ସାନିଆଙ୍କୁ ନ ଭେଟି ଇଂଲଣ୍ଡ ଗସ୍ତ କଲେ ସୋଏବ
ନୂଆଦିଲ୍ଲୀ, ୧୮।୮: ତିନୋଟି ଲେଖାଏ ଟେଷ୍ଟ ଓ ଟି୨୦ ସିରିଜ ଖେଳିବା ଲାଗି ପାକିସ୍ତାନ କ୍ରିକେଟ୍ ଦଳ ବର୍ତ୍ତମାନ ଇଂଲଣ୍ଡ ଗସ୍ତରେ ରହିଛି। ଘରୋଇ ଇଂଲଣ୍ଡ ଓ ପାକିସ୍ତାନ ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ୨ ମ୍ୟାଚ୍ ଶେଷ ହୋଇଯାଇଛି। ଏଥିରେ…
ଜର୍ମାନୀରେ ଭାରତ-ମୋଦି ବିରୋଧୀ ରାଲି କରୁଥିଲେ ପାକିସ୍ତାନୀ: ହାତରେ ତ୍ରିରଙ୍ଗା ଧରି ଏକା ଲଢ଼ିଲେ ଜଣେ ଭାରତୀୟ, ଆଉ ତା ପରେ…
ଫ୍ରାଙ୍କଫର୍ଟ,୧୮।୮: ପାକିସ୍ତାନ ବିଦେଶରେ ଭାରତ ବିରୋଧୀ ପ୍ରଚାର ପାଇଁ ଲଗାତାର ଭାବେ ଅର୍ଥ ପ୍ରଦାନ କରୁଛି। କଶ୍ମୀର ପ୍ରସଙ୍ଗରେ ହାର୍ ମିଳିବା ପରେ ପାକିସ୍ତାନ ଏବେ ଖଲିସ୍ତାନ ସମର୍ଥକଙ୍କ ସହ ମିଶି ବିଶ୍ୱର ବିଭିନ୍ନ ଦେଶରେ ଭାରତ ବିରୋଧରେ ରାଲି କରୁଛିି।…
ଇନ୍ଷ୍ଟାଗ୍ରାମରେ ଦୁହେଁ ଦୁହିଁଙ୍କୁ କଲେ ଅନ୍ଫଲୋ ସାରା-କାର୍ତ୍ତିକ
ମୁମ୍ବାଇ: ବଲିଉଡ୍ ନବାଗତା ସାରା ଅଲୀ ଖାଁ ଓ ଅଭିନେତା କାର୍ତ୍ତିକ ଆର୍ୟନ ଗତ ବର୍ଷ ଫିଲ୍ମ ‘ଲଭ ଆଜ କଲ’ରେ ମୁଖ୍ୟ ଚରିତ୍ରରେ ନଜର ଆସିଥିଲେ। ସେହିଦିନଠାରୁ ଦୁହେଁ ଦୁହିଁଙ୍କୁ ଡେଟ୍ କରୁଛନ୍ତି ବୋଲି ଚର୍ଚ୍ଚା ହେଉଥିଲା। ହେଲେ ଏହାକୁ…
ଗଛ ଉପରେ ବସି ଅନ୍ଲାଇନ୍ରେ ପାଠ ପଢ଼ୁଛନ୍ତି ପିଲା: ଭିଡିଓ ଭାଇରାଲ
ମୁମ୍ବାଇ,୧୮।୮: କରୋନା ଲକ୍ଡାଉନ ଯୋଗୁ ଦେଶରେ ସମସ୍ତ ସ୍କୁଲ, କଲେଜ ଓ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି। ପିଲାଙ୍କ ଭବିଷତ୍ୟକୁ ନଜରରେ ରଖି ଅନ୍ଲାଇନରେ ପାଠ ପଢ଼ାଇବାକୁ ସରକାର ଅନୁମତି ପ୍ରଦାନ କରିଛନ୍ତି। କିନ୍ତୁ ଅନ୍ଲାଇନରେ ପାଠପଢ଼ାକୁ ନେଇ ବିଭିନ୍ନ ପ୍ରକାରର ସମସ୍ୟା…
କରୋନା ଯୋଗୁ ପିଲାଙ୍କୁ ଡାଇବେଟିସ୍ର ଆଶଙ୍କା ଅଧିକ: ବିଶେଷଜ୍ଞ
ଲଣ୍ଡନ,୧୮।୮: ସାରା ବିଶ୍ୱରେ କରୋନା ଭାଇରସ୍ ପ୍ରକୋପ ଜାରି ରହିଛି। ଏଥିରେ ସାଧାରଣ ଜନତାଙ୍କଠାରୁ ଆରମ୍ଭ କରି ନେତା ମନ୍ତ୍ରୀ, ସେଲିବ୍ରିଟି ସମସ୍ତେ ଏବେ କରୋନା କବଳରେ। ଏଥିରେ ଶିଶୁ ଓ ବୃଦ୍ଧମାନେ ବେଶି ମାତ୍ରାରେ ଆକ୍ରାନ୍ତ ହେଉଥିବା ଦେଖିବାକୁ ମିଳିଛି।…
କଟକ ସହରରୁ ଆଉ ୭୯ କରୋନା ପଜିଟିଭ ଚିହ୍ନଟ: ସ୍ଥାନୀୟ ସଂକ୍ରମିତ ୨୩
କଟକ ଅଫିସ, ୧୮।୮(ବ୍ୟୁରୋ): କଟକ ସରରରୁ ମଙ୍ଗଳବାର ୭୯ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୧ଜଣ କଣ୍ଟେନମେଣ୍ଟ ଜୋନ୍ରୁ ଚିହ୍ନଟ ହୋଇଥିବା ବେଳେ ୧୨ ସରକାରୀ କ୍ୱାରାଣ୍ଟାଇନ, ୧୩ ହୋମ୍ କ୍ୱାରାଣ୍ଟାଇନ୍ ଓ ୨୩ ଲୋକାଲ କେସ୍ ରହିଛି।…
ଖୋର୍ଦ୍ଧାରେ ହେବ ନାହିଁ ଗଣେଶ ପୂଜା
ଖୋର୍ଦ୍ଧା ଅଫିସ,୧୮।୮: ଖୋର୍ଦ୍ଧା ଜିଲାରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ମଙ୍ଗଳବାର କୋଭିଡ୍ ପରିଚାଳନା ନେଇ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲାପାଳ ସନତ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ କରୋନା…
କାଲି ପ୍ରକାଶ ପାଇବ ମାଦ୍ରାସା ବୋର୍ଡ ପରୀକ୍ଷାଫଳ
ଭୁବନେଶ୍ୱର,୧୮।୮(ବ୍ୟୁରୋ): ଓଡ଼ିଶା ମାଦ୍ରାସା ବୋର୍ଡ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇବ। ଏ ନେଇ ରାଜ୍ୟ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସୂଚନା ମିଳିଛି। ପରୀକ୍ଷାଫଳ ପ୍ରକାଶ ନେଇ ପ୍ରସ୍ତୁତି ଶେଷ ହୋଇଛି। ଓଡ଼ିଶା ମାଦ୍ରାସା ବୋର୍ଡ ଅଧୀନରେ ପରୀକ୍ଷା ଦେଇଥିବା ମାଟ୍ରିକ୍ଠାରୁ…
କୋଭିଡ୍-୧୯ ପ୍ରଭାବ: ବକ୍ସିଂ ଏସିଆନ ଚାମ୍ପିୟନଶିପ୍ ଘୁଞ୍ଚିଲା
ନୂଆଦିଲ୍ଲୀ,୧୮।୮(ପି.ଟି.): କୋଭିଡ୍-୧୯ ପ୍ରଭାବ କାରଣରୁ ଆଉ ଏକା ମେଗା ଇଭେଣ୍ଟକୁ ଘୁଞ୍ଚାଇ ଦିଆଯାଇଛି। ଆଗାମୀ ନଭେମ୍ବର- ଡିସେମ୍ବରରେ ଭାରତରେ ଆୟୋଜନ ହେବାକୁ ଥିବା ଏସିଆନ ବକ୍ସିଂ ଚାମ୍ପିୟନଶିପ୍ ଆସନ୍ତାବର୍ଷକୁ ଘୁଞ୍ଚାଇବାକୁ ନିଷ୍ପତ୍ତି ନିଆଯାଇଛି। ଏ ନେଇ ବକ୍ସିଂ ଫେଡେରେଶନ ଅଫ୍ ଇଣ୍ଡିଆ…
ବେରୋଜଗାର ଖେଳାଳିଙ୍କୁ ହକି ଇଣ୍ଡିଆ ଆର୍ଥିକ ସହାୟତା ପ୍ରଦାନ କରିବ
ନୂଆଦିଲ୍ଲୀ,୧୮।୮(ପି.ଟି.): କୋଭିଡ୍-୧୯ କାରଣରୁ ସମସ୍ୟାରେ ପଡିଥିବା ୬୧ଜଣ ବେରୋଜଗାର ଖେଳାଳିଙ୍କୁ ହକି ଇଣ୍ଡିଆ (ଏଚ୍ଆଇ) ଆର୍ଥିକ ସହାୟତା ପ୍ରଦାନ କରିବ ବୋଲି ଘୋଷଣା କରିଛି। ଏମାନଙ୍କ ମଧ୍ୟରେ ୩୪ଜଣ ମହିଳା ଖେଳାଳି ସାମିଲ ରହିଛନ୍ତି। ମହାମାରୀ କାରଣରୁ ଏମାନେ ଖେଳଠାରୁ ଦୂରେଇ…
ବାହାଘର ପାଇଁ ଆସିଥିଲା ୩୦ ହଜାର ପ୍ରସ୍ତାବ !
ମୁମ୍ବାଇ: ବଲିଉଡ୍ ସୁପରଷ୍ଟାର ହ୍ରିତିକ ରୋଶନ ନିଜର ବଳିଷ୍ଠ ଚେହେରା ପାଇଁ କେବଳ ଭାରତ ନୁହେଁ ବରଂ ସାରା ବିଶ୍ୱରେ ସୁନ୍ଦର ପୁରୁଷଙ୍କ ତାଲିକାରେ ଆସିଥାଆନ୍ତି। ସେ ନିଜର ଅଭିନୟ ତଥା ଡ୍ୟାନ୍ସ ପାଇଁ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି…
ମାଛଧରିବା ବେଳେ ଆକାଶରୁ ଜାଲରେ ପଡ଼ିଲା ଯନ୍ତ୍ରଚାଳିତ ରକେଟ୍
ବାହାନଗା,୧୮।୮(ଡି.ଏନ୍.ଏ.): ବାଲେଶ୍ୱର ଜିଲା ରେମୁଣା ବ୍ଲକ ଗୋପାଳପୁର ଫାଣ୍ଡି ଅଧୀନସ୍ଥ ତାଳପଦା ଗ୍ରାମର ମତ୍ସ୍ୟଜୀବୀଙ୍କ ଜାଲରେ ଏକ ଯନ୍ତ୍ରଚାଳିତ ରକେଟ୍ ପଡ଼ିଥିବା ଜଣାପଡ଼ିଛି। ସୋମବାର ସକାଳେ ତାଳପଦା ଗ୍ରାମର ରଘୁନାଥ ଦାସ ଯନ୍ତ୍ରଚାଳିତ ଭୂଟୁଭୂଟି (ଡଙ୍ଗା) ସହ ଅନ୍ୟ ୭ ଜଣ…
Archives


