Home Left

ରାଜଭବନରେ ଗୋଇନ୍ଦାଗିରି କରୁଛନ୍ତି ରାଜ୍ୟ ସରକାର

କୋଲକାତା, ୧୬।୮: ରାଜଭବନ ଉପରେ ତୀକ୍ଷଣ୍‌ ନଜର ରଖାଯାଉଛି। ରାଜ୍ୟ ସରକାର ରାଜଭବନରେ ଗୋଇନ୍ଦାଗିରି କରୁଛନ୍ତି। ଏଭଳି ଗୁରୁତର ଅଭିଯୋଗ ପଶ୍ଚିମବଙ୍ଗ ରାଜ୍ୟପାଳ ଜଗଦୀପ୍‌ ଧନଖଣ୍ଡ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସରକାରଙ୍କ ଉପରେ ଆଣିଛନ୍ତି। ରାଜଭବନରେ ଚାଲିଥିବା ସମସ୍ତ କାର୍ଯ୍ୟକ୍ରମ ସୂଚନା…

ଧୋନୀ କାହିଁକି ପଡ଼ିଆରେ ଖୋଲିଥିଲେ ଟି-ଶର୍ଟ ଜାଣନ୍ତୁ

ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଅନ୍ତର୍ଜାତୀୟ କ୍ରିକେଟରୁ ଶନିବାର ବିଦାୟ ନେଇଛନ୍ତି। ସେ ଜଣେ ଶାନ୍ତ କ୍ୟାପଟେନ୍‌ ଭାବରେ ଜଣାଶୁଣା। ଧୋନୀଙ୍କ କ୍ରିକେଟ କ୍ୟାରିୟର ମଧ୍ୟରେ ଏକ ଘଟଣା ସାମ୍ନାକୁ ଆସିଥିଲା, ଯାହା ସେହି ସମୟରେ…

କରୋନା ଟିକା ପ୍ରଥମେ କାହାକୁ ଦିଆଯିବା ଉଚିତ

ନୂଆଦିଲ୍ଲୀ,୧୬।୮: କରୋନା ମହାମାରୀ ବେଳକୁ ବେଳ ଉଗ୍ର ରୂପ ଧାରଣ କରୁଥିବା ବେଳେ ଏବେ ସମସ୍ତଙ୍କ ନଜର ଏହାର ଟିକା ବା ଭ୍ୟାକ୍ସିନ ଉପରେ। ଗୋଟିଏ ପଟେ ରୁଷିଆ କରୋନା ଟିକା ପ୍ରସ୍ତୁତ କରିଥିବା ଦାବି କରୁଥିବା ବେଳେ ଆଉ କେତେକ…

ଦୀର୍ଘ ୮ ମାସ ପରେ ମିଳିଲା ପାକିସ୍ତାନ ସୀମାରେ ନିଖୋଜ ଯବାନଙ୍କ ମୃତଦେହ

ଡେରାଡୁନ,୧୬।୮: ଦୀର୍ଘ ପ୍ରାୟ ୮ ମାସ ହେବ ଉତ୍ତର କଶ୍ମୀରର ବରଫାବୃତ୍ତ ଅଞ୍ଚଳରେ ଗୋଡ ଖସିଯିବାରୁ ଉତ୍ତରାଖଣ୍ଡର ଜଣେ ଯବାନ ନିଖୋଜ ହୋଇଯାଇଥିଲେ। ଶନିବାର ତାଙ୍କର ମୃତ ଶରୀର ବାରମୂଳା ଜିଲାର ଗୁଲମର୍ଗ ଅଞ୍ଚଳରେ ଠାବ କରାଯାଇଛି। ମିଳିଥିବା ସୂଚନାରୁ ଜଣାପଡିଛି…

ଛତ୍ରପୁର ସବ୍‌ ଜେଲ୍‌ ପରିଦର୍ଶନ କଲେ ଜିଲା ଜଜ

ଛତ୍ରପୁର, ୧୬।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଜଜ୍‌ ରାମ ଶଙ୍କର ହୋତା ରବିବାର ଛତ୍ରପୁର ସବ୍‌ ଜେଲ ପରିଦର୍ଶନ କରିଛନ୍ତି। ଏହି ସବ୍‌ ଜେଲରେ ୧୩୨ ଜଣ ପୁରୁଷ ଓ ୫ ଜଣ ମହିଳା ସମୁଦାୟ ୧୩୭ ଅନ୍ତେବାସୀ ଅଛନ୍ତି ପରିଦର୍ଶନ ବେଳେ…

କେଜରିଓ୍ବାଲଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୧୬।୮: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ରବିବାର୫୨ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ତାଙ୍କୁ ବହୁ ରାଜନେତା, ଦଳିୟ କର୍ମୀ ଓ ଶୁଭେଚ୍ଛୁ ଜନ୍ମଦିନର ଶୁଭକାମନା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ କେଜରିଓ୍ବାଲଙ୍କୁ ଶୁଭେଚ୍ଛା ଜଣାଇବା ସହ ଟୁଇଟ୍‌…

ଦେଶ ପାଇଁ ଲଢ଼ିଥିଲେ, ଏବେ କରୋନାକୁ ହରାଇଲେ

ମୁମ୍ବାଇ, ୧୬।୮: ଦେଶ ପାଇଁ ଲଢ଼ିଥିବା ଜଣେ ୯୮ ବର୍ଷ ବୟସ୍କ ନୌସେନା କର୍ମଚାରୀ ଏବେ କରୋନା ଲଢ଼େଇରେ ବିଜୟୀ ହୋଇଛନ୍ତି। ଏନେଇ ରବିବାର ଭାରତୀୟ ନୌସେନା ପକ୍ଷରୁ ସୂଚନା ଦିଆଯାଇଛି। ସିପାହୀ ରାମୁ ଲଷ୍ମଣ ସକପାଳ ନେରୁଲରେ ବାସ କରନ୍ତି।…

ମାଛ ଧରିବା ବେଳେ ଜାଲରେ ପଡିଲା ୯ ଫୁଟ ଲମ୍ବର ଅଜଗର

ଛତ୍ରପୁର, ୧୬।୮(ଡି.ଏନ୍‌.ଏ.): ମାଛ ଧରିବା ବେଳେ ଜାଲରେ ପଡିଲା ୯ ଫୁଟ ଲମ୍ବର ଅଜଗର ସାପ । ଏଭଳି ଦୃଶ୍ୟ ଦେଖି ବାକୁ ମିଳିଛଇ ଗଞ୍ଜାମ ଜିଲା ଛତ୍ରପୁର ତମ୍ପରା ହ୍ରଦରେ। ରବିବାର ସକାଳୁ ତରେଇ ପାଟପୁର ଗ୍ରାମର କନ୍ଧ ବେହେରା…

ହୀରାକୁଦ ଡ୍ୟାମ୍‌ର ୯ ଗେଟ୍‌ ଖୋଲିଲା

ସମ୍ବଲପୁର ଅଫିସ,୧୬ା୮: ଉପରମୁଣ୍ଡରେ ପ୍ରବଳ ବର୍ଷା ହେବାରୁ ହୀରାକୁଦ ଡ୍ୟାମ୍‌ର ଜଳପତ୍ତନ ବୃଦ୍ଧି ପାଇଛି। ଫଳରେ ୯ଟି ଗେଟ୍‌ ମଧ୍ୟ ଦେଇ ଜଳ ନିଷ୍କାସିତ ହେଉଛି। ଶନିବାର ରାତି ୯ଟା ସୁଦ୍ଧା ଜଳସ୍ତର ୬୧୫.୦୨ ଫୁଟକୁ ବୃଦ୍ଧି ପାଇଛି। ସେହିପରି ଜଳଭଣ୍ଡାର…

ଗଛ ଡାଳରେ ସାଲାଇନ୍‌ ଷ୍ଟାଣ୍ଡ୍‌: ଭିଡ଼ିଓ ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ହାଇଦ୍ରାବାଦ୍‌, ୧୬।୮: ତେଲଙ୍ଗାନାର ଓସମାନିଆ ଜେନେରାଲ ହସ୍ପିଟାଲରେ ରୋଗୀ ସେବାର ଏକ ଭିଡ଼ିଓ ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଜଣେ ରୋଗୀଙ୍କୁ ସାଲାଇନ୍‌ ଲଗା ଯାଇଥିବା ଦୃଶ୍ୟ ଭିଡ଼ିଓରେ ଦେଖିବାକୁ ମିଳୁଛି। ତେବେ ସାଲାଇନ୍‌ ଷ୍ଟାଣ୍ଡ୍‌ ବଦଳରେ ଗଛ…

ବନ୍ୟା ଯୋଗୁ ଚାଷ ଜମିରେ ଫସି ରହିଥିବା ୧୨ କୃଷକଙ୍କୁ ଉଦ୍ଧାର କଲା ସେନା ହେଲିକପ୍ଟର

ହାଇଦ୍ରାବାଦ,୧୬।୮: ତେଲେଙ୍ଗାନାରେ କିଛିଦିନ ହେବ ଲଗାତାର ଭାବେ ବର୍ଷା ହୋଇ ଚାଲିଛି। ଫଳରେ ଏଠାକାର ଅଧିକାଂଶ ଅଞ୍ଚଳରେ ବନ୍ୟା ଦେଖାଦେଇଛି। ବନ୍ୟାଯୋଗୁ ନିକଟରେ ୧୨ ଜଣ କୃଷକ ନିଜ ଚାଷ ଜମିରେ ଫସି ଯାଇଥିଲେ। ଏହି ଖବର ଜାଣିବା ପରେ ସେନା…

ପାକିସ୍ତାନ ଓ୍ବେବ୍‌ସାଇଟ୍‌ରେ ଶ୍ରୀରାମଙ୍କ ଫଟୋ, ହ୍ୟାକ୍‌ର ଲେଖିଲେ…

ଇସ୍‌ଲାମାବାଦ,୧୬ା୮: ସ୍ବାଧୀନତା ଦିବସ ଅବସରରେ, କେତେକ ହ୍ୟାକର ପାକିସ୍ତାନର ଅନେକ ଗୁରୁତ୍ୱପୂର୍ଣ୍ଣ ଓ୍ବେବ୍‌ସାଇଟ୍‌ ହ୍ୟାକ୍‌ କରିଥିଲେ। ଏହା ଅଗଷ୍ଟ ୧୫ର ଅଭିନନ୍ଦନ ବାର୍ତ୍ତା ଥିଲା। କେବଳ ଏତିକି ନୁହେଁ, ପାକିସ୍ତାନୀ ଓ୍ବେବ୍‌ସାଇଟ୍‌ରେ କରାଚି ଏବଂ ଲାହୋରରେ ଏକ ରାମ ମନ୍ଦିର ତିଆରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri