Home Left

ନଷ୍ଟ ହେବନି ପୁରୁଣା ପୋଷାକ

ପୋଷାକ ପୁରୁଣା ହୋଇଗଲେ କିମ୍ବା କୌଣସି କାରଣରୁ ଚିରିଗଲେ ଅବା ଛୋଟ ହୋଇଗଲେ ସାଧାରଣତଃ ଅନେକଙ୍କ ଲାଗି ଏହା ଅନାବଶ୍ୟକ ହୋଇ ପଡିରହେ କିମ୍ବା ଫିଙ୍ଗା ହୋଇଯାଏ। ହେଲେ ଆପଣ ଚାହିଁଲେ ଏହାକୁ ବ୍ୟବହାର କରି ଏଭଳି କିଛି ସାମଗ୍ରୀ ପ୍ରସ୍ତୁତ…

ପିଲା ରହିବେ ଫିଟ୍‌

ଅଧିକାଂଶ ମାତାପିତା ସେମାନଙ୍କ ପିଲାମାନଙ୍କୁ ମୋଟା ହୋଇଥିବାର ଦେଖି ଭାରି ଖୁସି ହୁଅନ୍ତି। ଆଉ ପିଲା ଯେପରି କୌଣସି କାରଣରୁ ଝଡି ନ ଯାଏ ବା ପତଳା ନ ହୋଇଯାଏ ସେଥିପ୍ରତି ଯତ୍ନଶୀଳ ମଧ୍ୟ ଥାଆନ୍ତି। ହେଲେ ଆପଣ ଜାଣନ୍ତି କି,…

ଆତ୍ମନିର୍ଭରଶୀଳ ଗୃହିଣୀ

ଜଣେ ଗୃହିଣୀ ଦିନ ସାରା ପରିବାରର ପ୍ରତ୍ୟେକ କାର୍ଯ୍ୟ କରିଥାଏ। ହେଲେ ଏହି ଅବିରତ ଶ୍ରମ ବଦଳରେ ତାକୁ ନା ମିଳିଥାଏ କୌଣସି ପାରିଶ୍ରମିକ ନା ପ୍ରଶଂସା। ବରଂ ନିଜର ପ୍ରତିଟି ଆବଶ୍ୟକତା ପୂର୍ଣ୍ଣ ଲାଗି ତାକୁ ନିର୍ଭର କରିବାକୁ ପଡିଥାଏ…

ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟର ବଦଳିଲା ନାମ: ରାଷ୍ଟ୍ରପତି ଦେଲେ ମଞ୍ଜୁରୀ

ନୂଆଦିଲ୍ଲୀ,୧୮।୮: ରାଷ୍ଟ୍ରପତି ରାମନାଥ କୋବିନ୍ଦ ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟର ନାମ ପରିବର୍ତ୍ତନକୁ ଶିକ୍ଷା ମନ୍ତ୍ରଣାଳୟ ଭାବେ ଅନୁମୋଦନ ପ୍ରଦାନ କରିଛନ୍ତି। ସୋମବାର ରାତିରେ ଜାରି କରାଯାଇଥିବା ଅଧିସୂଚନା ଅନୁସାରେ, ଗତ ମାସରେ କ୍ୟାବିନେଟର ମଞ୍ଜୁରୀ ପରେ ନୂତନ ଶିକ୍ଷା ନୀତିର…

ଏହି ଉପାୟରେ କରନ୍ତୁ ଗଣେଶ ପୂଜା: ହେବ ଧନ ବର୍ଷା, ଚମକିବ ଭାଗ୍ୟ

ଆଗକୁ ଆସୁଛି ଗଣେଶ ପୂଜା। ବାପ୍ପାଙ୍କୁ ସ୍ବାଗତ କରିବା ପାଇଁ ସମସ୍ତେ ଜୋରସୋର ପ୍ରସ୍ତୁତି ଆରମ୍ଭ ହୋଇଛି। କିନ୍ତୁ କରୋନା ଯୋଗୁ ଏଥର ଗଣେଶ ପୂଜା କିଛିଟା ଫିକା ପଡିବାର ସମ୍ଭାବନା ରହିଛି। ଆପଣ ବାହାରକୁ ନ ଯାଇ ନିଜ ଘରକୁ…

ଘରୋଇ ସ୍କ୍ରବ୍‌

ତ୍ୱଚାକୁ ବ୍ରଣ କିମ୍ବା ଅନ୍ୟାନ୍ୟ ସମସ୍ୟାଠୁ ଦୂରେଇ ରଖିବା ଲାଗି ମଝିରେ ମଝିରେ ଏକ୍ସଫୋଲିଏଟ୍‌ କରିବା ଦରକାର; ଯାହା କି ତ୍ୱଚାକୁ ଧୂଳି, ପ୍ରଦୂଷଣରୁ ରକ୍ଷା କରିଥାଏ। ତେବେ ଏଥିପାଇଁ ଆବଶ୍ୟକ ହୋଇଥାଏ ସ୍କ୍ରବ୍‌। ଯଦିଓ ମାର୍କେଟ୍‌ରେ ବିଭିନ୍ନ କମ୍ପାନୀର ସ୍କ୍ରବ୍‌…

ଚାଇନାର କରୋନା ଭ୍ୟାକ୍ସିନକୁ ନେଇ ଉଠୁଛି ପ୍ରଶ୍ନ

ବେଜିଂ,୧୮।୮: ରୁଷିଆ ପରେ ଚାଇନା କରୋନା ଭାଇରସ ପାଇଁ ଏକ ଭ୍ୟାକ୍ସିନ ପ୍ରସ୍ତୁତ କରିଥିବା ଦାବି କରିଛି। ଏହାସହ ସେ ଏହି ଭ୍ୟାକ୍ସିନକୁ ଟ୍ରାଏଲ ମଧ୍ୟ କରି ସାରିଥିବା କହିଛି। ଚାଇନାର ଭ୍ୟାକ୍ସିନ କମ୍ପାନୀ କାନସାଇନୋ ବାୟୋଲଜିକ୍ସ କର୍ପୋରେଶନକୁ କରୋନା ଭ୍ୟାକ୍ସିନ…

ହାଇକୋର୍ଟର ୨ଜଣ ବିଚାରପତି କରୋନା ପଜିଟିଭ

ଜୟପୁର,୧୮।୮: ରାଜସ୍ଥାନରେ କରୋନା ପ୍ରକୋପ ଜାରି ରହିଛି। ରାଜଧାନୀ ଜୟପୁରର ହାଇକୋର୍ଟ ଏବେ କରୋନା କବଳରେ। ସର୍ବପ୍ରଥମେ ହାଇକୋର୍ଟର ସିଜେ କରୋନା ପଜିଟିଭ୍‌ ହୋଇଥିବା ବେଳେ ଏବେ ଆଉ ୨ ଜଣ ବିଚାରପତି କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିସହ ଅନ୍ୟ…

ରାଜ୍ୟରେ ବାହାର ଲୋକଙ୍କୁ ମିଳିବନି ନିଯୁକ୍ତି ସୁଯୋଗ: ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୋପାଳ, ୧୮।୮: ଏଣିକି ମଧ୍ୟପ୍ରଦେଶରେ ରାଜ୍ୟ ବାହାରର ଲୋକଙ୍କୁ ନିଯୁକ୍ତି ମିଳିବନି। କେବଳ ରାଜ୍ୟର ବାସିନ୍ଦାଙ୍କୁ ହିଁ ସରକାରୀ ଚାକିରୀ ମିଳିବ ବୋଲି ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନ ଘୋଷଣା କରିଛନ୍ତି। ଏନେଇ ଖୁବ୍‌ ଶୀଘ୍ର ଆଇନ ଅଣାଯିବ। ରାଜ୍ୟର ୨୭ଟି…

୩ କୋଟିର ଅଫରକୁ ପ୍ରତ୍ୟାଖ୍ୟାନ କଲେ ଏହି ଅଭିନେତ୍ରୀ

ଛୋଟ ପରଦାର ଚର୍ଚ୍ଚିତ ଟିଭି ଶୋ’ ‘ବିଗ୍‌ ବସ୍‌’ର ଆଗାମୀ ସିଜିନ୍‌ ଅର୍ଥାତ୍‌ ‘ବିଗ୍‌ ବସ୍‌-୧୪’କୁ ନେଇ କିଛି ଦିନ ହେବ ଚର୍ଚ୍ଚା ଜୋର୍‌ ଧରିଛି। ଏଥର ଶୋ’ରେ କେଉଁମାନେ ଅଂଶଗ୍ରହଣ କରିବେ ତାହା ସ୍ପଷ୍ଟ ହୋଇ ନ ଥିବା ବେଳେ…

ଶାଶୁଙ୍କୁ ସେକ୍ସି ଡାକନ୍ତି ଏହି ବଲିଉଡ୍‌ ଅଭିନେତା

ବଲିଉଡ୍‌ର ବାଦଶାହ ଶାହରୁଖ ଖାନ୍‌ ଏବଂ ଗୌରୀ ଖାନ୍‌ଙ୍କୁ ଚିରସବୁଜ ଯୋଡି ବୋଲି କୁହାଯାଏ। ଶାହରୁନିଜ କ୍ୟାରିଅର ଆରମ୍ଭରୁ ଶାହରୁଖ ଗୌରୀଙ୍କୁ ଭଲ ପାଇବସିଥିଲେ। ୧୯୮୪ ମସିହାରେ ଶାହରୁଖ ପ୍ରଥମଥର ପାଇଁ ଗୌରୀଙ୍କୁ ଦେଖିଥିଲେ ଓ ପ୍ରଥମ ଦେଖାରୁ ହିଁ ତାଙ୍କୁ…

ଜଣଙ୍କ ଘର ଉପରକୁ ଦୁଇଦୁଇ ଥର ବୋମା ମାଡ଼

ଖୋର୍ଦ୍ଧା ଅଫିସ,୧୮।୮: ଖୋର୍ଦ୍ଧା ଜିଲା ସଦର ଥାନା ଦଳେଇପୁଟସ୍ଥିତ ହୃଦାନନ୍ଦ ସ୍ବାଇଁଙ୍କ ଘର ଉପରକୁ ସୋମବାର ରାତିରେ ପୁଣି ବୋମାମାଡ ହୋଇଛି। ରାତିରେ କେତେଜଣ ଦୁର୍ବୃତ୍ତ ପାଚେରି ବାହର ପଟୁ ବୋମାମାଡ କରିଥିବା ଜଣାପଡ଼ିଛି। ମାତ୍ର ଏଥିରେ କେହି ମୃତାହତ ହୋଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri