Home Left

IND VS NZ: ଫାଇନାଲ ମ୍ୟାଚ ଉପରେ ୪,୫୦୦ ପୋଲିସ କର୍ମଚାରୀଙ୍କ ସହ ନଜର ରଖିବ ୩୦୦ ସିସିଟିଭି କ୍ୟାମେରା

ନୂଆଦିଲ୍ଲୀ,୭।୩: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ T20 ବିଶ୍ୱକପ ୨୦୨୬ର ଫାଇନାଲ ମ୍ୟାଚ ୮ ମାର୍ଚ୍ଚରେ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ନରେନ୍ଦ୍ର ମୋଦି ଷ୍ଟାଡିୟମ ହେଉଛି ବିଶ୍ୱର ସର୍ବବୃହତ କ୍ରିକେଟ ଷ୍ଟାଡିୟମ, ଯାହାର କ୍ଷମତା ୧୩୨,୦୦୦। ଏହି ଫାଇନାଲ…

ଦାରିଙ୍ଗବାଡିରେ ଓଡ଼ିିଶା ପର୍ଯ୍ୟଟନ ବିଭାଗ ସଚିବ ବଳବନ୍ତ ସିଂ: ବଦଳିବ ଦାରିଙ୍ଗବାଡି ପର୍ଯ୍ୟଟନର ମାନଚିତ୍ର 

ଦାରିଙ୍ଗବାଡି,୮।୩(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳକୁ ଶନିବାର ଦିନିକିଆ ଗସ୍ତରେ ଆସିଛନ୍ତି ଓଡ଼ିଶା ପର୍ଯ୍ୟଟନ ବିଭାଗର ପ୍ରମୁଖ ସଚିବ ତଥା ବରିଷ୍ଠ ଭାରତୀୟ ପ୍ରଶାସନିକ ଅଧିକାରୀ ବଳବନ୍ତ ସିଂ। ସେ ପ୍ରଥମେ ଉକ୍ତ ବ୍ଲକ କିରିକୁଟି ପଞ୍ଚାୟତରେ ରହିଥିବା ଲଭର୍ସ…

ବରୁଣ ଚକ୍ରବର୍ତ୍ତୀ ନୁହେଁ, ଫାଇନାଲରେ ଖେଳିବେ ଏହି ଖେଳାଳି! ପ୍ଲେଇଂ ଇଲେଭେନର ନୂଆ ଅପଡେଟ କରୁଛି ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୭।୩: ଫାଇନାଲରେ ବରୁଣ ଚକ୍ରବର୍ତ୍ତୀ ଖେଳିବେ କି ନାହିଁ ତାହା ଏକ ପ୍ରମୁଖ ପ୍ରଶ୍ନ ହୋଇ ରହିଛି। ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ସେ ଚାରି ଓଭରରେ ୬୪ରନ ଦେଇଥିଲେ। ଏହି ସଂଖ୍ୟାଗୁଡ଼ିକ ସାରା ବିଶ୍ୱରେ ଆଲୋଚନା ହେଉଛି, ଯାହା ଫଳରେ ତାଙ୍କୁ…

ନନ୍ଦପୁରରେ ମିଳିଲାନି ଡିଜେଲ, ପେଟ୍ରୋଲ: ଟାଙ୍କି ବନ୍ଦ

ନନ୍ଦପୁର,୮।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ୨୩ ପଞ୍ଚାୟତ, ସେମିଳିଗୁଡା ବ୍ଲକର ୪ ଓ ଲମତାପୁଟ ବ୍ଲକର ୪ ପଞ୍ଚାୟତବାସୀ ପାଇଁ ଥିବା ୫ ଟାଙ୍କି ଓ ୨ ଡିପୋରେ ଶନିବାର ପେଟ୍ରୋଲ,ଡିଜେଲ ଓ ଗ୍ୟାସ ନ…

ବିହାରି ଭାଟି ଅନ୍ୟତ୍ର ସ୍ଥାନାନ୍ତର କରିବାକୁ ଦାବି

ନନ୍ଦପୁର, ୮।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ହିକିମପୁଟ ପଞ୍ଚାୟତ ସଦର ମହକୁମାରେ ଥିବା ବିହାରୀ ମଦ ଭାଟିକୁ ଅନ୍ୟତ୍ର ସ୍ଥାନାନ୍ତର କରିବାକୁ ଗ୍ରାମବାସୀ ଦାବି କରିଛନ୍ତି। ଏ ନେଇ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ପୋର୍ଟାଲରେ ଅଭିଯୋଗ…

ଭେନେଜୁଏଲା-ଇରାନ ପରେ, ଆମେରିକାର ଟାର୍ଗେଟରେ ଏବେ କେଉଁ ଦେଶ? ଟ୍ରମ୍ପ ଦେଲେ ସ୍ପଷ୍ଟ ଉତ୍ତର

ଓ୍ବାଶିଂଟନ,୭।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶନିବାର ରାତିରେ (ମାର୍ଚ୍ଚ ୭, ୨୦୨୬) ଇରାନ ଉପରେ ଏକ ବଡ଼ ଆକ୍ରମଣ ଧମକ ଦେଇଥିଲେ। ସେ ଆମେରିକାର ସାମରିକ ଶକ୍ତି ଏବଂ ଭେନେଜୁଏଲାରେ ଅପରେଶନକୁ ଉଦ୍ଧୃତ କରି କ୍ୟୁବାକୁ ଚେତାବନୀ ଦେଇଥିଲେ। ଟ୍ରମ୍ପଙ୍କ…

ଭିଡିଓ ବାର୍ତ୍ତା ମାଧ୍ୟମରେ ଇରାନକୁ କଡ଼ା ବାର୍ତ୍ତା ଦେଲେ ନେତାନ୍ୟାହୁ, ଜାଣନ୍ତୁ କ’ଣ କହିଲେ

ଜେରୁଜେଲମ,୭।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଶନିବାର (ମାର୍ଚ୍ଚ ୭, ୨୦୨୬) ଜେରୁଜେଲମରେ ଏକ ସାମ୍ବାଦିକ ସମ୍ମିଳନୀରେ ସମ୍ବୋଧିତ କରି ଇସ୍ରାଏଲୀ ଲୋକଙ୍କ ସାହସ ଏବଂ ଏକତାକୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି ଯେ ଦେଶ ଗତ ସପ୍ତାହରେ ନାଗରିକ ଅଶାନ୍ତି…

ନେପାଳ ରାଜନୀତିର ରଣନୀତିକାର

ନେପାଳ ୨୦୨୫ ସେପ୍ଟେମ୍ବରରେ ଦେଖିଥିଲା ଜେନ୍‌ ଜି ବିପ୍ଳବ। ଏହାର ପ୍ରଭାବ ଅନ୍ତର୍ଜାତୀୟ ସ୍ତରରେ ମଧ୍ୟ ଅନୁଭୂତ ହୋଇଥିଲା। ପରିଣାମ ସ୍ବରୂପ ନେପାଳରେ କେ.ପି. ଶର୍ମା ଓଲିଙ୍କ ମେଣ୍ଟ ସରକାରର ପତନ ଘଟିଥିଲା। ଅନ୍ତରୀଣ ପ୍ରଧାନମନ୍ତ୍ରୀ ହୋଇଥିଲେ ସୁଶୀଳା କାର୍କି। ବିଧିବଦ୍ଧ…

ପୁଷ୍ପଗିରି ବିଶ୍ୱବିଦ୍ୟାଳୟ: ଅସ୍ମିତାର ପରିଚୟ

ଇଉରୋପରେ ବିଶ୍ୱବିଦ୍ୟାଳୟ ସ୍ଥାପନ ହେବାର ବହୁ ପୂର୍ବରୁ ଭାରତରେ ବିଶ୍ୱବିଦ୍ୟାଳୟ ବ୍ୟବସ୍ଥା କାର୍ଯ୍ୟକାରୀ ହୋଇଥିବାର ପ୍ରମାଣ ମିଳେ। ଭାରତରେ ଉଚ୍ଚ ଶିକ୍ଷା ଅଧ୍ୟୟନ ଅତି ପୁରାତନ। ପ୍ରାଚୀନ ଭାରତରେ ନାଳନ୍ଦା, ତକ୍ଷଶିଳା, ବଲ୍ଲଭ, ଓଡାନ୍ତପୁରୀ, ବିକ୍ରମଶିଳା, ଜଗଦଲ୍ଲା, ସୋମପୁର, ସାରଦା ପୀଠ…

ସାହସ ନାହିଁ

ଏକ ଦେଶ ଭାବରେ ଆମେ ସବୁବେଳେ କିମ୍ବା ପ୍ରାୟତଃ ଯାହା ଚାହୁଁ ତାହା ପାଇପାରିବୁ ନାହିଁ, ଏହି ବାସ୍ତବତାକୁ ସ୍ବୀକାର କରିବାରେ ମୋର କୌଣସି ସମସ୍ୟା ନାହିଁ। ତେବେ ନିଜକୁ ଏବଂ ନିଜର ଇଚ୍ଛାକୁ ସମ୍ପୂର୍ଣ୍ଣ ଭାବରେ ବିଶ୍ୱ ଉପରେ ଲଦି…

ସରକାରୀ ଉଚ୍ଚ ମାଧ୍ୟମିକ ଛାତ୍ରାବାସରେ ପିଲାଙ୍କ ସହ ମିଶି ମଧ୍ୟାହ୍ନ ଭୋଜନ କଲେ ଓଡିଶା ପର୍ଯ୍ୟଟନ ବିଭାଗ ସଚିବ ବଳବନ୍ତ ସିଂ

ଦାରିଙ୍ଗବାଡି, ୭ ।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳକୁ ଶନିବାର ଓଡିଶା ପର୍ଯ୍ୟଟନ ବିଭାଗର ସଚିବ ତଥା ବରିଷ୍ଠ ଭାରତୀୟ ପ୍ରଶାସନିକ ଅଧିକାରୀ ବଳବନ୍ତ ସିଂ ଦିନିକିଆ ଗସ୍ତ କରିଥିଲେ। ସେ ବିଭିନ୍ନ ପ୍ରକଳ୍ପ ବୁଲି ଦେଖିବା ସହ…

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌ ଭଡ଼ା ବୃଦ୍ଧି ପାଇଛି। ଏପରିକି ରୁମ୍‌ ଭଡ଼ା ୩୦୦ରୁ ୪୦୦ ପ୍ରତିଶତ ବୃଦ୍ଧି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri