୩ ଦିନର ଶିଶୁକୁ ହସ୍ପିଟାଲରେ ଛାଡି କରୋନା ସଂକ୍ରମିତ ମା’ ଛୁ, ଆଉ ତା’ପରେ
ନୂଆଦିଲ୍ଲୀ, ୧୬।୮: ଉତ୍ତର ଦିଲ୍ଲୀର ହିନ୍ଦୁରାଓ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଜଣେ କରୋନା ସଂକ୍ରମିତ ମହିଳା ତାଙ୍କ ତିନି ଦିନର ଶିଶୁ କନ୍ୟାକୁ ଛାଡି ପଳାଇଛନ୍ତି। ମହିଳା ଜଣକ ଫେରାର ହେବାପରେ ଡାକ୍ତରଖାନା ପ୍ରଶାସନ ଓ ପୋଲିସ ଉତ୍ତେଜନା ପ୍ରକାଶ ପାଇଛି।…
୫ ବର୍ଷ ଝିଅର ଅଦ୍ଭୁତ କାରନାମା, ଦେଖିଲେ ହେବେ ଆଶ୍ଚର୍ଯ୍ୟ
ଚେନ୍ନାଇର ଜଣେ ୫ ବର୍ଷର ବାଳିକା ନିଜ ଅଦ୍ଭୁତ କାରନାମା ଜରିଆରେ ଚର୍ଚ୍ଚାକୁ ଆସିଛନ୍ତି। ସେ ତୀର ଚାଳନାରେ ଏମିତି ଏକ ରେକର୍ଡ ହାସଲ କରିଛନ୍ତି, ଯାହା ପୂର୍ବରୁ ପେଶାଦାର ଖେଲାଳି କରିପାରି ନ ଥିଲେ। ସ୍ବାଧୀନତା ଦିବସ ଅବସରରେ ୫…
ଜାତୀୟ ରାଜପଥରେ ଜଳିଗଲା ବିସ୍କୁଟ୍ ବୋଝେଇ କଣ୍ଟେନର୍
ଭଦ୍ରକ ଅଫିସ, ୧୬ା୮- ଭଦ୍ରକ ଜାତୀୟ ରାଜପଥ ସାହାପୁର ଛକ ନିକଟରେ ରବିବାର ସନ୍ଧ୍ୟାରେ ଏକ ବିସ୍କୁଟ ବୋଝେଇ କଣ୍ଟେନର ଜଳିଯାଇଛି। ସୂଚନା ମୁତାବକ, କଣ୍ଟେନର୍ (ନଂ ଓଡି ୦୭ କ୍ୟୁ ୬୨୧୧) ହାଇଦ୍ରାବାଦରୁ କଲିକତା ଅଭିମୁଖେ ଯାଉଥିଲା। ହଠାତ୍ ସାହାପୁର…
ଭୁବନେଶ୍ୱରରେ ପଜିଟିଭ, କବିସୂର୍ଯ୍ୟନଗରରେ ନେଗେଟିଭ
କବିସୂର୍ଯ୍ୟନଗର,୧୬ା୮(ଡି.ଏନ୍.ଏ.)- କବିସୂର୍ଯ୍ୟନଗରର ଜଣେ ବ୍ୟବସାୟୀଙ୍କ କୋଭିଡ୍-୧୯ ରିପୋର୍ଟ ଭୁବନେଶ୍ୱରରେ ପଜିଟିଭ ଆସିଥିବାବେଳେ କବିସୂର୍ଯ୍ୟନଗରରେ ନେଗେଟିଭ ଆସିଛି। ପରିବାରର ଅନ୍ୟ ସଦସ୍ୟଙ୍କ ରିପୋର୍ଟ ମଧ୍ୟ ନେଗେଟିଭ ଆସିଛି। ଯାହାକୁ ନେଇ ସମ୍ପୃକ୍ତ ବ୍ୟବସାୟୀ ଦ୍ୱନ୍ଦ୍ୱରେ ପଡିବା ସହ କୋଭିଡ୍ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି।…
ବାଣ ବିସ୍ଫୋରଣରେ ଭୁଶୁଡ଼ି ପଡିଲା ଘର
ବେଗୁନିଆ,୧୬ା୮(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ବେଗୁନିଆ ଥାନା କଣ୍ଟାବାଡ଼ ଗ୍ରାମରେ ଶନିବାର ରାତିରେ ବାଣ ବିସ୍ଫୋରଣ ଘଟି କାଶୀନାଥ ମହାପାତ୍ରଙ୍କ ଘର ସହ ପଡୋଶୀଙ୍କ ୪ ବଖରା କ୍ଷତିଗ୍ରସ୍ତ ହୋଇଛି। ଏଥିରେ କେହି ଆହତ ହୋଇ ନ ଥିବା ଜଣାପଡ଼ିଛି। ପୋଲିସ ଓ…
କାହିଁକି ରାଇନାଙ୍କ ଅବସରକୁ ଆନୁଷ୍ଠାନିକ ଭାବେ ଘୋଷଣା କରିନି ବିସିସିଆଇ
ନୂଆଦିଲ୍ଲୀ, ୧୬।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ ସୀମିତ ଓଭର କ୍ରିକେଟ୍ର ଅଭିଜ୍ଞ ଖେଳାଳି ସୁରେଶ ରାଇନା ଭାରତର ୭୪ତମ ସ୍ବାଧୀନତା ଦିବସର ଅବସରରେ ଶନିବାର ଅନ୍ତର୍ଜାତୀୟ କ୍ରିକେଟ୍ରୁ ଅବସର ଘୋଷଣା କରିଥିଲେ। ପ୍ରଥମେ…
ଏହି ପ୍ରସିଦ୍ଧ କ୍ରିକେଟରଙ୍କ ମୃତ୍ୟୁରେ ପ୍ରଧାନମନ୍ତ୍ରୀଙ୍କ ଦୁଃଖପ୍ରକାଶ
ନୂଆଦିଲ୍ଲୀ,୧୬।୮: କ୍ରିକେଟରରୁ ରାଜନେତା ପାଲଟିଥିବା ତଥା ଯୋଗୀ ସରକାରର ମନ୍ତ୍ରୀ ଚେତନ ଚୌହାନଙ୍କର ଦେହାନ୍ତ ହୋଇଛି। ୭୩ ବର୍ଷିୟ ଚେତନ କରୋନା ଆକ୍ରାନ୍ତ ହେବାପରେ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ରବିବାର ଅପରାହ୍ନ ୪.୩୦ରେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ତାଙ୍କ ମୃତ୍ୟୁରେ…
୧୫ ଦିନରେ ୟୁପି ସରକାରର ୨ ମନ୍ତ୍ରୀ କରୋନା ମୃତ
ନୂଆଦିଲ୍ଲୀ, ୧୬।୮: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଓପନିଂ ବ୍ୟାଟ୍ସମ୍ୟାନ ତଥା ଉତ୍ତରପ୍ରଦେଶରେ ଯୋଗୀ ସରକାରଙ୍କ ମନ୍ତ୍ରୀ ଚେତନ ଚୌହ୍ବାନ ରବିବାର କରୋନା ପ୍ରାଣ ହରାଇଛନ୍ତି। ଗତ ୧୧ ତାରିଖରେ ସେ କରୋନା ସଂକ୍ରମିତ ହେବା ଜଣାପଡ଼ିବା ପରେ ତାଙ୍କୁ ମେଦାନ୍ତ…
ଟେଷ୍ଟରେ ଚେତନ ଚୌହାନଙ୍କ ନାମରେ ଥିଲା ଏହି ବିରଳ ରେକର୍ଡ
ନୂଆଦିଲ୍ଲୀ, ୧୬।୮: ପୂର୍ବତନ ଭାରତୀୟ କ୍ରିକେଟର୍ ତଥା ଉତ୍ତର ପ୍ରଦେଶ ସରକାରରେ କ୍ୟାବିନେଟ୍ ମନ୍ତ୍ରୀ ରହିଥିବା ଚେତନ ଚୌହାନଙ୍କ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୭୩ ବର୍ଷ ହୋଇଥିଲା। ଗତ ମାସରେ କରୋନା ଆକ୍ରାନ୍ତ ହୋଇ ଚେତନ ଚିକିତ୍ସାଧୀନ ରହିଥିଲେ। କିନ୍ତୁ…
ବେକେ ବନ୍ୟା ପାଣିରେ ବାଇକ ଚଲାଉଛନ୍ତି ଯୁବକ
ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। ବର୍ତ୍ତମାନ ସୋସିଆଲ ମିଡିଆରେ ଏପରି ଏକ ଭିଡିଓ ଭାଇରାଲ ହୋଇଛି ଯାହାକୁ ଦେଖିଲେ ଆପଣ ନିଶ୍ଚୟ ଆଶ୍ଚର୍ଯ୍ୟ ହୋଇଯିବେ। ବେକେ ବନ୍ୟା ପାଣିରେ ଜଣେ ଯୁବକ ବାଇକ ଚଲାଉଛନ୍ତି। ଆଜ୍ଞା ହଁ।…
ବିଶ୍ୱର ଏକମାତ୍ର ଅଧିନାୟକ ଭାବେ ଧୋନୀଙ୍କ ନାମରେ ରହିଛି ଏହି କୀର୍ତ୍ତିମାନ
ନୂଆଦିଲ୍ଲୀ, ୧୬।୮: ଭାରତୀୟ କ୍ରିକେଟ୍ର ସବୁଠାରୁ ସଫଳ ଅଧିନାୟକ ବିବେଚିତ ହୋଇଥିବା ମହେନ୍ଦ୍ର ସିଂ ଧୋନୀ ଶନିବାର ଅନ୍ତର୍ଜାତୀୟ କ୍ରିକେଟ୍ରୁ ସନ୍ନ୍ୟାସ ଗ୍ରହଣ କରିଛନ୍ତି। ଧୋନୀ ଅବସର ନେବା ସହିତ ଭାରତୀୟ କ୍ରିକେଟ୍ର ଏହି ସର୍ବୋତ୍ତମ ଯୁଗର ଅବସାନ ଘଟିଛି। ଧୋନୀ…
ଆସିଲା ବିଶ୍ୱର ସବୁଠୁ ଶସ୍ତା ଇଲେକ୍ଟ୍ରିକ ବାଇକ୍, ଦାମ୍ ରହିଛି ଏତିକି
ଶସ୍ତା ଫୋନ ଏବଂ ଶସ୍ତା ଏଲ୍ଇଡି ଟେଲିଭିଜନ ପରେ ଡିଟେଲ ଇଣ୍ଡିଆ ବର୍ତ୍ତମାନ ଭାରତୀୟ ବଜାରରେ ଏକ ଇଲେକ୍ଟ୍ରିକ୍ ବାଇକ୍ ଲଞ୍ଚ କରିଛି। କମ୍ପାନୀ ଦାବି କରିଛି ଯେ ଏହି ଇଲେକ୍ଟ୍ରିକ ବାଇକ୍ କିଲୋମିଟର ପିଛା ମାତ୍ର ୨୦ ପଇସା ଖର୍ଚ୍ଚ…
Archives


