ଏମ୍ସରେ ଅମିତ ଶାହା
ନୂଆଦିଲ୍ଲୀ,୧୮।୮: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଙ୍ଗଳବାର ଦିଲ୍ଲୀ ସ୍ଥିତ ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍ ମେଡିକାଲ ସାଇନସେସ୍(ଏମ୍ସ)ରେ ଭର୍ତ୍ତି ହୋଇଛନ୍ତି। କରୋନାରୁ ସୁସ୍ଥ ହେବା ପରେ ଏହାର ପରବର୍ତ୍ତି ଚିକିତ୍ସା ଲାଗି ସେ ଏମ୍ସରେ ଭର୍ତ୍ତି ହୋଇଥିବା ସୂଚନା ରହିଛି।…
କ୍ଷୟକ୍ଷତି ଆକଳନ କରିବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ
ଭୁବନେଶ୍ୱର,୧୮।୮(ବ୍ୟୁରୋ): ଗତ ୫ ଦିନ ଧରି ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ହୋଇଛି। ତେବେ ୧୦ଟି ଜିଲାରେ ପ୍ରବଳ ବର୍ଷା ହୋଇଛି। ମାଲକାନଗିରି ଜିଲାରେ ସର୍ବାଧିକ ୪୬୩ ମିଲିମିଟର ବର୍ଷା ହୋଇଥିବାବେଳେ ଯାଜପୁରରେ ୨୬୩, ଢେଙ୍କାନାଳରେ ୨୦୦ ମିଲିମିଟର ବର୍ଷା ରେକର୍ଡ…
ସାପ ଲାଞ୍ଜରେ ହାତ ମାରୁଥିଲେ ଯୁବକ, ଘଟିଲା ଏମିତି
ଉନ୍ନାଓ,୧୮।୮: ଉତ୍ତର ପ୍ରଦେଶର ଉନ୍ନାଓ ଜିଲାରେ ଏକ ଅଜବ ମାମଲା ସାମ୍ନାକୁ ଆସିଛି। ଏଠାରେ ଏକ ସାପ ଲାଞ୍ଜକୁ ଧରିବା ଜଣେ ଯୁବକଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ସାପ ପଛରୁ ଯୁବକଙ୍କ ହାତକୁ ଏକ ଚୋଟ ମାରିଥିଲା। ଫଳରେ ତାଙ୍କର…
୭୧୨ କୋଟି ଟଙ୍କାର ଜିଏସ୍ଟି ଠକେଇ
କଟକ ଅଫିସ,୧୮।୮: ଜାଲ୍ ବିଲ୍ ମାଧ୍ୟମରେ ୭୧୨ କୋଟି ଟଙ୍କାର ଜିଏସ୍ଟି ଠକେଇର ପର୍ଦ୍ଦାଫାସ୍ କରିଛି ରାଜ୍ୟ ଜିଏସ୍ଟି ଏନ୍ଫୋର୍ସମେଣ୍ଟ ସ୍କ୍ବାଡ୍। ଏଥିରେ ଅଭିଯୁକ୍ତ ଥିବା ମଧୁମିତା ଷ୍ଟିଲ୍ସ ଇଣ୍ଡଷ୍ଟ୍ରି ପ୍ରାଇଭେଟ୍ ଲିମିଟେଡ୍ର ନିର୍ଦ୍ଦେଶକ କାଶ୍ମୀରା କୁମାର ଅଗ୍ରୱାଲ୍ଙ୍କୁ ସମ୍ବଲପୁରରୁ ସୋମବାର…
ଭିଜିଲାନ୍ସ ଜାଲରେ ବଙ୍ଗାଳପୁର ପିଇଓ
କେନ୍ଦ୍ରାପଡ଼ା ଅଫିସ/ପାଟକୁରା (ଡି.ଏନ୍.ଏ.),୧୮।୮: କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲକ ବଙ୍ଗାଳପୁର ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) ଧର୍ମାନନ୍ଦ ବେହେରାଙ୍କୁ ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ବିଭାଗ ପକ୍ଷରୁ ସୋମବାର ଗିରଫ କରାଯାଇଛି। ଏକ ପୋଖରୀ ନିକଟ ଗୃହ ନିର୍ମାଣ ପାଇଁ ସେ…
ଟମକା ଥାନାରୁ ଏସ୍ଆଇଙ୍କୁ ହଟାଗଲା
ଯାଜପୁର ଅଫିସ,୧୮।୮: ଯାଜପୁର ଜିଲା ଟମକା ଥାନା ଏସ୍ଆଇ ମହମ୍ମଦ ସିରାଜଙ୍କ ଅର୍ଥ ଆଦାୟ ଭିଡିଓ ଭାଇରାଲ ମାମଲାରେ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି। ଧରିତ୍ରୀରେ ଖବର ପ୍ରକାଶନ ଏବଂ ମାନବାଧିକାର ସୁରକ୍ଷା କର୍ମୀ ବ୍ରଜମନ ବିଶ୍ୱାଳଙ୍କ ଟୁଇଟ୍ ଆଧାରରେ ଡିଜିପି ଅଭୟଙ୍କ…
ରୋହିତ ଶର୍ମାଙ୍କ ବିବାହକୁ ନେଇ ଏମିତି ଭବିଷ୍ୟବାଣୀ କରିଥିଲେ ଯୁବରାଜ
ଭାରତୀୟ କ୍ରିକେଟ ଦଳର ବିସ୍ଫୋରକ ବ୍ୟାଟ୍ସମ୍ୟାନ୍ ରୋହିତ ଶର୍ମା ରିତିକା ସଜଦେହଙ୍କୁ ବିବାହ କରିଛନ୍ତି। ରିତିକା ପୂର୍ବତନ ଭାରତୀୟ ଖେଳାଳି ଯୁବରାଜ ସିଂଙ୍କ ଭଉଣୀ ତାହା ହୁଏତ ଖୁବ୍ କମ୍ ଲୋକ ଜାଣିଥିବେ। ଯଦିଓ ରିତିକା ଯୁବିଙ୍କ ନିଜ ଭଉଣୀ ନୁହନ୍ତି।…
ପୁଣି ସଂକ୍ରମିତ ହେଉଛନ୍ତି ସୁସ୍ଥ ହୋଇଥିବା ଆକ୍ରାନ୍ତ
ନୂଆଦିଲ୍ଲୀ, ୧୮।୮: ଦେଶରେ କରୋନା ମହାମାରୀ ସଂକ୍ରମଣ ବଢ଼ି ଚାଲିଛି। ପ୍ରତିିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଏପରିସ୍ଥଳେ ଦିଲ୍ଲୀ ସରକାର କରୋନା ସଂକ୍ରମଣ କମୁଥିବା ସୂଚନା ଦେଇଥିବାବେଳେ ହସ୍ପିଟାଲ ପକ୍ଷରୁ ମିଳିଥିବା ତଥ୍ୟ ଏହାଠାରୁ ସମ୍ପୂର୍ଣ୍ଣ…
ଗୁଗଲ ପରେ ମାଇକ୍ରୋସଫ୍ଟ ଟ୍ରାନ୍ସଲେଟରରେ ଓଡ଼ିଆ ଭାଷା
ଭୁବନେଶ୍ୱର,୧୮।୮(ବ୍ୟୁରୋ): ଓଡିଆ ଭାଷାକୁ ଆଉ ଏକ ବଡ ସଫଳତା ମିଳିଛି। ମାଇକ୍ରୋସଫ୍ଟ ଟ୍ରାନ୍ସଲେଟରରେ ଏବେ ଓଡିଆ ଭାଷା ଉପଲବ୍ଧ ହେବ। ମାଇକ୍ରୋସଫ୍ଟ ପକ୍ଷରୁ ଏନେଇ ଘୋଷଣା କରାଯିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଟୁଇଟ୍ କରି ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ…
ପ୍ରଥମଥର ପାଇଁ ଆମେରିକାରେ ଏହି ପଶୁକୁ କରୋନା, ଚିନ୍ତାରେ ବୈଜ୍ଞାନିକ
ଓ୍ବାଶିଂଟନ୍,୧୮।୮: ଆମେରିକାରେ ପ୍ରଥମ ଥର ପାଇଁ ନେଉଳ କରୋନା ସଂକ୍ରମିତ ହୋଇଛି। ଏହାପୂର୍ବରୁ ୟୁରୋପୀୟ ଦେଶମାନଙ୍କରେ ନେଉଳ କରୋନା ସଂକ୍ରମଣର ଏକ ମାମଲା ସାମ୍ନାକୁ ଆସିଥିଲା। ଉଟାହର ଦୁଇଟି ବଡ଼ ଫାର୍ମରେ ନେଉଳକୁ କରୋନା ହୋଇଥିବା ଜଣାପଡିଛି। ଫଳରେ ଆମେରିକାର କୃଷି…
ବରିଷ୍ଠ କୃଷି ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର
ଭୁବନେଶ୍ୱର,୧୮।୮(ବ୍ୟୁରୋ): ଦୁର୍ନୀତି ଏବଂ ଅସଦାଚରଣ ଭଳି କାର୍ଯ୍ୟ ପାଇଁ ରାଜ୍ୟ ସରକାର ଶୂନ ସହନଶୀଳତା ନୀତି ଅବଲମ୍ବନ କରିଛନ୍ତି। ଜଣେ ମହିଳା କର୍ମଚାରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ପୂର୍ବତନ ଆୟୁଷ ନିର୍ଦ୍ଦେଶକ ବିଭୁପ୍ରସାଦ ଷଡଙ୍ଗୀଙ୍କୁ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇଥିଲେ।…
ରାତି ଅନ୍ଧାରରେ ଭୁଶୁଡ଼ିଲା ୪ ମହଲା କୋଠା
ମୁମ୍ବାଇ, ୧୮।୮: ଦେଶର ଆର୍ଥିକ ସହର ବଲିଉଡ୍ର ବାନ୍ଦ୍ରାଠାରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଏକ ୪ ମହଲା କୋଠାଘର ଭୁଶୁଡ଼ି ପଡ଼ିଛି। କୋଠାଘରେ କେହି ରହୁ ନ ଥିଲେ। ତେବେ ଏହା ନିକଟସ୍ଥ ବିଲ୍ଡିଂ ଉପରେ ପଡ଼ିବାରୁ ଏହା…
Archives


