ସାକାର ହେଉନି ସେତୁ ସ୍ବପ୍ନ
(ସଚ୍ଚିଦାନନ୍ଦ ପ୍ରଧାନ) କଣିହାଁ ,୨୩।୧୨ – ଟିକିରା ନଦୀରେ ସେତୁଟିଏ ପାଇଁ ବର୍ଷ ବର୍ଷ ଧରି ଲୋକେ ଦାବି କରିଆସୁଥିଲେ। ଜିଲା ଖଣିଜ ପାଣ୍ଠିରୁ ୧୪ କୋଟି ଟଙ୍କା ମଞ୍ଜୁର ହୋଇଥିବା ଜଣାପଡ଼ିବା ପରେ ସେମାନେ ଖୁସି ହୋଇଯାଇଥିଲେ। ପୋଲ ନିର୍ମାଣ…
୫୦ଏକର ଧାନ ନଷ୍ଟ କଲେ ହାତୀପଲ
ରାଇସୁଆଁ, ୨୩।୧୨(ଡି.ଏନ.ଏ.)-କେନ୍ଦୁଝର ଜିଲା ସଦର ବ୍ଲକ ଅନ୍ତର୍ଗତ ଜାମୁନାଳିଆ ଗ୍ରାମରେ ସୋମବାର ବିଳମ୍ବତି ରାତିରେ ୨୨ରୁ ଉର୍ଦ୍ଧ୍ୱ ହାତୀ ପଶି ୫୦ ଏକରରୁ ଅଧିକ ଧାନଫସଲ ନଷ୍ଟ କରି ଦେଇଛନ୍ତି। ସ୍ଥାନୀୟ ଅଞ୍ଚଳରେ ହାତୀ ଘଉଡ଼ାଇବା ସହ ହାତୀ ଆତଙ୍କ ଯୋଗୁ…
ଓସିଏ ଆନ୍ତଃ ଜିଲା ସିନିୟର ଟି ୨୦: କଟକ-ଏ’ ଚାମ୍ପିୟନ
ଭୁବନେଶ୍ୱର,୨୩।୧୨(ସ୍ପୋଟର୍ସ ବ୍ୟୁରୋ): ଭୁବନେଶ୍ୱର ଓ କଟକର ବିଭିନ୍ନ ଗ୍ରାଉଣ୍ଡରେ ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) ଆନୁକୂଲ୍ୟରେ ଚାଲିଥିବା ଆନ୍ତଃ ଜିଲା ସିନିୟର ପୁରୁଷ ଟି ୨୦ କ୍ରିକେଟ ଲିଗ୍ ଶେଷ ହୋଇଛି। ଏଥିରେ କଟକ ଏ’ ଚାମ୍ପିୟନ ହୋଇଛି। ମଙ୍ଗଳବାର ବାରବାଟୀ ଷ୍ଟାଡିୟମରେ…
ଦିନ କେଇଟାରେ ବଦଳିଗଲା ଭାଗ୍ୟ: ରେଷ୍ଟୁରାଣ୍ଟ ପାଲଟିଲା ‘ବାବା କା ଢ଼ାବା’
ଆଜିର ଅତ୍ୟାଧୁନିକ ଯୁଗରେ ସବୁଠାରୁ ବଡ଼ ଅସ୍ତ୍ର ପାଲଟିଛି ସୋସିଆଲ ମିଡିଆ। ଅନେକ ଏଥିଯୋଗୁ ରାତାରାତି ଷ୍ଟାର ପାଲଟୁଥିବା ବେଳେ ଏହା ଅନେକଙ୍କ ଜୀବନ ବଦଳାଇ ଦେଉଛି। କିଛିଦିନ ତଳେ ଏହି ସୋସିଆଲ ମିଡିଆରେ ଏକ ଢ଼ାବା ବେଶ୍ ଭାଇରାଲ ହୋଇଥିଲା,ଯାହାର…
ଦୌଡ଼ରେ ସ୍ମିଥ୍ଙ୍କ ସହ ଏକାଧିକ ଯୁବ ଖେଳାଳି ରହିଛନ୍ତି: ସିଏ
ମେଲବୋର୍ନ,୨୩।୧୨ (ପି.ଟି.): ଅଷ୍ଟ୍ରେଲିଆ ଟେଷ୍ଟ ଅଧିନାୟକ ପଦରେ ପୁଣି ଥରେ ବ୍ୟାଟିଂ ସୁପରଷ୍ଟାର ଷ୍ଟିଭ୍ ସ୍ମିଥ୍ଙ୍କୁ ନିଯୁକ୍ତି ଦେବା ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ତେବେ କ୍ରିକେଟ ଅଷ୍ଟ୍ରେଲିଆ (ସିଏ) ଏ ନେଇ ଭିନ୍ନ ମନ୍ତବ୍ୟ ଦେଇଛି। ନେତୃତ୍ୱ ନେବା ପାଇଁ…
ସପ୍ତାହରେ ଦୁଇଥର ଏହି ଖାଦ୍ୟ ଖାଇଲେ ଦୂର ହୁଏ ହୃଦ୍ରୋଗ ଆଶଙ୍କା
ଆଜିକାଲି ଏମିତି ରୋଗ ହେଉଛି ନିମିଷକ ମଧ୍ୟରେ ପ୍ରାଣ ଚାଲିଯାଉଛି। ତେଣୁ ଖାଇବା ପିଇବା ପ୍ରତି ଧ୍ୟାନ ଦେବା ନିହାତି ଜରୁରୀ। ସୁସ୍ଥ ଜୀବନଶୈଳୀ ଆପଣାଇବା ସତ୍ତ୍ୱେ ମଧ୍ୟ କିଛି ରୋଗ ହଠାତ୍ ହୋଇଥାଏ। ଯେମିତିକି ହୃଦ୍ରୋଗ। ଏହା କେତେବେଳେ କାହାକୁ…
ବିନା ଡାଏଟିଂରେ ବି ହୋଇଯିବେ ସ୍ଲିମ୍…
ପରିବର୍ତ୍ତିତ ଜୀବନ ଶୈଳୀରେ ଖାଦ୍ୟପେୟରେ ଅନିୟମିତତା ଯୋଗୁ କେତେକଙ୍କଠାରେ ମେଦବହୁଳତା ଦେଖାଦେଇଥାଏ। ଏଥିରୁ ଦୂରେଇ ରହିବା ପାଇଁ କିଛି ଲୋକ ଡାଏଟିଂ କରିଥାନ୍ତି। ତେବେ ଡାଏଟିଂ ନ କରି ପ୍ରତିଦିନ ଥଣ୍ଡା ପାଣିରେ ଗାଧୋଇଲେ ମେଦବହୁଳତା ସମସ୍ୟା ଦୂର ହେବା ସହିତ…
ଏହି ଗୁଣ୍ଡ ସହିତ ଗ୍ଲାସେ ଉଷୁମ ପାଣି ହାର୍ଟ ଆଟାକ୍ରୁ ରଖେ ଦୂରେଇ…
ସକାଳୁ ଖାଲି ପେଟରେ ଉଷୁମ ପାଣି ସହିତ ଶୁଣ୍ଠି ଗୁଣ୍ଡ ଖାଇଲେ ମିଳିଥାଏ ଅନେକ ସୁଫଳ । ଏହା ମ୍ୟୁକୋଲାଇଟିସ୍ ଭାବେ କାର୍ଯ୍ୟ କରିଥାଏ। ଏହାଦ୍ୱାରା ଫୁସ୍ଫୁସ୍ରେ ଜମିଥିବା କଫ ତରଳି ବାହାରି ଯାଇଥାଏ। ଫଳରେ କାଶରୁ ମୁକ୍ତି ମିଳେ। ଆଜ୍ମା…
ପ୍ରେମିକାଙ୍କ ଗୁଗ୍ଲିର ଶିକାର ହେଲେ ଚହଲ
ନୂଆଦିଲ୍ଲୀ,୨୨।୧୨: ବିଦେଶୀ ହେଉ କି, ଦେଶୀ ବ୍ୟାଟ୍ସମ୍ୟାନଙ୍କୁ ଗୁଗଲିର ହଇରାଣ କରୁଥିବା ଭାରତୀୟ ଲେଗ୍ ସ୍ପିନର ୟୁଜବେନ୍ଦ୍ର ଚହଲ ପ୍ରେମିକାଙ୍କ ଗୁଗ୍ଲିର ଶିକାର ହୋଇଛନ୍ତି। ଏହି ଲେଗ୍ ସ୍ପିନର ମଙ୍ଗଲବାର ଜୀବନର ଦ୍ୱିତୀୟ ଇନିଂସ ଆରମ୍ଭ କରିଛନ୍ତି। ଦୀର୍ଘ ଦିନର ପ୍ରେମିକା…
ଲାଇନ୍ଚ୍ୟୁତ ହେଲା ମାଲ୍ବାହୀ ଟ୍ରେନ, ୨ ଆହତ
ରାଉରକେଲା,୨୨।୧୨: ବିମଳାଗଡ଼ ରେଲୱେ ୟାର୍ଡ ନିକଟରେ ମଙ୍ଗଳବାର ସାରେ ଏକ ଟ୍ରେନ ଦୁର୍ଘଟଣା ଘଟିଛି। ସନ୍ଧ୍ୟା ୭ଟାରେ ଲୁହାପଥର ନେଇ ଏକ ମାଲବାହୀ ଟ୍ରେନ ବରସୁଆଁରୁ ରାଉରକେଲା ଅଭିମୁଖେ ବାହାରିଥିଲା। କିଛି ବାଟ ଯିବା ପରେ ଟ୍ରେନ ୧୧୦ କିମି ବେଗ…
ରାଜ୍ୟରେ ସୁସ୍ଥ ହେଲେ ୩୮୮ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୨।୧୨: ରାଜ୍ୟରେ ମଙ୍ଗଳବାର ୩୮୮ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ସୁନ୍ଦରଗଡ଼ରୁ ସର୍ବାଧିକ ସୁସ୍ଥ ହୋଇଛନ୍ତି ୭୧ ଜଣ। ଖୋର୍ଦ୍ଧରୁ ୩୮, ଅନୁଗୁଳରୁ ୩୭, ସମ୍ବଲପୁରରୁ ୨୭, ବରଗଡ଼ରୁ ୨୬, ମୟୁରଭଞ୍ଜରୁ ୨୫, କଟକରୁ ୨୧, ବାଲେଶ୍ୱରରୁ ୨୦,ଯାଜପୁରରୁ ୧୬,…
ପ୍ରଧାନମନ୍ତ୍ରୀଙ୍କୁ ରକ୍ତରେ ଚିଠି ଲେଖିଲେ ଚାଷୀ
ନୂଆଦିଲ୍ଲୀ,୨୨।୧୨: ଧିରେ ଧିରେ ଅଣାୟତ ହେବାରେ ଲାଗିଛି ନୂଆ କୃଷି ଆଇନ ବିରୋଧରେ ଦିଲ୍ଲୀ-ହରିୟାଣା ସିଙ୍ଗୁ ସୀମାରେ ଚାଲିଥିବା କୃଷକ ଆନ୍ଦୋଳନ। ଆନ୍ଦୋଳନରତ କୃଷକ ଗୋଷ୍ଠୀ ଦ୍ୱାରା ଆୟୋଜିତ ଏକ ରକ୍ତଦାନ ଶିବିର ଅବସରରେ ଚାଷୀମାନେ ନିଜ ରକ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

