Home Left

ଇଞ୍ଜେକ୍‌ଶନ୍‌ ନେଇ ରୋଗୀଙ୍କ ମୃତ୍ୟୁ

ପାରାଦୀପ,୨୯।୧୨(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଗଡ଼ ଗ୍ରାମରେ ସୋମବାର ଏକ ଔଷଧ ଦୋକାନରୁ ଇଞ୍ଜେକଶନ୍‌ ନେବା ପରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ରବୀନ୍ଦ୍ର ସାହୁ (୪୫)। ଏନେଇ ତାଙ୍କ ସ୍ତ୍ରୀ ମୀନା ଥାନାରେ…

ହ୍ରାସ ପାଉଛି ଚଣ୍ଡିଆ ପାହାଡ଼ ପରିସୀମା

ଚଣ୍ଡିଖୋଲ, ୨୯।୧୨ (ଡି.ଏନ.ଏ.): ଦିନକୁ ଦିନ କମି ଚାଲିଛି ଚଣ୍ଡିଆ ପାହାଡ଼ର ଉଚ୍ଚତା ା ତାର ବ୍ୟାସାର୍ଦ୍ଧ ବି ହ୍ରାସ ପାଇବାରେ ଲାଗିଛି ା ଆଉ କିଛି ଦିନ ଏମିତି ଚାଲିଲେ ସେଠାରେ ଏକ ପାହାଡ଼ ଥିଲା ବୋଲି କେହି ବିଶ୍ୱାସ…

ସାମ୍ବାଦିକଙ୍କ ମାତୃବିୟୋଗ

ଭୁବନେଶ୍ୱର, ୨୯।୧୨ (ବ୍ୟୁରୋ): ଜଗତ୍‌ସିଂହପୁର ଜିଲା ତିର୍ତ୍ତୋଲ ବ୍ଲକ ଅନ୍ତର୍ଗତ ହାସିମନଗର ନିବାସୀ ବରିଷ୍ଠ ସାମ୍ବାଦିକ ତଥା ଜ୍ୟୋତିର୍ବିଦ୍‌ ଦୋଳଗୋବିନ୍ଦ ପଣ୍ଡାଙ୍କ ମା’ ସରସ୍ବତୀ ପଣ୍ଡାଙ୍କ ଗତ ଶନିବାର ସକାଳ ୭ଟାରେ ମସ୍ତିଷ୍କାଘାତରେ ପରଲୋକ ହୋଇଯାଇଛି। ତାଙ୍କୁ ୯୦ ବର୍ଷ ହୋଇଥିଲା।…

ବରିଷ୍ଠ ସହସମ୍ପାଦକଙ୍କ ମାତୃ ବିୟୋଗ

ଭୁବନେଶ୍ୱର,୨୯।୧୨(ବ୍ୟୁରୋ): ଧରିତ୍ରୀରେ କାର୍ଯ୍ୟରତ ବରିଷ୍ଠ ସହସମ୍ପାଦକ ଦୁର୍ଯ୍ୟୋଧନ ମିଶ୍ରଙ୍କ ମା’ ବିଶାଖା ଦେବୀଙ୍କ ରବିବାର ସନ୍ଧ୍ୟା ସାଢେ ୭ଟାରେ ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ହୋଇଥିଲା। ତାଙ୍କ ଘର ସୁବର୍ଣ୍ଣପୁର ଜିଲା ବିନିକା ନୂଆପଡାରେ। ସେ…

ଇତିହାସ ରଚିଲେ ଏହି କ୍ରିକେଟ୍‌ର

ମେଲବୋର୍ନ,୨୯।୧୨: ଅଷ୍ଟ୍ରେଲିଆ ବିପକ୍ଷ ବକ୍ସିଂ ଡେ ଟେଷ୍ଟରେ ଭାରତର ତାରକା ବୋଲର ଜସପ୍ରୀତ ବୁମ୍‌ରା ଚମତ୍କାର ବୋଲିଂ କରିଥିଲେ। ସେ ଦ୍ୱିତୀୟ ଇନିଂସରେ ଦୁଇଟି ବଡ଼ ଉଇକେଟ ନେଇଥିଲେ। ଏହାପୂର୍ବରୁ ସେ ପ୍ରଥମ ଇନିଂସରେ ୫୬ ରନ ପାଇଁ ଚାରି ଉଇକେଟ…

ମହିଳା ସଶକ୍ତୀକରଣ ନେଇ ଭାଜପା-ବିଜେଡିର ଟୁଇଟ୍‌ ଯୁଦ୍ଧ

ଭୁବନେଶ୍ୱର,୨୯।୧୨(ବ୍ୟୁରୋ): ମହିଳା ସଶକ୍ତୀରଣ ପ୍ରସଙ୍ଗରେ ବିଜେଡି-ଭାଜପା ଏବେ ମୁହାଁମୁହିଁ ହୋଇଛନ୍ତି। ଏହି ପ୍ରସଙ୍ଗରେ ଉଭୟ ଦଳର ନେତାଙ୍କ ଭିତରେ ବର୍ତ୍ତମାନ ଟୁଇଟ୍‌ ଯୁଦ୍ଧ ଆରମ୍ଭ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେଡି ପ୍ରତିଷ୍ଠା ଦିବସରେ ମହିଳା ସଶକ୍ତୀକରଣ କଥା ଉଠାଇଥିଲେ। କେନ୍ଦ୍ରମନ୍ତ୍ରୀ…

ଜନ୍ମପରେ ଶିଶୁର ଏହି ଅଙ୍ଗକୁ ରଖାଯାଏ ବାସ୍କରେ

ଶିଶୁଟିଏ ଜନ୍ମ ହେଲେ ପରିବାରରେ ଆନନ୍ଦର ଲହରୀ ଖେଳିଯାଏ। ତେବେ ଶିଶୁ ଜନ୍ମକୁ ନେଇ ପ୍ରାୟ ସବୁ ସ୍ଥାନରେ ଭିନ୍ନ ଭିନ୍ନ ନିୟମ ପାଳନ କରାଯାଏ। ବିଶ୍ୱର ଅନେକ ସମ୍ପ୍ରଦାୟ, ଶିଶୁ ଜନ୍ମ ହେବା ସମୟରେ ପୃଥକ ପୃଥକ ପରମ୍ପରା ପାଳନ…

ମିଳୁନି ମୂଲ୍ୟ, କ୍ଷତି ସହୁଛନ୍ତି ବୁଣାକାର

ଭୁବନେଶ୍ୱର,୨୯।୧୨(ବ୍ୟୁରୋ): କରୋନାଜନିତ ଲକ୍‌ଡାଉନ ପାଇଁ ସମଗ୍ର ଓଡ଼ିଶାରେ ବୁଣାକାରମାନେ ଅସୁବିଧା ଭୋଗୁଛନ୍ତି। ମେଳା, ମହୋତ୍ସବ ଓ ପ୍ରଦର୍ଶନୀ ବନ୍ଦ ଥିବାରୁ ବୁଣାକାରଙ୍କ ଉତ୍ପାଦିତ ସାମଗ୍ରୀ ବିକ୍ରି ହୋଇପାରୁନି। ଏଭଳି ସମୟରେ ବୁଣାକାର ଓ ହସ୍ତଶିଳ୍ପୀଙ୍କ ସାମଗ୍ରୀ କିଣିବାପାଇଁ ରାଜ୍ୟ ସରକାର ମାତ୍ର…

ଦେଶ ପାଇଁ ପିତାଙ୍କ ଶେଷଦର୍ଶନ କରିପାରି ନ ଥିଲେ ଏହି କ୍ରିକେଟର୍‌

ମେଲବୋର୍ନ,୨୯।୧୨: ପିତାଙ୍କ ଛାୟା ମୁଣ୍ଡ ଉପରୁ ଉଠିଗଲେ ଯେକୌଣସି ବ୍ୟକ୍ତି ଭାଙ୍ଗିଯାଏ। ଏହି ଦୁଃଖରୁ ମୁକ୍ତି ପାଇବା ପ୍ରାୟ ଅସମ୍ଭବ । ତଥାପି, କିଛି ବିଶେଷ ବ୍ୟକ୍ତି ମଧ୍ୟ ଅଛନ୍ତି ଯେଉଁମାନେ ଦେଶ ପାଇଁ ନିଜ ପିତାଙ୍କ ମୃତ୍ୟୁକୁ ଭୁଲି ନିଜ…

ସଙ୍ଗୀତଜ୍ଞ ଶାନ୍ତନୁ ମହାପାତ୍ର ଅସୁସ୍ଥ

ଭୁବନେଶ୍ୱର,୨୯।୧୨(ବ୍ୟୁରୋ): ବରିଷ୍ଠ ଖ୍ୟାତନାମା ଓଡ଼ିଆ ସଙ୍ଗୀତଜ୍ଞ ଶାନ୍ତନୁ ମହାପାତ୍ର (୮୪) ଗୁରୁତର ଅସୁସ୍ଥ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ସେ ନିମୋନିଆ ସହ ଅନ୍ୟ କେତେକ ରୋଗରେ ପୀଡିତ ଥିବା ସୂଚନା ମିଳିଛି। ରବିବାର ରାତିରେ ହଠାତ୍‌ ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ…

ପୁରୀ ବେଳାଭୂମିରେ ଉଡ଼ିଲା ବ୍ଲୁ ଫ୍ଲାଗ୍‌

ପୁରୀ ଅଫିସ, ୨୯।୧୨: ପୁରୀର ସ୍ବର୍ଣ୍ଣିମ ବେଳାଭୂମିକୁ ବିଧିବଦ୍ଧ ଭାବେ ମର୍ଯ୍ୟାଦାଜନକ ବ୍ଲୁ ଫ୍ଲାଗ୍‌ ମାନ୍ୟତା ମିଳିଛି। ଏଥିଲାଗି ପୁରୀ ବେଳାଭୂମି ୩୩ଟି ସର୍ତ୍ତ ପୂରଣ କରିଛି। ଅନ୍ତର୍ଜାତୀୟ ଜୁରି ସଂସ୍ଥା ଡେନ୍‌ମାର୍କର ଫି (ଫାଉଣ୍ଡେଶନ ଫର୍‌ ଏନ୍‌ଭାଇରନ୍‌ମେଣ୍ଟାଲ ଏଜୁକେଶନ) ପକ୍ଷରୁ…

ଅନଶନରେ ବସିବେ ଆନ୍ନା

ପୁଣେ, ୨୯।୧୨(ପି.ଟି.): ଜାନୁୟାରୀ ଶେଷ ସୁଦ୍ଧା କେନ୍ଦ୍ର ସରକାର ଯଦି ଦାବି ପୂରଣ ନ କରନ୍ତି, ତେବେ ଅନଶନରେ ବସିବାକୁ ସାମାଜିକ କର୍ମୀ ଆନ୍ନା ହାଜାରେ ଧମକ ଦେଇଛନ୍ତି। ଏହା ତାଙ୍କର ଶେଷ ଆନ୍ଦୋଳନ ହେବ ବୋଲି ସେ କହିଛନ୍ତି। ମହାରାଷ୍ଟ୍ରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?