ଏହି ଭାଜପା ନେତାଙ୍କୁ କରୋନା
କୋରାପୁଟ,୨୨ା୮(ସ୍ବ.ପ୍ର.): କୋରାପୁଟ ଜିଲାର ବରିଷ୍ଠ ଭାଜପା ନେତା ତଥା ପୂର୍ବତନ ଏମ୍ପି ଓ ମନ୍ତ୍ରୀ ଜୟରାମ ପାଙ୍ଗି ଶନିବାର କରୋନାରେ ଆକ୍ରାନ୍ତ ହୋଇଥିବା ଟୁଇଟ୍ କରି କହିଛନ୍ତି। ତେବେ ଡାକ୍ତରଙ୍କ ପରାମର୍ଶକ୍ରମେ ସେ କୋରାପୁଟରେ ରହି ଚିକିତ୍ସିତ ହେଉଛନ୍ତି। ସେପଟେ ପଜିଟିଭ୍…
ସ୍ବାମୀ ବହୁତ ଭଲପାଉଛନ୍ତି, ଏଣୁ ତାଙ୍କ ସହ ରହିପାରିବି ନାହିଁ: ଏପରି ଯୁକ୍ତି କରି ମହିଳା ମାଗିଲେ ଛାଡ଼ପତ୍ର..
ସମ୍ଭଲ: ସବୁ ସ୍ତ୍ରୀ ଚାହାନ୍ତି ତାଙ୍କ ସ୍ବାମୀ ତାଙ୍କୁ ବହୁତ ଭଲପାଆନ୍ତୁ। ହେଲେ ଉତ୍ତରପ୍ରଦେଶର ସମ୍ଭଲ ଜିଲାରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଏଠାରେ ଜଣେ ସ୍ତ୍ରୀଙ୍କୁ ସ୍ବାମୀଙ୍କ ଭଲପାଇବା ଅଣନିଃଶ୍ୱାସୀ କରିବା ପରି ମନେ ହୋଇଛି। ଏଥିପାଇଁ ସେ…
ନୂଆଁଖାଇ ପାଳନ ପାଇଁ ବଜାର ସାମାନ୍ୟ ଚଳଚଞ୍ଚଳ, ଚାଲିଛି କିଣାବିକା
ବଲାଙ୍ଗୀର,୨୨ା୮: ଚଳିତବର୍ଷ କରୋନା କଟକଣା ଯୋଗୁ ପଶ୍ଚିମଓଡ଼ିଶାର ଗଣପର୍ବ ନୂଆଁଖାଇରେ ପ୍ରଭାବ ପଡ଼ିଛି। ସହରରେ ବିନା ଗହଳିରେ ସାଧାରଣ ଭାବରେ ନୂଆଁଖାଇ ପାଳନ ପାଇଁ ସହର ବଜାର ସାମାନ୍ୟ ଚଳଚଞ୍ଚଳ ହୋଇଛି। ତିନି ଚାରି ଦିନ ଆଗରୁ ନୂଆଁଖାଇ ପ୍ରସ୍ତୁତି ପାଇଁ…
ଗୋଟିଏ ଦିନରେ ୮୩ କୋଟି ଟଙ୍କାର ସାନିଟାଇଜର ବ୍ୟବହାର କରୁଛନ୍ତି ଭାରତୀୟ !
ନୂଆଦିଲ୍ଲୀ,୨୨।୮: କରୋନା ଭାଇରସ ସଂକ୍ରମଣ ହେବା ପରେ ବୈଜ୍ଞାନିକ, ଗବେଷକ, ସ୍ବାସ୍ଥ୍ୟ ବିଶେଷଜ୍ଞମାନେ କହୁଛନ୍ତି ସାନିଟାଇଜର ବ୍ୟବହାର କରୋନା ସଂକ୍ରମଣକୁ ଅନେକାଂଶରେ ରୋକି ପାରିବ। ବିଶେଷଜ୍ଞମାନଙ୍କ ମତରେ ପ୍ରତି ୨୦ ମିନିଟରେ ଥରେ ଓ ବାହାରକୁ ଯିବା ବେଳେ ବାରମ୍ବାର ହାତକୁ…
ଏମିତି ଉପାୟରେ ପାଚେରି ଏପାଖରୁ ସେପାଖକୁ ଯାଉଛନ୍ତି ଭାଲୁ : ଦେଖିଲେ ଉଡ଼ିଯିବ ହୋସ
ସୋସିଆଲ ମିଡିଆରେ ବର୍ତ୍ତମାନ ଭାଲୁ ଓ ତା’ ଛୁଆକୁ ନେଇ ଏକ ଭିଡିଓ ଭାଇରାଲ ହେଉଛି। ଯାହାକୁ ଦେଖିଲେ ଆପଣ ମଧ୍ୟ ଆଶ୍ଚର୍ଯ୍ୟ ହୋଇଯିବେ। ନିକଟରେ ଛାତ ଉପରୁ ଭାଲୁ ତଳକୁ ଯିବା ପାଇଁ ଗଛର ସାହାଯ୍ୟ ନେଇଥିବା ବେଳେ ବର୍ତ୍ତମାନ…
ଜାତୀୟ ପତାକାକୁ ଅସମ୍ମାନ: ସ୍ବାଧୀନତା ଦିବସରେ ତ୍ରିରଙ୍ଗା କେକ୍ କାଟିଥିଲେ ଟିଏମ୍ସି ନେତା, ଭିଡିଓ ଭାଇରାଲ ପରେ..
କୋଲକାତା, ୨୨।୮: ସ୍ବାଧୀନତା ଦିବସରେ ତ୍ରିରଙ୍ଗାକୁ ଅସମ୍ମାନ। ଏଭଳି ଏକ ଘଟଣାକ୍ରମରେ ପଶ୍ଚିମବଙ୍ଗ ମାଲଦା ଜିଲାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଶାସକ ତୃଣମୂଳ କଂଗ୍ରେସର କିଛି ସ୍ଥାନୀୟ ନେତା ମିଶି ତ୍ରିରଙ୍ଗାର କେକ୍ କାଟିବା ସହ…
କରୋନା ସହିତ ଲଢ଼ିବ ନିମ୍ବ, ଭାରତରେ କରାଯାଉଛି ଏହାର ପରୀକ୍ଷା
କରୋନା ସମଗ୍ର ବିଶ୍ୱରେ ତା’ର କାୟା ବିସ୍ତାର କରିଛି। ଭାରତ ସମେତ ବିଶ୍ୱ ବ୍ୟାପୀ ଏହାର ସମାଧାନ ଖୋଜା ଯାଉଛି। ଅନେକ ଦେଶ ମଧ୍ୟ ଏହାର ଟିକା ଉପରେ ଗବେଷଣା ଜାରି ରଖିଛନ୍ତି। ରୁଷିଆ ଏହାର ଟିକା ମଧ୍ୟ ବାହାରି କରିଥିବା…
ଗୁଣ୍ଡୁଚିମୂଷା ଉଠାଉଛି ଫଟୋ: ଦେଖିଲେ ଉଡ଼ିଯିବ ହୋସ
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଆଶ୍ଚର୍ଯ୍ୟ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଫଟୋ ବହୁତ ଭାଇରାଲ…
ଭଦ୍ରକରେ ୨୦୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଜଣକୁ ବାଦ୍ ଦେଲେ ସମସ୍ତେ ସ୍ଥାନୀୟ ସଂକ୍ରମଣ
ଭଦ୍ରକ ଅଫିସ,୨୨।୮: ଭଦ୍ରକ ଜିଲାରେ ଶନିବାର ୭୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୦୦୭ରେ ପହଞ୍ଚିଛି। ଆଜିର ଚିହ୍ନଟଙ୍କ ମଧ୍ୟରୁ ମାତ୍ର ଜଣଙ୍କୁ ଛାଡିଦେଲେ ସମସ୍ତେ ସ୍ଥାନୀୟ ସଂକ୍ରମଣ ବୋଲି କୁହାଯାଇଛି।…
ହୀରା ବ୍ୟବସାୟୀଙ୍କୁ ହତ୍ୟା ମାମଲାରେ ଛନ୍ଦି ହୋଇଥିଲେ ଏହି ଅଭିନେତ୍ରୀ: ଆଉ ତା’ ପରେ..
ବମ୍ବେ: ଟେଲିଭିଜନ ଦୁନିଆରେ ଗୋପି ବୋହୁ ନାମରେ ପରିଚିତ ଦେବୋଲିନା ଭଟ୍ଟାଚାର୍ଯ୍ୟ ଆଜି ନିଜର ଜନ୍ମଦିନ ପାଳନ କରୁଛନ୍ତି। ଏହାକୁ ନେଇ ତାଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟୁଛି। ଏବେ ଆଗଧାଡ଼ିର ଅଭିନେତ୍ରୀ ପାଲଟିଥିବା ଦେବୋଲିନାଙ୍କ ନାମ ପୂର୍ବରୁ ଏକାଧିକ ବିବାଦରେ…
ପଢ଼ିବା ପାଇଁ ଏମିତି ପଦକ୍ଷେପ ନେଲେ ଏହି ଗରିବ ଛାତ୍ରୀ, ଜାଣିଲେ କରିବେ ପ୍ରଶଂସା
ମୁମ୍ବାଇ,୨୨ା୮: ମହାରାଷ୍ଟ୍ରର ସିନ୍ଧୁଦୁର୍ଗ ଜିଲାରେ ରହୁଥିବା ଜଣେ ଛାତ୍ରୀ ଗାଁରେ ଇଣ୍ଟରନେଟ୍ ସୁବିଧା ନ ଥିବାରୁ ଉତ୍ସର୍ଗୀକୃତ ମନୋଭାବ ଏବଂ ପରିଶ୍ରମ ଯୋଗୁ ସେ ପାହାଡ଼ିଆ ଅଞ୍ଚଳରେ ଏକ ଝୁମ୍ପୁଡ଼ି ତିଆରି କରିଛନ୍ତି। କୋକଣ ଅଞ୍ଚଳ ପାହାଡ଼ ଏବଂ ଖାଲଖମାରେ ପରିପୂର୍ଣ୍ଣ।…
ଆୟରଲାଣ୍ଡ ପାର୍କରେ ଦେଖିବାକୁ ମିଳିଛି ଗଣେଶଙ୍କ ଅଦ୍ଭୁତ ପ୍ରତିମା
ଡବଲିନ,୨୨।୮:ଅଗ୍ରପୂଜ୍ୟ ଗଣେଶଙ୍କ ଜନ୍ମଦିନକୁ ଗଣେଶ ଚତୁର୍ଥୀ ଭାବେ ପାଳନ କରାଯାଇଥାଏ। ପ୍ରତିବର୍ଷ ଭାଦ୍ରବ ମାସ ଶୁକ୍ଳ ପକ୍ଷ ଚତୁର୍ଥୀ ତିଥିରେ ଗଣେଶଙ୍କୁ ଆରାଧନା କରାଯାଇଥାଏ। ଏହାକୁ କେହି କେହି ବିନାୟକ ଚତୁର୍ଥୀ ବୋଲି ମଧ୍ୟ କହିଥାଆନ୍ତି। ଏହିଦିନ ପ୍ରତିଘରେ ଗଣେଶଙ୍କ ପ୍ରତିମା…
Archives


