Home Left

ମେଘାଳୟର ରାଜ୍ୟପାଳ ଭାବେ ନିଯୁକ୍ତ ହେଲେ ସତ୍ୟପାଲ ମଲିକ

ଶିଲଂ,୧୮।୮: ଗୋଆର ରାଜ୍ୟପାଳ ଭାବେ କାର୍ଯ୍ୟରତ ଥିବା ସତ୍ୟପାଲ ମଲିକଙ୍କୁ ବଦଳି କରାଯାଇ ମେଘାଳୟର ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଛି। ତେବେ ତାଙ୍କ ସ୍ଥାନରେ କାହାକୁ ନିଯୁକ୍ତ କରାଯାଇ ନ ଥିବା ବେଳେ ମହରାଷ୍ଟ୍ର ରାଜ୍ୟପାଳ ଦାୟିତ୍ୱରେ ଥିବା ଭଗତ ସିଂ…

ଏହି ଜିଲାବାସୀଙ୍କୁ ଗଣେଶ ପୂଜା ମନା

ଛତ୍ରପୁର,୧୮।୮(ଡି.ଏନ.ଏ): ଆସନ୍ତା ଶନିବାର ପଡ଼ୁଛି ଗଣେଶ ପୂଜା। ଏହାକୁ ଆନନ୍ଦ, ଉଲ୍ଲାସର ସହ ପାଳନ କରିବାକୁ ଶ୍ରଦ୍ଧାଳୁମାନେ ଅନାଇ ବସିଛନ୍ତି। କିନ୍ତୁ ଚଳିତବର୍ଷ କରୋନା ମହାମାରୀ ଯୋଗୁ ଗଞ୍ଜାମ ଜିଲାରେ ଗଣେଶ ପୂଜା ପାଳନ କରାଯିବ ନାହିଁ। ଏ ନେଇ ମଙ୍ଗଳବାର…

ମ୍ୟାଚ୍‌ ଦିନ ଭାରତୀୟ ଖେଳାଳି କରିଥାନ୍ତି ଏହିସବୁ କାମ, ଜାଣିଲେ ହେବେ ଚକିତ

ଭାରତୀୟ କ୍ରିକେଟ ଦଳର କିଛି ଖେଳାଳିଙ୍କ ଅଜବ ଅନ୍ଧବିଶ୍ୱାସ ରହିଛି। କିଏ ମ୍ୟାଚ୍‌ ଦିନ ଆମିଷ ଖାାନ୍ତି ନାହିଁ ତ ଆଉ କିଏ ଛିଡା ହୋଇ ମ୍ୟାଚ୍‌ ଦେଖିଥାନ୍ତି। ଆସନ୍ତୁ ଜାଣିବା ସେହି ଖେଳାଳିଙ୍କ ସମ୍ପର୍କରେ… ଶିଖର ଧାଓ୍ବନ ମ୍ୟାଚ୍‌ ବେଳେ…

ରାଜଧାନୀରେ ଯୁବକଙ୍କ ଉନ୍ମତ୍ତକାଣ୍ଡ: ସ୍କୁଟି ଆଗକୁ ଡେଇଁ ମାଡ଼ ମାରିଲେ, ତଣ୍ଟି ଚିପିଦେଲେ

ଭୁବନେଶ୍ୱର,୧୮।୮(ବ୍ୟୁରୋ): ରାଜଧାନୀରେ ସୋମବାର ଜଣେ ଯୁବକଙ୍କ ଉନ୍ମତ୍ତକାଣ୍ଡ ଦେଖିବାକୁ ମିଳିଛି। ଯୁବକ ଜଣକ ରାସ୍ତାରେ ଲୋକଙ୍କୁ ଆକ୍ରମଣ କରିବା ସହ ପୋଲିସ ଶିବିରକୁ ମଧ୍ୟ ଭଙ୍ଗାରୁଜା କରିଛନ୍ତି। ତେବେ ପୋଲିସ ତାଙ୍କ କବଳରୁ ଜଣେ ଯୁବତୀଙ୍କୁ ବଞ୍ଚାଇବା ସହ ଦୀର୍ଘସମୟ ପରେ…

ଅଙ୍ଗନଓ୍ବାଡି ସକାଳ ଜଳଖିଆରେ ମାଣ୍ଡିଆ ଲଡୁ ସାମିଲ ହେବ

ଭୁବନେଶ୍ୱର,୧୮।୮ (ବ୍ୟୁରୋ): ଶିଶୁ ଖାଇବେ ମାଣ୍ଡିଆ ଲଡୁ। ପ୍ରାକ୍‌ ବିଦ୍ୟାଳୟ ଶିଶୁଙ୍କ ପୋଷଣ ଆବଶ୍ୟକତାକୁ ସୁନିଶ୍ଚିତ କରିବା ପାଇଁ ମହିଳା ଓ ଶିଶୁ କଲ୍ୟାଣ ଏବଂ ମିଶନ ଶକ୍ତି ବିଭାଗ ପକ୍ଷରୁ ସମନ୍ବିତ ଶିଶୁ ବିକାଶ ଯୋଜନାରେ ଅଙ୍ଗନଓ୍ବାଡ଼ି ଜଳଖିଆରେ ମାଣ୍ଡିଆ ଲଡୁକୁ…

କରୋନା ଆକ୍ରାନ୍ତ ଛାତ୍ରଙ୍କ ପାଠପଢ଼ା ନିଶା:ହସ୍ପିଟାଲ ବେଡ୍‌ରେ ଦେଲେ ପରୀକ୍ଷା

ଜବଲପୁର, ୧୮।୮: ଦେଶରେ କରୋନା ମହାମାରୀ ସଂକ୍ରମଣ ବଢ଼ି ଚାଲିଛି। ଏହାକୁ ଦୃଷ୍ଟିରେ ରଖି ଲକ୍‌ ଡାଉନ୍‌ ଜାରି ରହିଛି। ଫଳରେ ସ୍କୁଲ କଲେଜ ବନ୍ଦ ରହିଛି। ତେବେ ପାଠପଢ଼ା ଏବଂ ପରୀକ୍ଷା ଅନ୍‌ଲାଇନ୍‌ରେ କରାଯାଉଛି। ମଧ୍ୟପ୍ରଦେଶ ଜବଲପୁରରେ କେତେକ ସ୍କୁଲରେ…

କୋଭିଡ୍‌ ନିୟମ ଉଲ୍ଲଂଘନ କରୁଛନ୍ତି ଶାସକ ଦଳ ନେତା: ଭାଜପା

ଭୁବନେଶ୍ୱର,୧୮।୮(ବ୍ୟୁରୋ): କରୋନାକୁ ଦୃଷ୍ଟିରେ ରଖି ଦେଶ ତଥା ରାଜ୍ୟରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମ ପ୍ରତୀକାତ୍ମକ ଭାବେ ପାଳନ କରାଯାଉଛି। କିନ୍ତୁ ଶାସକ ଦଳ ଏମ୍‌ପି, ନେତା ଓ ପ୍ରଶାସନିକ ଅଧିକାରୀମାନେ ବାରମ୍ବାର କୋଭିଡ୍‌ ନିୟମ ଉଲ୍ଲଂଘନ କରୁଛନ୍ତି। ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ…

ସେପ୍ଟେମ୍ବରରେ ସଂକ୍ରମଣ ବଢ଼ିବା ପରେ କମିଯିବ

ଭୁବନେଶ୍ୱର, ୧୮।୮(ବ୍ୟୁରୋ): ରାଜ୍ୟରେ ଟେଷ୍ଟିଂ, ଟ୍ରେସିଂ ଓ ଟ୍ରିଟ୍‌ମେଣ୍ଟ ପ୍ରକ୍ରିୟାକୁ ଅଧିକ ଗୁରୁତ୍ୱ ଦିଆଯାଉଛି। କରୋନା ଟେଷ୍ଟ ପରିମାଣରେ ବୃଦ୍ଧି ଘଟିଛି। ଅଧିକରୁ ଅଧିକ ଟେଷ୍ଟ ହେଉଥିଲେ ମଧ୍ୟ ସେହି ଅନୁପାତରେ ଆକ୍ରାନ୍ତଙ୍କ ସଂଖ୍ୟା କମ୍‌ ରହୁଛି। ସଂକ୍ରମଣ ହ୍ରାସ ପାଉଥିବାବେଳେ…

ବିସ୍ଫୋରଣ ପରେ ଚେତିଲା ପୋଲିସ

ଖୋର୍ଦ୍ଧା ଅଫିସ,୧୮।୮: ଖୋର୍ଦ୍ଧା ଜିଲା ବେଗୁନିଆ ଥାନା ଅନ୍ତର୍ଗତ କଣ୍ଟାବାଡ଼ ଗ୍ରାମରେ ବାଣ ବିସ୍ଫୋରଣ ଘଟଣା ପରେ ପୋଲିସର ଚେତା ପଶିଛି। ସୋମବାର ବାଘମାରି ଥାନା ପୋଲିସ ଲେଖନପୁର ଗ୍ରାମରେ ଚଢ଼ାଉ କରି ବାଣ ସାମଗ୍ରୀ ଓ ବାରୁଦ ଜବତ କରିବା…

ବୋହୂକୁ ଘରକୁ ଫେରାଇ ଆଣିବା ପାଇଁ ଏପରି କଲେ ଶାଶୁ: ଶୁଣିଲେ ହେବେ ଆଶ୍ଚର୍ଯ୍ୟ

ରାଞ୍ଚି, ୧୮।୮: ବୋହୂ ଘର ଛାଡି ଚାଲିଯିବାରୁ ଶାଶୂ ନିଜ ଜିଭ କାଟି ଭଗବାନଙ୍କ ପାଖରେ ଚଢ଼ାଇଛନ୍ତି। ଏପରି କରିବା ଦ୍ୱାରା ବୋହୂ ପୁଣିଥରେ ଘରକୁ ଫେରିଆସିବେ ବୋଲି ଶାଶୁଙ୍କର ବିଶ୍ୱାସ। ଏପରି ଘଟଣା ଘଟିଛି ଝାରଖଣ୍ଡର ଜାମସେଦପୁର ଆର୍‌ଆଇଟି ଥାନା…

କୌଶଳେନ୍ଦ୍ର ପୂର୍ବତଟ ରେଳପଥର ନୂତନ ଜନସମ୍ପର୍କ ଅଧିକାରୀ

ଭୁବନେଶ୍ୱର,୧୮।୮(ବ୍ୟୁରୋ): ପୂର୍ବତଟ ରେଳପଥର ମୁଖ୍ୟ ଜନସମ୍ପର୍କ ଅଧିକାରୀ ଭାବେ ଇ.କୌଶଳେନ୍ଦ୍ର କିଶୋର ଖାଡ଼ଙ୍ଗା କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ୨୦୧୦ ବ୍ୟାଚ୍‌ ଭାରତୀୟ ରେଳପଥ ମେକାନିକାଲ ଇଞ୍ଜିନିୟର ସେବା ଅଧିକାରୀ ଖାଡ଼ଙ୍ଗା ଏହାପୂର୍ବରୁ ମଞ୍ଚେଶ୍ୱର ରେଳଡବା ମରାମତି କାରଖାନାର ଉପମୁଖ୍ୟ ମେକାନିକାଲ ଇଞ୍ଜିନିୟର…

ହାଇକୋର୍ଟରେ ହାଜର ହେଲେ ବରୀ ଯୁବତୀ: ସମଲିଙ୍ଗୀ ସାଥୀଙ୍କୁ ଉଦ୍ଧାର ମାମଲା

କଟକ ଅଫିସ,୧୮।୮: ସମଲିଙ୍ଗୀ ସାଥୀଙ୍କୁ ଉଦ୍ଧାର ପାଇଁ ରୁଜୁ ହୋଇଥିବା ହେବିୟସ୍‌ କର୍ପସ ମାମଲାରେ ସୋମବାର ଯାଜପୁର ଜିଲା ବରୀର ସମ୍ପୃକ୍ତ ଯୁବତୀ ଜଣକ ହାଇକୋର୍ଟରେ ହାଜର ହୋଇଛନ୍ତି। ପୂର୍ବ ନିର୍ଦ୍ଦେଶ ଅନୁଯାୟୀ ଯାଜପୁର ଏସ୍‌ପି ସଂପୃକ୍ତା ଯୁବତୀଙ୍କୁ କୋର୍ଟରେ ହାଜର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri