Home Left

ପ୍ରଶାନ୍ତଙ୍କ ଆବେଦନ ଖାରଜ: ୨- ୩ ଦିନ ଚିନ୍ତା କର

ନୂଆଦିଲ୍ଲୀ,୨୧ା୮(ପି.ଟି.): ଅଦାଲତ ଅବମାନନା ମାମଲାରେ ବରିଷ୍ଠ ଆଇନଜୀବୀ ପ୍ରଶାନ୍ତ ଭୂଷଣଙ୍କୁ ସୁପ୍ରିମକୋର୍ଟର ୩ ଜଣିଆ ଖଣ୍ଡପୀଠ ଦୋଷୀ ସାବ୍ୟସ୍ତ କରିଥିବାବେଳେ ଗୁରୁବାର ଦଣ୍ଡ ଶୁଣାଣି ଥିଲା। ହେଲେ ଦେଶବ୍ୟାପୀ ପ୍ରଶାନ୍ତଙ୍କ ପ୍ରତି ସମର୍ଥନ ବୃଦ୍ଧି ପାଇଥିବାବେଳେ ସୁପ୍ରିମକୋର୍ଟ ବିଚାରପତିଙ୍କ କାର୍ଯ୍ୟକଳାପ ବିରୋଧରେ…

ଓଡ଼ିଶା ଦ୍ରୁତ ଅଗ୍ରଗାମୀ ରାଜ୍ୟ

ଭୁବନେଶ୍ୱର,୨୧ା୮(ବ୍ୟୁରୋ):ସମସ୍ତ ରାଜ୍ୟକୁ ପଛରେ ପକାଇ ଓଡ଼ିଶା ସ୍ବଚ୍ଛ ସର୍ବେକ୍ଷଣ-୨୦୨୦ରେ ଦ୍ରୁତ ଅଗ୍ରଗାମୀ ରାଜ୍ୟ ତାଲିକାରେ ପ୍ରଥମ ସ୍ଥାନ ହାସଲ କରି ପୁରସ୍କୃତ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଏହି ଘୋଷଣା କରିଛନ୍ତି। କଠିନ ବର୍ଜ୍ୟବସ୍ତୁ ଓ ବର୍ଜ୍ୟଜଳ ପରିଚାଳନା କ୍ଷେତ୍ରରେ…

ଦୁର୍ଦ୍ଦିନରେ ସଚିନ, କୋହଲିଙ୍କ ବ୍ୟାଟ୍‌ ପ୍ରସ୍ତୁତକାରୀ

ନୂଆଦିଲ୍ଲୀ,୨୧।୮: କେତେକ ଭାରତୀୟ ତାରକା କ୍ରିକେଟରଙ୍କ ପାଇଁ ବ୍ୟାଟ ତିଆରି କରିଥିବା ବ୍ୟକ୍ତି ଏବେ ଦୁର୍ଦ୍ଦିନରେ ଗତି କରୁଛନ୍ତି। ସେ ହେଉଛନ୍ତି ଆଶ୍ରଫ୍‌ ଚୌଧୁରୀ। କ୍ରିକେଟ ଆଇକନ୍‌ ସଚିନ ତେନ୍ଦୁଲକର ଓ ଅଧିନାୟକ ବିରାଟ କୋହଲିଙ୍କ ପାଇଁ ବ୍ୟାଟ ତିଆରି କରିଥିବା…

ବର୍ଷା ବିତ୍ପାତ: ଫୁଲୁଛି ନଦୀ

ଭୁବନେଶ୍ୱର,୨୧ା୮(ବ୍ୟୁରୋ):ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ରାଜ୍ୟରେ ବର୍ଷା ବିପତ୍ାତ ସୃଷ୍ଟି କରିଛି। ଫଳରେ ରାଜ୍ୟର ଅଧିକାଂଶ ନଦୀ ଫୁଲିବାରେ ଲାଗିଛି। ଗତ ଦୁଇଦିନ ଧରି ପ୍ରବଳ ବର୍ଷା ଯୋଗୁ କେତେକ ଜିଲାରେ ରାସ୍ତାଘାଟ ଧୋଇ ନେବା ସହିତ ଚାଷଜମି…

ପଦକ ବିଜେତା ଚିହ୍ନଟ ମୂଳ ଲକ୍ଷ୍ୟ: ହିଲିଏର

ଭୁବନେଶ୍ୱର,୨୧।୮(ସ୍ପୋଟର୍‌ସ ବ୍ୟୁରୋ): ପ୍ରତିଭା ଚିହ୍ନଟ ଓ ବିକାଶରେ ସ୍ଥାନୀୟ ରିଲାଏନ୍ସ ଫାଉଣ୍ଡେଶନ ଓଡ଼ିଶା ଆଥଲେଟିକ୍ସ ହାଇ ପରଫର୍ମାନ୍ସ ସେଣ୍ଟର (ଏଚ୍‌ପିସି) ଦୃଷ୍ଟାନ୍ତମୂଳକ ଭୂମିକା ଗ୍ରହଣ କରିଛି। ଏକ ବର୍ଷରୁ କମ୍‌ ସମୟ ମଧ୍ୟରେ ଏହି ଏଚ୍‌ପିସି ତା’ର କାର୍ଯ୍ୟ ଆରମ୍ଭ କରିଛି…

ଅନ୍ୟପାଇଁ ଭୋଗିବାକୁ ପଡୁଛି କି ଦୁଃଖ: ଏପରି ପରିସ୍ଥତି ଉପୁଜିଲେ…

ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତି ଶହ ଶହ ବର୍ଷ ପୂର୍ବରୁ ଯେପରି ଥିଲା ଆଜି ବି ତାହା ସେମିତି ରହିଛି। ଜୀବନକୁ ସଫଳ ଏବଂ ସୁଖମୟ କରିବା ପାଇଁ ଚାଣକ୍ୟ ତାଙ୍କ ପୁସ୍ତକ ‘ଚାଣକ୍ୟ ନୀତି’ରେ ଉଲ୍ଲେଖ କରିଛନ୍ତି। ଯାହାକୁ ଅନୁସରଣ କରି…

ବାର୍ଷିକ ୪୨ ଲକ୍ଷ ଟଙ୍କା ଦରମାରେ ଘରେ ରହି କାମ କରିବାର ସୁଯୋଗ ପାଇଲେ ଏହି ଯୁବତୀ

ସିମଲା, ୨୦।୮: ହିମାଚଳ ପ୍ରଦେଶର ଜଣେ ଯୁବତୀ ଆମେରିକୀୟ ସଫ୍ଟଓ୍ବେରା କମ୍ପାନୀ ଏଡୋବରେ ଚାକିରି ପାଇଛନ୍ତି। କମ୍ପାନୀ ପକ୍ଷରୁ ତାଙ୍କୁ ବାର୍ଷିକ ସାଢ଼େ ୪୨ ଲକ୍ଷ ଟଙ୍କ ଦରମାରେ ନିଯୁକ୍ତି ମିଳିଛି। ଏଭଳି ଲୋଭନୀୟ ଅଫରରେ ଚାକିରି ପାଇଥିବା ଏହି ଯୁବତୀଙ୍କ…

ସ୍ବାମୀଙ୍କ ମୃତ୍ୟୁର ୨ ଦିନ ପରେ ସମ୍ପତ୍ତି ଲୋଭରେ ମହିଳାଙ୍କୁ ହତ୍ୟା

ଗୋରଖପୁର, ୨୦।୮: ଉତ୍ତର ପ୍ରଦେଶର ଗୋରଖପୁର ଜିଲାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସମ୍ପତ୍ତି ଲୋଭରେ ଜଣେ ବୃଦ୍ଧା ମହିଳାଙ୍କୁ ଅତି ନର୍ମମ ଭାବେ ହତ୍ୟା କରାଯାଇଛି। ଜଣାପଡ଼ିଛି କି ମହିଳାଙ୍କ ସ୍ବାମୀ ୨ ଦିନ ତଳେ ମୃତ୍ୟୁବରଣ କରିଥିଲେ।…

ଫୁଟବଲ ଖେଳ ଦେଖିବାକୁ ଯାଇ ଭାସି ଯାଇଥିଲେ: ଆଜି ନଦୀରୁ ମିଳିଲା ୨ ମୃତଦେହ

ଚିତ୍ରଡ଼ା,୨୦ା୮(ଡି.ଏନ୍‌.ଏ.)-ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଜମ୍ଭୀରା ନଦୀରେ ଭାସିଯାଇଥିବା ୨ ଯୁବକଙ୍କ ମୃତଦେହ ଗୁରୁବାର ଉଦ୍ଧାର ହୋଇଛି। ମୃତ ଯୁବକ ଦ୍ୱୟ ହେଲେ ଗଣ୍ଡଗୁହାଳି ଗ୍ରାମର ବୁଦ୍ଧେଶ୍ୱର ମାଝି ଓ ବିରାମ ମାରାଣ୍ଡି। ଜଣଙ୍କର ମୃତଦେହ ଶୀଳଦା ଓ ଅନ୍ୟ…

ସିରିଜ ବିଜୟ ଲକ୍ଷ୍ୟରେ ଇଂଲଣ୍ଡ

ସାଉଥାମ୍ପଟନ, ୨୦।୮: ଇଂଲଣ୍ଡ-ପାକିସ୍ତାନ ତୃତୀୟ କ୍ରିକେଟ ଟେଷ୍ଟ ଶୁକ୍ରବାରଠାରୁ ସ୍ଥାନୀୟ ରୋଜବାଓଲ ଷ୍ଟାଡିୟମରେ ଆରମ୍ଭ ହେବ। ପ୍ରଥମ ଟେଷ୍ଟରେ ଇଂଲଣ୍ଡ ବିଜୟୀ ହୋଇଥିଲା। ବର୍ଷା ଯୋଗୁ ଦ୍ୱିତୀୟ ଟେଷ୍ଟ ଡ୍ର ରହିଥିଲା। ତେଣୁ ଘରୋଇ ଦଳ ସିରିଜ ବିଜୟ ଲକ୍ଷ୍ୟରେ ଥିବାବେଳେ…

ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲା: ମୁମ୍ବାଇରେ ପହଞ୍ଚିଲା ସିବିଆଇ

ମୁମ୍ବାଇ,୨୦।୮-ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ଘଟଣାର ତଦନ୍ତ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ସିବିଆଇ ଟିମ ଗୁରୁବାର ସାରେ ମୁମ୍ବାଇରେ ପହଞ୍ଚିଛି। ଉକ୍ତ ଟିମରେ ୪ ଜଣ ଅଧିକାରୀ ସାମିଲ ଅଛନ୍ତି। ସେହିପରି ଆଉ ଏକ ଟିମ ବିଳମ୍ବିତ…

ହସ୍ପିଟାଲରୁ ଫେରାର ହେବାକୁ ଉଦ୍ୟମବେଳେ ଛାତରୁ ପଡ଼ି କରୋନା ଆକ୍ରାନ୍ତ ମହିଳାଙ୍କ ମୃତ୍ୟୁ

ମୁରାଦାବାଦ, ୨୦।୮: ଉତ୍ତର ପ୍ରଦେଶ ମୁରାଦାବାଦ ଜିଲାରେ ଜଣେ କରୋନା ଆକ୍ରାନ୍ତ ମହିଳା ହସ୍ପିଟାଲରୁ ଫେରାର ହେବାକୁ ଉଦ୍ୟମ କରୁଥିବାବେଳେ ଛାତରୁ ପଡ଼ି ମୃତ୍ୟୁବରଣ କରିଛନ୍ତି। ୨୮ ବର୍ଷୀୟା ଏହି ମହିଳାଜଣଙ୍କ ତୀର୍ଥକର ବିଶ୍ୱବିଦ୍ୟାଳୟ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ। ବୁଧବାର ସେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri