Home Left

ଅଧାରେ ଅଟକିଛି ଗାନ୍ଧୀଙ୍କ ଥ୍ରୀ-ଡି ଭାସ୍କର୍ଯ୍ୟ

କଟକ ଅଫିସ,୧୯ା୮: କାଠଯୋଡ଼ି କୂଳରେ ବ୍ରୋଞ୍ଜ ତିଆରି ଥ୍ରୀ-ଡି ଭାସ୍କର୍ଯ୍ୟ କୃତୀ ସ୍ଥାପନ କରାଯିବ। ୨୦ ଫୁଟ ଚଉଡ଼ା ଓ ୧୦ ଫୁଟ ଉଚ୍ଚତା ବିଶିଷ୍ଟ ଏହି କଳାକୃତିରେ ସ୍ଥାନ ପାଇବ ଗାନ୍ଧୀଜୀଙ୍କ କଟକ ଗସ୍ତ ସମୟର ସ୍ମୃତି। କଟକର ୧୮…

୩ ଦିନରେ ନିର୍ବାଚନ ଗାଇଡ୍‌ଲାଇନ୍ସ ପ୍ରସ୍ତୁତ କର

ନୂଆଦିଲ୍ଲୀ, ୧୯ା୮ : ଆସନ୍ତା ମାସରେ ହେବାକୁ ଥିବା ନିର୍ବାଚନ ଲାଗି ୩ ଦିନ ମଧ୍ୟରେ ଗାଇଡ୍‌ଲାଇନ୍ସ ପ୍ରସ୍ତୁତ କରିବାକୁ ନିର୍ବାଚନ କମିଶନ ମଙ୍ଗଳବାର ରାଜ୍ୟଗୁଡ଼ିକୁ ପରାମର୍ଶ ଦେଇଛନ୍ତି। ମହାମାରୀ କରୋନା ସମୟରେ ଠିକ୍‌ଭାବେ ଯେମିତି ମତଦାନ କରାଯାଇପାରିବ, ସେଥିଲାଗି ରୋଡ୍‌ମ୍ୟାପ୍‌…

ଆଦିତ୍ୟଙ୍କ ସହ ସାକ୍ଷାତକୁ ରିଆଙ୍କ ଖଣ୍ଡନ

ମୁମ୍ବାଇ, ୧୯ା୮ : ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାକୁ ନେଇ ଖୋଳତାଡ ଚାଲିଥିବାବେଳେ ଶିବସେନା ନେତା ତଥା ମହାରାଷ୍ଟ୍ର କ୍ୟାବିନେଟ ମନ୍ତ୍ରୀ ଆଦିତ୍ୟ ଠାକ୍‌ରେଙ୍କ ସହ କେବେ ବି ସାକ୍ଷାତ ଆଲୋଚନା ହୋଇନାହିଁ ବୋଲି ଅଭିନେତ୍ରୀ ରିଆ ଚକ୍ରବର୍ତ୍ତୀ…

୪ ଜିଲା ପାଇଁ ସ୍ବତନ୍ତ୍ର ରଣନୀତି: କୋରାପୁଟରେ ହେବ ପ୍ଲାଜ୍‌ମା ବ୍ୟାଙ୍କ

ଭୁବନେଶ୍ୱର,୧୯ା୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭିଡିଓ କନ୍‌ଫରେନ୍ସ ଜରିଆରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକରେ ରାଜ୍ୟର କୋଭିଡ୍‌ ପରିସ୍ଥିତି ଓ ରଣନୀତି ନେଇ ସମୀକ୍ଷା କରିଛନ୍ତି। ଖୋର୍ଦ୍ଧା, କଟକ, ସୁନ୍ଦରଗଡ଼ ଓ ରାୟଗଡ଼ା ଜିଲାରେ ଆଞ୍ଚଳିକଭିତ୍ତିକ ରଣନୀତି ଅବଲମ୍ବନ କରିବା ପାଇଁ…

ପାକ୍‌ ସୀମାରେ ତେଜସ୍‌

ନୂଆଦିଲ୍ଲୀ, ୧୯ା୮ : ଚାଇନା ସହ ସୀମା ବିବାଦ ଜାରି ରହିଥିବାବେଳେ ପାକିସ୍ତାନ ସୀମାରେ ଭାରତୀୟ ବାୟୁସେନା ପକ୍ଷରୁ ମଙ୍ଗଳବାର ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଏଲ୍‌ସିଏ ତେଜସ୍‌ ଲଢ଼ୁଆ ବିମାନକୁ ମୁତୟନ କରାଯାଇଛି। ଲଦାଖ ପ୍ରସଙ୍ଗକୁ ନେଇ ଚାଇନା ସହ ବିବାଦର…

୧୦ ଲକ୍ଷ ଟପିଲା କରୋନା ପରୀକ୍ଷା

ଭୁବନେଶ୍ୱର,୧୯ା୮(ବ୍ୟୁରୋ): କରୋନା ସଂକ୍ରମଣକୁ ରୋକିବା ପାଇଁ ରାଜ୍ୟ ସରକାର ଅଧିକରୁ ଅଧିକ ଟେଷ୍ଟିଂ ପାଇଁ ଗୁରୁତ୍ୱ ଦେଉଛନ୍ତି। ଏହି କ୍ରମରେ ରାଜ୍ୟରେ କୋଭିଡ୍‌ ଟେଷ୍ଟ ୧୦ ଲକ୍ଷ ଟପିଛି। ଗତ ତିନିଦିନ ହେଲା ରାଜ୍ୟରେ ଦୈନିକ ହାରାହାରି ୫୦ ହଜାର ନମୁନା…

ନିର୍ବାଚନ କମିଶନର ଅଶୋକ ଲାଭାସାଙ୍କ ଇସ୍ତଫା:ଏଡିବି ଉପାଧ୍ୟକ୍ଷ ହେବେ

ନୂଆଦିଲ୍ଲୀ,୧୯ା୮: ନିର୍ବାଚନ କମିଶନର ଅଶୋକ ଲାଭାସା ମଙ୍ଗଳବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ସେ ଆସନ୍ତା ମାସରେ ଏସିଆନ୍‌ ଡେଭେଲପ୍‌ମେଣ୍ଟ ବ୍ୟାଙ୍କ(ଏଡିବି)ର ଉପାଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିବେ। ଏହିି ପଦରେ ଥିବା ଦିବାକର ଗୁପ୍ତା ଅଗଷ୍ଟ ୩୧ରେ ଅବସର ଗ୍ରହଣ…

୧୪ ପଇସା ବଢ଼ିଲା ପେଟ୍ରୋଲ

ଭୁବନେଶ୍ୱର,୧୯।୮: ଲଗାତର ତୃତୀୟ ଦିନ ଲାଗି ପେଟ୍ରୋଲ ଦର ବୃଦ୍ଧି ଘଟିଛି। ମଙ୍ଗଳବାର ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ୧୪ ପଇସା ବଢିବା ଯୋଗୁ ଦର ୮୧.୪୪ ଟଙ୍କା ଛୁଇଁଛି। ଏହି ସମୟରେ ଡିଜେଲ ଦର ଅପରିବର୍ତ୍ତିିତ ୮୦.୦୩ ଟଙ୍କା ରହିଛି।…

କରୋନା କଟକଣା ବୁଡ଼ାଇଛି ବ୍ୟବସାୟ

ଦେଓଗାଁ,୧୯ା୮(ଡି.ଏନ.ଏ.)  – ବଲାଙ୍ଗୀର ଜିଲା ସଦର ଓ ଦେଓଗାଁ ବ୍ଲକ ଅଞ୍ଚଳରେ ବସବାସ କରୁଥିବା ବାଉଁଶ କାରିଗରମାନେ କରୋନା କଟକଣା ଯୋଗୁ ସଙ୍କଟରେ ପଡିଛନ୍ତି। ଏଥିପାଇଁ ବିବାହ, ବ୍ରତ ସହିତ ଅନ୍ୟାନ୍ୟ ମାଙ୍ଗଳିକ ଓ ସାଂସ୍କୃତିକ କାର୍ଯ୍ୟକ୍ରମରେ ରୋକ୍‌ ଲାଗିଛି ।…

ପ୍ରଶାସନ କଲାନି, ଯୁବଗୋଷ୍ଠୀ କଲେ

ବଇଣ୍ଡା, ୧୯ା୮(ଡି.ଏନ.ଏ.) – ଜଙ୍ଗଲିଆ ଗଁ। ଭାବି ପ୍ରଶାସନ ଯେଉଁ ଗ୍ରାମବାସୀଙ୍କୁ ଦୀର୍ଘବର୍ଷ ହେଲା ଅବହେଳା କରିଆସିଥିଲା ସେହି ଗ୍ରାମବାସୀ ଓ ଯୁବଗୋଷ୍ଠୀ ସ୍ବାଧୀନତା ଦିବସ ଅବସରରେ ନୂଆ ଉଦାହରଣ ସୃଷ୍ଟି କରିଛନ୍ତି। ଦୀର୍ଘଦିନର ରାସ୍ତା ସମସ୍ୟାର ସାମୟିକ ସମାଧାନ କରିବା…

କରୋନା ରିପୋର୍ଟ ନେଗେଟିଭ ଆସିଲା ପରେ ହସ୍ପିଟାଲରେ ନାଚିଲେ ପରିବାରର ୮ ସଦସ୍ୟ

ଭୋପାଳ, ୧୮।୮: ମଧ୍ୟପ୍ରଦେଶ କଟନୀ ଜିଲା ହସ୍ପିଟାଲର କୋଭିଡ୍‌ କେୟାର ସେଣ୍ଟରରୁ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ କରୋନା ସଂକ୍ରମିତ ରୋଗୀମାନେ ଓ୍ବାର୍ଡ ମଧ୍ୟରେ ଏକାଠି ନାଚୁଥିବାର ଦେଖିବାକୁ ମିଳିଛି। ସବୁଠାରୁ ଉଲ୍ଲେଖନୀୟ କଥା ହେଉଛି ନାଚ…

ଏହି କାରଣରୁ ପ୍ଲାଟଫର୍ମ ଟିକେଟ୍‌ ମୂଲ୍ୟ ୫୦ ଟଙ୍କା ହେଲା

ପୁନେ, ୧୮।୮: ପୁନେ ଜନସନରେ ପ୍ଲାଟଫର୍ମ ଟିକେଟ୍‌ ମୂଲ୍ୟ ୫୦ ଟଙ୍କା। ପ୍ଲାଟ୍‌ଫର୍ମ ଟିକେଟ୍‌ର ଏଭଳି ମୂଲ୍ୟକୁ ନେଇ ଇଣ୍ଡିଆନ୍‌ ରେଲ୍‌ଓ୍ବେ ପକ୍ଷରୁ ମଙ୍ଗଳବାର ସ୍ପଷ୍ଟୀକରଣ ରଖାଯାଇଛି। ଇଣ୍ଡିଆନ ରେଲ୍‌ଓ୍ବେ ପକ୍ଷରୁ କୁହାଯାଇଛି, କରୋନା ମହାମାରୀ ସମୟରେ ଷ୍ଟେସନରେ ଲୋକଙ୍କ ମଧ୍ୟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri