Home Left

ଆସନ୍ତାକାଲି ଅସ୍ତ ହେବେ ଶୁକ୍ର! ୪ ରାଶିଙ୍କ ଉପରେ ଘୋର ଆର୍ଥିକ ସଙ୍କଟ! ଅଯଥାରେ ବଢିଯିବ ଖର୍ଚ୍ଚ…

ଧନ, ସମୃଦ୍ଧି ଏବଂ ଖୁସିର ଗ୍ରହ ଶୁକ୍ର ଆସନ୍ତା ୧୪ ଅକ୍ଟୋବରରେ ତୁଳା ରାଶିରେ ଅସ୍ତ ହେଉଛନ୍ତି । ନବରାତ୍ରିର ପବିତ୍ର ଦିନଗୁଡ଼ିକରେ ଶୁକ୍ରଙ୍କ ଅସ୍ତଗମନ କିଛି ରାଶି ପାଇଁ ଅଶୁଭ ବୋଲି ବିବେଚନା କରାଯାଏ । ଜ୍ୟୋତିଷମାନେ କହିଛନ୍ତି ଯେ…

ମୋଦିଙ୍କ ମନ୍ତ୍ରୀମଣ୍ଡଳରୁ ଇସ୍ତଫା ଦେଲେ ଏଲ୍‌. ମୁରୁଗନ୍‌, ଭବିଷ୍ୟତ ଯୋଜନା ସମ୍ପର୍କରେ ସୂଚନା ଦେଇ କହିଲେ….

ନୂଆଦିଲ୍ଲୀ,୧୩।୧୦: ଭାଜପାର ବରିଷ୍ଠ ନେତା ତଥା ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ ଏଲ୍‌. ମୁରୁଗନ୍‌ ମଙ୍ଗଳବାର ମୋଦି କ୍ୟାବିନେଟ୍‌ରୁ ଇସ୍ତଫା ଦେଇଛନ୍ତି। ଏପରିକି ଏଲ୍‌. ମୁରୁଗନ୍‌ ରାଜ୍ୟସଭା ସଦସ୍ୟ ପଦରୁ ମଧ୍ୟ ଇସ୍ତଫା ଦେଇଛନ୍ତି। ସେ ‘ଏକ୍ସ’ରେ ଏକ ପୋଷ୍ଟ…

ନିର୍ବାଚନ ବାତିଲକୁ ନେଇ କେସିଙ୍ଗା କଲେଜରେ ରାଜନୈତିକ ଝଡ଼

କେସିଙ୍ଗା, ୧୩।୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବାତିଲ ହେବାକୁ ନେଇ ରାଜନୈତିକ ଉତ୍ତେଜନା ଦେଖାଦେଇଛି। ଏହାର ପ୍ରତିବାଦରେ ବିଜେଡି ସମର୍ଥିତ ଅନୁଭବ ପଟ୍ଟନାୟକଙ୍କ ନେତୃତ୍ୱରେ ମଙ୍ଗଳବାର ମହାବିଦ୍ୟାଳୟ ସମ୍ମୁଖରେ ଗଣଧାରଣା ଦିଆଯିବା ସହ…

ହୃଦ୍‌ଘାତରେ ଚାଲିଗଲା ଡାକ୍ତରଙ୍କ ଜୀବନ

ଖଡିଆଳ,୧୩ା୧୦ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଚଲାନପଡ଼ା ଗ୍ରାମର ଆୟୁଷ ଡାକ୍ତର ଚିତ୍ତରଞ୍ଜନ ରାଉତ (୫୫)ଙ୍କ ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ବୋଡ଼େନ ବ୍ଲକ ଉନ୍ନୀତ ସ୍ବାସ୍ଥ୍ୟକେନ୍ଦ୍ରରେ ଆୟୁଷ ଡାକ୍ତର ଭାବେ କାର୍ଯ୍ୟ କରୁଥିବା ଚିତ୍ତରଞ୍ଜନ ସୋମବାର ସାରେ…

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନରେ ମାଲାମାଲ ହେବେ ୩ ରାଶି: ମିଳିବ ଫଇଦା ହିଁ ଫାଇଦା, ଧନ ସହ ଘରକୁ ଆସିବ ଖୁସିଖବର

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୧୭ ଅକ୍ଟୋବର ୨୦୨୬ରେ ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନ ସହ ମଙ୍ଗଳଙ୍କ ନକ୍ଷତ୍ର ଗୋଚର ମଧ୍ୟ ହେବାକୁ ଯାଉଛି। ଜ୍ୟୋତିଷୀୟ ଗଣନା ଅନୁଯାୟୀ, ଏହି ଦିନ ଦ୍ୱିପ୍ରହର ୧୨ଟା ୫୬ ମିନିଟରେ ମଙ୍ଗଳ ଆଶ୍ଳେଷା ନକ୍ଷତ୍ରରେ ପ୍ରବେଶ କରିବେ।…

ଅମାନତ ଟଙ୍କାକୁ ନେଇ ଟଣାଓଟରା, ଯନ୍ତ୍ରୀ-ଛାୟା ଠିକାଦାର ମୁହାଁମୁହିଁ

କଟକ ସଦର, ୧୩।୧୦ (ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ୍‌ରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅମାନତ ରାଶି ଉଠାଣକୁ ନେଇ ଯନ୍ତ୍ରୀ ଓ ଛାୟା ଠିକାଦାରଙ୍କ ମଧ୍ୟରେ ବିବାଦ ତୀବ୍ର ହୋଇଛି। ଦଶହରା ପାଇଁ ଅର୍ଥର ଆବଶ୍ୟକତା ଥିବାରୁ ଦୁଇ…

କାନ୍ଦୁଲ ଜଙ୍ଗଲକୁ ଯାଇଥିଲେ ବେତେସା: ହଠାତ୍‌ ଆକ୍ରମଣ କଲା ମହୁମାଛି, ଆଉ ତା’ପରେ…

ମୋହନା,୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ ମହୁମାଛି ଆକ୍ରମଣରେ ଜଣେ ୫୨ ବର୍ଷୀୟ ବ୍ୟକ୍ତି ଗୁରୁତର ହୋଇପଡ଼ିଛନ୍ତି। ଗୁରୁତର ବ୍ୟକ୍ତି ହେଉଛନ୍ତି କଟାମା ପଞ୍ଚାୟତ ଅନ୍ତର୍ଗତ ବରିହାପଦା ଗ୍ରାମର ବେତେସା ମାଝୀ। ପରିବାର ଲୋକେ ତାଙ୍କୁ ଏକ ଅଟୋ ଯୋଗେ…

ପାଣିପାଗ ବିଭାଗର ବଡ଼ ଅପ୍‌ଡେଟ୍‌: ୧୦ ଜିଲାରୁ ଫେରିଗଲା ମୌସୁମୀ, ଜାଣନ୍ତୁ…

ଭୁବନେଶ୍ୱର,୧୩।୧୦: ଓଡ଼ିଶାରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁପ୍ରତ୍ୟାହାର ଜାରି ରହିଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ୧୦ ଜିଲାରୁ ମୌସୁମୀ ବାୟୁ ସଂପୂର୍ଣ୍ଣ ବିଦାୟ ନେଇଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ସୋନପୁର, ବରଗଡ଼, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି…

ଭିଜିଲାନ୍ସ ଜାଲରେ ସଇଁତଳା RI: ୩ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଲେ

ବଲାଙ୍ଗୀର, ୧୩।୧୦(ସୁନିଲ କୁମାର ମହାନ୍ତି): ଲାଞ୍ଚ ନେବା ଅଭିଯୋଗରେ ବଲାଙ୍ଗୀର ଜିଲା ସଇଁତଳା ରାଜସ୍ବ ସର୍କଲର ରାଜସୱ ନିରୀକ୍ଷକ (RI) ଆଲନ ବେହେରାଙ୍କୁ ଓଡ଼ିଶା ଭିଜିଲାନ୍ସ ମାଡ଼ିବସିଛି। ଜଣେ ଆବେଦନକାରୀଙ୍କ କୃଷି ଜମିକୁ ଘରବାରି ଜମିରେ ପରିବର୍ତ୍ତନ ସମ୍ପର୍କିତ ମାମଲାରେ ଫିଲ୍ଡ…

କେତେ ଟଙ୍କା ପାଆନ୍ତି ରାଜ୍ୟପାଳ? ମାସିକ ୩.୫ ଲକ୍ଷ ଦରମା ସହ ଜାଣନ୍ତୁ ତାଙ୍କୁ ମିଳୁଥିବା ସମସ୍ତ ସରକାରୀ ସୁବିଧା

ନୂଆଦିଲ୍ଲୀ,୧୩।୧୦: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ଟି ରାଜ୍ୟ ପାଇଁ ନୂତନ ରାଜ୍ୟପାଳ ନିଯୁକ୍ତ କରିଛନ୍ତି। ଏହାଦ୍ୱାରା ଅନେକ ସାମ୍ୱିଧାନିକ ପଦବୀରେ ପରିବର୍ତ୍ତନ ଘଟିଛି। ସିକିମର ପୂର୍ୱତନ ରାଜ୍ୟପାଳ ଓମ ପ୍ରକାଶ ମାଥୁରଙ୍କୁ କେରଳର ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଛି। ପୂର୍ୱରୁ କେରଳର…

ଭୟୂରଭଞ୍ଜରେ ଲଜ୍ଜା, ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର

ଉଦଳା,୧୩।୧୦: ଭୟୂରଭଞ୍ଜ ଜିଲା ଉଦଳା ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ ଭିତ୍ତି କରି ଘଟଣାରେ ସମ୍ପୃକ୍ତ ଥିବା ୨ଜଣଙ୍କୁ ଗିରଫ କରିଛି। ମିଳିଥିବା ସୂଚନା…

ରାହୁଙ୍କ ନକ୍ଷତ୍ରରେ ସୂର୍ଯ୍ୟଙ୍କ ପ୍ରବେଶ: ମେଷ ସମେତ ୩ ରାଶିର ବଢ଼ିବ ଚିନ୍ତା, ପଳାଇବ ଚାକିରି! ସମ୍ପର୍କରେ ପଡିବ ଭଟ୍ଟା

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସୂର୍ଯ୍ୟ ଓ ରାହୁଙ୍କ ଯୁତିକୁ ଶୁଭ ବୋଲି ବିବେଚନା କରାଯାଏ ନାହିଁ। ସେହିପରି ସୂର୍ଯ୍ୟଙ୍କ ରାହୁଙ୍କ ନକ୍ଷତ୍ରରେ ପ୍ରବେଶକୁ ମଧ୍ୟ ଜ୍ୟୋତିଷ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ଚଳିତ ଥର ୨୪ ଅକ୍ଟୋବର ୨୦୨୬ରେ ସୂର୍ଯ୍ୟ ସ୍ବାତୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?