Home Left

ମଧ୍ୟାହ୍ନରେ ମହିଳାଙ୍କ ବେକରୁ ସୁନାହାର ଲୁଟ୍‌, ସିସିଟିଭିରେ ହେଲା କଏଦ

ହିଞ୍ଜିଳିକାଟୁ,୨୬ା୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବଇଁଚବଣିଆ ଅଞ୍ଚଳରେ ଜଣେ ମହିଳାଙ୍କ ବେକରୁ ଶନିବାର ମଧ୍ୟାହ୍ନରେ ୨ ଜଣ ଦୁର୍ବୃତ୍ତ ବାଇକ୍‌ରେ ଆସି ୩ ଭରି ଓଜନର ହାର ଲୁଟି ନେଇଛନ୍ତି। ଏଥିନେଇ ଲୁଟ୍‌ର ଶିକାର ହୋଇଥିବା ହିଞ୍ଜିଳିକାଟୁ ଶ୍ୟାମଳାଇ ନଗରର ବାସନ୍ତୀ…

କଶ୍ମୀରରେ ଶୂନ ଡିଗ୍ରୀ ତାପମାତ୍ରା, ଜନଜୀବନ ଅସ୍ତବ୍ୟସ୍ତ

ଶ୍ରୀନଗର,୨୬ା୧୨: କଶ୍ମୀର ଉପତ୍ୟକାର ଗ୍ରାମାଞ୍ଚଳର ପାଗ ଜନଜୀବନକୁ ଅସ୍ତବ୍ୟସ୍ତ କର ପକାଇଛି। କାରଣ ଏଠାରେ ଏତେ ଥଣ୍ଡା ଯେ, ପ୍ରବଳ ବରଫ ପଡୁଛି। ଶୂନ ଡିଗ୍ରୀ ତଳେ ତାପମାତ୍ରା ରହିଛି। ଫଳରେ ପାଇପଲାଇନ୍‌ରେ ବରଫ ଜମାଟ ବାନ୍ଧିଥିବାରୁ ଗାଁ ଲୋକ ପାଣି…

ପ୍ରଶଂସକଙ୍କୁ ସଲମାନ କହିଲେ ମୁଁ ଘରେ ନାହିଁ, ମୋ’ ଘର ସାମ୍ନାରେ ଭିଡ଼ କରିବେନି; କାରଣ…

ମୁମ୍ବାଇ,୨୬ା୧୨: ଆସନ୍ତାକାଲି ଅର୍ଥାତ୍‌ ରବିବାର ଦବଙ୍ଗ ଖାନ୍‌ ସଲମାନ ଖାଁଙ୍କ ପାଇଁ ଏକ ବିଶେଷ ଦିନ। କାରଣ ଡିସେମ୍ବର ୨୭ରେ ସଲୁ ତାଙ୍କର ୫୫ତମ ଜନ୍ମଦିବସ ପାଳନ କରିବାକୁ ଯାଉଛନ୍ତି। ସଲୁଙ୍କ ପ୍ରଶଂସକମାନେ ମଧ୍ୟ ଏହାକୁ ନେଇ ବହୁତ ଉତ୍ସାହିତ ଅଛନ୍ତି।…

କୃଷି ଆନ୍ଦୋଳନ: ଏନ୍‌ଡିଏର ହାତ ଛାଡିଲା ଆର୍‌ଏଲପି

ନୂଆଦିଲ୍ଲୀ,୨୬।୧୨-ଭାଜପାର ସହଯୋଗୀ ଦଳ ରାଷ୍ଟ୍ରୀୟ ଲୋକତାନ୍ତ୍ରିକ ପାର୍ଟି (ଆର୍‌ଏଲପି) ଏନ୍‌ଡିଏରୁ ଅଲଗା ହୋଇଯାଇଛି। ଏ ନେଇ ଆରଏଲପି ମୁଖ୍ୟ ହନୁମାନ ବେନିୱାଲ ଶନିବାର ଘୋଷଣା କରିଛନ୍ତି। ରାଜସ୍ଥାନର ଏହି ଆଞ୍ଚଳିକ ଦଳ କିଛି ଦିନ ତଳେ ଚାଷୀଙ୍କ ଆନ୍ଦୋଳନକୁ ସମର୍ଥନ କରିଥିଲା।…

ରାହାନେଙ୍କୁ ପ୍ରଶଂସା କଲେ ମୋ ବିରୋଧରେ ମୁମ୍ବାଇ ଖେଳାଳିଙ୍କୁ ସମର୍ଥନ କରୁଥିବା ଅଭିଯୋଗ ଆସିବ : ଗାଭାସ୍କର

ମେଲବୋର୍ନ, ୨୬।୧୨- ଅଷ୍ଟ୍ରେଲିଆ ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଭାରତୀୟ ଦଳର କାମଚଳା ଅଧିନାୟକ ଅଜିଙ୍କ୍ୟ ରାହାନେଙ୍କ ନେତୃତ୍ୱକୁ ବହୁ ପୂର୍ବତନ କ୍ରିକେଟର ପ୍ରଶଂସା କରିଛନ୍ତି। ଏହି ତାଲିକାରେ ଅଛନ୍ତି ପୂର୍ବତନ ଭାରତୀୟ ଅଧିନାୟକ ତଥା କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସୁନୀଲ ଗାଭାସ୍କର। ହେଲେ…

କୃଷକଙ୍କ ବାଡ଼ିରେ ଫଳିଛି ୩ କେଜିର ଲେମ୍ବୁ, ଦେଖିବା ପାଇଁ ନାହିଁ ନ ଥିବା ଭିଡ଼

ଚଣ୍ଡିଗଡ଼,୨୬ା୧୨: ହରିୟାଣାର ଆଦାମପୁରର କିଶନଗଡ଼ ଗ୍ରାମ ନିବାସୀ କୃଷକ ବିଜେନ୍ଦ୍ର ଥୋରିଙ୍କ ବାଡ଼ିରେ ଏକ ଚମତ୍କାରିତା ଦେଖିବାକୁ ମିଳିଛି। ଯେଉଁଠାରେ ଲେମ୍ବୁଗୁଡ଼ିକ ତରଭୁଜ ଆକାରର ଫଳିଛି। ଶୁଣି ଆଶ୍ଚର୍ଯ୍ୟ ହେଉଥିଲେ ମଧ୍ୟ ସତ। ବିଜେନ୍ଦ୍ରଙ୍କ ବାଡ଼ିରେ ଫଳିଥିବା ତରଭୁଜ ଆକାରର ଲେମ୍ବୁ…

ସୁରକ୍ଷା କର୍ମୀଙ୍କ ଗୁଳିରେ ଟଳିଲେ ୨ ଆତଙ୍କବାଦୀ: ଚାଲିଛି ସର୍ଚ୍ଚ ଅପରେସନ

ଶ୍ରୀନଗର,୨୬।୧୨-ଜାମ୍ମୁ ଓ କାଶ୍ମୀରର ସୋପିଅନ ଜିଲା କାନିଗାମ ଅଞ୍ଚଳରେ ସୁରକ୍ଷା କର୍ମୀଙ୍କ ଏନ୍‌ କାଉଣ୍ଟରରେ ଶନିବାର ୨ ଆତଙ୍କବାଦୀ ନିହତ ହୋଇଛନ୍ତି। କିଛି ଆତଙ୍କବାଦୀ ସେଠାରେ ଲୁଚି ରହିଥିବା ଖବର ମିଳିବା ପରେ ସୁରକ୍ଷା କର୍ମୀଙ୍କ ପକ୍ଷରୁ ଜୋରଦାର ସର୍ଚ୍ଚ ଅପରେସନ…

ଭୁବନେଶ୍ୱରରୁ ଆଜି ପୁଣି ୨୦ ପଜିିଟିଭ୍‌ ଚିହ୍ନଟ: ୪୩ ସୁସ୍ଥ

ଭୁବନେଶ୍ୱର,୨୬।୧୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଶନିବାର ଆଉ ୨୦ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୧୭ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୪୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ…

ରାହାନେଙ୍କ ନେତୃତ୍ୱକୁ ପ୍ରଶଂସା କଲେ ସେହ୍ବାଗ

ମେଲବୋର୍ନ,୨୬।୧୨- ବକ୍ସିଂ ଡେ’ ଟେଷ୍ଟରେ ଅଷ୍ଟ୍ରେଲିଆକୁ ୧୯୫ ରନ୍‌ରେ ଅଲଆଉଟ୍‌ କରିବା ପରେ ଭାରତୀୟ ଦଳର କାମଚଳା ଅଧିନାୟକ ଅଜିଙ୍କ୍ୟ ରାହାନେଙ୍କ ନେତୃତ୍ୱକୁ ପ୍ରଶଂସା କରିଛନ୍ତି ପୂର୍ବତନ ବିସ୍ଫୋରକ ବ୍ୟାଟ୍ସମ୍ୟାନ ବୀରେନ୍ଦ୍ର ସେହ୍ବାଗ। ରାହାନେଙ୍କ ଜବରଦସ୍ତ ବୋଲିଂ ଚେଞ୍ଜ ଓ ସ୍ମାର୍ଟ…

ରାସ୍ତାରେ ଏହାକୁ ଦେଖି ପୁଅର ହାତ ଛାଡି ଦୌଡିଲା ଝିଅ, ଆଉ ତା’ ପରେ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ବହୁତ…

ମା’ଙ୍କୁ ଜନ୍ମଦିନରେ ଶୁଭେଚ୍ଛା ଜଣାଇ ଭାବପ୍ରବଣ ହେଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ, ଲେଖିଲେ ଏମିତି…

ସୋସିଆଲ ମିଡିଆରେ ଅଧିକ ସକ୍ରିୟ ରହୁଥିବା ଅଭିନେତ୍ରୀଙ୍କ ମଧ୍ୟରୁ କଙ୍ଗନା ରଣାୱତ ଅନ୍ୟତମ। ପ୍ରତ୍ୟେକ ପ୍ରସଙ୍ଗରେ ସେ ନିଖୁଣ ଭାବରେ ତାଙ୍କର ମତ ରଖିଥାନ୍ତି। ଏହି କାରଣରୁ ସେ ଟ୍ରୋଲ ମଧ୍ୟ ହୋଇଥାନ୍ତି । ହେଲେ କଙ୍ଗନା ସେମାନଙ୍କୁ ଉତ୍ତର ଦେବାରେ…

ପୁଅ ସହ ନଜର ଆସିଲେ ସାନିଆ ମିର୍ଜା

ମୁମ୍ବାଇ,୨୬।୧୨-ଭାରତୀୟ ଟେନିସ୍‌ ତାରକା ସାନିଆ ମିର୍ଜା ନିଜ ପୁଅ ଇଜହାନ ମିର୍ଜା ମଲ୍ଲିକ ସହ ନଜର ଆସିଛନ୍ତି। ଦୀର୍ଘଦିନ ପରେ ସାନିଆଙ୍କୁ ଇଜହାନଙ୍କ ଦେଖିବାକୁ ମିଳିଛି। ଏହି ଫଟୋ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଏକ ସୁଇମିଂ ପୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?