ଦେଶରେ ୩୦ ଲକ୍ଷ ଛୁଇଁବାକୁ ଯାଉଛି କରୋନା ସଂକ୍ରମିତଙ୍କ ସଂଖ୍ୟା
ନୂଆଦିଲ୍ଲୀ,୨୨।୮: ଦେଶରେ ବେଳକୁ ବେଳ ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟାରେ ୬୯,୮୭୮ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଛି ୨୯,୫୭,୭୦୨ରେ। ଏବେ ୬,୯୭,୩୩୦ ଜଣଙ୍କର ଚିକିତ୍ସା ଚାଲିଥିବା ବେଳେ…
କରୋନାର କୋରଡ଼ା ମାଡ଼: ବିଦେଶ ପାଠପଢ଼ା ପ୍ରତି କମୁଛି ଆଗ୍ରହ
ନୂଆଦିଲ୍ଲୀ, ୨୨।୮: ବିଦେଶରେ ପାଠପଢ଼ା ପ୍ରତି ପୂର୍ବରୁ ଭାରତୀୟ ଯୁବବର୍ଗଙ୍କ ମଧ୍ୟରେ ଆଗ୍ରହ ଥିବାବେଳେ ଏବେ ଏହା କମିବାରେ ଲାଗିଛି। କରୋନା ମହାମାରୀ ସଂକ୍ରମଣ ଯୋଗୁ ରହିବା ଏବଂ ଖାଇବା ପିଇବା ସମ୍ପର୍କରେ ଭାରତୀୟ ଯୁବବର୍ଗ ନିଶ୍ଚିତ ହୋଇପାରୁ ନାହାଁନ୍ତି। ତେଣୁ…
ଅଭିଯୋଗ ନ ଶୁଣିବାରୁ ଥାନା ଆଗରେ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ
ଭଦ୍ରକ ଅଫିସ,୨୨।୮: ଭଦ୍ରକ ପୁରୁଣା ବଜାରରେ ଏକ ଅଭାବନୀୟ କାଣ୍ଡ ଘଟିଛି। ପୋଲିସ ଅଭିଯୋଗ ନ ଶୁଣିବାରୁ ଥାନା ସମ୍ମୁଖରେ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଗୁରୁତର ଅବସ୍ଥାରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ପୁରୁଣା ବଜାରରେ ରହୁଥିବା ସେକ…
ବସ୍ରେ ଦିଲ୍ଲୀରୁ ଲଣ୍ଡନ ଯାତ୍ରା ଏବେ ହେବ ସହଜ
ନୂଆଦିଲ୍ଲୀ/ଲଣ୍ଡନ, ୨୨।୮: ବସ୍ରେ ଦିଲ୍ଲୀରୁ ଲଣ୍ଡନ ଯାତ୍ରା ଏବେ ସମ୍ଭବ ହୋଇପାରିବ। ଏନେଇ ଗୁଡ଼ଗାଓ୍ବଁର ଏକ ଘରୋଇ ଟ୍ରାଭେଲ୍ କମ୍ପାନୀ ଅଗଷ୍ଟ ୧୫ଠାରୁ ଏକ ବସ୍ର ଶୁଭାରମ୍ଭ କରିଛି। ଏହାକୁ ‘ବସ୍ ଟୁ ଲଣ୍ଡନ’ ଭାବେ ନାମିତ କରାଯାଇଛି। ଦିଲ୍ଲୀରୁ ଲଣ୍ଡନ…
ସହଯୋଗର ହାତ ବଢ଼ାଇଲା ପ୍ରଶାସନ
ଭୋପାଳ : କରୋନା ମହାମାରୀ ଯୋଗୁ ବସ୍ ସେବା ବନ୍ଦ ରହିଛି। ଏହି ସମୟରେ ସାଧାରଣ ଯାତ୍ରୀଙ୍କଠାରୁ ଆରମ୍ଭ କରି ଛାତ୍ରୀଛାତ୍ର ବିଶେଷ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏବେ ପୁଣି ଆରମ୍ଭ ହୋଇଛି ଦଶମ ଶ୍ରେଣୀ ପିଲାଙ୍କ ସପ୍ଲିମେଣ୍ଟାରୀ ପରୀକ୍ଷା। ତେଣୁ…
‘ଟିପି ଟିପି ଟପ୍’ର ସହାୟତା ନେଲା ପୋଲିସ
ମୁମ୍ବାଇ: ପିଲାଦିନର ସ୍ମୃତି ଭାରି ମଧୁର। ସେଥିପାଇଁ ତ ଅତୀତର ଅଭୁଲା ସ୍ମୃତିକୁ ମନେପକାଇ ରୋମାଞ୍ଚିତ ହୋଇ ଉଠନ୍ତି ଅନେକ। ପିଲାଦିନର ଏମିତି ଏକ ଖେଳ ହେଉଛି ଟିପି ଟିପି ଟପ୍। ଏହି ଖେଳ ମାଧ୍ୟମରେ ପିଲାମାନେ ବେଶ୍ ମଜା କରିଥାନ୍ତି।…
ଚକୋଲେଟ୍ ଗଣେଶ
ଭୋପାଳ: କରୋନା ପାଇଁ ଏବେ ସବୁଆଡ଼େ ଗଣେଶ ପୂଜା ନେଇ କଟକଣା ଲାଗିଛି। କିନ୍ତୁ ଶ୍ରଦ୍ଧାଳୁମାନେ ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ ଉପାୟରେ ଗଣେଶ ପୂଜା ପାଇଁ ପ୍ରସ୍ତୁତି ଚଳାଇଛନ୍ତି। ଏଥର ଗଣେଶ ପୂଜାରେ ଏକ ଭିନ୍ନ ପ୍ରୟାସ କରି ଚକୋଲେଟ…
ମହିଳାଙ୍କ ସ୍ବର ‘ମୁଥୁଲକ୍ଷ୍ମୀ’
କଥା ଊନବିଂଶ ଶତାବ୍ଦୀର। ପୁରୁଷ ପ୍ରଧାନ ସମାଜର ତଥାକଥିତ କଟକଣା ଆଗରେ ଅଣନିଃଶ୍ୱାସୀ ହୋଇପଡ଼ିଥିଲେ ମହିଳା। ଧାର୍ମିକ, ସାମାଜିକ, ଅର୍ଥନୈତିକ ବ୍ୟବସ୍ଥାରେ ଅବରୁଦ୍ଧ କରିଦିଆଯାଉଥିଲା ନାରୀଙ୍କ ସ୍ବର। ଏହି ସମୟରେ ନାରୀ ସଶକ୍ତୀକରଣକୁ ନୂଆ ଦିଶା ଦେଇଥିଲେ ମୁଥୁଲକ୍ଷ୍ମୀ ରେଡ୍ଡୀ। ଆବିଳତାପୂର୍ଣ୍ଣ…
ସଫଳତା ଦେଲା ନୂତନ ମିସୋନିକ୍ସ ଡିଭାଇସ୍
ଭୁବନେଶ୍ୱର,୨୨।୮(ବ୍ୟୁରୋ): ପ୍ରାୟ ୧୫ ଦିନ ତଳେ ଦୁର୍ଘଟଣାରେ ମେରୁଦଣ୍ଡରେ ଗଭୀର ଆଘାତ ଯୋଗୁ ପଶ୍ଚିମବଙ୍ଗର ଜଣେ ୪୫ ବର୍ଷୀୟ ବ୍ୟକ୍ତି ପକ୍ଷାଘାତର ଶିକାର ହେବା ସହ ତାଙ୍କର ମଳ ଓ ମୂତ୍ର ପ୍ରକ୍ରିୟା ପ୍ରଭାବିତ ହୋଇଥିଲା। ଏଭଳି ଜଣେ ଜଟିଳ ରୋଗୀ…
ଅଢ଼େଇ କୋଟିରେ ନିଲାମ ହେଲା ଚଷମା…
ଲଣ୍ଡନ, ୨୨।୮: ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଚଷମା ନିଲାମ କରାଯାଇଛି। ଏହା ୨ କୋଟି ୫୫ ଲକ୍ଷ ଟଙ୍କାରେ ନିଲାମ କରାଯାଇଛି। ଏହାକୁ ଆମେରିକାର ଜଣେ କଲେକ୍ଟର କିଣିଛନ୍ତି। ଏନେଇ ଇଷ୍ଟ ବିଷ୍ଟଲ ନିଲାମ ହାଉସ୍ ପକ୍ଷରୁ ସୂଚନା ଦିଆଯାଇଛି।…
କରମଳା ବଜାରରେ ବୋମାମାଡ଼
କଣାସ,୨୨।୮(ଡି.ଏନ.ଏ): ଗଡ଼ିଶାଗୋଦା ଥାନା ଅଧୀନ କରମଳା ଗ୍ରାମର ବଜାରରେ ଗୁରୁବାର ରାତିରେ ପୂର୍ବ ଶତ୍ରୁତାରୁ ବୋମାମାଡ଼ ହୋଇଛି। ଖବରପାଇ ପୋଲିସ ପହଞ୍ଚି ୨ଟି ବୋମା ଓ ୨ ବାଇକ୍ ଜବତ କରିଛି। ଏହି ଘଟଣାରେ ସମ୍ପୃକ୍ତ କରମଳା ଗ୍ରାମର ସଜନୀ ସାହୁଙ୍କୁ…
ଆମ୍ବୁଲାନ୍ସ ପାଇଁ ଅଧକିଲୋମିଟର ଚାଲିଲେ ଗର୍ଭବତୀ
ଚୌଦ୍ୱାର,୨୨।୮(ଡି.ଏନ୍.ଏ): ଲଘୁଚାପ ବର୍ଷା ଯୋଗୁ ଟାଙ୍ଗୀ-ଚୌଦ୍ୱାର ବ୍ଲକର ବିଭିନ୍ନ ଅଞ୍ଚଳରେ ପାଣି ଜମି ରହିଥିବାରୁ ଲୋକଙ୍କ ସମସ୍ୟା ବଢିଯାଇଛି। ଫଳରେ ଲୋକେ ଘରୁ ବାହାରିପାରୁ ନ ଥିବାବେଳେ ରୋଗୀ ନେବା ପାଇଁ ଆମ୍ବୁଲାନ୍ସ ମଧ୍ୟ ସାହି ଭିତରକୁ ପଶିପାରୁ ନାହିଁ। ଏହି…
Archives


