Home Left

୧୦ ବର୍ଷ ପରେ ବନ୍ଦ ଘରୁ ଉଦ୍ଧାର

ଅହମଦାବାଦ୍‌, ୨୯ା୧୨: ଗୁଜରାଟର ରାଜକୋଟରେ ଏକ ଘରେ ୧୦ ବର୍ଷ ଧରି ବନ୍ଦ ରହିଥିବା ୩ ଭଉଣୀଭାଇଙ୍କୁ ଉଦ୍ଧାର କରାଯାଇଛି। ସେମାନଙ୍କ ନାମ ଅମରେଶ(୪୨), ଭବେଶ(୩୯) ଓ ମେଘ୍ନା ବୋଲି ଜଣାପଡିଛି। ଏକ ସ୍ବେଚ୍ଛାସେବୀ ସଙ୍ଗଠନ ସେମାନଙ୍କ ବାପାଙ୍କ ସହାୟତାରେ ଉକ୍ତ…

ୟୁଟ୍ୟୁବ୍‌ରୁ ୨୧୭ କୋଟି କମାଇଲେ ଛାତ୍ରୀ

ନ୍ୟୁୟର୍କ, ୨୯ା୧୨: ଆମେରିକାର ଜଣେ ୯ ବର୍ଷୀୟା ଛାତ୍ରୀ ରିୟାନ କାଜି ଚଳିତ ବର୍ଷ ତାଙ୍କ ୟୁଟ୍ୟୁବ୍‌ ଚ୍ୟାନେଲରୁ ୨୧୭ କୋଟି ଟଙ୍କା ଆୟ କରିଛନ୍ତି। ‘ରିୟାନ ଓ୍ବାଲର୍‌ଡ’ ନାମରେ ଏକ ଚ୍ୟାନେଲ ଚଲାଉଥିବା ଏହି ଛାତ୍ରୀ ୟୁଟ୍ୟୁବ୍‌ରୁ ଏତେ ମାତ୍ରାରେ…

୨୦୨୧ରେ ରିଲିଜ ହେବ ଇଫ୍ରାନ ଖାନଙ୍କ ଅନ୍ତିମ ଫିଲ୍ମ

ନୂଆଦିଲ୍ଲୀ,୨୮ା୧୨- ସ୍ବର୍ଗତ ଅଭିନେତା ଇଫ୍ରାନ ଖାନଙ୍କ ଶେଷ ଫିଲ୍ମ ‘ଦ ସଙ୍ଗ ଅଫ୍‌ ସ୍କର୍ପିଅନ୍ସ’ ଆଗାମୀ ବର୍ଷ ରିଲିଜ ହେବ। ଏ ନେଇ ବଲିଉଡ୍‌ର ଜଣାଶୁଣା ସମୀକକ୍ଷ ତରନ ଆଦର୍ଶ ଟୁଇଟର ଯୋଗେ ସୋମବାର ସୂଚନା ଦେଇଛନ୍ତି। ୨୦୨୧ରେ ରିଲିଜ ହେବାକୁ…

ଦ୍ୱିଶତକରୁ ଅଳ୍ପକେ ବଞ୍ଚିତ ହେଲେ ଡୁ’ପ୍ଲେସି

ସେଞ୍ଚୁରିଅନ୍‌, ୨୮ା୧୨: ଶ୍ରୀଲଙ୍କା ବିପକ୍ଷରେ ସ୍ଥାନୀୟ ସୁପର ସ୍ପୋର୍ଟ ପାର୍କରେ ଚାଲିଥିବା ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ମାତ୍ର ୧ ରନ୍‌ରେ ଦ୍ୱିଶତକରୁ ବଞ୍ଚତ୍ତ ହୋଇଛନ୍ତି ଦକ୍ଷିଣ ଆଫ୍ରିକାର ବରିଷ୍ଠ ବ୍ୟାଟ୍ସମ୍ୟାନ ଫାପ ଡୁ’ପ୍ଲେସି। ୧୯୯ ରନ୍‌ କରି ଖେଳୁଥିବାବେଳେ ଡୁ’ପ୍ଲେସି ଦୁର୍ଭାଗ୍ୟବଶତଃ…

ପ୍ରଥମ ଦେଖାରେ ଟ୍ବିଙ୍କିଲ୍‌ଙ୍କୁ ପସନ୍ଦ କରିଥିଲେ ଅକ୍ଷୟ

ମୁମ୍ବାଇ,୨୯।୧୨: ବଲିଉଡ୍‌ ଅଭିନେତ୍ରୀ ଟ୍ବିଙ୍କିଲ୍‌ ଖାନ୍ନା ମଙ୍ଗଳବାର ୪୭ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୭୩ ଡିସେମ୍ବର ୨୯ରେ ସେ ମୁମ୍ବାଇର ଜଶଲୋକ୍‌ ହସ୍ପିଟାଲରେ ଜନ୍ମଗ୍ରହଣ କରିଥିଲେ। ଫିଲ୍ମ ବରଶାତ୍‌ରେ ସେ ବଲିଉଡ୍‌ରେ ଡେବ୍ୟୁ କରିଥିଲେ। ଏହାପରେ ଜୁଲ୍ମୀ, ବାଦଶାହ, ଇଣ୍ଟରନ୍ୟାସନାଲ୍‌ ଖିଲାଡ଼ି…

ପଲିଥିନ ତଳେ ବିତୁଛି ଜୀବନ

ବାରିପଦା ଅଫିସ,୨୯ା୧୨- ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ସାରସକଣା ପଞ୍ଚାୟତ ଅଧୀନ ନୂଆଗାଁ ଗ୍ରାମର ବୀଣାପାଣି ଦାସ(୭୮) ଦୟନୀୟ ଅବସ୍ଥାରେ କାଳାତିପାତ କରୁଛନ୍ତି। ଖରା, ବର୍ଷା ଓ ଶୀତ ଦାଉରୁ ରକ୍ଷା ପାଇବା ପାଇଁ ଭଙ୍ଗା ଟାଇଲଛପର ଘରେ ପଲିଥିନ ଘୋଡ଼ାଇ…

ଦୁଇଭାଇଙ୍କ କିଚେନ ଗାର୍ଡେନ ଆପଣେଇଛନ୍ତି ଜୈବିକ ପଦ୍ଧତି

ଆନନ୍ଦପୁର, ୨୯।୧୨(ସ୍ବ.ପ୍ର.)-ଘର ଛାତ ଉପରେ ଜୈବିକ ପଦ୍ଧତିରେ ପନିପରିବା ଚାଷ ସାଙ୍ଗକୁ ନାନା ଜାତିର ଫୁଲ, ଫଳ ବଗିଚା ଯେ କେହି ବି ଦେଖିବ ତାର ଆଖି ଖୋସି ହୋଇଯିବ। ଏଭଳି ନିଆରା ଉଦ୍ୟମ କରି ଚର୍ଚ୍ଚାକୁ ଆସିଛନ୍ତି କେନ୍ଦୁଝର ଜିଲା…

ବିରାଟ କୋହଲିଙ୍କୁ ଶକ୍ତ ଚାପୁଡା ମାରିଥିଲେ ଏହି ବ୍ୟକ୍ତି

ଭାରତୀୟ ଦଳର ଅଧିନାୟକ ବିରାଟ କୋହଲି ଏବେ କ୍ରିକେଟରେ ରେକର୍ଡ ଭାଙ୍ଗିବା ଏକ ସାଧାରଣ କଥା ହୋଇଗଲାଣି। ବିରାଟ ବ୍ୟାଟିଂ କରିବାକୁ ଓହ୍ଲାଇବା ମାତ୍ରେ, କିଛି ନା କିଛି ରେକର୍ଡ ନିଜ ନାମରେ କରିଥାନ୍ତି। କିନ୍ତୁ ଜାଣିଛନ୍ତି କି, କ୍ରିକେଟରେ ଉଚ୍ଚ…

ଜନପ୍ରତିନିଧି, ସରକାରୀ କର୍ମଚାରୀ ଦେବେ ସମ୍ପତ୍ତି ତାଲିକା

ଭୁବନେଶ୍ୱର,୨୮।୧୨(ବୁରୋ)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସୋମବାର ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ସର୍ବଦା ସ୍ବଚ୍ଛତାକୁ ଗୁରତ୍ୱ ଦେଇ ଆସିଛନ୍ତି। ଦୁର୍ନୀତି ବିରୋଧୀ ସ୍ବରକୁ ଆହୁରି ଶାଣିତ କରିବାକୁ ସମସ୍ତ ଜନ ପ୍ରତିନିଧିଙ୍କ ଠାରୁ ଆରମ୍ଭ କରି ସରକାରୀ…

କୋଭିଡ୍‌ ଭ୍ୟାକ୍‌ସିନକୁ ଦେଶରେ ଖୁବ ଶୀଘ୍ର ମିଳିବ ମଞ୍ଜୁରୀ, ୫୦ ନିୟୁତ ଡୋଜ ପ୍ରସ୍ତୁତ: ସେରମ ଇନ୍‌ଷ୍ଟିଚ୍ୟୁଟ୍‌

ନୂଆଦିଲ୍ଲୀ,୨୮ା୧୨: ସେରମ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଇଣ୍ଡିଆ ୫୦ ନିୟୁତ ଅକ୍ସଫୋର୍ଡ-ଆଷ୍ଟ୍ରାଜେନେକା କୋଭିଡ୍‌-୧୯ ଭାକ୍‌ସିନ ପ୍ରସ୍ତୁତ କରିସାରିଛି। ଏ ନେଇ କମ୍ପାନୀର ମୁଖ୍ୟ କାର୍ଯ୍ୟକାରୀ ଆଦର ପୁନାଓ୍ବାଲା ସୋମବାର ସ୍ପଷ୍ଟ କରିଛନ୍ତି। ଭାକ୍‌ସିନର ଜରୁରୀକାଳିନ ବ୍ୟବହାରକୁ ଖୁବ୍‌ ଶୀଘ୍ର ଭାରତୀୟ ରେଗୁଲେଟର ମିଳିପାରେ…

ରାଜ୍ୟରେ ଥମୁନି କରୋନା, ଫିଲ୍ମ ରିଲିଜ୍‌ କରିବାକୁ ଅଡ଼ି ବସିଛନ୍ତି ସାଉଥ୍‌ ଷ୍ଟାର ବିଜୟ

ଚେନ୍ନାଇ,୨୮ା୧୨- ତାମିଲନାଡୁରେ ଏବେ ଦିନକୁ ହଜାରେରୁ ଅଧିକ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଆଉ ରାଜ୍ୟରେ ଏପର୍ଯ୍ୟନ୍ତ ୧୨,୦୬୯ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି, ଯାହାକି ପୂରା ଦେଶରେ ଦ୍ୱିତୀୟ ସର୍ବାଧିକ। ହେଲେ କଲିଉଡ୍‌ ଆକ୍ଟର ବିଜୟ ସିନେମା ହଲରେ…

ସୁସ୍ଥ ହେଲେ ୩୨୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୮।୧୨(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୩୨୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୩୪ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ସୁନ୍ଦରଗଡରୁ ୩୧, ବାଲେଶ୍ୱରରୁ ୨୬, ସମ୍ବଲପୁରରୁ ୨୫, ମୟୂରଭଞ୍ଜରୁ ୨୨, ପୁରୀରୁ ୨୨, ଅନୁଗୋଳରୁ ୨୦, ବରଗଡରୁ ୧୭, କଟକରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?