Home Left

ଅଭିଜିତ୍‌ ପଲ୍‌ଙ୍କ ‘ଆମ୍‌ ଆଇ’ ଶ୍ରେଷ୍ଠ

ନୂଆଦିଲ୍ଲୀ, ୨୨ା୮: ଅଭିଜିତ୍‌ ପଲ ନିର୍ଦ୍ଦେଶିତ ‘ଆମ୍‌ ଆଇ’ ଶ୍ରେଷ୍ଠ ଶର୍ଟ ଫିଲ୍ମ ଭାବେ ବିବେଚିତ ହୋଇଛି। ଦ୍ୱିତୀୟ ସ୍ଥାନରେ ଦେବୋଜୋ ସଞ୍ଜୀବ ନିର୍ଦ୍ଦେଶିତ ‘ଅବ୍‌ ଭାରତ ବନେଗା ଇଣ୍ଡିଆ’ ଓ ତୃତୀୟ ସ୍ଥାନରେ ଯୁବରାଜ ଗୋକୁଲ ନିର୍ଦ୍ଦେଶିତ ଶର୍ଟ ଫିଲ୍ମ…

କୋଭିଡ୍‌ ଟେଷ୍ଟରେ ଓଡ଼ିଶା ଦେଶରେ ଦ୍ୱିତୀୟ

ଭୁବନେଶ୍ୱର,୨୨।୮(ବ୍ୟୁରୋ): କୋଭିଡ୍‌-୧୯ ଟେଷ୍ଟରେ ଓଡ଼ିଶା ସମଗ୍ର ଦେଶରେ ଦ୍ୱିତୀୟ ସ୍ଥାନ ହାସଲ କରିଛି। ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ନେଇ ଦୈନିକ ପ୍ରତି ନିୟୁତ(୧୦ ଲକ୍ଷ)ରେ ୧୪୦ରୁ ଅଧିକ କରାଯାଉଥିବା ଟେଷ୍ଟ ସୂଚକାଙ୍କରେ ଉକ୍ତ ସ୍ଥାନ ହାସଲ କରିଥିବା ଭାରତ ସରକାରଙ୍କ…

ବିଦ୍ୟୁତ୍‌ ପ୍ଲାଣ୍ଟରେ ନିଆଁ: ୯ ମୃତ

ହାଇଦ୍ରାବାଦ, ୨୨।୮: ତେଲଙ୍ଗାନାର ଶ୍ରୀଶୈଳମ୍‌ଠାରେ ଥିବା ଏକ ଜଳବିଦ୍ୟୁତ୍‌ ପ୍ଲାଣ୍ଟରେ ଅଗ୍ନିକାଣ୍ଡ ଘଟି ୯ ଜଣଙ୍କ ମୃତ୍ୟୁ ଘଟିଛି। ଗୁରୁବାର ରାତିରେ ଏହି ଅଗ୍ନିକାଣ୍ଡ ଘଟିଛି। ମୃତକଙ୍କ ମଧ୍ୟରେ ୩ ଜଣ ଆସିଷ୍ଟାଣ୍ଟ ଇଞ୍ଜିନିୟର ଅଛନ୍ତି। ସେମାନେ ହେଲେ ସନ୍ଦର ନାଏକ,…

ରିପୋର୍ଟ ମାଗିଲେ ଜାତୀୟ ଗ୍ରୀନ୍‌ ଟ୍ରିବ୍ୟୁନାଲ

କଟକ ଅଫିସ,୨୨।୮: କିଶନନଗର ତହସିଲ ରତିଲୋ ମୌଜାର ମହାନଦୀ ପଠାରେ ପଞ୍ଚମୁଖୀ ହନୁମାନ ମନ୍ଦିର ଓ ଅନ୍ୟ ନିର୍ମାଣ କାର୍ଯ୍ୟକୁ ବିରୋଧକରି ଜାତୀୟ ଗ୍ରୀନ୍‌ ଟ୍ରିବ୍ୟୁନାଲ୍‌ରେ ମାମଲା ଦାଏର ହୋଇଥିଲା। ଶୁଣାଣି ବେଳେ ନିର୍ମାଣ କାର୍ଯ୍ୟ ପାଇଁ ନିୟମ ଉଲ୍ଲଂଘନ କରାଯାଇଥିବା…

ଅନ୍ଧାରରେ ରଖିଛନ୍ତି ଟ୍ରମ୍ପ୍‌

ଓ୍ବାଶିଂଟନ,୨୨ା୮: ଡେମୋକ୍ରାଟିକ୍‌ ପାର୍ଟି ପ୍ରାର୍ଥୀ ଜୋ ବିଡେନ୍‌ ଓ ଉପରାଷ୍ଟ୍ରପତି ପ୍ରାର୍ଥୀ କାଲିଫର୍ନିଆ ସିନେଟର କମଲା ହାରିସ୍‌ ନିଜ ନିଜ ପ୍ରାର୍ଥତ୍ତ୍ୱକୁ ଗ୍ରହଣ କରିଛନ୍ତି। ଡେମୋକ୍ରାଟିକ୍‌ ନ୍ୟାଶନାଲ କନ୍‌ଭେନଶନ (ଡିଏନ୍‌ସି)ର ଚତୁର୍ଥ ଦିନରେ ବିଡେନ୍‌ ତାଙ୍କ ରନିଂ ମେଟ୍‌ ହାରିସ୍‌ଙ୍କୁ ‘ଶକ୍ତିଶାଳୀ…

ଲଗାଣ ବର୍ଷାରେ ୫ ମୃତ

ଭୁବନେଶ୍ୱର, ୨୨।୮(ବ୍ୟୁରୋ): ଲଘୁଚାପ ଓ ମୌସୁମୀଜନିତ ବର୍ଷାରେ ରାଜ୍ୟରେ ୫ ଜଣଙ୍କ ମୃତ୍ୟୁ ଘଟିଛି। କାନ୍ଥ ପଡ଼ି ବଲାଙ୍ଗୀର ଜିଲା ପାଟଣାଗଡ଼ ବ୍ଲକ ଅଧୀନ ଘୁଙ୍ଗୁଟିପାଲ୍ଲୀ ଗ୍ରାମର ଦୀପା ବରାଲେଣ୍ଡିଆ, ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ଦେହୁରୀପାଲ୍ଲୀ ଗ୍ରାମର ଗୋପାଳ…

ରାଜୀବ କୁମାର ଇସି ନିଯୁକ୍ତ

ନୂଆଦିଲ୍ଲୀ, ୨୨ା୮ : ପୂର୍ବତନ ଅର୍ଥ ସଚିବ ରାଜୀବ କୁମାରଙ୍କୁ ଶୁକ୍ରବାର ନିର୍ବାଚନ କମିଶନର(ଇସି) ଭାବେ ନିଯୁକ୍ତି ଦିଆଯାଇଛି। ସେ ଅଗଷ୍ଟ ୩୧ରେ କାର୍ଯ୍ୟଭାର ଗ୍ରହଣ କରିବେ ବୋଲି ଆଇନ ମନ୍ତ୍ରଣାଳୟର ବିଜ୍ଞପ୍ତି ପ୍ରକାଶ ପାଇଛି। ଇସି ଅଶୋକ ଲାଭାସା ଆସନ୍ତା…

ଓଡ଼ିଶା ଚାଷୀଙ୍କୁ ପର୍ଯ୍ୟାପ୍ତ ୟୁରିଆ ସାର ଯୋଗାଇବାକୁ କେନ୍ଦ୍ର ପ୍ରତିଶ୍ରୁତିବଦ୍ଧ: ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୮: ରାଜ୍ୟରେ ୟୁରିଆ ସାରର ଅଭାବ ନେଇ ଶୁକ୍ରବାର କେନ୍ଦ୍ର ସାର ଓ ରସାୟନ ରାଷ୍ଟ୍ରମନ୍ତ୍ରୀ ମନସୁଖଲାଲ ମାଣ୍ଡଭିୟଙ୍କ ସହ ଫୋନ୍‌ ଯୋଗେ କଥା ହୋଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଚଳିତ ଖରିଫ ଋତୁରେ ଓଡ଼ିଶାର ଚାଷୀଙ୍କୁ ପର୍ଯ୍ୟାପ୍ତ ପରିମାଣର ୟୁରିଆ…

ଦୁନିଆ ଦେଖିବା ଆଗରୁ ଆଖିବୁଜିଲା ଶିଶୁ

ଢେଙ୍କାନାଳ ଅଫିସ, ୨୨ା୮ ବିବାହର ଦୀର୍ଘ ୧୦ ବର୍ଷ ପରେ ଜନ୍ମ ହୋଇଥିଲା ଛୁଆଟିଏ। ହେଲେ ଡାକ୍ତରଙ୍କ ଦାୟିତ୍ୱହୀନତାରୁ ସମ୍ପୃକ୍ତ ନବଜାତକ ଦୁନିଆ ଦେଖିବା ଆଗରୁ ଆଖି ବୁଜି ଦେଇଥିବା ଅଭିଯୋଗ ଆଣିଛନ୍ତି ଢେଙ୍କାନାଳ ଜିଲା ଗଁଦିଆ ଥାନା ଚବିଶକୁଦ ଗ୍ରାମର…

ଆଇପିଏଲ୍‌ କ୍ୱାରାଣ୍ଟାଇନ୍‌: ଖେଳାଳିମାନେ ୬ ଦିନ ରୁମ୍‌ରେ ରହିବେ

ଦୁବାଇ, ୨୨ା୮ (ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ)ରେ ପହଞ୍ଚତ୍ବା ପରେ ଖେଳାଳିମାନଙ୍କୁ ୬ଦିନ ପର୍ଯ୍ୟନ୍ତ ହୋଟେଲ ରୁମ୍‌ରେ ସୀମିତ ରହିବାକୁ ପଡ଼ିବ। ପ୍ରଥମ ଦିବସରେ ଖେଳାଳିମାନେ ଟ୍ରେନରଙ୍କ ଫିଟ୍‌ନେସ୍‌ ପ୍ଲାନ୍‌ କାର୍ଯ୍ୟକାରୀ କରିବା…

ଅର୍ଜୁନ ପୁରସ୍କାର: ମୀରାବାଈ, ସାକ୍ଷୀଙ୍କ ନାମ ବାଦ୍‌ ଦିଆଗଲା

ନୂଆଦିଲ୍ଲୀ, ୨୨।୮(ପି.ଟି.)-ଚଳିତ ବର୍ଷର ଜାତୀୟ କ୍ରୀଡ଼ା ପୁରସ୍କାର ପାଇଁ ମନୋନୀତ କ୍ରୀଡ଼ାବିତ୍‌ଙ୍କ ନାମକୁ କେନ୍ଦ୍ର କ୍ରୀଡ଼ା ମନ୍ତ୍ରଣାଳୟ ଶୁକ୍ରବାର ଆନୁଷ୍ଠାନିକ ଭାବେ ଅନୁମୋଦନ କରିଛି। ଅବସରପ୍ରାପ୍ତ ବିଚାରପତି ମୁକୁନ୍ଦକମ୍‌ ଶର୍ମାଙ୍କ ନେତୃତ୍ୱରେ ଗଠିତ ଚୟନ କମିଟି ଗତ ୧୮ ତାରିଖରେ ୨୯…

ଭରା ନଦୀ ପାରି ହେଲେ ଗର୍ଭବତୀ

ଉଦଳା,୨୧ା୮(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଉଦଳା ବ୍ଲକ ଅଧୀନ ବାଲ୍‌ମା ଗ୍ରାମର ଜଣେ ଗର୍ଭବତୀ ବିପଦସଙ୍କୁଳ ଭାବେ ଭରାନଦୀ ପାରି ହୋଇ ଆମ୍ବୁଲାନ୍ସ ପାଖକୁ ଯିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଶୁକ୍ରବାର ମଧ୍ୟାହ୍ନରେ ବାଲମା ଗ୍ରାମର ସୁକାନ୍ତୀ ହେମ୍ବ୍ରମଙ୍କ ପ୍ରସବ ଯନ୍ତ୍ରଣା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri