Home Left

ଶୁଖିଲା ପ୍ରକଳ୍ପ, ମେଣ୍ଟୁନାହିଁ ଶୋଷ

ଯାଜପୁର ଅଫିସ,୨୬ା୧୨: ଗ୍ରାମାଞ୍ଚଳ ଲୋକଙ୍କୁ ସହଜରେ ପାନୀୟ ଜଳ ଯୋଗାଇ ଦେବା ଲକ୍ଷ୍ୟରେ ନଳକୂପରେ ସୌରଚାଳିତ ପମ୍ପ୍‌ ସଂଯୋଗ କରାଯାଇଛି। ହେଲେ ଅଧିକାଂଶ ପ୍ରକଳ୍ପ ଅଚଳ ହୋଇ ପଡିଥିବାରୁ ଏଥିରେ ଲୋକଙ୍କ ଶୋଷ ମେଣ୍ଟୁ ନ ଥିବା ଅଭିଯୋଗ ହୋଇଛି। ଗତ…

ଘର ଭିତରେ ଅସ୍ତ୍ରାଗାର ଦେଖାଇଲେ ଡି’ ବ୍ରଦର୍ସ

କଟକ ଅଫିସ, ୨୬।୧୨: ଗ୍ୟାଙ୍ଗଷ୍ଟର ଡି’ ବ୍ରଦର୍ସ ସୁଶାନ୍ତ ଓ ସୁଶୀଲ ଧଳସାମନ୍ତଙ୍କୁ କମିଶନରେଟ୍‌ ପୋଲିସ ଗୁରୁବାରଠାରୁ ୩ ଦିନିଆ ରିମାଣ୍ଡରେ ଆଣିଛି। ଜେଲ ମଧ୍ୟରେ ରହି ଡି’ ବ୍ରଦର୍ସ କିପରି ଅପରାଧ ସାମ୍ରାଜ୍ୟ ଚଳାଉଥିଲେ ତାହା ଜାଣିବାକୁ ପୋଲିସ ଜୋର୍‌ଦାର…

ବିଜେଡି ଗଣମାଧ୍ୟମ ଟିମ୍‌ ଗଠିତ

ଭୁବନେଶ୍ୱର,୨୬ା୧୨(ବ୍ୟୁରୋ): ବିଜୁ ଜନତା ଦଳର ଗଣମାଧ୍ୟମ ଟିମ୍‌ର ପୁନର୍ଗଠନ କରାଯାଇଛି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଏହି ଟିମ୍‌ରେ ୬ ଜଣ ଜାତୀୟସ୍ତରର ମୁଖପାତ୍ର ଏବଂ ୧୬ ଜଣଙ୍କୁ ରାଜ୍ୟସ୍ତରର ମୁଖପାତ୍ର ଭାବେ ନିଯୁକ୍ତି ଦିଆଯାଇଛି।…

‘ଆଉ କୋଭିଡ୍‌ ପରିସ୍ଥିତି ନ ଆସୁ’

ପୁରୀ ଅଫିସ,୨୬ା୧୨: ‘ନୂତନ ବର୍ଷ ଓଡ଼ିଶାବାସୀଙ୍କ ପାଇଁ ଖୁସିର ବର୍ଷ ହେଉ। ଆଉ କୋଭିଡ୍‌ ପରିସ୍ଥିତି ନ ଆସୁ। ସାମଗ୍ରିକ ଭାବେ ସମସ୍ତଙ୍କର ଉନ୍ନତି ହେଉ। କରୋନା ଯୋଗୁ ରାଜ୍ୟ ଅର୍ଥନୀତି କିଛି ମାତ୍ରାରେ ପ୍ରଭାବିତ ହୋଇଛି। ମାତ୍ର ରାଜ୍ୟ ସରକାରଙ୍କ…

ବ୍ରିଟେନ୍‌ ଫେରନ୍ତା ୪ବର୍ଷ ଶିଶୁକନ୍ୟା ପଜିଟିଭ

ଭୁବନେଶ୍ୱର, ୨୬ା୧୨(ବ୍ୟୁରୋ): ବ୍ରିଟେନ୍‌ରୁ ଓଡ଼ିଶା ଫେରିଥିବା ଜଣେ ୪ବର୍ଷର ଶିଶୁକନ୍ୟା କୋଭିଡ୍‌ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ସମ୍ପର୍କରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଶୁକ୍ରବାର ସୂଚନା ଦିଆଯିବା ପରେ ସହରରେ ଆତଙ୍କ ଖେଳିଯାଇଛି। ତେବେ ଆକ୍ରାନ୍ତ ଶିଶୁଙ୍କୁ ଚିକିତ୍ସା…

ବିପଦରେ ହାତୀବଂଶ

ସମ୍ବଲପୁର, ୨୬।୧୨: ସମ୍ବଲପୁର ଆର୍‌ସିସିଏଫ୍‌ ସର୍କଲ ଅଧୀନରେ ଥିବା ବନଖଣ୍ଡରେ ହାତୀବଂଶ ଏବେ ବିପଦରେ। ବିଗତ ଦିନର ତଥ୍ୟକୁ ଦେଖିଲେ ଏହା ସ୍ପଷ୍ଟ କୁହାଯାଇପାରିବ। ସରକାରୀ ସ୍ତରରୁ ମିଳିଥିବା ସୂଚନା ଅନୁସାରେ ଏହି ସର୍କଲ ଅଧୀନରେ ଥିବା ୬ ବନଖଣ୍ଡରେ ୧୫୪…

ଜମ୍ମୁ-କଶ୍ମୀରର ପ୍ରଥମ ମହିଳା ବସ୍‌ ଡ୍ରାଇଭର…

ଶ୍ରୀନଗର,୨୬।୧୨: ଧୀରେଧୀରେ ଜମ୍ମୁ-କଶ୍ମୀରରୁ ଆତଙ୍କବାଦର କଳାବାଦଲ ହଟିବାରେ ଲାଗିଛି। ଏଠାରେ ବହୁବିଧ ବିକାଶ କାର୍ଯ୍ୟ ସରକାରଙ୍କ ପକ୍ଷରୁ ଜାରି ରହିଛି। ଏପରିସ୍ଥଳେ ରାଜ୍ୟର ପ୍ରଥମ ମହିଳା ବସ୍‌ ଡ୍ରାଇଭର ଭାବେ ୩୦ ବର୍ଷ ବୟସ୍କା ପୂଜା ଦେବୀ କାର୍ଯ୍ୟ ଆରମ୍ଭ କରିଛନ୍ତି।…

ହାଫିଜ୍‌ ସୟିଦଙ୍କୁ ୧୫ ବର୍ଷ ଜେଲ

ଇସ୍‌ଲାମାବାଦ,୨୬।୧୨: ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ମାଷ୍ଟରମାଇଣ୍ଡ ତଥା ଜମାତ୍‌-ଉଦ୍‌-ଦାଓ୍ବା (ଜେୟୁଡି)ର ନେତା ହାଫିଜ୍‌ ସୟିଦଙ୍କୁ ପାକିସ୍ତାନର ଏକ ଆତଙ୍କବାଦ ନିରୋଧୀ ଅଦାଲତ (ଏଟିସି) ୧୫ ବର୍ଷରୁ ଊର୍ଦ୍ଧ୍ୱ ଜେଲ୍‌ଦଣ୍ଡରେ ଦଣ୍ଡିତ କରିଛନ୍ତି। ସେ ଅନ୍ୟ ଏକ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିଲେ।…

ଓଲିଙ୍କୁ କାରଣ ଦର୍ଶାଅ ନୋଟିସ

କାଠମାଣ୍ଡୁ, ୨୬।୧୨ : ନେପାଳ ସୁପ୍ରିମକୋର୍ଟ ଶୁକ୍ରବାର ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲିଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି। ଅଚାନକ ପାର୍ଲାମେଣ୍ଟ ଭଙ୍ଗ ପାଇଁ ନିଷ୍ପତ୍ତି ନେବା ସମ୍ପର୍କରେ ଲିଖିତ ସ୍ପଷ୍ଟୀକରଣ ଦାଖଲ କରିବାକୁ ତାଙ୍କୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।…

ଅରୁଣାଚଳରେ ଜେଡିୟୁକୁ ଝଟ୍‌କା

ଇଟାନଗର, ୨୬।୧୨ : ଅରୁଣାଚଳପ୍ରଦେଶରେ ସଂଯୁକ୍ତ ଜନତା ଦଳ (ଜେଡିୟୁ)କୁ ଶକ୍ତ ଝଟ୍‌କା ଲାଗିଛି। ସେଠାର ୬ ଜଣ ଜେଡିୟୁ ବିଧାୟକ ଭାଜପାରେ ଯୋଗଦେଇଛନ୍ତି। ଏହା ବ୍ୟତୀତ ପିପୁଲ୍ସ ପାର୍ଟି ଅଫ୍‌ ଅରୁଣାଚଳ(ପିପିଏ)ର ଏକମାତ୍ର ବିଧାୟକ କାର୍ଡୋ ନିଗ୍ୟୋର୍‌ ମଧ୍ୟ ଭାଜପାରେ…

ବିଜ୍ଞାନ ଯୋଗୁ ଲୋପ ପାଇଥିଲେ ଏଲିଆନ୍ସ

କାଲିଫର୍ନିଆ /ନୂଆଦିଲ୍ଲୀ,୨୬ା୧୨: ବିଜ୍ଞାନର ଅଗ୍ରଗତି ମଣିଷକୁ କେଉଁଠୁ ନେଇ କେଉଁଠି ପହଞ୍ଚାଇଲାଣି। ଏହାସତ୍ତ୍ୱେ ମଣିଷ କାହିଁକି ଅନ୍ୟ ଗ୍ରହର ଜୀବ ବା ଏଲିଆନ୍ସଙ୍କ ସହ ଯୋଗସୂତ୍ର ସ୍ଥାପନ କରିପାରି ନାହିଁ? ଏହି ପ୍ରଶ୍ନର ଉତ୍ତର ଖୋଜିବା ବେଳେ ନାନା କଥା ସାମ୍ନାକୁ…

ବିଦେଶରେ ଫସିଥିବା ଲୋକଙ୍କ ପାଇଁ ଏହି କମ୍ପାନୀ ବିକ୍ରି କରୁଛି ବୋତଲ ବନ୍ଦ ବାୟୁ, ଦାମ୍‌ ରହିଛି…

ଲଣ୍ଡନ,୨୫ା୧୨: ବ୍ରିଟେନରେ କରୋନା ମହାମାରୀ କାୟା ବିସ୍ତାର କରିଥିବାରୁ ବିମାନ ଯାତ୍ରା ଉପରେ ପ୍ରତିବନ୍ଧକ ଲାଗିଛି। ଏପରିକି ୪୦ଟି ଦେଶ ବ୍ରିଟେନକୁ ବିମାନ ଉଡ଼ାଣ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ଏହି କାରଣରୁ ଅନେକ ଲୋକ ବିଦେଶରେ ଫସି ରହିଛନ୍ତି। ଅବଶ୍ୟ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?