Home Left

ବିବାହ ବାର୍ଷିକୀରେ ସ୍ତ୍ରୀଙ୍କ ପାଇଁ ଜହ୍ନରେ ଜାଗା କିଣିଲେ ଧର୍ମେନ୍ଦ୍ର

ସାଧାରଣତଃ ଯେଉଁମାନେ ପ୍ରେମରେ ପଡ଼ନ୍ତି ସେମାନେ ଅନେକ ସ୍ବପ୍ନ ଦେଖିଥାନ୍ତି। ଏପରିକି ପ୍ରେମିକଟିଏ ପ୍ରେମିକାଙ୍କ ପାଇଁ ଜହ୍ନରେ ଜାଗା କିଣିଦେବା କିମ୍ବା ତାରାଫୁଲରେ ଘର ସଜାଇବାକୁ ପ୍ରତିଶ୍ରୁତି ବି ଦେଇଥାନ୍ତି। ଏକଥା ଆମେ ଗୀତ ବା ଗପରେ ଶୁଣିଥିଲେ। ମାତ୍ର ବାସ୍ତବରେ…

ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେଶନ୍‌: ୭ ତାଲିବାନ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା

କାବୁଲ,୨୭।୧୨: ଆଫଗାନିସ୍ତାନରେ ମିଳିତ ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେଶନ୍‌ରେ ୭ ତାଲିବାନ୍‌ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଦକ୍ଷିଣ ଆଫଗାନିସ୍ତାନର କାନ୍ଦାହାର ପ୍ରଦେଶର ଜେହାରିଆ ଜିଲାରେ ଏଭଳି ଘଟିଥିବା ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ରବିବାର ସୂଚନା ପ୍ରଦାନ କରାଯାଇଛି। କତାରର ରାଜଧାନୀ ଦୋହାରେ ଆଫଗାନିସ୍ତାନ…

ରାଜ୍ୟରେ ୨୬ ଜିଲାରୁ ୩୦୩ କରୋନା ପଜିଟିଭ୍‌ ଚିହ୍ନଟ, ୪ ମୃତ

ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ରାଜ୍ୟରେ ରବିବାର ୩୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୪ ଜଣଙ୍କ ମୃତ୍ୟୁ ଘଟିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧୭୨ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୩୧ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ…

ଡିଭାଇଡରରେ ପିଟି ହୋଇ ଓଲଟିଲା ମିନିବସ, ଜଣେ ଯାତ୍ରୀଙ୍କ ଜୀବନ ଗଲା; ୬ ଗୁରୁତର

ରାଉରକେଲା ଅଫିସ,୨୭ା୧୨: ୧୪୩ ନଂ ଜାତୀୟ ରାଜପଥର ବାଲୁଘାଟ ଏନ୍‌ଏଚ୍‌ ଡାକ ବଙ୍ଗଳା ନିକଟରେ ଏକ ମିନି ବସ୍‌ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ଜଣେ ଯାତ୍ରୀଙ୍କର ମୃତ୍ୟୁ ଘଟିଛି। ବସ୍‌ରେ ଥିବା ଅନ୍ୟ ୬ ଯାତ୍ରୀ ଗୁରୁତର ହୋଇଛନ୍ତି।…

ବେକାର ହୋଇ ବସିବୁ କାହିଁକି: ତଳି ରୋଇଲେ ଅନ୍ନଦାତା

ନୂଆଦିଲ୍ଲୀ,୨୭।୧୨: କୃଷି ଆଇନ ବିରୋଧରେ ଅନ୍ନଦାତାଙ୍କ ଆନ୍ଦୋଳନ ଜାରି ରହିଛି। ଇତିମଧ୍ୟରେ ଦୀର୍ଘଦିନ ଧରି ଆନ୍ଦୋଳନ ପାଇଁ ଚାଷୀ ସଂଗଠନଗୁଡ଼ିକ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଅନ୍ନଦାତାମାନେ ନିରଙ୍କାରି ସମାଗମ ପଡ଼ିଆ ଜମିରେ ପ୍ରତିବାଦ ସ୍ବରୂପ ତଳି ରୋଇବା ଆରମ୍ଭ କରିଛନ୍ତି। ସେମାନେ…

ସାନ୍ତାଙ୍କଠାରୁ ଉପହାର ଗ୍ରହଣ କରିବା ପଡିଲା ମହଙ୍ଗା ୧୫୭ ଜଣ କରୋନାରେ ପୀଡ଼ିତ!

ବ୍ରସେଲସ,୨୭ ।୧୨: ଖ୍ରୀଷ୍ଟମାସରେ ସାନ୍ତା କ୍ଲଜଙ୍କଠାରୁ ଉପହାର ଗ୍ରହଣ କରିବାର ପରମ୍ପରା ରହିଛି । ହେଲେ ଚଳିତ ବର୍ଷ ଜଣେ କରୋନା ସଂକ୍ରମିତ ସାନ୍ତାଙ୍କଠାରୁ ଉପହାର ଗ୍ରହଣ କରିବା ମହାଙ୍ଗା ପଡିଛି । ବେଲଜିୟମର ଏକ କେୟାର ହୋମରେ ଜଣେ ସାନ୍ତା…

ଭାଜପା ନେତାଙ୍କ ଦାବି ନୀତୀଶ ଛାଡନ୍ତୁ ଗୃହ ବିଭାଗ

ପାଟନା,୨୭ ।୧୨: ଦୁଇଦିନ ତଳେ ଅରୁଣାଚଳ ପ୍ରଦେଶରେ ଜନତା ଦଳ ୟୁନାଇଟେଡ(ଜେଡିୟୁ)ର ୬ ବିଧାୟକ ଦଳ ଛାଡି ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେବା ନୀତୀଶଙ୍କୁ ଏକ ପ୍ରକାର ଧକ୍କା ଦେଇଥିଲା ବୋଲି ଆଲୋଚନା ହୋଇଥିଲା । କାରଣ ଗୋଟିଏ ପଟେ…

ଯୁବଚାଷୀଙ୍କ ପ୍ରେରଣା ନୀଳକଣ୍ଠ

ନିଶ୍ଚିନ୍ତକୋଇଲି,୨୭ା୧୨(ସ୍ବ.ପ୍ର.): ଦିନକୁ ଦିନ ଚାଷ ଜମି କମି ଯାଉଥିବାବେଳେ ପଲ୍ଲୀରୁ ଦିଲ୍ଲୀ ସବୁଠି କୋଠାବାଡ଼ି ଦେଖିବାକୁ ମିଳୁଛି। ଅପରପକ୍ଷେ ଅଧିକ ଲାଭ ଆଶାରେ କ୍ଷେତରେ ରାସାୟନିକ ସାର, କୀଟନାଶକ ବ୍ୟବହାର କରାଯାଉଛି। ଏହାକୁ ଖାଇ ଲୋକେ ଦୁରାରୋଗ୍ୟ ବ୍ୟାଧିରେ ପୀଡ଼ିତ ହେଉଛନ୍ତି।…

କରୋନା ନୁହେଁ ଶେଷ ମହାମାରୀ, ବିଶ୍ୱବାସୀଙ୍କୁ ପ୍ରସ୍ତୁତ ରହିବାକୁ ପଡିବ: ଡବ୍ଲୁଏଚ୍‌ଓ

ଜେନେଭା,୨୭ ।୧୨: ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚଓ)ର ମୁଖ୍ୟ ଟେଡ୍ରୋସ୍ ଅଧନୋମ ଘେବ୍ରେସିୟସ ବିଶ୍ୱବାସୀଙ୍କୁ ଏକ ଚେତାବନୀ ଦେଇଛନ୍ତି । ସେ କହିଛନ୍ତି କରୋନା ବିଶ୍ୱ ପାଇଁ ଶେଷ ମହାମାରୀ ନୁହେଁ । ତେଣୁ ଆଗକୁ ଆସୁଥିବା ସଙ୍କଟ ସମୟକୁ ଲକ୍ଷ୍ୟ କରି…

୨୦୦୦ ବର୍ଷ ପୁରାତନ ଜଳଖିଆ ଦୋକାନର ମିଳିଲା ସନ୍ଧାନ

ରୋମ୍‌,୨୭।୧୨: ଇଟାଲୀରେ ୨୦୦୦ ବର୍ଷ ପୁରାତନ ଏକ ଜଳଖିଆ ଦୋକାନର ସନ୍ଧାନ ମିଳିଛି। ଆଗ୍ନେୟଗରି ଉଦ୍‌ଗୀରଣରେ ଜଳଖିଆ ଦୋକାନଟି ଉତ୍ତପ୍ତ ତରଳ ଲାଭା ତଳେ ପୋତି ହୋଇ ଯାଇଥିଲା। ଏହାକୁ ପ୍ରତ୍ନତତ୍ତ୍ୱବିତ୍‌ମାନେ ଉଦ୍ଧାର କରିଛନ୍ତି। ଜଳଖିଆ ଦୋକାନରେ ଲୋକଙ୍କ ପାଇଁ ମୁଖ୍ୟତଃ…

ବନ୍ଦ କୋଠରିରୁ ଗଳିତ ମୃତଦେହ ଜବତ: ସମ୍ପତ୍ତି ଲୋଭରେ ହତ୍ୟା ସନ୍ଦେହ

ଭୁବନେଶ୍ୱର,୨୭ା୧୨(ବ୍ୟୁରୋ): ବଡଗଡ ଥାନା ଅନ୍ତର୍ଗତ ବ୍ରହ୍ମେଶ୍ୱର ପାଟଣା ଅଞ୍ଚଳର ଏକ ବନ୍ଦ ଘରୁ ଶନିବାର ଜଣେ ବ୍ୟକ୍ତିଙ୍କ ଗଳିତ ମୃତଦେହ ଜବତ କରାଯାଇଛି। ମୃତବ୍ୟକ୍ତି ଜଣକ ହେଲେ ବିଭୂତି ଭୂଷଣ ଦାନି(୪୮)। ବିଭୂତିଙ୍କ ଘରୁ ଦୁର୍ଗନ୍ଧ ଆସିବାରୁ ସ୍ଥାନୀୟ ଲୋକେ ପୋଲିସକୁ…

ପରୀ ହତ୍ୟାକାଣ୍ଡ: ଫ୍ରକ୍‌ରେ ରହିଛି ସିମେନ୍‌ ଦାଗ, ଗ୍ରୁପ୍‌ ଚିହ୍ନଟ ହୋଇପାରୁନି

ନୟାଗଡ ଅଫିସ,୨୭ା୧୨: ନୟାଗଡ଼ର ବହୁଚର୍ଚ୍ଚିତ ପରୀ ହତ୍ୟାକାଣ୍ଡରେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ଉଦ୍ଧାର ହୋଇଥିବା ପରୀର ଫ୍ରକ୍‌ରେ ସିମେନ୍‌ର ଦାଗ ରହିଥିବା ଫରେନ୍‌ସିକ୍‌ ରିପୋର୍ଟରୁ ଜଣାପଡ଼ୁଛି। କିନ୍ତୁ ସେହି ସିମେନ୍‌ କାହାର ତାହା ଜଣାପଡ଼ୁନାହିଁ। କାରଣ ତାହା ଏଭଳି ନଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?