ନିଲାମ ହେବାକୁ ଯାଉଛି ବିଦ୍ୟାଙ୍କ ଶାଢ଼ି: ଜାଣନ୍ତୁ କିପରି କରିବେ ଆବେଦନ
ମୁମ୍ବାଇ: ବଲିଉଡ୍ ଡାର୍ଟି ଗର୍ଲ ବିଦ୍ୟା ବାଲାନଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ନିକଟରେ ମିଳିଥିବା ସୂଚନା ଅନୁସାରେ ତାଙ୍କର ସମ୍ବଲପୁରୀ ବାନ୍ଧ ଶ୍ରୀଗଣିତ ଶାଢ଼ି ଏବେ ବିକ୍ରି ହେବାକୁ ଯାଉଛି। ଏହି ଶାଢ଼ିର ନିଲାମୀର ଅନ୍୍ଲାଇନ୍ ପ୍ରକ୍ରିୟା…
ଛେଳି, ଘୁଷୁରିଙ୍କ ସର୍କସ: ଭିଡିଓ ଭାଇରାଲ
ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ହସର ଖୋରାକ ଯୋଗାଉଥିବାବେଳେ କେତେକ ଭାବପ୍ରବଣ କରିଦିଏ। ବର୍ତ୍ତମାନ ଘୁଷୁରି ଓ ଛେଳିଙ୍କ ମଧ୍ୟରେ ସର୍କସ ଭିଡିଓ ବେଶ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଦେଖାଯାଇଛି, କିଛି…
ଆମେରିକା ନିର୍ବାଚନ ସଭାରେ ପଢାଯାଉଛି ବେଦ, ମହାଭାରତ ଶ୍ଳୋକ !
ଓ୍ବାଶିଂଟନ,୧୭।୮: ଆଗକୁ ପାଖେଇ ଆସୁଛି ଆମେରିକା ନିର୍ବାଚନ। ଡେମୋକ୍ରାଟିକ ପାର୍ଟିର ରାଷ୍ଟ୍ରୀୟ ସମ୍ମିଳନୀର ଆରମ୍ଭ ଅନ୍ଲାଇନ୍ ସର୍ବଧର୍ମ ପ୍ରାର୍ଥନା ସଭା ସହ ଆରମ୍ଭ ହୋଇଛି। ଏଥିରେ ବେଦ ଓ ମହାଭାରତ ଶ୍ଲୋକ ତଥା ଶିଖ ଧର୍ମର ଅରଦାସ ପାଠ କରାଯାଇଛି। ଟେକ୍ସାସରେ…
ଗତ ୨୪ଘଣ୍ଟାରେ ଜେଡିୟୁରେ ସାମିଲ ହେଲେ ଆରଜେଡିର ୩ ବିଧାୟକ
ପାଟନା,୧୭।୮: ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ଦଳ ଅଦଳବଦଳ କାର୍ଯ୍ୟ ଆରମ୍ଭ ହୋଇଯାଇଛି। ଗୋଟିଏ ଦିନରେ ଜେଡିୟୁର ଜଣେ ମନ୍ତ୍ରୀ ଆରଜେଡିରେ ଯୋଗଦେଇଥିବା ବେଳେ ଏବେ ଆରଜେଡିକୁ ଆଉ ଜଣେ ବିଧାୟକ ଝଟ୍କା ଦେଇଛନ୍ତି। ସାସାରାମର ଆରଜେଡି ବିଧାୟକ ଅଶୋକ କୁମାର…
ନୂଆ ସଂକ୍ରମଣ ରୋକିବା ସହ ଉନ୍ନୟନ କାର୍ଯ୍ୟକୁ ତ୍ୱରାନ୍ବିତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ
ଶେରଗଡ଼୧୭।୮(ଡି.ଏ୍ନ.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ପରିସରରେ ସୋମବାର ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଚାନକ ପହଞ୍ଚି ଉନ୍ନୟନ କାର୍ଯ୍ୟ ସମୀକ୍ଷା କରିଛନ୍ତି। ଏହାସହ ବବ୍ଲ ସମ୍ମୁଖରେ ଆୟୋଜିତ ଏକ ବୈଠଳରେ ଯୋଗଦେଇ ସେ ବ୍ଲକର ୨୨ ପଞ୍ଚାୟତର ଗ୍ରାମସେବକ, ଯନ୍ତ୍ରୀ…
ଶରଦ ପାଓ୍ବାରଙ୍କ ୪ କର୍ମଚାରୀ କରୋନା ପଜିଟିଭ
ମୁମ୍ବାଇ,୧୭।୮: ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି(ଏନ୍ସିପି) ମୁଖ୍ୟ ଶରଦ ପାଓ୍ବାରଙ୍କ ଦକ୍ଷିଣ ମୁମ୍ବାଇରେ ଥିବା ଘରେ କାମ କରୁଥିବା ୪ କର୍ମଚାରୀ କରୋନାରେ ପୀଡ଼ିତ ହୋଇଥିବା ସୂଚନା ମିଳିଛି। ତେବେ ଟେଷ୍ଟ ପରେ ଶରଦଙ୍କ ରିପୋର୍ଟ ନେଗେଟିଭ ଆସିଥିବା ଜଣାପଡିଛି। ଏହାପରେ ବି…
ନିଜ ଝିଅକୁ ଭୟ କରନ୍ତି ଏହି ଲୋକପ୍ରିୟ ଅଭିନେତା, ଜାଣନ୍ତୁ କାହିଁକିି
ବଲିଉଡ ଅଭିନେତା ଚଙ୍କି ପାଣ୍ଡେ ନିଜର ଚମତ୍କାର ଅଭିନୟ ପାଇଁ ଜଣାଶୁଣା। ତାଙ୍କ ପରି ଝିଅ ଅନନ୍ୟା ପାଣ୍ଡେ ମଧ୍ୟ ଇଣ୍ଡଷ୍ଟ୍ରିରେ ଧୀରେ ଧୀରେ ନାଁ କମାଇବାକୁ ଲାଗିଲେଣି। ଏହି ପିତା ଏବଂ ଝିଅ ଯୋଡି ଫିଲ୍ମରେ ଏକାଠି କେବେ ନଜର…
ସଲମାନଙ୍କ ଫିଲ୍ମ ରିଲିଜ୍କୁ ନେଇ ମତ ରଖିଲେ ନସିରୁଦ୍ଦିନ
ମୁମ୍ବାଇ: କରୋନା ମହାମାରୀ ପାଇଁ ବଳିଉଡ୍ ବହୁ ପରିମାଣରେ କ୍ଷତି ସହିଲାଣି। ଦୀର୍ଘ ୫ ମାସ ହେବ ଦେଶର କୌଣସି ସିନେମା ହଲରେ ଫିଲ୍ମ ରିଲିଜ ହେଉନାହିଁ। ଏହାସହ ନିକଟରେ ମଧ୍ୟ ସିନେମା ହଲ୍ ଖୋଲିବାର କୌଣସି ନଜର ଆସୁନାହିଁ। ଏବେ…
ପ୍ରେମିକାଙ୍କ ପାଇଁ ଘଣ୍ଟା ଘଣ୍ଟା ଖରାରେ ଅପେକ୍ଷା କରୁଥିଲେ ଏହି ପ୍ରସିଦ୍ଧ ରାଜନେତା
ନବଜୋତ ସିଦ୍ଧୁଙ୍କ ପ୍ରେମ, କ୍ରିକେଟ ପଡିଆରେ ବ୍ୟାଟିଂ, ଅଭିନୟ ଏବଂ ରାଜନୀତି ମଧ୍ୟ ଅତ୍ୟନ୍ତ ଆକର୍ଷଣୀୟ। ସବଥିରେ ସିଦ୍ଧୁ ଅଲରାଉଣ୍ଡର। ସ୍ତ୍ରୀ ନବଜୋତ କୌରଙ୍କ ସହିତ ତାଙ୍କର ପ୍ରଥମ ସାକ୍ଷାତ ଏବଂ ଦୁହିଁଙ୍କର ରୋମାଣ୍ଟିକ ପ୍ରେମ କାହାଣୀ ବେଶ୍ ନିଆରା। ଏକ…
ବଳାତ୍କାର ରୋକିବା ପାଇଁ ସରକାର ନେଲେ ଏଭଳି ନିଷ୍ପତ୍ତି: ଶୁଣିଲେ ହୋଇଯିବେ ଆଶ୍ଚର୍ଯ୍ୟ
ସୋମାଲିଆ, ୧୭।୮: ବିଶ୍ୱ ଦ୍ରୁତ ଗତିରେ ଅଗ୍ରଗତି କରୁଛି। ପୂର୍ବରୁ ମହିଳାଙ୍କର ସ୍ବାଧୀନତା ନ ଥିଲା। ହେଲେ ଏବେ ସେମାନେ ପ୍ରତ୍ୟେକ ପ୍ରସଙ୍ଗରେ ପୁରୁଷଙ୍କ ସହ ପର୍ଯ୍ୟାୟ କ୍ରମେ ଚାଲୁଛନ୍ତି। ମାତ୍ର ଦୁନିଆରେ ଏମିତି ଅନେକ ଦେଶ ରହିଛି ଯେଉଁଠାରେ ମହିଳାଙ୍କ…
ତୁର୍କିର ଫାଷ୍ଟ ଲେଡିଙ୍କୁ ଭେଟିଲେ ଆମିର
ମୁମ୍ବାଇ: ବଲିଉଡ୍ର ମିଷ୍ଟର ପରଫେକ୍ସନିଷ୍ଟ ଆମିର ଖାଁ ବେଶ୍ କିଛିଦିନ ବିରତି ପରେ ଏବେ ଶୁଟିଂ ସେଟ୍ରେ ନଜର ଆସିଛନ୍ତି। କରୋନା ଭାଇରସ ଯୋଗୁ ବଲିଉଡ୍ରେ ଶୁଟିଂ ବନ୍ଦ ଥିବା ବେଳେ ଏବେ ଆମରି ତାଙ୍କ ଫିଲ୍ମ ‘ଲାଲ ସିଂ ଚଡ୍ଡା’ର…
ବଢ଼ିଲା ଲକ୍ଡାଉନ ଅବଧି
ପାଟନା,୧୭।୮: ବିହାରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେ ପାର କରିଛି। ରାଜ୍ୟରେ ବଢ଼ୁଥିବା କରୋନା ମାମଲାକୁ ଦେଖି ଲକ୍ଡାଉନ ଅବଧିକୁ ବୃଦ୍ଧି କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି। ବର୍ତ୍ତମାନ ରାଜ୍ୟରେ ସେପ୍ଟେମ୍ବର ୬ଯାଏଁ ଲକ୍ଡାଉନ କଟକଣା ଜାରି…
Archives


