାର୍ଡରୁ ୨୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ…
୨ କୋଟି ୫୫ ଲକ୍ଷ ଟଙ୍କାରେ ନିଲାମୀ ହେଲା ଗାନ୍ଧୀଙ୍କ ଚଷମା
ଲଣ୍ଡନ, ୨୨।୮: ସାରା ବିଶ୍ୱରେ ମହାତ୍ମା ଗାନ୍ଧୀଙ୍କ ବିଚାରଧାରା ଓ ଆଦର୍ଶକୁ ସମ୍ମାନ ଦେଉଥିବା ତାଙ୍କର କୋଟି କୋଟି ପ୍ରଶଂସକ ରହିଛନ୍ତି। ଇହଲୀଳା ସମ୍ବରଣ କରିବାର ଏତେବର୍ଷ ପରେ ମଧ୍ୟ ତାଙ୍କର ବିଚାରଧାରାକୁ ଏବେ ମଧ୍ୟ ପୂଜା କରାଯାଏ। ଗାନ୍ଧୀଙ୍କର ଏକ…
ଚାଞ୍ଚଲ୍ୟକର ବୟାନ ଦେଲେ ସୁଶାନ୍ତଙ୍କ ପଡୋଶୀ: ୧୩ ଜୁନ ରାତିରେ ବନ୍ଦ ଥିଲା ରୁମ ଲାଇଟ୍
ମୁମ୍ବାଇ,୨୨।୮-ବଲିଉଡ ଅଭିନେତା ସୁଶାନ୍ତ ସିଂ ମୃତ୍ୟୁ ମାମଲାରେ ଦିନକୁ ଦିନ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ବର୍ତ୍ତମାନ ଏହି ମାମଲାରେ ଏକ ନୂଆ ତଥ୍ୟ ପୁଣି ସାମ୍ନାକୁ ଆସିଛି। ୧୩ ଜୁନ ରାତିରେ ବନ୍ଦ ଥିଲା ସୁଶାନ୍ତଙ୍କ ରୁମ ଲାଇଟ୍।…
ସ୍ବଚ୍ଛତା ସିଟି ସର୍ଭେ ରିପୋର୍ଟ ପ୍ରକାଶ: ସବୁଠୁ ଅପରିଷ୍କାର ଏହି ସହର
ନୂଆଦିଲ୍ଲୀ,୨୨ା୮: ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ସ୍ବଚ୍ଛତା ପରିମାପକରେ ସହର ଏବଂ ରାଜ୍ୟର ର଼୍ୟାଙ୍କ ପ୍ରକାଶ ପାଇଛି। ୨୦୨୦ ସିଟି ସର୍ଭେରେ ଝାଡ଼ଖଣ୍ଡ ୧୦୦ରୁ କମ୍ ସ୍ଥାନୀୟ ସହରୀ ସଂସ୍ଥା ଥିବା ରାଜ୍ୟଗୁଡ଼ିକରେ ସ୍ବଚ୍ଛତା ଦୃଷ୍ଟିରୁ ସବୁଠାରୁ ସ୍ବଚ୍ଛ ରାଜ୍ୟ ଭାବରେ…
ଏପିସିଓର ପୂର୍ବତନ ଅଧିକାରୀଙ୍କ ଘରୁ ଏକ କୋଟି ଟଙ୍କା ସମେତ ୩ କେଜି ସୁନା ଜବତ
ଅମରାବତୀ, ୨୨।୮: ଆନ୍ଧ୍ରପ୍ରଦେଶର ହସ୍ତତନ୍ତ ବୁଣାକାର ସମବାୟ ସମିତି (ଏପିସିଓ)ର ପୂର୍ବତନ ଚେୟାରମ୍ୟାନ ଗୁଜାଲ ଶ୍ରୀନିବାସୁଲୁଙ୍କ ଘରୁ ନଗଦ ଏକ କୋଟି ଟଙ୍କା ଏବଂ ୫ କେଜି ଓଜନର ଅଳଙ୍କାର ଜବତ ହୋଇଛି। ରାଜ୍ୟର କ୍ରାଇମବ୍ରାଞ୍ଚ ତଦନ୍ତ ବିଭାଗ (ସିଆଇଡି)ର ଅଧିକାରୀମାନେ…
ସିଆଇଏସ୍ଏଫ୍ କର୍ମଚାରୀଙ୍କୁ ପିପିଇ କିଟ୍ ଦାନ କଲେ ଏହି ଭାରତୀୟ କ୍ରିକେଟର୍
ବେଙ୍ଗାଲୁରୁ, ୨୨।୮: ଭାରତୀୟ କ୍ରିକେଟ୍ ଦଳର ଉଦୀୟମାନ ଖେଳାଳି ଲୋକେଶ ରାହୁଲ ନିଜର ମହାନତା ପାଇଁ ଏବେ ଚର୍ଚ୍ଚାର ପରିଧିରେ ରହିଛନ୍ତି। ଆଇପିଏଲ୍ରେ ଖେଳିବା ଲାଗି ୟୁଏଇ ଗସ୍ତ କରିବା ପୂର୍ବରୁ ରାହୁଲ ସେଣ୍ଟ୍ରାଲ ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ (ସିଆଇଏସ୍ଏଫ୍) କର୍ମଚାରୀଙ୍କୁ…
Archives


