କରନ୍ତୁ ଏପରି, ଘରୁ ପଳାଇବେ ମୂଷା-ଚୁଚୁନ୍ଦ୍ରା…
କେତେକଙ୍କ ଘରେ ମୂଷା ଏବଂ ଚୁଚୁନ୍ଦ୍ରା ରହିଥାନ୍ତି। ତେବେ ସେମାନଙ୍କ ଯୋଗୁ ବିଭିନ୍ନ ରୋଗ ସୃଷ୍ଟି ହେବାର ଆଶଙ୍କା ରହିଥାଏ। ମୂଷା ଏବଂ ଚୁଚୁନ୍ଦ୍ରାଙ୍କୁ ଘରୁ ତଡ଼ିବା ପାଇଁ କେହି କେହି ବିଷର ପ୍ରୟୋଗ କରିଥାନ୍ତି। ମାତ୍ର ଏଥିରେ ମୁହଁ ମାରି…
ଜରୁରୀକାଳିନ ସର୍ଜରୀ କରାଇଲେ ଶ୍ରୁତି
ନୂଆଦିଲ୍ଲୀ,୩୦।୧୨: ବଲିଉଡ୍ ଅଭିନେତ୍ରୀ ଶ୍ରୁତି ସେଠ ମଙ୍ଗଳବାର ମେଡିକାଲରୁ ଏକ ଫଟୋ ଶେୟାର କରିଛନ୍ତି। ନିଜ ପୋଷ୍ଟରେ ଜରୁରୀକାଳିନ ଅସ୍ତ୍ରୋପଚାର କରାଇଥିବା ସୂଚନା ଦେଇଛନ୍ତି ୪୩ ବର୍ଷୀୟା ଅଭିନେତ୍ରୀ। ଆଉ ସେ କହିଛନ୍ତି ସ୍ବାସ୍ଥ୍ୟଠାରୁ ଅନ୍ୟ କିଛି ଗୁରୁତ୍ୱ ନୁହେଁ। ଜୀବନର…
ଏହି ସବୁ ସମସ୍ୟାରୁ ମୁକ୍ତି ଦିଏ ଜାଇଫଳ
ସ୍ବାସ୍ଥ୍ୟ ହିଁ ସମ୍ପଦ। ନିଜକୁ ସୁସ୍ଥ ରଖିବା ଲାଗି ମଣିଷ ସର୍ବଦା ତତ୍ପର। ତେବେ ଏପରି କିଛି ଜିନିଷ ଅଛି, ଯାହାକୁ ଖାଇବା ଫଳରେ ଅନେକ ସ୍ବାସ୍ଥ୍ୟ ସମସ୍ୟା ଦୂର ହୋଇଥାଏ। ସେହିପରି ଜାଇଫଳ ମଧ୍ୟ ଗୁଣକାରୀ ଏବଂ ସ୍ବାସ୍ଥ୍ୟ ଉପକାରୀ…
ବିଡିସିସି ଆକାଉଣ୍ଟ ମ୍ୟାନେଜରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ବଲାଙ୍ଗୀର ଅଫିସ,୨୯।୧୨: ବଲାଙ୍ଗୀର ଜିଲା କେନ୍ଦ୍ର ସମବାୟ (ବିଡିସିସି) ବ୍ୟାଙ୍କ ଆକାଉଣ୍ଟ ମ୍ୟାନେଜର ସୁଧୀର କୁମାର ନନ୍ଦଙ୍କ ଘରେ ମଙ୍ଗଳବାର ଭିଜିଲାନ୍ସ ଟିମ୍ ଚଢ଼ାଉ କରିଥିଲା। ସମ୍ବଲପୁର ଭିଜିଲାନ୍ସ ଡିଏସ୍ପି ଦାଶରଥି ସେଠୀଙ୍କ ନେତୃତ୍ୱରେ ଭିଜିଲାନ୍ସ ଟିମ୍ ନନ୍ଦଙ୍କ ବଲାଙ୍ଗୀର ପ୍ୟାଲେସ…
କୃଷକଙ୍କ ସହ ବୈଠକ ପୂର୍ବରୁ ଶାହାଙ୍କୁ ଭେଟିଲେ ନରେନ୍ଦ୍ର ତୋମାର, ପିୟୂଷ ଗୋୟଲ
ନୂଆଦିଲ୍ଲୀ,୨୯।୧୨: ନୂଆ କୃଷି ଆଇନକୁ ବିରୋଧ କରୁଥିବା କୃଷକ ସଂଘ ଓ କେନ୍ଦ୍ର ସରକାରଙ୍କ ମଧ୍ୟରେ ହେବାକୁ ଯାଉଛି ଗୁରୁତ୍ୱପୂର୍ଣ୍ଣ ୬ଷ୍ଠ ରାଉଣ୍ଡର ବୈଠକ । ଏହାର ଗୋଟିଏ ଦିନ ପୂର୍ବରୁ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହାଙ୍କୁ ଭେଟିଛନ୍ତି କେନ୍ଦ୍ର କୃଷି…
ପ୍ରଶିକ୍ଷକ ଦୀପ୍ତିରଞ୍ଜନଙ୍କୁ ୧୦ ଡାନ ରେଡ୍ ବେଲ୍ଟ
ଭୁବନେଶ୍ୱର,୨୯।୧୨(ସ୍ପୋଟର୍ସ ବ୍ୟୁରୋ): ପ୍ରଶିକ୍ଷକ ଦୀପ୍ତିରଞ୍ଜନ ମହାପାତ୍ର କୁମ୍ଫୋ କରାଟେରେ ସମ୍ମାନଜନକ ୧୦ ଡାନ ରେଡ୍ ବେଲ୍ଟ ପାଇଛନ୍ତି। ଆତ୍ମରକ୍ଷା କୌଶଳ କ୍ଷେତ୍ରରେ ଦୀର୍ଘ ବର୍ଷର ଅଭିଜ୍ଞତା ଆଧାରରେ ବିଶ୍ୱ ଗ୍ରାଣ୍ଡମାଷ୍ଟର ପରିଷଦ ପକ୍ଷରୁ ବିଶ୍ୱର ୫ ଜଣ ଗ୍ରାଣ୍ଡମାଷ୍ଟରଙ୍କୁ ଏହି ଉପାଧି…
ପେନ୍ସନ୍ ଟଙ୍କା ଆତ୍ମସାତ୍ ମାମଲା: କନିଷ୍ଠ କିରାଣି ପ୍ରମୋଦ ରଥ ଗିରଫ
ବଲାଙ୍ଗୀର ଅଫିସ,୨୯।୧୨: ପେନ୍ସନ୍ ଟଙ୍କା ହଡପ୍ ମାମଲାରେ ବଲାଙ୍ଗୀର ବ୍ଲକ୍ ଶିକ୍ଷା ଅଧିକାରୀଙ୍କ(ବିଇଓ) ଅଫିସର ନିଲମ୍ବିତ କନିଷ୍ଠ କିରାଣି ପ୍ରମୋଦ ରଥଙ୍କୁ ଭିଜିଲାନ୍ସ ମଙ୍ଗଳବାର ଗିରଫ କରିଛ। ଭିଜିଲାନ୍ସ ଟିମ୍ ମଙ୍ଗଳବାର ହାତୀଶାଳପଡ଼ା ସ୍ଥିତ ସରକାରୀ କ୍ୱାର୍ଟରରୁ ତାଙ୍କୁ ଗିରଫ କରିଥିଲା।…
ଭାଜପା ସରକାର ଭାଙ୍ଗିଦେବ କୃଷକ ଆନ୍ଦୋଳନ : ଅଖିଳେଶ
ଲକ୍ଷ୍ନୌ,୨୯।୧୨: ଭାଜପା ସରକାର କୃଷକଙ୍କୁ ସର୍ବଦା ଅସମ୍ମାନିତ କରିଛି। ଦିଲ୍ଲୀ ସୀମାରେ ଚାଲିଥିବା କୃଷକ ଆନ୍ଦୋଳନ ହିଁ କେନ୍ଦ୍ରରୁ ଭାଜପା ସରକାର ଓପାଡ଼ି ଫୋପାଡିବ। ଚାଷୀ ଆନ୍ଦୋଳନକୁ ସମର୍ଥନ କରି ଏଭଳି କହିଛନ୍ତି ପୂର୍ବତନ ଉତ୍ତରପ୍ରଦେଶ(ୟୁପି) ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ। ଉର୍ଦ୍ଦୁ…
ରାଜ୍ୟରେ ସୁସ୍ଥ ହେଲେ ୩୮୩ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୯ା୧୨(ବ୍ୟୁରୋ): ମଙ୍ଗଳବାର ରାଜ୍ୟରୁ ଆଉ ୩୮୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ନେଇ ଟୁଇଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୨୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଝାରସୁଗୁଡ଼ାରୁ…
ଝାରପାଲିରୁ ଇସ୍ରୋ ବୈଜ୍ଞାନିକ
ବରଗଡ଼ ଅଫିସ୍,୨୯।୧୨: ବରଗଡ଼ ଜିଲା ଅମ୍ବାଭୋନା ବ୍ଳକ ଅନ୍ତର୍ଗତ ଝାରପାଲି ଗ୍ରାମର ନିହାର ରଞ୍ଜନ ପ୍ରଧାନ ଇସ୍ରୋର ବୈଜ୍ଞାନିକ ଭାବେ ସୁଯୋଗ ପାଇଛନ୍ତି। ସେ ଆସନ୍ତା ଜାନୁୟାରୀରେ ଇସ୍ରୋରେ ଯୋଗଦେବେ ବୋଲି କହିଛନ୍ତି। ମା’ ପଙ୍କଜିନୀ, ବାପା ରାଜକୁମାରଙ୍କ ସାନପୁଅ ନିହାର…
ଆଜି ରାଜଧାନୀରୁ ୧୬ ନୂଆ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୨୯ା୧୨(ବ୍ୟୁରୋ): ରାଜଧାନୀରୁ ମଙ୍ଗଳବାର ପୁଣି ୧୬ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେହିପରି ୩୪ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବିଏମ୍ସି ଟୁଇଟ୍ କରି ସୂଚନା ଦେଇଛି। କ୍ୱାରାଣ୍ଟାଇନରୁ ୮ ଜଣ ଚିହ୍ନଟ ହୋଇଥିବା ବେଳେ ୮ ଜଣ ସ୍ଥାନୀୟ ସଂକ୍ରମିତ…
ସଞ୍ଜୟ ରାଉତଙ୍କ ସମର୍ଥନରେ ଶିବ ସେନାର ପୋଷ୍ଟର
ମୁମ୍ବାଇ,୨୯।୧୨: ଶିବ ସେନା ନେତା ସଞ୍ଜୟ ରାଉତଙ୍କ ପତ୍ନୀ ବର୍ଷା ରାଉତଙ୍କୁ ପିଏମ୍ସି ବ୍ୟାଙ୍କ ଠକେଇ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଡକାଇବା ପରେ ରାଜ୍ୟ ରାଜନୀତି ଗରମ ହୋଇଉଠିଛି। ନିକଟରେ କେନ୍ଦ୍ରକୁ ଟାର୍ଗେଟ କରି କାହାକୁ ଡରୁ ନ ଥିବା…

