Home Left

ପ୍ରଥମ ଇଣ୍ଟରପ୍ଲାନେଟାରି ହେଲିକପ୍ଟର

ମଙ୍ଗଳ ଗ୍ରହ ବିଷୟରେ ଅଧିକ ତଥ୍ୟ ଜାଣିବା ପାଇଁ ବିଭିନ୍ନ ଦେଶର ମହାକାଶବିଜ୍ଞାନୀମାନେ ସେମାନଙ୍କର ଗବେଷଣା ଜାରି ରଖିଛନ୍ତି। ଏ କ୍ଷେତ୍ରରେ ଆଉ ପାଦେ ଆଗେଇବାରେ ସକ୍ଷମ ହୋଇଛି ଆମେରିକୀୟ ମହାକାଶ ଗବେଷଣା ସଂସ୍ଥା ‘ନାସା’। ଏହି ସଂସ୍ଥା ନିକଟରେ ଏପରି…

କରୋନା ଆକ୍ରାନ୍ତ ଟିଏମ୍‌ସି ବିଧାୟକଙ୍କ ପରଲୋକ

କୋଲକାତା,୧୭।୮: ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସ(ଟିଏମ୍‌ସି)ର ଏଗ୍ରା ବିଧାୟକ ସମରେଶ ଦାସଙ୍କ ସୋମବାର ପରଲୋକ ଘଟିଛି। କରୋନାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪ବର୍ଷ ବୟସ ହୋଇଥିଲା। ଏନେଇ ଟିଏମ୍‌ସି ସୂତ୍ରରୁ ସୂଚନା ମିଳିଛି। ଜୁଲାଇ ୧୮ରେ ତାଙ୍କର…

ସ୍ତ୍ରୀଙ୍କୁ ଚା’ ମାଗିବାରୁ ସ୍ବାମୀଙ୍କ ଅବସ୍ଥା ହେଲା ଏମିତି

ରାଇବରେଲି,୧୭।୮: ଉତ୍ତରପ୍ରଦେଶର ରାଇବରେଲି ଏକ ଅଭାବନୀୟ ଘଟଣା ଘଟିଛି। ସ୍ତ୍ରୀଙ୍କୁ ଚା’ ମାଗିବାରୁ ସ୍ବାମୀଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଏଥିରେ ରାଗିଯାଇ ସ୍ତ୍ରୀ ସ୍ବାମୀଙ୍କୁ ଛୁରି ଭୁଷି ଦେଇଛନ୍ତି। ସୂଚନାଯୋଗ୍ୟ, ସୁଦାମାପୁର ଗ୍ରାମରେ ଏହି ଘଟଣା ଘଟିଛି। ଗ୍ରାମର ରାଜେନ୍ଦ୍ର…

ସ୍ତ୍ରୀଙ୍କୁ ହତ୍ୟା କରି ଖଣ୍ଡ ଖଣ୍ଡ କରିଦେଇଥିଲେ ସ୍ବାମୀ, ବିଦ୍ୟୁତ ବିଲ୍‌ରୁ ଜଣାପଡିଲା ସତ୍ୟତା: ଜାଣନ୍ତୁ କେମିତି

ଅଯୋଧ୍ୟା,୧୭।୮: ଉତ୍ତରପ୍ରଦେଶର ଅଯୋଧ୍ୟା-ବାରାବାଙ୍କୀ ରୋଡ୍‌ରୁ ଆୟଶା ନାମକ ଜଣେ ଯୁବତୀଙ୍କ କଟା ମୃତଦେହ ଗତ ଜୁଲାଇ ୭ ତାରିଖରେ ମିଳିଥିଲା। ତେବେ ତାଙ୍କୁ କିଏ ମାରିଛି ପୋଲିସ ଏପର୍ଯ୍ୟନ୍ତ ପ୍ରମାଣ ମିଳୁ ନ ଥିଲା। ଏବେ ଏହି ଘଟଣାର ପର୍ଦ୍ଦାପାଶ ହୋଇଛି।…

ରାହୁଲ ଗାନ୍ଧୀ ଜଣେ ଅସଫଳ ରାଜନେତା: ଭାଜପା

ନୂଆଦିଲ୍ଲୀ,୧୭।୮: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଅନେକ ସମୟରେ କେନ୍ଦ୍ରର ଭାରତୀୟ ଜନତା ପାର୍ଟି(ଭାଜପା) ସରକାରକୁ ଟାର୍ଗେଟ କରୁଛନ୍ତି। ଦିନକ ପୂର୍ବରୁ ରାହୁଲ ଭାଜପା ଓ ରାଷ୍ଟ୍ରୀୟ ସ୍ବୟଂ ସେବକ ସଙ୍ଘ(ଆର୍‌ଏସ୍‌ଏସ୍‌) ଉପରେ ଅଭିଯୋଗ ଆଣିିଥିଲେ କି ଦେଶରେ ଏମାନେ…

ଆଗକୁ ହେବ କରୋନାର ଦୋହରା ମାଡ଼

ନୂଆଦିଲ୍ଲୀ/ଓ୍ବାଶିଂଟନ, ୧୭।୮: ପୃଥିବୀରେ କରୋନା ସଂକ୍ରମଣ ନେଇ ଆତଙ୍କ ଜାରି ରହିଛି। ତେବେ ଆଗକୁ ଆସୁଥିବା ଥଣ୍ଡା ଋତୁରେ ପୁଣି କରୋନାର ଦୋହରା ମାଡ଼ ହେବ। କରୋନା ପୁଣି ଫେରିବ ବୋଲି ଗଣମାଧ୍ୟମ ସଂସ୍ଥା ନ୍ୟୁୟର୍କ ଟାଇମ୍ସ୍‌ରେ ରିପୋର୍ଟ ଭିତ୍ତିକ ଖବର…

ଦୃଶ୍ୟମର ନିର୍ଦ୍ଦେଶକଙ୍କ ନିଧନ ମିଥ୍ୟା: ମିଲାପ ଜାଭେରି

ହାଇଦ୍ରାବାଦ,୧୭।୮: ଚଳିତ ବର୍ଷ ବଲିଉଡ୍‌ ପାଇଁ ଏକ କଳା ବର୍ଷ ରୂପେ ପରିଲକ୍ଷିତ ହେବାରେ ଲାଗିଛି। ଗତ କିଛି ମାସ ହେଲା ବଲିଉଡ୍‌ର କେତେକ ଜଣାଶୁଣା ସେଲିବ୍ରିଟିଙ୍କ ସମେତ ନିର୍ଦ୍ଦେଶକ ଓ ପ୍ରଯୋଜକଙ୍କ ପରଲୋକ ଘଟିଛି। ଇତିମଧ୍ୟରେ ସୋମବାର ବଲିଉଡ୍‌ ଅଭିନେତା…

ସଚିନ ପାରିଶ୍ରମିକ ରୂପେ ନେଇଥିଲେ ଫ୍ରିଜ୍‌: ଜାଣନ୍ତୁ କାହିଁକି…

ବଲିଉଡ୍‌ ଅଭିନେତା ତଥା ନିର୍ଦ୍ଦେଶକ ସଚିନ ପିଲଗାଓଙ୍କର ଅଗଷ୍ଟ ୧୭ ହେଉଛି ଜନ୍ମଦିନ। ତାଙ୍କ ସ୍ତ୍ରୀ ତଥା ପ୍ରସିଦ୍ଧ ଅଭିନେତ୍ରୀ ସୁପ୍ରିୟା ପିଲଗାଓଙ୍କର ମଧ୍ୟ ସମାନ ଦିନରେ ଜନ୍ମଦିନ ପଡେ। ତେଣୁ ଏହି ସ୍ବାମୀ-ସ୍ତ୍ରୀ ପ୍ରତିବର୍ଷ ଗୋଟିଏ ଦିନରେ ଜନ୍ମଦିନ ପାଳନ…

ରେନଡ୍ସ ସିଣ୍ଡ୍ରୋମ୍‌

ବାରମ୍ବାର ଅଧିକ ଗରମ କିମ୍ବା ଥଣ୍ଡା ପାଣି ସଂସ୍ପର୍ଶରେ ହାତ ଆସିବା ଦ୍ୱାରା ‘ରେନଡ୍ସ ସିଣ୍ଡ୍ରୋମ୍‌’ ସମସ୍ୟା ଦେଖାଦେଇଥାଏ। ତେବେ ତୀବ୍ର ବେଗରେ ଘୂରି ବୁଲୁଥିବା ଗତିଶୀଳ ଉପକରଣ (ଡ୍ରିଲିଙ୍ଗ ମେଶିନ୍‌, ହେୟାର ଡ୍ରାୟର)ର ଅଧିକ ବ୍ୟବହାର ଦ୍ୱାରା ଏହି ସମସ୍ୟାର…

ଏହି ବିଭାଗ ଡାକ୍ତରଙ୍କୁ କରୋନା ଭୟ ଅଧିକ, ଗାଇଡ୍‌ଲାଇନ୍‌ ଜାରି କଲା ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ

ଓ୍ବାଶିଟନ୍‌,୧୭ା୮: କରୋନା ଭାଇରସ୍‌ ସମଗ୍ର ବିଶ୍ୱରେ ଆତଙ୍କ ସୃଷ୍ଟି କରିଚାଲିଛି। ଡାକ୍ତରମାନେ ରାତିଦିନ ଏକ କରି କରୋନା ରୋଗୀଙ୍କୁ ସେବା ଯୋଗାଇ ଆସୁଛନ୍ତି। ଏପରିକି କରୋନା ରୋଗୀଙ୍କ ସେବା କରୁ କରୁ ଅନେକ ଡାକ୍ତର ମଧ୍ୟ ଏହି ମହାମାରୀରେ ମୃତ୍ୟୁବରଣ କରିଛନ୍ତି।…

ଫେରୁଛି କରୋନା: ଗତ ୨୪ ଘଣ୍ଟାରେ ଚାଇନାରେ ପୁଣି ୨୨ ନୂଆ ସଂକ୍ରମିତ ଚିହ୍ନଟ

ବେଜିଂ,୧୭।୮: ଚାଇନାର ଉହାନ ସହରରୁ ଆରମ୍ଭ ହୋଇଥିବା କରୋନା ମହାମାରୀ ଏବେ ସାରା ବିଶ୍ୱକୁ ଅସ୍ତବ୍ୟସ୍ତ କରି ସାରିଲାଣି। ଏହି ମହାମାରୀ ଚାଇନାରେ ପାଖାପାଖି ୪ ମାସ ତାଣ୍ଡବ ରଚିବା ପରେ କମି ଯାଇଥିବା କହିଥିଲେ ସେଠାକାର ସରକାର। ଏବେ ପୁଣିଥରେ…

ଡବ୍ଲୁଡବ୍ଲୁଇ ଷ୍ଟାର୍‌ ମହିଳାଙ୍କୁ ଅପହରଣ କରିବାକୁ ଚାହୁଁଥିଲେ ପାଗଳ ପ୍ରେମୀ, ଘଟିଲା ଏମିତି

ଡବ୍ଲୁଡବ୍ଲୁଇ ଷ୍ଟାର୍‌ ମହିଳା ରେସଲର୍‌ ସୋନିଆ ଡେଭିଲେଙ୍କୁ ଅପହରଣ କରିବାକୁ ଚାହୁଥିବା ବ୍ୟକ୍ତି ଶେଷରେ ଗିରଫ ହୋଇଛନ୍ତି। ସୋନିଆଙ୍କ ଘର ପରିସରରୁ ହିଁ ତାଙ୍କୁ ପୋଲିସ ଗିରଫ କରିଛି। ସମ୍ପୃକ୍ତ ବ୍ୟକ୍ତି ଜଣଙ୍କ ଗତ ୮ ମାସ ହେବ ସୋନିଆଙ୍କ ପିଛା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri