ଛାତରୁ ଓହ୍ଲାଇବା ପାଇଁ ଏମିତି ଉପାୟ ଆପଣାଉଛି ଭାଲୁ , ଦେଖିଲେ ଉଡ଼ିଯିବ ହୋସ
ସୋସିଆଲ ମିଡିଆରେ ବର୍ତ୍ତମାନ ଭାଲୁକୁ ନେଇ ଏକ ଭିଡିଓ ଭାଇରାଲ ହେଉଛି। ଯାହାକୁ ଦେଖିଲେ ଆପଣ ମଧ୍ୟ ଆଶ୍ଚର୍ଯ୍ୟ ହୋଇଯିବେ। ଏକ ଭାଲୁ ମାଙ୍କଡ଼ ଭଳି ଉପାୟ ଅବଲମ୍ବନ କରୁଛି। ଛାତ ଉପରୁ ଓହ୍ଲାଇବା ପାଇଁ ଭାଲୁଟି ଛାତରୁ ଏକ ଗଛକୁ…
ଭଦ୍ରକରେ ସଙ୍ଗରୋଧକୁ ପଛରେ ପକାଇଲା ସ୍ଥାନୀୟ ସଂକ୍ରମଣ, ଜାଣନ୍ତୁ ଗୋଟିଏ ଦିନରେ କେତେ ରହିଛି ଲୋକାଲ କେସ୍
ଭଦ୍ରକ ଅଫିସ,୨୦।୮: ଭଦ୍ରକ ଜିଲାରେ ଗୁରୁବାର ୧୦୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୪୧ରେ ପହଞ୍ଚିଛି। ଆଜିର ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ମାତ୍ର ୩ ଜଣଙ୍କୁ ଛାଡିଲେ ସମସ୍ତେ ସ୍ଥାନୀୟ…
ଗଣେଶ ପୂଜା ପ୍ରସଙ୍ଗ: ସ୍ଥାନୀୟ ପ୍ରଶାସନ ନେବ ନିଷ୍ପତ୍ତି
କଟକ ଅଫିସ,୨୦ା୮: ଟ୍ବିନ୍ ସିଟି ଭୁବନେଶ୍ୱର ଏବଂ କଟକରେ ଗଣେଶ ପୂଜା ପାଇଁ ଅନୁମତି ଦେବାକୁ ହାଇକୋର୍ଟରେ ଏକ ଜନ ସ୍ବାର୍ଥ ମାମଲା ରୁଜୁ ହୋଇଥିଲା। ଗୁରୁବାର ମାମଲାର ବିଚାର କରି ସ୍ଥାନୀୟ ପ୍ରଶାସନ ନିଷ୍ପତ୍ତି ନେଉ ବୋଲି କୋର୍ଟ ନିର୍ଦ୍ଦେଶ…
୧୮ମହଲାରୁ ତଳକୁ ଖସିପଡ଼ିଲା ଶିଶୁ, ତା’ପରେ…
ବେଜିଂ,୨୦।୮: ରଖେ ହରି ମାରେ କିଏ। ଅର୍ଥାତ୍ ଯାହାକୁ ଭଗବାନ ରକ୍ଷା କରିବାକୁ ଚାହାନ୍ତି ତା’କୁ କୌଣସି ଶକ୍ତି କ୍ଷତି ପହଞ୍ଚାଇପାରେ ନାହିଁ। ଏଭଳି କିଛି ଘଟିଛି ଜଣେ ୪ ବର୍ଷର ଶିଶୁ ସହ। ୧୮ ମହଲା ସ୍ଥିତ ଫ୍ଲାଟ୍ର ଝରକାରୁ…
ଚତୁରତାର ସହ ସାପ ପିଠିରେ ବସି ଯାଉଛି ବେଙ୍ଗ, ଆଉ ତା ପରେ
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଆଶ୍ଚର୍ଯ୍ୟ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ…
ସଞ୍ଜୟଙ୍କ ସ୍ବାସ୍ଥ୍ୟକୁ ନେଇ ଇମୋଶନାଲ ପୋଷ୍ଟ କଲେ ଇର୍ଫାନଙ୍କ ପୁଅ
ମୁମ୍ବାଇ: ବଲିଉଡ୍ ଅଭିନେତା ସଞ୍ଜୟ ଦତ୍ତ ଏବେ କ୍ୟାନସରରେ ପୀଡ଼ିତ ଥିବା ବେଳେ ଚିକିତ୍ସା ପାଇଁ ନିକଟରେ ସେ ମୁମ୍ବାଇର କୋକିଳାବେନ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଗଣମାଧ୍ୟମର ସୂଚନା ଅନୁଯାୟୀ, ସଞ୍ଜୟ ଫୁସ୍ଫୁସ୍ କର୍କଟରେ ପୀଡିତ ଥିବା ଜଣାପଡିବା ପରେ ତାଙ୍କ…
ପିତାଙ୍କ ଜୟନ୍ତୀ ଅବସରରେ ଭାବୁକ ପୋଷ୍ଟ ଲେଖିଲେ ରାହୁଲ
ନୂଆଦିଲ୍ଲୀ,୨୦।୮: ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ୭୬ତମ ଜୟନ୍ତୀ ପାଳିତ ହୋଇଛି। ଗୁରୁବାର ଦିଲ୍ଲୀର ବୀର ଭୂମିରେ ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ବାପା ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ଅବସରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହି ଅବସରରେ…
ମାଟି ତଳେ ପୋତି ହୋଇଛି ଶହଶହ ଗାଡ଼ିମୋଟର
ଜୟପୁର,୨୦ା୮: ୫ ଦିନ ଧରି ଲଗାଣ ବର୍ଷା ଯୋଗୁ ରାଜସ୍ଥାନର ରାଜଧାନୀ ଜୟପୁରରେ ଲୋକେ ବାରହୀନସ୍ତା ଭୋଗ କରୁଛନ୍ତି। ଘରୁ ବାହାରିବା କଷ୍ଟକର ହୋଇପଡ଼ିଛି। କେଉଁଠି ଘର, ତ ଆଉ କେଉଁଠି ମନ୍ଦିର ଏପିରିକି ଶହଶହ ଗାଡ଼ିମୋଟର ମାଟିତଳେ ପୋତି ହୋଇପଡ଼ିଛି।…
ଓବାମା ଭଲକାମ ନ କରିବାରୁ ମୁଁ ହେଲି ରାଷ୍ଟ୍ରପତି: ଟ୍ରମ୍ପ
ଓ୍ବାଶିଂଟନ,୨୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଏକ ବୟାନ ଦେଇ ଆସିଛନ୍ତି ଚର୍ଚ୍ଚାକୁ। ସେ କହିଛନ୍ତି ଆମେରିକାର ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମା ଭଲକାମ ନ କରିବାରୁ ଟ୍ରମ୍ପ ରାଜନୀତିକୁ ଆସିଥିଲେ ଓ ରାଷ୍ଟ୍ରପତି ହୋଇଥିଲେ ବି କହିଛନ୍ତି। ସୂଚନାଯୋଗ୍ୟ,…
ମହିଳା ଡାକ୍ତରଙ୍କୁ ଛୁରି ଭୁସି ହତ୍ୟା କଲେ ସାଥୀ ଡାକ୍ତର, ଜାଣନ୍ତୁ କାହିଁକି
ଲକ୍ଷ୍ନୌ,୨୦ା୮: ଆଗ୍ରାର ସରୋଜିନୀ ନାଇଡୁ ମେଡିକାଲ କଲେଜରୁ ଏମ୍ବିବିଏସ୍ ପାସ କରିଥିବା ଜଣେ ମହିଳା ଡାକ୍ତରଙ୍କୁ ହତ୍ୟା କରାଯାଇଥିବା ଜଣାପଡ଼ିଛି। ତାଙ୍କ ସହ ୭ ବର୍ଷ ଧରି ପ୍ରେମସମ୍ପର୍କ ରଖିଥିବା ସାଥୀ ଡାକ୍ତର ତାଙ୍କୁ ହତ୍ୟା କରିଛନ୍ତି। ଅଭିଯୁକ୍ତ ଡାକ୍ତର ବିବେକ…
ଭାରତରେ ଗୁଗଲ-ଜି ମେଲ୍ ସର୍ଭର ଡାଉନ୍
ନୂଆଦିଲ୍ଲୀ, ୨୦।୮: ଭାରତରେ ଗୁରୁବାର ସକାଳଠାରୁ ଗୁଗଲ ଏବଂ ଜି-ମେଲ୍ ସର୍ଭର ଡାଉନ୍ ରହିଛି। ଫଳରେ ୟୁଜରଙ୍କ ପାଇଁ ସମସ୍ୟା ସୃଷ୍ଟି ହୋଇଛି। ଜି-ମେଲ୍ରେ ଆକ୍ଟିଭ୍ ୟୁଜରଙ୍କ ସଂଖ୍ୟା ଅଧିକ ହୋଇଯିବାରୁ ଏଭଳି ସ୍ଥିତି ସୃଷ୍ଟି ହୋଇଥିବା କୁହାଯାଉଛି। ଏଭଳି ସ୍ଥିତି…
ମୁମ୍ବାଇ ଯିବ ସିବିଆଇର ଏସ୍ଆଇଟି ଟିମ୍
ମୁମ୍ବାଇ,୨୦।୮: ବଲିଉଡ୍ ଅଭିନେତା ସୁଶାନ୍ତ ସିଂହଙ୍କ ମୃତ୍ୟୁ ମାମଲାର ତଦନ୍ତ କରିବ ସିବିଆଇ। ବୁଧବାର ସୁପ୍ରିମକୋର୍ଟ ଏନେଇ ଶୁଣାଣି କରିଛନ୍ତି। ସୁପ୍ରିମକୋର୍ଟଙ୍କ ରାୟ ପରେ ଗୁରୁବାର ମୁମ୍ବାଇ ପୋଲିସଠାରୁ ସିବିଆଇ ତଦନ୍ତଭାର ଗ୍ରହଣ କରିବ। ଏଥିପାଇଁ ସିବିଆଇର ଏସ୍ଆଇଟି ଟିମ୍ ମୁମ୍ବାଇ…
Archives


